ଅନ୍ତର୍ଜାତୀୟ

କଶ୍ମୀର ସ୍ଥିତି ସୁଧାରିବାରେ ଭାରତ-ପାକ୍‌ ବିଫଳ

ଜେନିଭା,୯ା୭ (ପି.ଟି.): ଭାରତ ଓ ପାକିସ୍ତାନ କଶ୍ମୀର ସ୍ଥିତି ସୁଧାରିବାରେ ବିଫଳ ହୋଇଛନ୍ତି। ପୂର୍ବ ରିପୋର୍ଟ ମୁତାବକ ପ୍ରମୁଖ ପ୍ରସଙ୍ଗଗୁଡ଼ିକ ଉପରେ ଆଲୋଚନା କରାଯାଇ ନାହିଁ କି ଏଥିରେ ସୁଧାର ଅଣାଯିବା ଲାଗି ସେଭଳି କୌଣସି ପଦକ୍ଷେପ ଗ୍ରହଣ କରାଯାଇ ନାହିଁ…

ପାକିସ୍ତାନରେ ଆର୍ଥିକ ସଙ୍କଟ: ଆମେରିକା ଗସ୍ତବେଳେ ମହଙ୍ଗା ହୋଟେଲରେ ରହିବେ ନାହିଁ ଇମ୍ରାନ

ଇସଲାମାବାଦ, ୮।୭: ଘୋର ଆର୍ଥିକ ସଙ୍କଟ ମଧ୍ୟ ଦେଇ ଗତି କରୁଛି ପାକିସ୍ତାନର ଅର୍ଥ ବ୍ୟବସ୍ଥା। ପୂର୍ବ ଋଣ ପାକିସ୍ତାନ ସରକାର ପରିଶୋଧ ନ କରିପାରିବା ଫଳରେ ଏବେ ପରିସ୍ଥିତି ଆହୁରି ଭୟଙ୍କର ହୋଇପଡିଛି। ପାକିସ୍ତାନ ପ୍ରଧାନମନ୍ତ୍ରୀ ଇମ୍ରାନ ଖାନ ଆସନ୍ତା…

ଇରାନ୍‌ରେ ଭୂକମ୍ପ

ତେହେରାନ୍‌, ୮।୭: ଇରାନ୍‌ର ପଶ୍ଚିମ ଅଞ୍ଚଳରେ ସୋମବାର ଭୂକମ୍ପ ଅନୁଭୁତ ହୋଇଛି। ସ୍ଥାନୀୟ ଅହଭାଜ୍‌ ଅଞ୍ଚଳରେ ଏହା ହୋଇଥିବା କୁହାଯାଉଛି। ରିକ୍ଟର ସ୍କେଲରେ ଏହାର ତୀବ୍ରତା ୫.୭ ଥିଲା ବୋଲି ଆମେରିକା ଭୂବିଜ୍ଞାନ ସଂସ୍ଥା ପକ୍ଷରୁ ସୂଚନା ଦିଆଯାଇଛି। ଭୂଗର୍ଭର ୧୦…

ପ୍ରଦୂଷଣ ବଢୁଥିବାରୁ ସରକାରଙ୍କ ବିରୋଧରେ ମାମଲା କରିବାକୁ ଅଣ୍ଟା ଭିଡିଲେ ଲୋକେ

ଜାକର୍ତ୍ତା,୮।୭: ଇଣ୍ଡୋନେସିଆର ରାଜଧାନୀ ଜାକର୍ତ୍ତାରେ ଏବେ ପ୍ରଦୂଷଣ ସ୍ତର ବଢିବାରେ ଲାଗିଛି। ଗତ ଜୁନ୍‌ ମାସରୁ ସହରର ବାୟୁ ପ୍ରଦୂଷଣ ସ୍ତର ଦିଲ୍ଲୀ ଓ ବେଜିଂକୁ ଟପିଯାଇଥିବା ଦେଖାଯାଇଛି। ଏହାକୁ ଦେଖି ଏବେ ପରିବେଶବିତ୍‌ ଓ ସାଧାରଣ ଜନତା ମିଳିତ ଭାବେ…

ଆଇଫୋନ୍‌ ଆପ୍ପଲକୁ ସେଓ ବୁଝି ସୋସିଆଲ ମିଡିଆରେ ଟ୍ରୋଲ୍‌ ହେଲେ ପାକିସ୍ତାନି ଉପସ୍ଥାପିକା

ଇସ୍‌ଲାମାବାଦ,୮।୭: ସୋସିଆଲ ମିଡିଆରେ ଏବେ ଏକ ଭିଡିଓ ଭାଇରାଲ ହେବାରେ ଲାଗିଛି। ଯେଉଁଥିରେ ଜଣେ ପାକିସ୍ତାନି ଉପସ୍ଥାପିକା ଟେଲିଭିଜନରେ ଚାଲୁଥିବା ଚର୍ଚ୍ଚା ସମୟରେ ପ୍ୟାନେଲିଷ୍ଟ ଟେକ୍ନୋଲୋଜି ବିଷୟରେ ଆଲୋଚନା କରୁଥିବା ବେଳେ ଆପ୍ପଲ ଫୋନ୍‌ କଥା ଉଠାଇଥିଲେ। ହେଲେ ଉପସ୍ଥାପିକା ଜଣକ…

ଆଫଗାନିସ୍ତାନରେ କାର ବୋମା ବିସ୍ଫୋରଣ: ୮ ସୁରକ୍ଷାକର୍ମୀଙ୍କ ସହ ୧୨ ମୃତ

କାବୁଲ,୭।୭: ଆଫଗାନିସ୍ତାନର ଗଜନି ଅଞ୍ଚଳରେ ରବିବାର ତାଲିବାନ ଆତଙ୍କବାଦୀମାନେ କାର୍‌ ବୋମା ବିସ୍ଫୋରଣ କରିବା ଫଳରେ ୮ ସୁରକ୍ଷାକର୍ମୀଙ୍କ ସହ ୧୨ ଜଣଙ୍କ ମୃତ୍ୟୁ ହୋଇଥିବା ସୂଚନା ମିଳିଛି। ଏହାସହ ୫୦ରୁ ଊର୍ଦ୍ଧ୍ୱ ଲୋକ ଆହତ ହୋଇଛନ୍ତି। ରବିବାର ସକାଳେ ରାଷ୍ଟ୍ରୀୟ…

୬ ମାସରେ ୨୦ ଦେଶରେ ୩୮ ଖବରଦାତାଙ୍କୁ ହତ୍ୟା; ଲାଟିନ୍‌ ଆମେରିକାରେ ସର୍ବାଧିକ

ଜେନେଭା,୭।୭: ଚଳିତ ବର୍ଷ ଜାନୁୟାରୀଠାରୁ ଜୁନ୍‌ ମଧ୍ୟରେ ଗତ ୬ ମାସରେ ୨୦ ଦେଶରେ ୩୮ ଜଣ ଖବରଦାତାଙ୍କୁ ହତ୍ୟା କରାଯାଇଛି। ଜେନେଭା ସ୍ଥିତ ପ୍ରେସ୍‌ ଏମ୍ବଲେମ୍‌ କ୍ୟାମ୍ପେନ୍‌(ପିଇସି)ପକ୍ଷରୁ ପ୍ରକାଶିତ ଏକ ରିପୋର୍ଟରେ ଏହା ପ୍ରକାଶ ପାଇଛି। ତେବେ ଲାଟିନ୍‌ ଆମେରିକାରେ…

ଇସ୍ରାଏଲ୍‌ ସମୁଦ୍ର କୂଳରେ ଶହ ଶହ ଜେଲି ଫିଶ୍‌: ସରକାର ଜାରି କଲେ ସତର୍କ ସୂଚନା

ଜେରୁଜେଲମ୍‌,୭।୭: ଇସ୍ରାଏଲ୍‌ ସମୁଦ୍ର କୂଳରେ ଶହ ଶହ ଜେଲି ଫିଶ୍‌ ଜମା ହେବାରେ ଲାଗିଛନ୍ତି। ସୁରକ୍ଷା ଦୃଷ୍ଟିରୁ ସରକାରଙ୍କ ପକ୍ଷରୁ ସତର୍କ ସୂଚନା ଜାରି କରାଯାଇଛି। ଏଠାରେ ପ୍ରତିବର୍ଷ ଜେଲି ଫିଶ୍‌ ଦଂଶନରେ ଲୋକଙ୍କର ମୃତ୍ୟୁ ଘଟିଥାଏ। ସମୁଦ୍ର କୂଳରେ ଜେଲି…

ଆଫଗାନିସ୍ତାନରେ ସଂଘର୍ଷ :ତାଲିବାନ କମାଣ୍ଡରଙ୍କ ସମେତ ୧୯ ନିହତ

ହେରାତ୍‌,୭ା୭(ଆଇଏଏନ୍‌ଏସ୍‌): ଆଫଗାନିସ୍ତାନର ହେରାତ୍‌ ପ୍ରଦେଶରେ ଶନିବାର ସୁରକ୍ଷା କର୍ମୀଙ୍କ ସହ ସଂଘର୍ଷରେ ତାଲିବାନ ମୁଖ୍ୟ କମାଣ୍ଡର ମୁଲ୍ଲା ଘୌସୁଦିନ୍‌ଙ୍କ ସମେତ ୧୦ ଆତଙ୍କବାଦୀ ନିହତ ହୋଇଛନ୍ତି। ଏଥିସହିତ ୯ ଜଣ ସୁରକ୍ଷା ଯବାନ ମଧ୍ୟ ପ୍ରାଣ ହରାଇଥିବା ଜଣାପଡିଛି। ଘୌସୁଦିନ୍‌ଙ୍କ ନେତୃତ୍ୱରେ…

ଲିବ୍ୟା ଗୃହଯୁଦ୍ଧ: ୩ ମାସରେ ମୃତ୍ୟୁ ସଂଖ୍ୟା ହଜାରେ ଟପିଲା; ସଂଘର୍ଷ ବିରାମ ପାଇଁ ଜାତିସଂଘର ଅପିଲ୍‌

ତ୍ରିପୋଲି, ୬।୭: ଲିବ୍ୟାରେ ଜାରି ରହିଥିବା ଗୃହଯୁଦ୍ଧ ସଙ୍କଟ ଜନକ ସ୍ଥିିତିରେ ପହଞ୍ଚିଛି। ଗତ ୩ ମାସ ମଧ୍ୟରେ ଏଠାରେ ଏକ ହଜାରରୁ ଅଧିକ ଲୋକଙ୍କ ମୃତ୍ୟୁ ଘଟିଛି। ସେହିପରି ୫ ହଜାରରୁ ଅଧିକ ଲୋକ ଆହତ ହୋଇଛନ୍ତି। ଗୃହଯୁଦ୍ଧ ଯୋଗୁ…

ଜାତୀୟ ଚୁମ୍ବନ ଦିବସ: ୧୦ସେକେଣ୍ଡର ୮୦ ନିୟୁତ ଅଣୁଜୀବ ଚୁମ୍ବନରେ ହୋଇଥାନ୍ତି ସଂକ୍ରମିତ

ଲଣ୍ଡନ,୬।୭: ଜୁଲାଇ ୬ରେ ବ୍ରିଟେନ୍‌ରେ ଜାତୀୟ ଚୁମ୍ବନ ଦିବସ ପାଳିତ ହୋଇଥାଏ। ଏଠାରେ ଗତ ୧୪ ବର୍ଷ ଧରି ଏହା ପାଳିତ ହେଉଛି। ସ୍ନେହ ଓ ପ୍ରେମର ପରିପ୍ରକାଶ ଭାବେ ଚୁମ୍ବନକୁ ଗ୍ରହଣ କରାଯାଇଥାଏ। ମା’ ସନ୍ତାନଙ୍କୁ ସ୍ନେହରେ ଚୁମ୍ବନ ଦେଇଥାନ୍ତି।…

ଖଲିସ୍ତାନ ସମର୍ଥକଙ୍କୁ ପାଣ୍ଠି ଯୋଗାଉଛନ୍ତି ବ୍ରିଟେନ୍‌ ଏବଂ କାନାଡ଼ାରେ ଥିବା ପାକିସ୍ତାନୀ

ଲଣ୍ଡନ,୬।୭: ଖଲିସ୍ତାନ ସମର୍ଥକଙ୍କୁ ବ୍ରିଟେନ୍‌ ଏବଂ କାନାଡ଼ାରେ ଥିବା ପାକିସ୍ତାନୀ ପାଣ୍ଠି ଯୋଗାଉଛନ୍ତି। ଏନେଇ ଭାରତୀୟ ସେନାର ପୂର୍ବତନ ମେଜର ଜେନେରାଲ ଧ୍ରୁବ.ସି. କଟୋଚ୍‌ ସୂଚନା ଦେଇଛନ୍ତି। ଏହି ପାକିସ୍ତାନୀ ତଥା ଖଲିସ୍ତାନ ସମର୍ଥକମାନେ ପାକିସ୍ତାନ ଗୋଇନ୍ଦା ସଂସ୍ଥା ଆଇଏସ୍‌ଆଇ ସହିତ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri