ଅନ୍ତର୍ଜାତୀୟ

ଯେଉଁଠି ପୂଜା ଥାଳି ବଦଳରେ ନିଆଯାଏ ସାପ

ସାପ ନାଁ ଶୁଣିବା ମାତ୍ରେ ଲୋକେ ଭୟରେ ଥରି ଉଠନ୍ତି। ଯଦି କାହାରି ସମ୍ମୁଖକୁ ସାପ ଆସିଗଲା, ତେବେ କଥା ସେଇଠି ସରିଲା। କିନ୍ତୁ ଗୋଟିଏ କଥା ଶୁଣିଲେ ଆପଣ ଆଶ୍ଚର୍ଯ୍ୟ ହେବେ। ବିଶ୍ୱରେ ଏଭଳି ଏକ ସ୍ଥାନ ରହିଛି, ଯେଉଁଠାରେ…

ମୋବାଇଲ୍‌ ଅଭ୍ୟାସରୁ ମୁକ୍ତି ଦେବ ଗୁଗଲ ଆପ୍ସ୍‌: ପ୍ଲେ ଷ୍ଟୋର୍‌ରେ ଉପଲବ୍ଧ

ଓ୍ବାଶିଂଟନ,୨୪।୧୦: ମୋବାଇଲ୍‌ ଏବେ ସମସ୍ତଙ୍କର ଅତି ଆପଣାର ବସ୍ତୁ ପାଲଟିଛି। କେତେକ ବହୁ ସମୟ ଧରି ମୋବାଇଲ୍‌ ସହିତ ଜଡ଼ିତ ରହୁଛନ୍ତି। ଏହା ଦ୍ୱାରା ଦାମ୍ପତ୍ୟ ଜୀବନ ସହିତ ସାମାଜିକ କ୍ଷେତ୍ରରେ ନାନା ସମସ୍ୟା ଦେଖାଦେଉଛି। ତେବେ ମୋବାଇଲ୍‌ ଅଭ୍ୟାସରୁ ମୁକ୍ତି…

ସାମାଜିକ ଅର୍ଥନୈତିକ ବିକାଶରେ ଜାତିସଂଘ

୧୯୪୫ ଜୁନ୍‌ ୨୬ରେ ୫୦ଟି ଦେଶ ଜାତିସଂଘ ଅଧିକାରପତ୍ରରେ ସ୍ବାକ୍ଷର କରିବା ପରେ ଜାତିସଂଘ ଅକ୍ଟୋବର୨୪,୧୯୪୫ରେ ସ୍ଥାପିତ ହୋଇଥିଲା। ଏହି ସମୟରେ ଚାଇନା ୟୁନାଇଟେଡ୍‌ ଷ୍ଟେଟ୍‌, ଫ୍ରାନ୍ସ, ସଂଯୁକ୍ତ ରାଜ୍ୟ, ୟୁନାଇଟେଡ୍‌ କିଙ୍ଗଣ୍ଡମ୍‌ ଓ ସୋଭିଏଟ୍‌ ସଂଘ ଏହାକୁ ସ୍ବୀକୃତି ଦେଇଥିଲେ…

ମାଡ଼ି ଆସୁଛି ବିପଦ: ଆଣ୍ଟାର୍କଟିକା ହିମ ପାହାଡ଼ରେ ୨୦ କିମି ଫାଟ; ସମୁଦ୍ର ଆଁରେ ଉପକୂଳବର୍ତ୍ତୀ ଅଞ୍ଚଳ

ଓ୍ବାଶିଂଟନ,୨୪।୧୦: ପୃଥିବୀ ଉପରେ ବିପଦ ମାଡ଼ି ଆସୁଛି। ଆଣ୍ଟାର୍କଟିକା ହିମ ପାହାଡ଼ରେ ୨୦ କିମି ଫାଟ ସୃଷ୍ଟି ହୋଇଛି। ଜଳବାୟୁ ପରିବର୍ତ୍ତନ ଏବଂ ଗ୍ଲୋବାଲ୍‌ ଓ୍ବାର୍ମିଂ ଯୋଗୁ ଆଣ୍ଟାର୍କଟିକାର ପଶ୍ଚିମରେ ଥିବା ପାଇନ୍‌ ଦ୍ୱୀପରେ ବିରାଟ ହିମ ପାହାଡ଼ରେ ଏଭଳି ହୋଇଥିବା…

ନ୍ୟୁୟର୍କରୁ ସିଡ୍‌ନୀ ୧୯ ଘଣ୍ଟା ଲଗାତର ବିମାନ ଯାତ୍ରା

ନ୍ୟୁୟର୍କ: ଘଣ୍ଟାଏ ନୁହେଁ କି ଦୁଇଘଣ୍ଟା ନୁହେଁ ଲଗାତର ୧୯ ଘଣ୍ଟା ୧୬ ମିନିଟ୍‌ର ବିମାନ ଯାତ୍ରା। ନ୍ୟୁୟର୍କରୁ ସିଡ୍‌ନୀକୁ କ୍ୱାଣ୍ଟାସ୍‌ ବିମାନ ଯାତ୍ରୀ ଏଭଳି ଦୀର୍ଘ ସମୟ ଉଡ଼ାଣ କରି ଇତିହାସ ରଚନା କରିଛନ୍ତି। ଦୀର୍ଘ ୧୬,୨୦୦ କିଲୋମିଟରର ବିମାନ…

ଚନ୍ଦ୍ରୟାନ-୨ ବିକ୍ରମ ଲ୍ୟାଣ୍ଡର ଉଭାନ୍‌

ଓ୍ବାଶିଂଟନ: ଭାରତର ବହୁ ପ୍ରତୀକ୍ଷିତ ଚନ୍ଦ୍ରୟାନ-୨ ବିକ୍ରମ ଲ୍ୟାଣ୍ଡରର ପତ୍ତା ମିଳୁନାହିଁ। ବହୁ ପ୍ରୟାସ ସତ୍ତ୍ୱେ ନାସା ଫେଲ୍‌ ମାରିଛି। ଏହାର ଫଟୋ ଉଠାଇବା ଲାଗି ପ୍ରୟାସ କରାଯାଇଥିଲେ ହେଁ ଟେର୍‌ ମିଳୁନାହିଁ। ଗତ ସେପ୍ଟେମ୍ବର ୭ରେ ଭାରତର ମହାକାଶ ଗବେଷଣା…

ହୋଟେଲରେ ଚମକୁଛି ଏଭରେଷ୍ଟ ବର୍ଜ୍ୟ

କାଠମାଣ୍ଡୁ: କାଠମାଣ୍ଡୁର ଏକ ପଞ୍ଚତାରକା ହୋଟେଲରେ ସମୟ ଅତିବାହିତ କରୁଥିବା କେତେଜଣ ପର୍ଯ୍ୟଟକଙ୍କୁ ଚମକୁଥିବା ରଙ୍ଗିନ ପାତ୍ର, ଗ୍ଲାସ୍‌ରେ ପରଷାଗଲା ଖାଦ୍ୟପେୟ। ଯେତେବେଳେ ପର୍ଯ୍ୟଟକଙ୍କୁ କୁହାଗଲା ସେମାନେ ବ୍ୟବହାର କରିଥିବା ବାସନ ଏଭରେଷ୍ଟରୁ ସଂଗୃହୀତ ବର୍ଜ୍ୟରୁ ପ୍ରସ୍ତୁତ, ସେତେବେଳେ ସେମାନେ ପରସ୍ପର…

ୟେମେନ୍‌ ଗୃହଯୁଦ୍ଧ: ୫ ହଜାରରୁ ଅଧିକ ଶିଶୁଙ୍କ ଜୀବନ ନେଇଛି; ୫ ଲକ୍ଷ ଛାଡ଼ିଛନ୍ତି ସ୍କୁଲ

ସାନା,୨୪।୧୦: ୟେମେନ୍‌ରେ ଜାରି ରହିଥିବା ଗୃହଯୁଦ୍ଧ ଯୋଗୁ ଇତିମଧ୍ୟରେ ୫ ହଜାରରୁ ଅଧିକ ଶିଶୁଙ୍କ ଜୀବନ ଯାଇଛି। ସେହିପରି ୫ ଲକ୍ଷରୁ ଅଧିକ ଶିଶୁ ସ୍କୁଲ ଛାଡ଼ିଛନ୍ତି। ଏନେଇ ୟୁନିସେଫ୍‌ ପକ୍ଷରୁ ଏକ ରିପୋର୍ଟ ପ୍ରକାଶ ପାଇଛି। ସରକାର ଏବଂ ହୌଥି…

ନଓ୍ବାଜଙ୍କ ପରେ ତାଙ୍କ ଝିଅ ବି ହସ୍ପିଟାଲରେ ଭର୍ତ୍ତି

ଲାହୋର,୨୪।୧୦: ପାକିସ୍ତାନର ପୂର୍ବତନ ପ୍ରଧାନମନ୍ତ୍ରୀ ନୱାଜ ସରିଫଙ୍କ ପରେ ତାଙ୍କ ଝିଅ ମରିୟମ ମଧ୍ୟ ହସ୍ପିଟାଲରେ ଭର୍ତ୍ତି ହୋଇଛନ୍ତି। ନୱାଜଙ୍କ ସ୍ବାସ୍ଥ୍ୟବସ୍ଥା ଗୁରୁତର ହେବାରୁ ସୋମବାର ଲାହୋରରେ ଥିବା ଆର୍ମି ହସ୍ପିଟାଲରେ ଭର୍ତ୍ତି କରାଯାଇଥିଲା। ତାଙ୍କୁ ଭିଆଇପି ରୁମ୍‌ ନଂ ୧…

ହଂକଂ ପ୍ରତ୍ୟର୍ପଣ ବିଲ୍‌ ପ୍ରତ୍ୟାହୃତ

ହଂକଂ,୨୪ା୧୦(ଏଏଫ୍‌ପି): ହଂକଂରେ ୫ ମାସ ଧରି ବିକ୍ଷୋଭର କାରଣ ସାଜିଥିବା ବିବାଦୀୟ ପ୍ରତ୍ୟର୍ପଣ ବିଲ୍‌କୁ ବୁଧବାର ପ୍ରତ୍ୟାହାର କରାଯାଇଛି। ଲେଜିସ୍‌ଲେଟିଭ୍‌ କାଉନ୍‌ସିଲରେ ଏହି ନିଷ୍ପତ୍ତି ନିଆଯାଇଥିଲେ ହେଁ ବିକ୍ଷୋଭକାରୀଙ୍କ ଆନ୍ଦୋଳନ ଥମିବାର ନାଁ ନେଉନାହିଁ। କାରଣ ପ୍ରତ୍ୟର୍ପଣ ବିଲକୁ ପ୍ରତ୍ୟାହାର କରିବା…

ପୋଲ ତଳେ ଫସିଲା ପ୍ଲେନ

ବେଜିଂ,୨୩।୧୦: ଚାଇନାର ହର୍ବିନ୍‌ରେ ଏକ ଅଜବ ଦୃଶ୍ୟ ଦେଖିବାକୁ ମିଳିଛି, ଯାହାକୁ ଦେଖି ସମସ୍ତେ ଚକିତ ହୋଇପଡ଼ିଛନ୍ତି। ହର୍ବିନ୍‌ ସହରର ଏକ ପୋଲ ତଳେ ଟ୍ରକରେ ଯାଉଥିବା ବିମାନଟି ଫସି ଯାଇଥିବାର ଦୃଶ୍ୟ ଏବେ ସୋସିଆଲ ମିଡିଆରେ ଭାଇରାଲ ହେବାରେ ଲାଗିଛି।…

ମୋଦିଙ୍କ ଉପରେ ଆତ୍ମଘାତୀ ଆକ୍ରମଣ କରିବା ଧମକ ଦେଇ ଟ୍ରୋଲ୍‌ ହେଲେ ପାକିସ୍ତାନୀ ଗାୟିକା

ଇସଲାମାବାଦ୍‌,୨୩।୧୦: କଶ୍ମୀରରୁ ଅନୁଚ୍ଛେଦ ୩୭୦ ଉଚ୍ଛେଦ ପରେ ପାକିସ୍ତାନ ଲୋକଙ୍କ ମଧ୍ୟରେ ଏକ ପ୍ରକାର ଉତ୍ତେଜନା ଦେଖାଦେଇଛି। ପାକିସ୍ତାନ ଆର୍ମି, ଆଇଏସ୍‌ଆଇ, ପ୍ରଧାନମନ୍ତ୍ରୀ ଇମ୍ରାନ୍‌ ଖାଁ ସଭିଏଁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ କଡ଼ା ସମାଲୋଚନା କରୁଛନ୍ତି। ଏବେ ପାକିସ୍ତାନୀ ଲୋକଗୀତ ଗାୟିକା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?