ଅନ୍ତର୍ଜାତୀୟ

ଚାଇନା ମାଟି କାରଖାନାରେ ବିସ୍ଫୋରଣ: ୨୩ ଶ୍ରମିକ ମୃତ; ୧୩୦ରୁ ଅଧିକ ଆହତ

ଖାର୍ତୁମ୍‌,୪।୧୨: ସୁଦାନରେ ଏକ ଚାଇନା ମାଟି କାରଖାନାରେ ବିସ୍ଫୋରଣ ଘଟି ୨୩ ଶ୍ରମିକଙ୍କର ମୃତ୍ୟୁ ଘଟିଛି। ରାଜଧାନୀ ଖାର୍ତୁମ ନିକଟରେ ଥିବା କାରଖାନାରେ ଏଭଳି ଘଟିଛି। ଏଥିରେ ୧୩୦ରୁ ଅଧିକ ଆହତ ହୋଇଥିବା ସ୍ଥାନୀୟ ପ୍ରଶାସନ ପକ୍ଷରୁ ସୂଚନା ଦିଆଯାଇଛି। ଆହତଙ୍କୁ…

ତିମି ମାଛ ପେଟରୁ ବାହାରିଲା ୧୦୦ କିଲୋ ପ୍ଲାଷ୍ଟିକ୍‌

ସ୍କଟଲାଣ୍ଡ,୪।୧୨: ଏକ ତିମି ମାଛ ପେଟରୁ ୧୦୦ କିଲୋ ପ୍ଲାଷ୍ଟିକ ବାହାରିଛି। ଏହା ଆଶ୍ଚର୍ଯ୍ୟ ଲାଗୁଥିଲେ ମଧ୍ୟ ସତ। ସ୍କଟଲାଣ୍ଡରେ ଏଭଳି ଘଟଣା ଘଟିଛି। ଲୁସକେନଟାୟାର ବିଚ୍‌ରୁ ଏହି ତିମି ମାଛଟିକୁ ମୃତ ଅବସ୍ଥାରେ ଧରାଯାଇଛି। ତିମି ମାଛ ପେଟରେ ଜାଲ,…

ଦିନେ ବିମାନ ଟିକେଟ ପାଇଁ ନେଇଥିଲେ ଉଧାର: ଏବେ ଗୁଗଲ, ଆଲ୍ଫାବେଟ୍‌ର ସିଇଓ

ଓ୍ବାଶିଂଟନ,୪।୧୨: ବିଶ୍ୱର ସବୁଠାରୁ ବଡ ସର୍ଚ୍ଚ ଇଞ୍ଜିନ ଭାବରେ ଜଣାଶୁଣା ‘ଗୁଗଲ’ର ମୁଖ୍ୟ କାର୍ଯ୍ୟନିର୍ବାହୀ ଅଧିକାରୀ (ସିଇଓ) ସୁନ୍ଦର ପିଚାଇଙ୍କୁ ଆଉ ଏକ ଦାୟିତ୍ୱ ମିଳିଛି। ତାଙ୍କୁ ଗୁଗଲର ପ୍ୟାରେଣ୍ଟ କମ୍ପାନୀ ଆଲ୍ଫାବେଟ୍‌ର ସିଇଓ ନିଯୁକ୍ତ କରାଯାଇଛି। ସର୍ଗେ ବ୍ରିନ୍‌ଙ୍କଠାରୁ ସେ…

ବିଶ୍ୱତାପନ ବଢ଼ିବା ଯୋଗୁ ୧୦ ବର୍ଷରେ ବିସ୍ଥାପିତ ହୋଇଛନ୍ତି ୨ କୋଟି ୨୦ ଲକ୍ଷ

ମାଦ୍ରିଦ୍‌,୪।୧୨: ଗତ ୧୦ ବର୍ଷରେ ବିଶ୍ୱତାପନ ୧.୧ ଡିଗ୍ରୀ ସେଲସିୟସ୍‌ ବଢ଼ିଛି। ଏହା ଯୋଗୁ ୨ କୋଟି ୨୦ ଲକ୍ଷରୁ ଅଧିକ ଲୋକ ବିସ୍ଥାପିତ ହୋଇଛନ୍ତି। ଏସମ୍ପର୍କରେ ବିଶ୍ୱ ପାଣିପାଗ ବିଜ୍ଞାନ ସଂଗଠନ ପକ୍ଷରୁ ଏକ ତଥ୍ୟ ଭିତ୍ତିକ ରିପୋର୍ଟ ପ୍ରକାଶ…

ମହାଭିଯୋଗ ଯାଞ୍ଚ୍‌ର ପ୍ରାଥମିକ ରିପୋର୍ଟ: ଟ୍ରମ୍ପ୍‌ ଦୋଷୀ

ଓ୍ବାଶିଂଟନ,୪।୧୨: ଆମେରିକା ରାଷ୍ଟ୍ରପତି ଡୋନାଲ୍ଟ ଟ୍ରମ୍ପ୍‌ଙ୍କ ବିରୋଧରେ ଅଣାଯାଇଥିବା ମହାଭିଯୋଗର ଯାଞ୍ଚ୍‌ ଜାରି ରହିଛି। ଇତିମଧ୍ୟରେ ଆମେରିକା ସଦନର ନ୍ୟାୟିକ କମିଟି ପକ୍ଷରୁ ଯାଞ୍ଚ୍‌ର ପ୍ରାଥମିକ ରିପୋର୍ଟ ଜାରି କରାଯାଇଛି। ଏଥିରେ ଟ୍ରମ୍ପ୍‌ଙ୍କୁ ଦୋଷୀ ସାବ୍ୟସ୍ତ କରାଯାଇଛି। ଏଥିରୁ କୁହାଯାଇଛି ଯେ,…

‘ବିକ୍ରମ’ର ସନ୍ଧାନ ପାଇଲେ ଚେନ୍ନାଇ ଇଞ୍ଜିନିୟର

ଓ୍ବାଶିଂଟନ/ନୂଆଦିଲ୍ଲୀ,୪ା୧୨: ଚନ୍ଦ୍ରପୃଷ୍ଠରେ ବିକ୍ରମ ଲ୍ୟାଣ୍ଡର ହାର୍ଡ ଲ୍ୟାଣ୍ଡିଂ କରିବାର ୨୦ ଦିନ ପରେ ଅର୍ଥାତ୍‌ ସେପ୍ଟେମ୍ବର ୨୬ରେ ଆମେରିକାର ମହାକାଶ ଗବେଷଣା ସଂସ୍ଥା ନାସା ଉକ୍ତ ସ୍ଥାନର ଏକ ମୋଜାଇକ୍‌ ଛବି ଜାରି କରିଥିଲା। ଏହାସହ ବିକ୍ରମକୁ ଖୋଜି ବାହାର କରିବାରେ…

ଫେସ୍‌ବୁକ୍‌ରେ ଅନ୍‌ଫ୍ରେଣ୍ଡ୍‌ କରିବାରୁ ଭଉଣୀକୁ ଗୁଳି ମାରିଲେ ଭାଇ

ଓ୍ବାଶିଂଟନ, ୩।୧୨: ଆମେରିକାର ଅଲାସ୍କା ସହରରେ ଏକ ଅଭାବନୀୟ ଘଟଣା ଘଟିଛି। ଏଠାରେ ଭଉଣୀ ନିଜ ଭାଇଙ୍କୁ ଫେସବୁକ୍‌ରୁ ଅନଫ୍ରେଣ୍ଡ୍‌ କରିବା ମହଙ୍ଗା ପଡିଛି। ଫଳସ୍ବରୂପ ଭାଇ ଭଉଣୀଙ୍କୁ ଗୁଳି ମାରି ହତ୍ୟା କରିଛନ୍ତି। ମୃତକ ଜଣକ ହେଲେ ଅମଣ୍ଡା। ସୂଚନାଯୋଗ୍ୟ,…

କାହିଁକି କୁନି ଝିଅର ଘରକୁ ଯାଇ ଭେଟିଲେ ଆବୁ ଧାବି କ୍ରାଉନ୍‌ ପ୍ରିନ୍ସ

ଆବୁ ଧାବି,୩।୧୨: ଆବୁ ଧାବିର କ୍ରାଉନ୍‌ ପ୍ରିନ୍ସ ତଥା ୟୁଏଇ ସେନାର ଡେପୁଟି ସୁପ୍ରିମ କମାଣ୍ଡର ଶେଖ ମହମ୍ମଦ ବିନ ଜାୟେଦ ସୋମବାର ଜଣେ ୟୁଏଇ ଝିଅଙ୍କ ଘରକୁ ଯାଇ ସାକ୍ଷାତ୍‌ କରିଛନ୍ତି। ସେହି ଝିଅଙ୍କ ସହ କ୍ରାଉନ୍‌ ପ୍ରିନ୍ସଙ୍କ ସାକ୍ଷାତ୍‌କାର…

ଇଣ୍ଡୋନେସିଆରେ ଶକ୍ତିଶାଳୀ ବିସ୍ଫୋରଣ

ଜାକର୍ତ୍ତା,୩।୧୨: ଇଣ୍ଡୋନେସିଆ ରାଜଧାନୀ ଜାକର୍ତ୍ତାରେ ମଙ୍ଗଳବାର ଏକ ଶକ୍ତିଶାଳୀ ବିସ୍ଫୋରଣ ହୋଇଥିବା ଖବର ମିଳିଛି। ଏଥିରେ କେତେଜଣ ଲୋକ ଆହତ ମଧ୍ୟ ହୋଇଛନ୍ତି। ତେବେ ବିସ୍ଫୋରଣର କାରଣ ଏପର୍ଯ୍ୟନ୍ତ ଜଣାପଡି ନ ଥିବା ବେଳେ ପୋଲିସ ଘଟଣାର ତଦନ୍ତ ଆରମ୍ଭ କରିଛି।…

ହସ୍ପିଟାଲରେ ଭର୍ତ୍ତି ହେଲେ ମୁଶରଫ

ଇସ୍‌ଲାମାବାଦ,୩।୧୨: ପାକିସ୍ତାନର ପୂର୍ବତନ ରାଷ୍ଟ୍ରପତି ପରଭେଜ ମୁଶରଫଙ୍କ ସ୍ବାସ୍ଥ୍ୟ ବିଗିଡି ଯାଇଛି। ସେ ପୁଣିଥରେ ଦୁବଇର ଏକ ହସ୍ପିଟାଲରେ ଭର୍ତ୍ତି ହୋଇଛନ୍ତି। ବିଶେଷ ସୂତ୍ରରୁ ମିଳିଥିବା ସୂଚନା ଅନୁଯାୟୀ ଏଥର ସେ ଗୁରୁତର ହୋଇପଡିଛନ୍ତି। ଗତ ମାର୍ଚ୍ଚ ମାସରେ ମଧ୍ୟ ତାଙ୍କୁ…

ଚନ୍ଦ୍ରପୃଷ୍ଠରେ ୩ ଖଣ୍ଡ ହୋଇ ପଡ଼ିଛି ବିକ୍ରମ ଲ୍ୟାଣ୍ଡର: ନାସା

ଓ୍ବାଶିଂଟନ,୩।୧୨: ଇସ୍ରୋ ପକ୍ଷରୁ ଚନ୍ଦ୍ରପୃଷ୍ଠକୁ ପଠାଯାଇଥିବା ବିକ୍ରମ ଲ୍ୟାଣ୍ଡର ୩ ଖଣ୍ଡ ହୋଇ ପଡ଼ି ରହିଥିବା ଆମେରିକା ମହାକାଶ ସଂସ୍ଥା ନାସା ପକ୍ଷରୁ କୁହାଯାଇଛି। ଏନେଇ ନାସା ପକ୍ଷରୁ ସୋମବାର ବିଳମ୍ବିତ ରାତି ୧ଟା ୩୦ରେ ବିକ୍ରମ ଲ୍ୟାଣ୍ଡର ଭାଙ୍ଗିପଡ଼ିଥିବାର ଫଟୋ…

ଦାନ୍ତ ଘଷିଲେ କମେ ହାର୍ଟଆଟାକ୍‌ ଆଶଙ୍କା !

ଓ୍ବାଶିଂଟନ,୨।୧୨: ଦାନ୍ତ ଘଷିବା ଦ୍ୱାରା ହାର୍ଟଆଟାକ୍‌ ଆଶଙ୍କା କମେ। ଏନେଇ ନିକଟରେ ଏକ ଗବେଷଣା ଭିତ୍ତିକ ରିପୋର୍ଟ ୟୁରୋପିଆନ୍‌ ଜର୍ନାଲ୍‌ ଅଫ୍‌ ପ୍ରିଭେଣ୍ଟିଭ୍‌ କାର୍ଡିଓଲୋଜିରେ ପ୍ରକାଶ ପାଇଛି। ଦାନ୍ତରେ ସୃଷ୍ଟି ହେଉଥିବା ବ୍ୟାକ୍ଟେରିଆ ଧମନୀରେ ରକ୍ତ ପ୍ରବାହ ପ୍ରକ୍ରିୟାକୁ ପ୍ରଭାବିତ କରିଥାଏ।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?