ଅନ୍ତର୍ଜାତୀୟ

ଇରାନ ସୌଦି ଉପରେ ବଡ଼ଧରଣର ଆକ୍ରମଣ ପାଇଁ ଷଡ଼ଯନ୍ତ୍ର ରଚିଛି: ଆମେରିକା

ଓ୍ବାଶିଂଟନ,୨୪।୧୧: ଇରାନ ସୌଦି ଉପରେ ବଡ଼ଧରଣର ଆକ୍ରମଣ ପାଇଁ ଷଡ଼ଯନ୍ତ୍ର ରଚିଛି। ଏନେଇ ଆମେରିକା ପକ୍ଷରୁ ସତର୍କ ସୂଚନା ଜାରି କରାଯାଇଛି। ଇରାନ ସୌଦିର ବୃହତ୍‌ ତୈଳ କମ୍ପାନୀ ସୌଦି ଆର୍‌ମାକୋ ଉପରେ ଆକ୍ରମଣ କରିପାରେ ବୋଲି ଜେନେରାଲ କେନ୍ନିଥ୍‌ ଏଫ୍‌.…

ଏନ୍‌ଆର୍‌ସି ଭୟ: ବାଂଲାଦେଶ ସୀମାରେ ୩ ସପ୍ତାହରେ ୩ ଶହରୁ ଅଧିକ ଅବୈଧ ପ୍ରବାସୀ ଅଟକ

ଢ଼ାକା,୨୪।୧୧: ଭାରତ ସରକାରଙ୍କ ପକ୍ଷରୁ ସାରା ଦେଶରେ ଏନ୍‌ଆର୍‌ସି ଲାଗୁ କରାଯିବା ନେଇ ଘୋଷଣା ହେବା ପରେ ଭାରତରେ ଅବୈଧ ଭାବେ ରହିଥିବା ୩ ଶହରୁ ଅଧିକ ପ୍ରବାସୀ ବାଂଲାଦେଶ ମୁହାଁ ହୋଇଛନ୍ତି। ଭୟରେ ସେମାନେ ଭାରତ ଛାଡୁଛନ୍ତି। ସେମାନଙ୍କୁ ବାଂଲାଦେଶ…

କନ୍ୟା ସନ୍ତାନ ଜନ୍ମ ହେଲେ ପିତାଙ୍କ ଆୟୁଷ ବଢ଼ିଯାଏ ୭୪ ସପ୍ତାହ…

କନ୍ୟା ସନ୍ତାନ ଜନ୍ମ ହେଲେ ପିତାଙ୍କ ଆୟୁଷ ୭୪ ସପ୍ତାହ ବଢ଼ିଯାଇଥାଏ। ଏନେଇ ପୋଲାଣ୍ଡର ଜେଗିଲୋନିୟନ ବିଶ୍ୱବିଦ୍ୟାଳୟରେ ହୋଇଥିବା ଏକ ଗବେଷଣା ରିପୋର୍ଟରେ ପ୍ରକାଶ ପାଇଛି। ମୋଟ ୪୩୧୦ ଲୋକଙ୍କ ଉପରେ ହୋଇଥିବା ଅଧ୍ୟୟନରୁ ଏହା ଜଣାପଡ଼ିଛି। ସେମାନଙ୍କ ମଧ୍ୟରେ ୨୧୪୭…

ପାକିସ୍ତାନରେ ସୁରକ୍ଷିତ ନୁହେଁ ଚତୁର୍ଥ ସ୍ତମ୍ଭ: ୬ବର୍ଷରେ କାର୍ଯ୍ୟରତ ୩୩ ଗଣମାଧ୍ୟମ ପ୍ରତିନିଧିଙ୍କୁ କରାଯାଇଛି ହତ୍ୟା

ଇସଲାମାବାଦ୍‌,୨୪।୧୧: ପାକିସ୍ତାନର ଗଣତନ୍ତ୍ରର ଚତୁର୍ଥ ସ୍ତମ୍ଭ କୁହାଯାଉଥିବା ଗଣମାଧ୍ୟମ ସୁରକ୍ଷିତ ନୁହେଁ। ଗତ ୬ ବର୍ଷରେ ଏଠାରେ କାର୍ଯ୍ୟରତ ୩୩ ଜଣ ଗଣମାଧ୍ୟମ ପ୍ରତିନିଧିଙ୍କୁ ହତ୍ୟା କରାଯାଇଛି। ଏନେଇ ଫ୍ରିଡମ୍‌ ନେଟ୍‌ଓ୍ବାର୍କ ପକ୍ଷରୁ ଏକ ରିପୋର୍ଟ ପ୍ରକାଶ ପାଇଛି। ପାକିସ୍ତାନ ପ୍ରେସ୍‌…

ଆଫଗାନିସ୍ତାନରେ ୨୪ ଆତଙ୍କବାଦୀ ମୃତ

କାବୁଲ,୨୪।୧୧: ଆଫଗାନିସ୍ତାନର ଉତ୍ତରରେ ଥିବା ଯୋଜଜାନ ଅଞ୍ଚଳରେ ଶନିବାର ବିଳମ୍ବିତ ରାତିରେ ସୁରକ୍ଷାକର୍ମୀ ଓ ଆତଙ୍କବାଦୀଙ୍କ ମଧ୍ୟରେ ହୋଇଥିବା ସଂଘର୍ଷରେ ଅତି କମ୍‌ରେ ୨ ଜଣ ଯବାନ ଓ ୨୪ ଆତଙ୍କବାଦୀଙ୍କ ମୃତ୍ୟୁ ହୋଇଥିବା ଜଣାପଡିଛି। ଦାରଜାବ ଜିଲାରେ ଏକ କ୍ଲିନଅପ୍‌…

ଆତଙ୍କବାଦୀଙ୍କ ଏନ୍‌କାଉଣ୍ଟର ୧୫ ପ୍ରତିଶତ କମିଛି: ଗ୍ଲୋବାଲ୍‌ ଟେରୋରିଜିମ୍‌ ଇଣ୍ଡେକ୍ସ୍‌

ଓ୍ବାଶିଂଟନ,୨୩।୧୧: ପୃଥିବୀରେ ଆତଙ୍କବାଦୀଙ୍କ ଏନ୍‌କାଉଣ୍ଟର ୨୦୧୭ ତୁଳନାରେ ୨୦୧୮ରେ ୧୫ ପ୍ରତିଶତ କମିଛି। ଏନେଇ ଗ୍ଲୋବାଲ୍‌ ଟେରୋରିଜିମ୍‌ ଇଣ୍ଡେକ୍ସ୍‌-୨୦୧୯ରେ ରିପୋର୍ଟ ପ୍ରକାଶ ପାଇଛି। ତେବେ ଗୋଟିଏ ବର୍ଷ ମଧ୍ୟରେ ଆତଙ୍କବାଦ ପ୍ରଭାବିତ ଦେଶଙ୍କ ସଂଖ୍ୟା ୭୧ରେ ପହଞ୍ଚିଛି। ୨୦୦୨ ପରେ ଦକ୍ଷିଣ…

ମେକ୍ସିକୋର ସୌଖୀନ ଜୀବ

ଈଶ୍ୱରଙ୍କ ସୃଷ୍ଟି ଅତି ବିଚିତ୍ର। ସାରା ବିଶ୍ୱରେ କେତେ ଯେ ପ୍ରାଣୀ ଅଛନ୍ତି ତା’ର କୌଣସି କଳନା ନାହିଁ। ପ୍ରତ୍ୟେକ ପୁଣି ଭିନ୍ନ ଭିନ୍ନ। ସେହିଭଳି ଏକ ସୌଖୀନ ପ୍ରାଣୀ ରହିଥାଏ ମେକ୍ସିକୋରେ । ଯାହାର ପ୍ରାଣୀବୈଜ୍ଞାନିକ ନାମ ହେଉଛି ‘ଆକ୍‌ଜୋଲୋଟ୍‌ଲ’।…

ନୀଳ ନୟନା ନିଶାରେ ହୋଇଥିଲେ ଅନ୍ଧୁଣୀ

ମଣିଷକୁ ବିଭିନ୍ନ ପ୍ରକାରର ନିଶା ଘାରିଥଏ। ତା’ ଭିତରେ ସୁନ୍ଦର ଦେଖାଯିବାର ନିଶା ଅନ୍ୟତମ। ବେଳେ ବେଳେ ଏଇ ନିଶାରେ ମଣିଷ ନିଜ ଜୀବନକୁ ବିପଦରେ ପକାଇବାକୁ ବି ପଛାଇ ନ ଥାଏ। ଠିକ୍‌ ଯେମିତି ଅଷ୍ଟ୍ରେଲିଆ, ନ୍ୟୁ ସାଉଥଓ୍ବେଲ୍ସର ୨୪…

ସବୁଠୁ ରଙ୍ଗିନ କାଫେ

ଯଦି ଆପଣ ଥାଇଲାଣ୍ଡ, ବ୍ୟାଙ୍କକ୍‌ ଯିବାକୁ ଯୋଜନା କରିଛନ୍ତି। ଆଉ ଆପଣ ୟୁନିକର୍ନ, ପୋନି ଏବଂ ରଙ୍ଗକୁ ଭଲ ପାଆନ୍ତି। ତେବେ ସେଠାକାର ସିଲୋମରେ ଥିବା ୟୁନିକର୍ନ କାଫେକୁ ନିଶ୍ଚିତଭାବେ ଯିବେ। କାରଣ ଏହି କାଫେ ବେଶ୍‌ ରଙ୍ଗିନ ହେବାସହ ୟୁନିକର୍ନ(ଏକ…

ସବୁଠୁ ହାଲ୍‌କା ମିଠା

ମିଠା ଖାଇବାକୁ ପ୍ରାୟ ସମସ୍ତେ ଭଲ ପାଆନ୍ତି। କୌଣସି ଖାସ୍‌ ଅବସରରେ ମିଠାକୁ ବାଦ୍‌ ଦିଆଯାଇପାରେନା। ସେଇଥିପାଇଁ ତ ବଜାରରେ ପସନ୍ଦ ଅନୁସାରେ ବିଭିନ୍ନ ରକମର ମିଠା ଉପଲବ୍ଧ ହେଉଛି। ତେବେ ଆମେ ଏଠାରେ ଯେଉଁ ମିଠା ବିଷୟରେ କହିବାକୁ ଯାଉଛି…

ଏହି ହୋଟେଲରେ ଯାଆଁଳାମାନେ ପରଷନ୍ତି ଖାଦ୍ୟ…

ମସ୍କୋରେ ରହିଛି ଏକ ହୋଟେଲ। ଏଠାରେ ଖାଦ୍ୟ ପରଷୁଥିବା ସମସ୍ତ କର୍ମଚାରୀ ମହିଳା ଏବଂ ଯାଆଁଳା। ହୋଟେଲ ପକ୍ଷରୁ ଯାଆଁଳା ଭଉଣୀମାନଙ୍କୁ ଏଠାରେ ନିଯୁକ୍ତି ଦିଆଯାଇଥାଏ। ନିୟମ ଅନୁସାରେ କେବଳ ଯାଆଁଳା ଝିଅମାନଙ୍କୁ ଏଠାରେ ଚାକିରି ମିଳିଥାଏ। ଏହି ହୋଟେଲ ହେଉଛି…

କରତାରପୁର କରିଡର ମାଧ୍ୟମରେ ଭାରତରେ ଅଶାନ୍ତ ବାତାବରଣ ସୃଷ୍ଟି କରିବାକୁ ଚାହୁଁଛି ପାକିସ୍ତାନ: ଆନନ୍ଦ ମିର୍ଜା

ଇସ୍‌ଲାମାବାଦ,୨୩।୧୧: କରତାରପୁର କରିଡର ଉଦ୍‌ଘାଟନକୁ ପାଖାପାଖି ମାସେ ହୋଇଗଲାଣି। ଏବେ ପିଓକେ କର୍ମୀ ଆନନ୍ଦ ମିର୍ଜା ଏହାକୁ ନେଇ ଏକ ବିବାଦୀୟ ବୟାନ ଦେଇଛନ୍ତି। ସେ କହିଛନ୍ତି ପାକସ୍ତାନ କରତାରପୁର କରିଡର ମାଧ୍ୟମରେ ଭାରତରେ ଅଶାନ୍ତ ବାତାବରଣ ସୃଷ୍ଟି କରିବାକୁ ଚାହୁଁଛି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?