ଅନ୍ତର୍ଜାତୀୟ

ବୁଲ୍‌ବୁଲ୍‌ ଆତଙ୍କ: ଲକ୍ଷେରୁ ଅଧିକ ଲୋକଙ୍କୁ ସ୍ଥାନାନ୍ତର କଲା ବାଂଲାଦେଶ

ଢ଼ାକା,୯।୧୧: ସାମୁଦ୍ରିକ ଝଡ଼ ବୁଲ୍‌ବୁଲ୍‌ ଆସନ୍ତା ୬ ଘଣ୍ଟା ମଧ୍ୟରେ ବାଂଲାଦେଶ ମୁହାଁ ହେବ। ଏହା ସାଗର ଦ୍ୱୀପ ଏବଂ ଖେପୁପାରା ମଧ୍ୟରେ ଲ୍ୟାଣ୍ଡ୍‌ଫଲ୍‌ କରିବା ସମ୍ଭାବନା ରହିଥିବା ପାଣିପାଗ ବିଭାଗ ପକ୍ଷରୁ ପୂର୍ବାନୁମାନ କରାଯାଇଛି। ଏହାକୁ ଦୃଷ୍ଟିରେ ରଖି ବାଂଲାଦେଶ…

ନୀଳ ରଙ୍ଗର ହୀରା ମୁଦି ଶହେ କୋଟିରେ ହେବ ନିଲାମ

ଜେନେଭା,୯।୧୧: ଜେନେଭାଠାରେ ଏକ ହୀରାମୁଦିର ନିଲାମ ହେବ। ଏହାକୁ ଶହେ କୋଟି ଟଙ୍କା(୧୪ ମିଲିୟନ୍‌ ଡଲାର)ରେ ନିଲାମ କରାଯିବ ବୋଲି କୁହାଯାଉଛି। ସ୍ଥାନୀୟ କ୍ରେଷ୍ଟ ନିଲାମ ଗୃହରେ ଏହାର ନିଲାମ ହେବ। ଏହି ହୀରାମୁଦିରେ ୭.୦୩ କ୍ୟାରେଟ୍‌ ଓଜନର ନୀଳ ରଙ୍ଗର…

କଶ୍ମୀରକୁ ନେଇ ପୁଣି ମିଛ କହିଲା ପାକିସ୍ତାନ

ଲାହୋର,୯।୧୧: ଜମ୍ମୁ-କଶ୍ମୀରରୁ ଗତ ଅଗଷ୍ଟରେ ଅନୁଚ୍ଛେଦ ୩୭୦ ଉଚ୍ଛେଦ ହେବା ପରଠାରୁ ଏପର୍ଯ୍ୟନ୍ତ ପାକିସ୍ତାନ ହଡବଡେଇ ହୋଇ ରହିଛି। କାରଣ ଏହି ପ୍ରସଙ୍ଗକୁ ନେଇ ସେ ବାରମ୍ବାର ମିଛ କହି ଚାଲିଛି। ଏବେ ପୁଣିଥରେ ପାକିସ୍ତାନର ବୈଦେଶିକ ମନ୍ତ୍ରୀ ଶାହ ମେହମୁଦ…

ଫଲ୍‌ ଅଫ୍‌ ବର୍ଲିନ ଓ୍ବାଲ: ୩୦ ବର୍ଷ ପୂର୍ବେ କାହିଁକି ଭଙ୍ଗା ଯାଇଥିଲା ବର୍ଲିନ ପ୍ରାଚୀର

ନୂଆଦିଲ୍ଲୀ,୯।୧୧: ଆଜିକୁ ଠିକ୍‌ ୩୦ ବର୍ଷ ପୂର୍ବେ ବର୍ଲିନ ପ୍ରାଚୀରକୁ ଭାଙ୍ଗି ଦିଆଯାଇଥିଲା। ଶାନ୍ତିପୂର୍ଣ୍ଣ ଭାବେ ଶେଷ ହୋଇଥିବା ଏହି ଆନ୍ଦୋଳନକୁ ୩୦ ବର୍ଷ ପୂରଣ ହୋଇଛି। ଏହି ପ୍ରାଚୀର ଭଙ୍ଗା ଯିବା କାରଣରୁ ଯୁଦ୍ଧ ସମୟରେ ପୂର୍ବ ୟୁରୋପର କମ୍ୟୁନିଷ୍ଟ…

ବିଶ୍ୱର ସବୁଠାରୁ ହାଲୁକା ମିଠା

ଲଣ୍ଡନ: ମିଠା ଖାଇବାକୁ କାହାକୁ ବା ଭଲ ନ ଲାଗେ। ଛୁଆଠାରୁ ବୟସ୍କ ପର୍ଯ୍ୟନ୍ତ ସମସ୍ତେ ମିଠା ଖାଇବାକୁ ପସନ୍ଦ କରନ୍ତି। ବିଶ୍ୱରେ ଅନେକ ପ୍ରକାରର ମିଠା ମିଳିଥାଏ। ଭାରତରେ ତ ଏହାର ସଂଖ୍ୟା ଅନେକ। ହେଲେ ଏମିତି ଏକ ମିଠା…

କରତାରପୁର କରିଡର ଉଦ୍‌ଘାଟନ ପାଇଁ ପହଞ୍ଚିଲେ ମୋଦି

ଇସ୍‌ଲାମାବାଦ,୯।୧୧: ଶିଖ ସମ୍ପ୍ରଦାୟର ବହୁବର୍ଷ ଧରି ଥିବା ସ୍ବପ୍ନ ଏବେ ପୁରଣ ହୋଇଛି। ପାକିିସ୍ତାନର ନାରୋଓ୍ବାଲ ଜିଲା କରତାରପୁରଠାରେ ଅବସ୍ଥିତ ଗୁରୁଦ୍ୱାର ଦରବାର ସାହିବ ଯିବାପାଇଁ ଇଣ୍ଟିଗ୍ରେଟଡ ଚେକ୍‌ ପୋଷ୍ଟର ଉଦ୍‌ଘାଟନ କରିବାକୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଶନିବାର ସେଠାକୁ ଗସ୍ତ…

ପାକ୍‌ ଆର୍ମି ଭାଙ୍ଗିଲା ଇମ୍ରାନଙ୍କ ଦ୍ୱିତୀୟ ପ୍ରତିଶ୍ରୁତି: ଶନିବାର ଭାରତୀୟ ଶ୍ରଦ୍ଧାଳୁ ଦେବେ ୨୦ ଡଲାର

ଇସ୍‌ଲାମାବାଦ,୮।୧୧: କରତାରପୁର ସାହିବ ଯାତ୍ରା ଆରମ୍ଭ ପାଇଁ ଆଉ କିଛି ଘଣ୍ଟା ବାକି ରହିଛି। ହେଲେ ପାକିସ୍ତାନ ନିଜ ଷଡଯନ୍ତ୍ରରୁ ବାହାରି ପାରୁନାହିଁ। ପୁଣି ଥରେ ପାକିସ୍ତାନ ସେନା ପ୍ରଧାନମନ୍ତ୍ରୀ ଇମ୍ରାନ ଖାଁଙ୍କ ଦ୍ୱିତୀୟ ପ୍ରତିଶ୍ରୁତିକୁ ଭାଙ୍ଗିଦେଇଛି। ପୂର୍ବରୁ ଇମ୍ରାନ ଘୋଷଣା…

ଇରାନ ଭୂକମ୍ପ: ୫ ମୃତ, ୧୨୦ ଆହତ

ତେହେରାନ,୮।୧୧: ଉତ୍ତର ପଶ୍ଚିମ ଇରାନରେ ଗୁରୁବାର ବିଳମ୍ବିତ ରାତିରେ ଏକ ଭୂକମ୍ପ ଅନୁଭୂତ ହୋଇଥିଲା। ରିକ୍ଟର ସ୍କେଲରେ ଏହାର ତୀବ୍ରତା ଥିଲା ୫.୯। ଏହି ଭୂକମ୍ପରେ ବହୁ ପରିମାଣର କ୍ଷୟକ୍ଷତି ହୋଇଥିବା କୁହାଯାଉଛି। ଏବେ ସୁଦ୍ଧା ଏଥିରେ ୫ ଜଣଙ୍କ ମୃତ୍ୟୁ…

କରତାରପୁର କରିଡର: ମୋଦିଙ୍କ ଉଦ୍‌ଘାଟନ ପୂର୍ବରୁ ସଭାସ୍ଥଳରେ ପଶିଲା ପାଣି

ଇସ୍‌ଲାମାବାଦ,୮।୧୧: କରତାରପୁର କରିଡର ଉଦ୍‌ଘାଟନକୁ ଆଉ କିଛି ଘଣ୍ଟା ବାକି ରହିଛି। ହେଲେ ଏହା ପୂର୍ବରୁ ଏକ ବଡ ସମସ୍ୟା ମୁଣ୍ଡ ଟେକିଲାଣି। ଏଥିପାଇଁ ଉଦ୍ଦିଷ୍ଟ ପେଣ୍ଡାଲ୍‌ ଓ ସଭାସ୍ଥଳରେ ଏବେ ବର୍ଷା ପାଣି ପଶିଯାଇଥିବା ସୂଚନା ମିଳିଛି। ତେବେ ପ୍ରଧାନମନ୍ତ୍ରୀ…

ଡୋନାଲ୍ଡ ଟ୍ରମ୍ପଙ୍କ ନାଁରେ ଲାଗିଲା ୨ ମିଲିୟନ୍‌ ଡଲାର ଜରିମାନା

ଓ୍ବାଶିଂଟନ୍‌,୮।୧୧: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ନାଁରେ ୨ ମିଲିୟନ୍‌ ଆମେରିକା ଡଲାର ଜରିମାନା ଲାଗିଛି। ଆମେରିକାର ଏକ ଅଦାଲତ ଏହି ଜରିମାନା ଲଗାଇଛନ୍ତି। ୨୦୧୬ରେ ଏକ ଦାତବ୍ୟ ଅନୁଷ୍ଠାନରୁ ଟଙ୍କା ନେଇ ନିର୍ବାଚନ ପ୍ରଚାରରେ ଲଗାଇଥିଲେ। ୨୦୧୮ରେ ଏହି ଅନୁଷ୍ଠାନ…

ଖଣି କର୍ମଚାରୀଙ୍କ ଉପରେ ଆକ୍ରମଣ: ୩୭ ମୃତ

ଓ୍ବାଗାଡୁଗୁ,୮-୧୧(ଏଏଫ୍‌ପି):ପଶ୍ଚିମ ଆଫ୍ରିକୀୟ ଦେଶ ବୁର୍କିନା ଫାସୋରେ ଜେହାଦୀ ହିଂସାରେ ୩୭ ଜଣଙ୍କ ମୃତ୍ୟୁ ଘଟିବା ସହ ୬୦ ଜଣ ଆହତ ହୋଇଛନ୍ତି। ଗତ ୫ ବର୍ଷ ମଧ୍ୟରେ ଏହା ସବୁଠୁ ଭୟାବହ ଆକ୍ରମଣ ବୋଲି କୁହାଯାଉଛି। ସେଠାରେ ଥିବା କାନାଡା ଖଣି…

ଇମ୍ରାନ୍‌ଙ୍କ ପ୍ରତିଶ୍ରୁତି ପାଣିର ଗାର: କରତାର୍‌ପୁର ପାଇଁ ପାସପୋର୍ଟ ଅନିବାର୍ଯ୍ୟ କଲା ପାକିସ୍ତାନ ସୈନ୍ୟ ବାହିନୀ

ଇସଲାମାବାଦ୍‌,୭।୧୧: କରତାର୍‌ପୁର ଯିବାକୁ ଚାହୁଁଥିବା ଭାରତୀୟ ଶ୍ରଦ୍ଧାଳୁଙ୍କ ପାଇଁ ପାକିସ୍ତାନ ପ୍ରଧାନମନ୍ତ୍ରୀ ଇମ୍ରାନ୍‌ ଖାଁ ପାସପୋର୍ଟ ଜରୁରୀ ନୁହେଁ ବୋଲି ପ୍ରତିଶ୍ରୁତି ଦେଇଥିଲେ। ପାସପୋର୍ଟ ବ୍ୟତିତ ଅନ୍ୟ କୌଣସି ବୈଧ ପ୍ରମାଣପତ୍ର ଥିଲେ ମଧ୍ୟ ଶ୍ରଦ୍ଧାଳୁ କରତାର୍‌ପୁର ଆସିପାରିବେ ବୋଲି ସେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?