ଅନ୍ତର୍ଜାତୀୟ

ଜୀବନ୍ତ ଅବସ୍ଥାରେ ମୃତ୍ୟୁର ଅନୁଭବ ‘ଲିଭିଂ ଫ୍ୟୁନେରାଲ’

ସିଓଲ: ଥରେ ଭାବନ୍ତୁ ତ, ଜଣେ ବ୍ୟକ୍ତିଙ୍କୁ ଜୀବନ୍ତ ଅବସ୍ଥାରେ କଫିନରେ ଭର୍ତ୍ତି କରାଯିବ। ମରିବା ପରେ ଯେମିତି ଶେଷକୃତ୍ୟ କରାଯାଏ, ଠିକ୍‌ ସେମିତି ସବୁ ବିଧି ନୀତିନିୟମ ଅନୁଯାୟୀ ହେବ। ଏହି ସ୍ମୃତିକୁ ସାଇତି ରଖିବାକୁ ଫଟୋ ଉଠାଯିବ। କଫିନ୍‌…

ମନର ବୋଝ ହାଲ୍‌କା କରେ ସହକର୍ମୀଙ୍କ ସହ ବାର୍ତ୍ତାଳାପ

ଲଣ୍ଡନ: ବିଭିନ୍ନ ସାମାଜିକ ତଥା ଆର୍ଥିକ ସମସ୍ୟା ଯୋଗୁ ମନ ଅନେକ ସମୟରେ ଭାରାକ୍ରାନ୍ତ ହୋଇଯାଇଥାଏ। ମାନସିକ ଅବସ୍ଥାର ସାଧାରଣ ସ୍ଥିତି ଫେରାଇ ଆଣିବାରେ ଭାବର ଆଦାନ ପ୍ରଦାନ ମୁଖ୍ୟ ଭୂମିକା ଗ୍ରହଣ କରିଥାଏ ବୋଲି ଲଣ୍ଡନ ସୁରୀ ବିଶ୍ୱବିଦ୍ୟାଳୟରେ ହୋଇଥିବା…

ପଳାତକ ଘୋଷିତ ନୀରବ ମୋଦିଙ୍କ ଇମୋସନାଲ୍‌ ଡ୍ରାମା: ଭାରତକୁ ପ୍ରତ୍ୟର୍ପଣ କଲେ କରିବି ଆତ୍ମହତ୍ୟା

ଲଣ୍ଡନ,୭।୧୧: ପଳାତକ ଘୋଷିତ ନୀରବ ମୋଦି ଲଣ୍ଡନରେ କୋର୍ଟରେ ଇମୋସନାଲ୍‌ ଡ୍ରାମା କରିଛନ୍ତି। କୋର୍ଟରେ ତାଙ୍କର ଜାମିନ ଆବେଦନ ଖାରଜ ହେବାପରେ ସେ କହିଛନ୍ତି ଯେ, ଯଦି ମୋତେ ଭାରତକୁ ପ୍ରତ୍ୟର୍ପଣ କରାଯାଏ ତେବେ ମୁଁ ଆତ୍ମହତ୍ୟା କରିବି। ଓ୍ବେଷ୍ଟ ମିନଷ୍ଟର…

ଥାଇଲାଣ୍ଡରେ ଉଗ୍ରପନ୍ଥୀ ଆକ୍ରମଣ: ୧୫ ନିହତ

ୟାଲା,୭ା୧୧(ଏ.ଏଫ୍‌.ପି./ଆଇଏଏନ୍‌ଏସ୍‌): ଥାଇଲାଣ୍ଡର ହିଂସା ପ୍ରଭାବିତ ଦକ୍ଷିଣାଞ୍ଚଳରେ ମୁସ୍‌ଲିମ ଉଗ୍ରପନ୍ଥୀମାନେ ରକ୍ତମୁଖା ହୋଇଯାଇଛନ୍ତି। ଏହି ବିଚ୍ଛିନ୍ନତାବାଦୀଙ୍କ ଆକ୍ରମଣରେ ବୁଧବାର ୧୫ ନିହତ ଓ ୫ ଆହତ ହୋଇଛନ୍ତି। ଏହାକୁ ଏହି ଦକ୍ଷିଣ ଏସୀୟ ଉପକୂଳ ରାଷ୍ଟ୍ରରେ ଉଗ୍ରବାଦର ୧୫ ବର୍ଷ ମଧ୍ୟରେ ସବୁଠୁ…

ରକ୍ତଚାପକୁ ନିୟନ୍ତ୍ରିତ କରେ ଏହି ରଙ୍ଗର ବେଡ୍‌ ଲାଇଟ୍‌…

ରାତିରେ ଘରେ ନୀଳ ରଙ୍ଗର ବେଡ୍‌ ଲାଇଟ୍‌ ଲଗାଇ ଶୋଇଲେ ବହୁ ଉପକାର ମିଳିଥାଏ। ଏହାଦ୍ୱାରା ମନ ଓ ଶରୀର ଉପରେ ସକାରାତ୍ମକ ପ୍ରଭାବ ପଡ଼ିଥାଏ ବୋଲି ଟରୋଣ୍ଟୋ ବିଶ୍ୱବିଦ୍ୟାଳୟରେ ହୋଇଥିବା ଏକ ଗବେଷଣା ରିପୋର୍ଟରେ ଉଲ୍ଲେଖ ରହିଛି। ମାତ୍ର ୩୦…

ଗୋଟିଏ ପରିବାରର ୬ ଶିଶୁ ଏବଂ ୩ ମହିଳାଙ୍କୁ ହତ୍ୟା କରି ଜଳାଇଲେ ଡ୍ରଗ୍ସ୍‌ ମାଫିଆ

ନ୍ୟୁ ମେକ୍ସିକୋ,୬।୧୧: ଉତ୍ତର ମେକ୍ସିକୋରେ ଏକ ଅଭାବନୀୟ ଘଟଣା ଘଟିଛି। ଏଠାରେ ଡ୍ରଗ୍ସ୍‌ ମାଫିଆମାନେ ଗୋଟିଏ ପରିବାରର ୬ ଶିଶୁ ଏବଂ ୩ ମହିଳାଙ୍କୁ ହତ୍ୟା କରିଛନ୍ତି। ମୃତକଙ୍କ ମଧ୍ୟରେ ୮ ମାସର ଯାଆଁଳା ଶିଶୁ ରହିଥିବା ପୋଲିସ ପକ୍ଷରୁ ସୂଚନା…

ମହାକାଶ କେନ୍ଦ୍ରରେ ପହଞ୍ଚିଲା ୧୨ ମଦ ବୋତଲ

ଓ୍ବାଶିଂଟନ,୬।୧୧: ଅନ୍ତର୍ଜାତୀୟ ମହାକାଶ କେନ୍ଦ୍ରରେ ୧୨ ବୋତଲ ମଦ ପହଞ୍ଚିଛି। ଫ୍ରାନ୍ସରେ ପ୍ରସ୍ତୁତ ହୋଇଥିବା ଏହି ରେଡ୍‌ ଓ୍ବାଇନ୍‌କୁ କୌଣସି ମହାକାଶଚାରୀ ପିଇବେ ନାହିଁ। ଏହା ଉପରେ ଏକ ବର୍ଷ ଧରି ଗବେଷଣା କରାଯିବ। ମହାକାଶରେ ଏହା ଉପରେ କିଭଳି ପ୍ରଭାବ…

ଚଳନ୍ତା କାର ଉପରେ ବସିଲା ହାତୀ: ଭିଡ଼ିଓ ଭାଇରାଲ

ବ୍ୟାଙ୍କକ୍‌,୬।୧୧: ଥାଇଲାଣ୍ଡରେ ଥିବା ଖାଓ ୟାଇ ଜାତୀୟ ଉଦ୍ୟାନରେ ଏକ ଚଳନ୍ତା କାର ଉପରେ ହାତୀ ବସିବାକୁ ପ୍ରୟାସ କରୁଥିବା ଦୃଶ୍ୟ ଏବେ ସୋସିଆଲ୍‌ ମିଡ଼ିଆରେ ଭାଇରାଲ ହେବାରେ ଲାଗିଛି। ହାତୀଟି କାର ପାଖରେ କିଛି ସମୟ ବୁଲା ବୁଲି କରିବା…

କରତାର୍‌ପୁର ଭିଡ଼ିଓ ଜାରି କଲା ପାକିସ୍ତାନ: ୩ ଖଲିସ୍ତାନୀଙ୍କ ଫଟୋ

ଇସଲାମାବାଦ୍‌,୬।୧୧: ପାକିସ୍ତାନ ପକ୍ଷରୁ କରତାର୍‌ପୁର ସମ୍ପର୍କିତ ଏକ ଭିଡ଼ିଓ ଜାରି କରିଛି। ଏଥିରେ ୧୯୮୪ ଜୁନରେ ଅମୃତସରଠାରେ ଥିବା ସ୍ବର୍ଣ୍ଣମନ୍ଦିରରେ ହୋଇଥିବା ବ୍ଲୁଷ୍ଟାର ଅପରେଶନରେ ମୃତ୍ୟୁ ଘଟିଥିବା ଖଲିସ୍ତାନୀ ଉଗ୍ରବାଦୀଙ୍କ ଫଟୋ ରହିଛି। ଭିଡ଼ିଓରେ ଜର୍ନାଇଲ୍‌ ସିଂ ଭିନ୍ଦରଓ୍ବାଲେ, ମେଜର ଜେନେରାଲ…

ବାଗ୍‌ଦାଦିଙ୍କ ଭଉଣୀ ଅଟକ

ଇସ୍ତାନ୍‌ବୁଲ, ୬ା୧୧(ପି.ଟି.): ଉତ୍ତର ସିରିଆରେ ଆଇଏସ୍‌ ଆତଙ୍କବାଦୀ ନେତା ବକର ଅଲ୍‌ ବାଗ୍‌ଦାଦିଙ୍କ ଭଉଣୀକୁ ଅଟକ ରଖାଯାଇଥିବା ତୁର୍କୀ ପକ୍ଷରୁ କୁହାଯାଇଛି। ବାଗ୍‌ଦାବି ଆମେରିକା ସେନା କାର୍ଯ୍ୟାନୁଷ୍ଠାନରେ ପୂର୍ବରୁ ନିହତ ହୋଇଥିଲେ। ତାଙ୍କ ଭଉଣୀ ରଶ୍ମିୟା ଆଓ୍ବାଦ୍‌ଙ୍କୁ ଆଜାଜ୍‌ ସହରରେ ଅଟକ…

ଇସ୍ତଫାକୁ ଛାଡ଼ି ସବୁ ବୁଝାଯିବ: ଇମ୍ରାନ୍‌

ଇସ୍‌ଲାମାବାଦ, ୬ା୧୧(ପି.ଟି.): ପାକିସ୍ତାନ ପ୍ରଧାନମନ୍ତ୍ରୀ ଇମ୍ରାନ୍‌ ଖାନ୍‌ଙ୍କ ଇସ୍ତଫା ଦାବିରେ ଜାରି ରହିଥିବା ଆନ୍ଦୋଳନକୁ ଚପାଇବା ଲାଗି ଜୋର୍‌ଦାର ଉଦ୍ୟମ ଚାଲିଛି। ବିକ୍ଷୋଭକାରୀଙ୍କ ସବୁ ଦାବି ପୂରଣ କରାଯିବ ବୋଲି ଇମ୍ରାନ୍‌ ମଙ୍ଗଳବାର କହିଛନ୍ତି। ତେବେ ସେ ଇସ୍ତଫା ଦାବିକୁ ଅଗ୍ରାହ୍ୟ…

ସପ୍ତାହରେ ୪ଦିନ କାମ: ପରିଣାମ ଦେଖି ଆଶ୍ଚର୍ଯ୍ୟ ହୋଇଗଲେ ମାଲିକ

ସରକାରୀ ହେଉ କି ବେସରକାରୀ କମ୍ପାନୀଗୁଡିକରେ କାମ କରୁଥିବା କର୍ମଚାରୀଙ୍କୁ ସପ୍ତାହରେ ଗୋଟିଏ ଦିନ ସାପ୍ତାହିକ ଛୁଟି ମିଳିଥାଏ। ଆଜିକାଲି ବେସରକାରୀ କମ୍ପାନୀଗୁଡିକରେ କାର୍ଯ୍ୟ ଏତେ ବଢ଼ିଯାଇଛି ଯେ, ଅଧିକାଂଶ କମ୍ପାନୀ ୨୪ଘଣ୍ଟା ପାଇଁ କାମ କରୁଛି। ଏତେ କାର୍ଯ୍ୟବ୍ୟସ୍ତତା ଭିତରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?