ଶେଷରେ ମାନିଲା ପାକିସ୍ତାନ: ପୁଲଓ୍ବାମା ଆକ୍ରମଣରେ ରହିଛି ଜୈଶ୍ର ହାତ
ଇସଲମାବାଦ, ୨୪।୭: ଜମ୍ମୁ-କଶ୍ମୀରର ପୁଲଓ୍ବାମାରେ ହୋଇଥିବା ଆତଙ୍କବାଦୀ ଆକ୍ରମଣରେ ପାକିସ୍ତାନ ଆତଙ୍କବାଦ ସଂଗଠନ ଜୈଶ-ଏ-ମହମ୍ମଦର ହାତ ଅଛି ବୋଳି ସ୍ବୀକାର କରିଛନ୍ତି ପାକିସ୍ତାନ ପ୍ରଧାନମନ୍ତ୍ରୀ ଇମ୍ରାନ ଖାନ୍। ସ୍ବୀକାର କଲେ ସୁଦ୍ଧା ଇମ୍ରାନ ଏବ ବିବାଦୀୟ ବୟାନ ଦେଇଛନ୍ତି। ଏହି ଆକ୍ରମଣରେ…
ଦେଶରେ ପ୍ରତିିଦିନ ଭୋକରେ ରହୁଛନ୍ତି ୨୦ କୋଟି: ବର୍ଷକୁ ନଷ୍ଟ ହେଉଛି ୬ ହଜାର ୬ ଶହ କୋଟି କିଗ୍ରା ଖାଦ୍ୟ
ଓ୍ବାଶିଂଟନ,୨୪।୭: ଭାରତରେ ପ୍ରତିଦିନ ୨୦ କୋଟି ଭୋକିଲାଙ୍କୁ ଖାଦ୍ୟ ମିଳୁନି। ମାତ୍ର ଦେଶରେ ପ୍ରତିବର୍ଷ ହାରାହାରି ୬ ହଜାର ୬ଶହ ୩୦ କୋଟି କିଲୋଗ୍ରାମ୍ ଖାଦ୍ୟ ନଷ୍ଟ ହେଉଛି। ଭାରତରେ ପ୍ରତି ବ୍ୟକ୍ତି ବର୍ଷରେ ୫୧ କିଲୋଗ୍ରାମ୍ ଖାଦ୍ୟ ପଦାର୍ଥ ନଷ୍ଟ…
‘ଫାର୍ଷ୍ଟ ଗର୍ଲଫ୍ରେଣ୍ଡ’ଙ୍କ ଭବିଷ୍ୟତ ନେଇ ଚର୍ଚ୍ଚା
ଲଣ୍ଡନ,୨୪ା୭(ପି.ଟି.): ବୋରିସ୍ ଜନ୍ସନ୍ ବ୍ରିଟେନ୍ ପ୍ରଧାନମନ୍ତ୍ରୀ ଭାବେ ଡାଉନିଂ ଷ୍ଟ୍ରିଟ୍ରେ ଅବସ୍ଥାନ କରିବାକୁ ଯାଉଥିବାବେଳେ ତାଙ୍କଠୁ ବୟସରେ ଯଥେଷ୍ଟ ସାନ ତରୁଣୀ-ବାନ୍ଧବୀ କ୍ୟାରି ସାଇମଣ୍ଡ୍ସଙ୍କୁ ସାଥିରେ ରଖିବେ କି ନାହିଁ ସେଥିନେଇ କଳ୍ପନାଜଳ୍ପନା ଆରମ୍ଭ ହୋଇଯାଇଛି। ଦୁଇଥର ବିବାହ କରିଥିବା ବୋରିସ୍…
ବ୍ରିଟେନ ପ୍ରଧାନମନ୍ତ୍ରୀ ଭାବେ ବୁଧବାର ଶପଥ ନେବେ ବୋରିସ
ଲଣ୍ଡନ,୨୩।୭: ବ୍ରିଟେନର ଶାସକ ଦଳ କଞ୍ଜରଭେଟିଭ ପାର୍ଟିର ଅଧ୍ୟକ୍ଷ ପଦ ପାଇଁ ହୋଇଥିବା ନିର୍ବାଚନରେ ଲଣ୍ଡନର ପୂର୍ବତନ ମେୟର ବୋରିସ ଜନସନ ବିଜୟୀ ହୋଇଛନ୍ତି। ଏହି ଆଧାରରେ ସେ ବ୍ରିଟେନର ପ୍ରଧାନମନ୍ତ୍ରୀ ହେବେ ଓ ଥେରାସା ମେଙ୍କ ସ୍ଥାନ ଗ୍ରହଣ କରିବେ।…
ବାସ ହରାଉଛନ୍ତି ପାଲେଷ୍ଟାଇନ୍ବାସୀ
ଜେରୁଜେଲମ,୨୩।୭: ଏବେ ଇସ୍ରାଏଲ ସେନା ଜେରୁଜେଲମରେ ଥିବା ପାଲେଷ୍ଟାଇନବାସୀଙ୍କ ଘର ଭାଙ୍ଗିବାରେ ଲାଗିଛନ୍ତି। ଫଳରେ ଅଧିକାଂଶ ପାଲେଷ୍ଟାଇନବାସୀ ନିଜର ବାସଗୃହ ହରାଇ ବସିଲେଣି। ପୂର୍ବ ଜେରୁଜେଲମର ବାହାରେ ଥିବା ଗାଁରେ ଏଭଳି ଦୃଶ୍ୟ ଦେଖାଯାଇଛି। ଏହାକୁ ୟୂରୋପୀୟ ସଂଘ ନିନ୍ଦା କରିଛି।…
ଅଢେଇ ବର୍ଷରେ ୧୦ ହଜାରରୁ ଅଧିକ ମିଛ କହିଛନ୍ତି ଆମେରିକା ରାଷ୍ଟ୍ରପତି
ୱାଶିଂଟନ, ୨୩।୭: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ସୋମବାର ପାକିସ୍ତାନ ପ୍ରଧାନମନ୍ତ୍ରୀ ଇମ୍ରାନ ଖାନ୍ଙ୍କୁ ଭେଟିଥିଲେ। ଏହି ସମୟରେ କଶ୍ମୀର ସମସ୍ୟା ଉଠିଥିଲା। ଟ୍ରମ୍ପ କହିଥିଲେ, ଭାରତର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ମୋତେ କଶ୍ମୀର ପ୍ରସଙ୍ଗରେ ମଧ୍ୟସ୍ଥତା କରିବାକୁ ନିବେଦନ କରିଛନ୍ତି।…
ଦକ୍ଷିଣ କୋରିଆ ବାୟୁସୀମାରେ ରୁଷିଆ-ଚାଇନା ଯୁଦ୍ଧ ବିମାନ
ସିଓଲ,୨୩।୭: ଦକ୍ଷିଣ କୋରିଆ ବାୟୁସୀମାରେ ରୁଷିଆ ଯୁଦ୍ଧ ବିମାନ ପ୍ରବେଶ କରିଛି। ଏନେଇ ଦକ୍ଷିଣ କୋରିଆ ଜେଟ୍ ବିମାନ ଦଳ ଏହା ଉପରେ ସତର୍କ ଫାଇରିଙ୍ଗ୍ କରିଥିବା କୁହାଯାଉଛି। ୩ଟି ରୁଷିଆ ଯୁଦ୍ଧ ବିମାନ ବାୟସୀମା ଲଂଘନ କରିଥିବାରୁ ଏଭଳି କରାଯାଇଥିବା…
କଶ୍ମୀର ପ୍ରସଙ୍ଗରେ ମଧ୍ୟସ୍ଥତା ପ୍ରସ୍ତାବ
ଓ୍ବାଶିଂଟନ,୨୩ା୭(ପି.ଟି.): କଶ୍ମୀର ପ୍ରସଙ୍ଗରେ ଭାରତ ଓ ପାକିସ୍ତାନ ମଧ୍ୟରେ ମଧ୍ୟସ୍ଥତା କରିବାକୁ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ୍ ସୋମବାର ପ୍ରସ୍ତାବ ଦେଇଛନ୍ତି। ହ୍ବାଇଟ୍ ହାଉସ୍ରେ ପାକ୍ ପ୍ରଧାନମନ୍ତ୍ରୀ ଇମ୍ରାନ୍ ଖାନଙ୍କ ସହ ଆଲୋଚନା ବେଳେ ଟ୍ରମ୍ପ୍ ଏହା କହିଛନ୍ତି। ଯଦି ଦୁଇ…
ଜେଲ୍ରେ ଶରିଫଙ୍କୁ ମିଳୁନି ଏସି,ଟିଭି ସୁବିଧା: ଇମ୍ରାନ
ଓ୍ବାଶିଂଟନ,୨୨।୭: ପାକିସ୍ତାନ ପ୍ରଧାନମନ୍ତ୍ରୀ ଇମ୍ରାନ ଖାଁ ଏବେ ଆମେରିକା ଗସ୍ତରେ ଅଛନ୍ତି। ସେଠାରେ ସେ ବିଭିନ୍ନ ବିଷୟକୁ ନେଇ ଆଲୋଚନା କରିବା ସମୟରେ କହିଛନ୍ତି, ପାକିସ୍ତାନର ପୂର୍ବତନ ପ୍ରଧାନମନ୍ତ୍ରୀ ନଓ୍ବାଜ ଶରିଫଙ୍କୁ ଜେଲ୍ରେ କୌଣସି ପ୍ରକାର ଭିଆଇପି ସୁବିଧା ମିଳୁନାହିଁ। ସେ…
ଇରାନରେ ୧୭ ସିଆଇଏ ଗୁପ୍ତଚରଙ୍କୁ ମୃତ୍ୟୁ ଦଣ୍ଡାଦେଶ
ତେହେରାନ୍,୨୨।୭: ଇରାନରେ ଆମେରିକାର ସେଣ୍ଟ୍ରାଲ୍ ଇଣ୍ଟେଲିଜେନ୍ସ ଏଜେନ୍ସି(ସିଆଇଏ)ର ୧୭ ଗୁପ୍ତଚରଙ୍କୁ ମୃତ୍ୟୁ ଦଣ୍ଡାଦେଶ ହୋଇଛି। ଏନେଇ ଇରାନ ଗଣମାଧ୍ୟମ ପକ୍ଷରୁ ସୋମବାର ସୂଚନା ଦିଆଯାଇଛି। ୩ ମାସର ବିଚାର ପରେ ଏହି ଦଣ୍ଡାଦେଶ କରାଯାଇଥିବା କୁହାଯାଉଛି। ତିନି ଦିନ ତଳେ ବ୍ରିଟେନ୍ର…
୨ ଶହ କିମି ଚାଲି ଚାଲି ଅଢ଼େଇ ଦିନ ପରେ ମାଲିକଙ୍କ ପାଖକୁ ଫେରିଲା କୁକୁର
ମସ୍କୋ,୨୨।୭: କୁକୁର ମଣିଷର ଅତି ବିଶ୍ୱସ୍ତ ପ୍ରାଣୀ ବୋଲି କୁହାଯାଇଥାଏ। ହୁଏତ ମାଲିକ କୁକୁରକୁ ଭୁଲି ପାରେ ମାତ୍ର କୁକୁର ମାଲିକଙ୍କୁ ଭୁଲି ପାରେନା। ଏପରି ଏକ ଉଦାହରଣ ରୁଷିଆରେ ଘଟିଛି। ୬ ମାସର ମାରୁ ନାମକ କୁକୁରକୁ ମାଲିକ ଅନ୍ୟ…
ନାସାର ଚନ୍ଦ୍ର ମିଶନ ଆର୍ଟିମିସ୍: ପ୍ରଥମେ ଯିବେ ମହିଳା; ଖର୍ଚ୍ଚ ହେବ ୩୦ ଶହ କୋଟି ଡଲାର
ଓ୍ବାଶିଂଟନ,୨୨।୭: ଆମେରିକା ମହାକାଶ ଗବେଷଣା ସଂସ୍ଥା ନାସା ପକ୍ଷରୁ ଏହାର ଚନ୍ଦ୍ର ମିଶନ ଆର୍ଟିମିସ୍ ସମ୍ପର୍କରେ ଘୋଷଣା କରାଯାଇଛି। ୨୦୨୪ରେ ଏହି ମିଶନ ହେବାର ସମ୍ଭାବନା ରହିଛି। ଏଥିରେ ମହିଳାଙ୍କୁ ପଠାଯିବାର ଯୋଜନା କରାଯାଇଛି। ଏଥିପାଇଁ ୩୦ ଶହ କୋଟି ଡଲାର…
Archives


