ଅନ୍ତର୍ଜାତୀୟ

ବିଶ୍ୱର ଏପରି ୫ଟି ସ୍ଥାନ, ଯେଉଁଠି ହୁଏନି ରାତି

ବିଶ୍ୱରେ ଅନେକ ଅଦ୍ଭୁତ ସ୍ଥାନ ରହିଛି, ଯାହାକୁ ବିଶ୍ୱାସ କରି ପାରିବା କଷ୍ଟକର ହୁଏ। କିନ୍ତୁ ସତ୍ୟ କଣ ଜାଣିବା ପରେ ଆଶ୍ଚର୍ଯ୍ୟ ମଧ୍ୟ ଲାଗେ। ଆସନ୍ତୁ ଜାଣିବା ଦୁନିଆର ଏପରି ପାଞ୍ଚଟି ସ୍ଥାନ ବିଷୟରେ ଯେଉଁଠାରେ ଆପଣ ରାତି ହେବା…

ନଭେମ୍ବର ୧୧ରେ ସୂର୍ଯ୍ୟରେ ଦେଖା ଯିବ କଳାଜାଇ

ଓ୍ବାଶିଂଟନ୍‌,୫।୧୧: ନଭେମ୍ବର ୧୧ରେ ଏକ ମହାଜାଗତିକ ଦୃଶ୍ୟ ଦେଖିବାକୁ ମିଳିବ। ଏହି ଦିନ ବୁଧ ଗ୍ରହ ସୂର୍ଯ୍ୟ ସମ୍ମୁଖରେ ନିଜ କକ୍ଷ ପଥରେ ଗତି କରିବ। ଫଳରେ ସୂର୍ଯ୍ୟ ଉପରେ ଏକ ବଡ଼ କଳାଜାଇ ଗତି କରୁଥିବାର ଦେଖାଯିବ। ଏହା ଗ୍ରୀନିଚ୍‌…

ଆଫଗାନିସ୍ତାନରେ ୫ ତାଲିବାନ ଆତଙ୍କବାଦୀ ମୃତ

ବାରାକ୍‌-ଇ-ବାରାକ୍‌,୫।୧୧: ଆଫଗାନିସ୍ତାନର ବାରାକ୍‌-ଇ-ବାରାକ୍‌ ଜିଲାର ଶନା କ୍ୱେଲା ଗାଁରେ ୫ ତାଲିବାନ ଆତଙ୍କବାଦୀଙ୍କ ମୃତ୍ୟୁ ହୋଇଥିବା ଜଣାପଡିଛି। ମଧ୍ୟ ଲାଗୋର ଅଞ୍ଚଳରେ ସୋମବାର ସ୍ପେଶାଲ ପୋଲିସ ଫୋର୍ସଙ୍କ ଦ୍ୱାରା ଚାଲିଥିବା ଅପରେଶନରେ ଏମାନଙ୍କ ମୃତ୍ୟୁ ହୋଇଥିବା କୁହାଯାଉଛି। ଏହି ସମୟରେ ଆତଙ୍କବାଦୀମାନେ…

ଅଲ୍‌ଜାଇମର୍‌ ପାଇଁ ଚାଇନା ପ୍ରସ୍ତୁତ କଲା ଔଷଧ: ୫ କୋଟିରୁ ଅଧିକ ଲୋକ ହେବେ ଉପକୃତ

ବେଜିଂ,୫।୧୧: ଭୁଲାପଣ ସମସ୍ୟା ଅଲ୍‌ଜାଇମର୍‌ ପାଇଁ ଚାଇନା ଔଷଧ ପ୍ରସ୍ତୁତ କରିଛି। ସାଙ୍ଘାଇର ଏକ କମ୍ପାନୀ ଏହି ଔଷଧ ପ୍ରସ୍ତୁତ କରିଥିବା ଚାଇନାର ଜାତୀୟ ମେଡିକାଲ ଉତ୍ପାଦ ପ୍ରଶାସନ ପକ୍ଷରୁ ସୂଚନା ଦିଆଯାଇଛି। ୧୭ ବର୍ଷର ଦୀର୍ଘ ଗବେଷଣା ପରେ ଚାଇନା…

ରେଫ୍ରିଜରେଟେଡ୍‌ ଟ୍ରକ୍‌ରୁ ୪୧ ଦାଦନ ଶ୍ରମିକ ଉଦ୍ଧାର

ଗ୍ରୀସ୍‌,୫ା୧୧-ଗ୍ରୀସ୍‌ରେ ଏକ ରେଫ୍ରିଜରେଟେଡ୍‌ ଟ୍ରକ୍‌ରୁ ସୋମବାର ୪୧ ଜଣ ଦାଦନ ଶ୍ରମିକଙ୍କୁ ଜୀବନ୍ତ ଉଦ୍ଧାର କରାଯାଇଛି। ପୋଲିସ ଉକ୍ତ ଟ୍ରକ୍‌ର ଡ୍ରାଇଭରଙ୍କୁ ଗିରଫ କରିଛି। ଦାଦନ ଶ୍ରମିକମାନେ ଆଫଗାନିସ୍ତାନର ମୂଳ ବାସିନ୍ଦା ବୋଲି କୁହାଯାଉଛି। ୭ ଜଣଙ୍କୁ ହସ୍ପିଟାଲ ନିଆଯାଇ ଚିକିତ୍ସା…

ଉଗ୍ରବାଦ ଦମନରେ ମ୍ୟାନ୍‌ମାରର ସହଯୋଗ ଗୁରୁତ୍ୱପୂର୍ଣ୍ଣ: ପ୍ରଧାନମନ୍ତ୍ରୀ

ବ୍ୟାଙ୍କକ୍‌,୫ା୧୧: ଆସିଆନ ସମ୍ମିଳନୀରେ ଯୋଗଦେବା ଲାଗି ଥାଇଲାଣ୍ଡ ଯାଇଥିବା ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ସହ ମ୍ୟାନ୍‌ମାର ଷ୍ଟେଟ୍‌ କାଉନସିଲର ଅଙ୍ଗ୍‌ ସାନ୍‌ ସୁ କୀ ବିଭିନ୍ନ ପ୍ରସଙ୍ଗରେ ଆଲୋଚନା କରିଛନ୍ତି। ଦ୍ୱିପାକ୍ଷିକ ସମ୍ପର୍କ ବୃଦ୍ଧିରେ ସ୍ଥିର ଓ ଶାନ୍ତିପୂର୍ଣ୍ଣ ସୀମା ଗୁରୁତ୍ୱପୂର୍ଣ୍ଣ…

ମୃତଦେହ ପୋତିବାକୁ ଏଠାରେ ଦେବାକୁ ପଡେ କୋଟି କୋଟି ଟଙ୍କା

ହଂକଂ: ହଂକଂ ସହରରେ ସ୍ଥାନାଭାବ ଚିନ୍ତାର କାରଣ ହୋଇଛି। ଦର ବୃଦ୍ଧି ଯୋଗୁ ଲୋକଙ୍କ ମୃତଦେହକୁ ପୋତିବା ପାଇଁ ଜମି ମିଳୁନାହିଁ। ତେଣୁ ମୃତଦେହକୁ ପୋତିବା ପାଇଁ ସେମାନଙ୍କୁ ଜମି କିଣିବାକୁ ପଡ଼ୁଛି। ଆଉ ଏହା ପାଇଁ ପ୍ରାୟ ୧କୋଟି ୬୨ଲକ୍ଷ…

ଏହି ଗାଁରେ କେହି ଦେଖିପାରନ୍ତି ନାହିଁ…

କାନାଡ଼ାର ଓଣ୍ଟୋରିଓ ପ୍ରଦେଶରେ ରହିଛି ତିଲ୍‌ଟେକ୍‌ ଗାଁ। ଏଠାରେ ଜୋପ୍‌ଟେକ ଜନଜାତିର ଲୋକେ ବାସ କରନ୍ତି। ଏମାନେ ଉତ୍ତର ଆମେରିକାରୁ ଆସିଥିବା ରେଡ୍‌ ଇଣ୍ଡିଆନ ସମ୍ପ୍ରଦାୟର। ଗାଁର ପଶୁପକ୍ଷୀଙ୍କ ଠାରୁ ମଣିଷ ପର୍ଯ୍ୟନ୍ତ ସମସ୍ତେ ଦୃଷ୍ଟିହୀନ। ସେମାନେ ଜନ୍ମରୁ ଦୃଷ୍ଟିହୀନ ନ…

ମରିୟମଙ୍କୁ ମିଳିଲା ଜାମିନ

ଇସ୍‌ଲାମାବାଦ,୪।୧୧: ପାକିସ୍ତାନର ପୂର୍ବତନ ପ୍ରଧାନମନ୍ତ୍ରୀ ନଓ୍ବାଜ ଶରିଫଙ୍କ ଝିଅ ମରିୟମ ନଓ୍ବାଜଙ୍କୁ ଜାମିନ ମିଳିଛି। ସୋମବାର ଲାହୋର ହାଇକୋର୍ଟ ତାଙ୍କୁ ଏହି ଜାମିନ ପ୍ରଦାନ କରିଛନ୍ତି। ଚୌଧୁରୀ ସୁଗାର ମିଲ୍‌ ମାମଲାରେ ତାଙ୍କୁ ଏହି ଜାମିନ ମିଳିଥିବା ପ୍ରକାଶ। ପାକିସ୍ତାନ ମୁସଲିମ…

ପାକିସ୍ତାନ ରେଳମନ୍ତ୍ରୀ କହିଲେ ଜଳଖିଆରେ ନିଆଁ ଲାଗିଲେ ଏହା ଫାଟିଯାଏ

ଇସ୍‌ଲାମାବାଦ,୪।୧୧: ପାକିସ୍ତାନର ରେଳମନ୍ତ୍ରୀ ଶେଖ ରସିଦ ପୁଣିଥରେ ନିଜର ଓଲଟା-ସିଧା କଥାକୁ ନେଇ ସୋସିଆଲ ମିଡିଆରେ ଟ୍ରୋଲ୍‌ ହୋଇଛନ୍ତି। ନିକଟରେ ପାକିସ୍ତାନରେ ହୋଇଥିବା ରେଲ ଦୁର୍ଘଟଣାକୁ ଦେଇ ସେ ଏମିତି ଏକ ହାସ୍ୟାସ୍ପଦ ବୟାନ ଦେଇଛନ୍ତି। ନାୟଲା ଇନାୟତ ନାମକ ପାକିସ୍ତାନର…

ପାକିସ୍ତାନରେ ବ୍ରିଟେନ୍‌ର ୧୭୮ ଜଣିଆ ଶିଖ୍‌ ପ୍ରତିନିଧି ଦଳ

ଇସଲାମାବାଦ୍‌,୪।୧୧: ଗୁରୁ ନାନକ ଦେବଙ୍କ ୫୫୦ତମ ଜନ୍ମ ବାର୍ଷିକୀ ଅବସରରେ ପାକିସ୍ତାନରେ ବ୍ରିଟେନ୍‌ରୁ ୧୭୮ ଜଣିଆ ପ୍ରତିନିଧି ଦଳ ଆସି ପହଞ୍ଚିଛନ୍ତି। ସେମାନେ ଶେଖୁପୁରା ସ୍ଥିତ ଗୁରୁଦ୍ୱାରା ଜନ୍ମ ଆସ୍ଥାନ ନାନକ ସାହିବ ଏବଂ ଗୁରୁଦ୍ୱାରା ସଚ୍ଚା ସୌଦା ପରିଭ୍ରମଣରେ ଯାଇଛନ୍ତି।…

ଆତ୍ମହତ୍ୟାକାରୀଙ୍କୁ ଯେଉଁଠି ମିଳେ ‘ବୀର’ର ମାନ୍ୟତା…

ୟୁରୋପର ହଙ୍ଗେରୀରେ ଆତ୍ମହତ୍ୟାକାରୀଙ୍କୁ ‘ବୀର’ର ମାନ୍ୟତା ଦିଆଯାଏ। ଏଠାରେ ଆତ୍ମହତ୍ୟାକାରୀଙ୍କ ସଂଖ୍ୟା ଅନ୍ୟ ଦେଶ ତୁଳନାରେ ଅଧିକ । ବିଭିନ୍ନ ସମସ୍ୟା ଯୋଗୁ ଏଠାରେ ଅଧିକାଂଶ ଲୋକ ଚିନ୍ତାଗ୍ରସ୍ତ ରୁହନ୍ତି । ଅପରପକ୍ଷରେ ଏଠାରେ ଅଧିକ ଲୋକ କ୍ୟାନସରରେ ଆକ୍ରାନ୍ତ ହୋଇଥାନ୍ତି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?