କାଜାଖସ୍ତାନରେ ନୂଆ ନେତାଙ୍କୁ ବିରୋଧ: ୫୦୦ ଗିରଫ
ଅଲମାଟି,୧୦ା୬(ଏଏଫ୍ପି): କାଜାଖସ୍ତାନ ରାଷ୍ଟ୍ରପତି ନୁର୍ସୁଲତାନ୍ ନଜାର୍ବାୟେବ୍ଙ୍କ ୩୦ ବର୍ଷ ଶାସନର ଅନ୍ତ ଘଟିବା ପରେ ଦେଶବାସୀ କାସିମ୍ ଜୋମ୍ରାଟ-ଟୋକାୟଭ୍ଙ୍କୁ ନୂଆ ନେତା ଭାବେ ନିର୍ବାଚିତ କରିଥିବାବେଳେ ଏହାକୁ ନେଇ ବିବାଦ ସୃଷ୍ଟି ହୋଇଛି। ରବିବାର ଅନୁଷ୍ଠିତ ନିର୍ବାଚନ ମୁକ୍ତ ଓ ଅବାଧ…
ଆତଙ୍କବାଦ ବିରୋଧରେ ମିଳିତ କାର୍ଯ୍ୟାନୁଷ୍ଠାନ ଆହ୍ବାନ
କଲମ୍ବୋ,୧୦ା୬(ପି.ଟି.): ଦ୍ୱିରାଷ୍ଟ୍ରୀୟ ଗସ୍ତର ଦ୍ୱିତୀୟ ଚରଣରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ରବିବାର କଲମ୍ବୋରେ ପହଞ୍ଚତ୍ ଶ୍ରୀଲଙ୍କା ରାଷ୍ଟ୍ରପତି ମୈତ୍ରିପାଲ ସିରିସେନା ଓ ଅନ୍ୟ ଶୀର୍ଷ ନେତାମାନଙ୍କ ସହ ଆଲୋଚନା କରିଛନ୍ତି। ଆତଙ୍କବାଦ ଉଭୟ ଦେଶ ପାଇଁ ବିପଦ ବୋଲି ସେମାନେ ଏକମତ…
ହଂକଂରେ ବିକ୍ଷୋଭ ବେଳେ ହିଂସା
ହଂକଂ,୧୦ା୬(ଏଏଫ୍ପି): ଚାଇନାର ପ୍ରତ୍ୟର୍ପଣ ଆଇନକୁ ବିରୋଧ କରି ହଂକଂରେ ଜୋରଦାର ବିକ୍ଷୋଭ ପ୍ରଦର୍ଶନ କରାଯାଇଛି। ଏଥିରେ ଲକ୍ଷ ଲକ୍ଷ ଜନସାଧାରଣ ଭାଗ ନେଇ ଶୋଭାଯାତ୍ରାରେ ବାହାରିଥିବାବେଳେ ସେମାନଙ୍କୁ ଘଉଡାଇବାକୁ ପୋଲିସ ଲାଠିଚାଳନା ଓ ପିପର ସ୍ପ୍ରେ କରିବାରୁ ହିଂସାକାଣ୍ଡ ଘଟିଛି। ବିକ୍ଷୋଭକାରୀମାନେ…
ଭାରତ-ଅଷ୍ଟ୍ରେଲିଆ ମ୍ୟାଚ୍ ଦେଖିବାକୁ ଷ୍ଟାଡିୟମରେ ପହଞ୍ଚିଲେ ବିଜୟ ମାଲ୍ୟା
ଲଣ୍ଡନ, ୯।୬: ଭାରତ ଏବଂ ଅଷ୍ଟ୍ରେଲିଆ ମଧ୍ୟରେ ଓଭାଲରେ ଚାଲିଥିବା ବିଶ୍ୱକପ ମ୍ୟାଚ୍ ଦେଖିବାକୁ ଯାଇଛନ୍ତି ପଳାତକ ବ୍ୟବସାୟୀ ବିଜୟ ମାଲ୍ୟା। ଭାରତର ବିଭିନ୍ନ ବ୍ୟାଙ୍କ୍ରୁ ୯ ହଜାର କୋଟି ଟଙ୍କା ନେଇ ଲଣ୍ଡନ ପଳାଇଥିବା ମାଲ୍ୟଙ୍କୁ ପ୍ରତ୍ୟର୍ପଣ ପାଇଁ ଚେଷ୍ଟା…
ମୋଦିଙ୍କୁ ଖାସ୍ ଉପହାର ହେଲେ ଶ୍ରୀଲଙ୍କା ରାଷ୍ଟ୍ରପତି
କଲମ୍ବୋ, ୯।୬: ପ୍ରଧାମନ୍ତ୍ରୀ ନରେନ୍ଦ୍ର ମୋଦି ଶ୍ରୀଲଙ୍କା ଗସ୍ତରେ ଯାଇ ସେଠାକାର ରାଷ୍ଟ୍ରପତି ମୈତ୍ରିପାଲା ସିରିସେନାଙ୍କୁ ଭେଟିଛନ୍ତି। ମୋଦିଙ୍କୁ ଏକ ଖାସ୍ ଉପହାରଟିଏ ଦେଇଥିଲେ ମୈତ୍ରିପାଲା। ଧ୍ୟାନ ମୁଦ୍ରାରେ ବସିଥିବା ଏକ ବଡ ବୁଦ୍ଧଙ୍କ ମୂର୍ତ୍ତି ସେ ମୋଦିଙ୍କୁ ଭେଟିଦେଇଥଥିଲେ। ଏହି…
ଉଦ୍ଧାର ହୋଇଥିବା ୪ ପର୍ବତାରୋହୀଙ୍କ ମୃତ ଦେହ ଚିହ୍ନଟ ପାଇଁ ସହାୟତା ଲୋଡିଲା ନେପାଳ
କାଠମାଣ୍ଡୁ,୯।୬: ଏଭରେଷ୍ଟ ଗିରି ଶୃଙ୍ଗ ଆରୋହଣ ବାଟରୁ ଉଦ୍ଧାର ହୋଇଥିବା ୪ ପର୍ବତାରୋହୀଙ୍କ ମୃତ ଦେହ ଚିହ୍ନଟ ପାଇଁ ନେପାଳ ଅନ୍ତର୍ଜାତୀୟସ୍ତରରେ ସହାୟତା ଲୋଡିଛି। ମୃତ ଦେହଗୁଡିକର ଚିହ୍ନଟ ଯେପରି ଶୀଘ୍ର ହୋଇପାରିବ ସେନେଇ ନେପାଳ ସରକାର ଉଦ୍ୟମ ଆରମ୍ଭ କରିଛନ୍ତି।…
ଭୁଲ୍ରେ ବିମାନର ଇର୍ମଜେନ୍ସି ଡୋର୍ ଖୋଲିଲେ ଯାତ୍ରୀ
ଇସଲାମାବାଦ୍,୯।୬: ପାକିସ୍ତାନ ଏୟାର ଲାଇନ୍ସର ଜଣେ ଯାତ୍ରୀଙ୍କ ଯୋଗୁ ବିମାନ ଉଡାଣରେ ୭ ଘଣ୍ଟା ବିଳମ୍ବ ହୋଇଛି। ବ୍ରିଟେନ୍ର ମାଞ୍ଚେଷ୍ଟରରୁ ଇସଲାମାବାଦ୍ ଉଡାଣ କରୁଥିବା ବିମାନ ପିକେ-୭୦୨ର ଜଣେ ଯାତ୍ରୀ ଭୁଲରେ ଏହାର ଇର୍ମଜେନ୍ସି ଡୋର ଖୋଲି ଦେଇଥିଲେ। ବିମାନଟି ଏହି…
ପାକିସ୍ତାନରେ ୧୩ ବର୍ଷର ହିନ୍ଦୁ ଯୁବତୀଙ୍କୁ ମଦ ପିଆଇ ବଳାତ୍କାର
ଇସଲାମାବାଦ,୯।୬: ପାକିସ୍ତାନର ସିନ୍ଧ ଅଞ୍ଚଳରେ ଜଣେ ୧୩ ବର୍ଷ ବୟସ ଯୁବତୀଙ୍କୁ ଜୋର ଜବରଦସ୍ତ ମଦ ପିଆଇ ବଳାତ୍କାର କରିଥିବା ଅଭିଯୋଗ ସାମ୍ନାକୁ ଆସିଛି। ଡନ୍ ନ୍ୟୁଜର ସୂଚନା ମୁତାବକ, ଯୁବତୀ ଜଣକ ଗତ ୭ ତାରିଖରେ ବଜାରକୁ ଯାଇଥିବା ସମୟରେ…
ଇଷ୍ଟର ଆତଙ୍କବାଦୀ ଆକ୍ରମଣ ପରେ ପ୍ରଥମ ଥର ଶ୍ରୀଲଙ୍କା ଗସ୍ତରେ ମୋଦି
କଲମ୍ବୋ,୯।୬: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ରବିବାର ମାଳଦ୍ୱୀପରୁ ଫେରି ଶ୍ରୀଲଙ୍କା ଗସ୍ତ କରିଛନ୍ତି। ଶ୍ରୀଲଙ୍କାରେ ଇଷ୍ଟର ସନ୍ଡେ’ରେ ହୋଇଥିବା ଆତଙ୍କବାଦୀ ଆକ୍ରମଣ ପରେ ପ୍ରଥମ ବିଦେଶୀ ନେତା ଭାବେ ମୋଦି ଶ୍ରୀଲଙ୍କା ଗସ୍ତ କରିଛନ୍ତି। ସୂଚନାଯୋଗ୍ୟ, ଗତ ଏପ୍ରିଲ ୨୧ରେ ଶ୍ରୀଲଙ୍କାରେ…
ଚନ୍ଦ୍ରକୁ ମଙ୍ଗଳର ଅଂଶ କହି ଟ୍ରମ୍ପ ହଟହଟା
ସାନ୍ ଫ୍ରାନ୍ସିସ୍କୋ,୯ା୬(ଆଇଏଏନ୍ଏସ୍): ମହାକାଶ ଓ ବ୍ରହ୍ମାଣ୍ଡ ସମ୍ପର୍କରେ ନିଜର ଅଜ୍ଞତାକୁ ପ୍ରକାଶ କରି ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ୍ ସମସ୍ତଙ୍କୁ ବିସ୍ମିତ କରିଛନ୍ତି। ଚନ୍ଦ୍ର ମଙ୍ଗଳ ଗ୍ରହର ଅଂଶବିଶେଷ ବୋଲି କହି ସେ ଅନ୍ୟମାନଙ୍କୁ ହସର ଖୋରାକ ଯୋଗାଇଛନ୍ତି। ଏକ ଟୁଇଟ୍ରେ…
ଏଲିଜାବେଥ୍ ଦ୍ୱିତୀୟଙ୍କ ଜୟନ୍ତୀ
ଲଣ୍ଡନ, ୯।୬: କୁଇନ୍ ଏଲିଜାବେଥ୍ ଦ୍ୱିତୀୟଙ୍କ ୯୩ତମ ଜୟନ୍ତୀ ସରକାରୀ ଭାବେ ଶନିବାର ପାଳିତ ହୋଇଛି। ରାଣୀଙ୍କୁ ସମ୍ମାନ ପ୍ରଦର୍ଶନ ନିମନ୍ତେ ଓ୍ବେଷ୍ଟମିନ୍ଷ୍ଟରଠାରେ ଅଶ୍ୱାରୋହୀ ସୈନ୍ୟଙ୍କ ଏକ ରଙ୍ଗାରଙ୍ଗ ପରେଡ୍ ଏବଂ ପାରମ୍ପରିକ ପ୍ରଦର୍ଶନୀ ଅନୁଷ୍ଠିତ ହୋଇଥିଲା। ଏଥିରେ ୧୪୦୦ ସୈନ୍ୟ…
ଜୟଶଙ୍କର ଶ୍ରେଷ୍ଠ କୂଟନୀତିଜ୍ଞ
ଓ୍ବାଶିଂଟନ,୯ା୬(ପି.ଟି.): ଭାରତର ନୂଆ ବହିର୍ବ୍ୟାପାର ମନ୍ତ୍ରୀ ଭାବେ ଏସ୍. ଜୟଶଙ୍କରଙ୍କ ନିଯୁକ୍ତିକୁ ଆମେରିକାର କେତେଜଣ ପୂର୍ବତନ କୂଟନୀତିଜ୍ଞ ତଥା ବିଦେଶ ନୀତି ବିଶେଷଜ୍ଞ ପ୍ରଶଂସା କରିଛନ୍ତି। ଜୟଶଙ୍କର ବିଶ୍ୱର ଜଣେ ଶ୍ରେଷ୍ଠ କୂଟନୀତିଜ୍ଞ ବୋଲି ସେମାନେ ମତ ଦେଇଛନ୍ତି। ତାଙ୍କ ସମୟରେ…
Archives


