କାର୍ ଚଳାଇ ଭୁଲରେ ପହଞ୍ଚିଲେ ଆମେରିକା: ଶିଶୁ ସମେତ ପରିବାରର ସମସ୍ତ ସଦସ୍ୟ ଗିରଫ
ନ୍ୟୁୟର୍କ: ପରିବାର ସହ କୁଆଡେ ବୁଲିଯାଉଥିବା ବେଳେ ଅନ୍ୟମାନଙ୍କ ସହ କଥାବର୍ତ୍ତା ହୋଇ ଅନ୍ୟମନସ୍କ ହୋଇଯାଇଥାଉ। ବେଳେବେଳେ ଏଭଳି ହୋଇଥାଏ ଯେ, ଅନ୍ୟମନସ୍କତା ଯୋଗୁ ଭୁଲ ରାସ୍ତାରେ ପଳାଇଥାଉ। ଏଥିପାଇଁ କେତେବେଳେ ଜରିମାନା ଦେବାକୁ ପଡ଼ିଥାଏ ତ କେତେବେଳେ ଅସୁବିଧାର ସମ୍ମୁଖୀନ…
ଇରାନ୍ ବିରୋଧରେ କଟକଣା ଜାରି କରି ଆମେରିକା ଅପରାଧ କରିଛି: ରୁହାନି
ତେହରାନ,୧୬।୧୦: ଇରାନ୍ ବିରୋଧରେ କଟକଣା ଜାରି କରି ଆମେରିକା ଅପରାଧ କରିଛି। ଏନେଇ ଇରାନ୍ ରାଷ୍ଟ୍ରପତି ହସନ୍ ରୁହାନି କହିଛନ୍ତି। ବିଶ୍ୱ ସ୍ବାସ୍ଥ୍ୟ ସଂଗଠନର କ୍ଷେତ୍ରୀୟ କମିଟିର ୬୬ତମ ବାର୍ଷିକ ବୈଠକରେ ଯୋଗଦେଇ ସେ ଏଭଳି ମନ୍ତବ୍ୟ ଦେଇଛନ୍ତି। ସୌଦିର ଚାପରେ…
କାହିଁକି ଗଣିତରେ ଦିଆଯାଏନି ନୋବେଲ ପୁରସ୍କାର
ଚଳିତ ବର୍ଷ ବିଭିନ୍ନ କ୍ଷେତ୍ରରେ ଉଲ୍ଲେଖନୀୟ କାର୍ଯ୍ୟ ପାଇଁ ନୋବେଲ ପୁରସ୍କାର ଘୋଷଣା କରାଯାଇଛି। ନୋବେଲ ପୁରସ୍କାର ହେଉଛି ବିଶ୍ୱର ସବୁଠୁ ସମ୍ମାନଜନକ ପୁରସ୍କାର। ଆଲଫ୍ରେଡ ନୋବେଲଙ୍କ ନାମ ଅନୁସାରେ ଏହାର ନାମକରଣ କରାଯାଇଛି। ଏହି ପୁରସ୍କାର ୬ଟି କ୍ଷେତ୍ର ଯଥା…
ଡ୍ରଗ୍ସ୍ ମାଫିଆଙ୍କ ଗୁଳିରେ ୧୫ ନିହତ
ମେକ୍ସିକୋ ସିଟି,୧୬।୧୦: ଡ୍ରଗ୍ସ୍ ମାଫିଆଙ୍କ ଗୁଳିରେ ମେକ୍ସିକୋର ଗୁଏରେରୋର ଦକ୍ଷିଣ ଅଞ୍ଚଳରେ ୧୫ ଜଣ ନିହତ ହୋଇଛନ୍ତି। ମୃତକଙ୍କ ମଧ୍ୟରେ ଜଣେ ଯବାନ ଥିବା ସ୍ଥାନୀୟ ପୋଲିସ ପକ୍ଷରୁ ସୂଚନା ଦିଆଯାଇଛି। ପୂର୍ବରୁ ଅକ୍ଟୋବର ୧୪ରେ ଡ୍ରଗ୍ସ୍ ମାଫିଆମାନେ ୧୪ ଜଣ…
ମାର୍ଗାରେଟ, ବର୍ନାର୍ଡାଇନ୍ଙ୍କୁ ବୁକର୍ ପୁରସ୍କାର
ଲଣ୍ଡନ,୧୬ା୧୦: କାନାଡା ଲେଖିକା ମାର୍ଗାରେଟ ଅଟଉଡ୍ ଏବଂ ବ୍ରିଟିଶ୍ ଲେଖିକା ବର୍ନାର୍ଡାଇନ୍ ଏଭାରିଷ୍ଟୋ ଚଳିତ ବର୍ଷ ମିଳିତ ଭାବେ ବୁକର୍ ପୁରସ୍କାର ପାଇବେ। ପ୍ରଥମ ଥର ଲାଗି ବିଚାରକ ବୁକର୍ ପୁରସ୍କାର ନିୟମ ଭାଙ୍ଗି ଦୁଇଜଣଙ୍କୁ ଏହି ପୁରସ୍କାର ଲାଗି ମନୋନୀତ…
କ୍ୟାନସରରୁ ବି ଦୂରେଇ ରଖେ ଏହି ଥେରାପି…
ୟୁରିନ୍ ଥେରାପି ସୁସ୍ଥ ରହିବାର ଅତି ପ୍ରାଚୀନ ଉପାୟ। ଏହି ସହଜ ଉପାୟ ଦ୍ୱାରା ଲାଷ୍ଟ ଷ୍ଟେଜ୍ରେ ବି କ୍ୟାନସର ଭଳି ଦୂରାରୋଗ୍ୟରୁ ମୁକ୍ତି ମିଳିଥାଏ । ଏଥିପାଇଁ ଅପରେସନ୍ ଅବା କେମୋଥେରାପିର ଆବଶ୍ୟକତା ପଡ଼ି ନ ଥାଏ ଚାଇନାର ବେଜିଂ…
ବାୟୁ ପ୍ରଦୂଷଣ କରିଥାନ୍ତି ଏସବୁ ପ୍ରସାଧନ ସାମଗ୍ରୀ…
ବାୟୁ ପ୍ରଦୂଷଣ ପାଇଁ ପରଫ୍ୟୁମ୍, ହେୟାର ସ୍ପ୍ରେ ଏବଂ ରିଫ୍ରେସର ଦାୟୀ ବୋଲି ଜାପାନର ଟୋକିଓ ବିଶ୍ୱବିଦ୍ୟାଳୟରେ ହୋଇଥିବା ଏକ ଗବେଷଣା ରିପୋର୍ଟରେ ପ୍ରକାଶ ପାଇଛି। ଗାଡ଼ି ମୋଟର, ଶିଳ୍ପସଂସ୍ଥା ଏବଂ ଘରେ ବ୍ୟବହୃତ ହେଉଥିବା ଇଲୋକ୍ଟ୍ରନିକ୍ସ ଦ୍ରବ୍ୟଠାରୁ ଏସବୁ ଅଧିକ…
ପ୍ରବନ୍ଧ ଲେଖିବାକୁ କହିଲେ ପ୍ରଫେସର: ଖାଲି କାଗଜ ଧରାଇଲେ ଛାତ୍ରୀ ମିଳିଲା ଫୁଲ୍ ମାର୍କ
ଜାପାନ ଯୁନୁଭର୍ସିଟିର ଜଣେ ଛାତ୍ରୀ ଏବେ ସୋସିଆଲ ମିଡିଆରେ ବେଶ୍ ଭାଇରାଲ ହେଉଛନ୍ତି। ଗବେଷଣାରତ ଏହି ଛାତ୍ରୀ ଜଣଙ୍କୁ ପ୍ରଫେସର ପ୍ରବନ୍ଧ ଲେଖିବାକୁ କହିଥିଲେ। ହେଲେ ଛାତ୍ରୀ ଜଣଙ୍କ ଶେଷରେ ପ୍ରଫେସରଙ୍କୁ ଖାଲି କାଗଜ ଧରାଇ ଦେଇଥିଲେ। ଯାହାକୁ ଦେଖି ପ୍ରଫେସର…
ମାଲେସିଆକୁ ମହଙ୍ଗା ପଡ଼ିପାରେ ପାକିସ୍ତାନକୁ ସମର୍ଥନ
କୁଆଲା ଲମପୁର,୧୫।୧୦: ଜମ୍ମୁ-କଶ୍ମୀର ପ୍ରସଙ୍ଗ ଉପରେ ମାଲେସିଆ ପାକିସ୍ତାନର ସପକ୍ଷରେ ବାହାରିବା ପରେ ଭାରତ ଓ ମାଲେସିଆ ମଧ୍ୟରେ ଉତ୍ତେଜନା ବୃଦ୍ଧି ପାଇବାରେ ଲାଗିଛି। ରିପୋର୍ଟ ଅନୁସାରେ, ଏଥିଯୋଗୁ ନୂଆଦିଲ୍ଲୀ ପାମ୍ ଅଏଲ ଓ ମାଲେସିଆର ଅନ୍ୟ ଉତ୍ପାଦନ ଆମଦାନୀ ଉପରେ…
ପୃଥିବୀରେ ୮୦ କୋଟି ଭୋକିଲା: ୟୁନିସେଫ୍ ରିପୋର୍ଟ
ଜେନେଭା,୧୫।୧୦: ପ୍ରତିବର୍ଷ ଅକ୍ଟୋବର ୧୬ରେ ବିଶ୍ୱ ଖାଦ୍ୟ ଦିବସ ପାଳନ କରାଯାଇଥାଏ। ସମସ୍ତଙ୍କ ପାଖରେ ଖାଦ୍ୟ ପହଞ୍ଚାଇବା ଏହି ଦିବସର ମୁଖ୍ୟ ଲକ୍ଷ୍ୟ। ଇତିମଧ୍ୟରେ ୟୁନିସେଫ୍ର କାର୍ଯ୍ୟନିର୍ବାହୀ ନିର୍ଦ୍ଦେଶକ ହେନରିଟା ଫୋରେଙ୍କ ଦ୍ୱାରା ‘ଷ୍ଟେଟ୍ ଅଫ୍ ଦି ଓ୍ବାଲ୍ଡ୍ ଚିଲଡ୍ରେନ୍’ ଶୀର୍ଷକ…
ଚାଇନା କେମିକାଲ ପ୍ଲାଣ୍ଟରେ ବିସ୍ଫୋରଣ: ୪ ମୃତ
ବେଜିଂ,୧୫।୧୦: ଦକ୍ଷିଣ ଚାଇନାର ଗୁଆଙ୍ଗଜି ଜୁଆଙ୍ଗ ଅଟୋନମସ ରିଜିଅନରେ ଥିବା ଏକ କେମିକାଲ ପ୍ଲାଣ୍ଟରେ ମଙ୍ଗଳବାର ବିସ୍ଫୋରଣ ହେବା ଫଳରେ ୪ ଜଣଙ୍କ ମୃତ୍ୟୁ ହେବା ସହ ୩ ଆହତ ହୋଇଥିବା ସୂଚନା ମିଳିଛି। ସକାଳ ପ୍ରାୟ ୧୧ଟା ସମୟରେ ଏହି…
ନିଶା ନିବାରଣ ନାଁରେ ଯୌନ ନିର୍ଯାତନା
ଅବୁଜା,୧୫।୧୦: ନାଇଜେରିଆର ଏକ ସ୍କୁଲରେ ନିଶାନିବାରଣ ପାଇଁ ଶିକ୍ଷା ଦିଆଯାଉଛି। ହେଲେ ପୋଲିସକୁ ମିଳିଥିବା ସୂଚନା ଅନୁଯାୟୀ, ଇସଲାମିକ ବୋର୍ଡିଂ ସ୍କୁଲରେ ପିଲାମାନଙ୍କ ସହ ଅମାନବୀୟ ବ୍ୟବହାର କରାଯାଉଛି। ଏମିତି ସୂଚନା ମିଳିବା ପରେ ପୋଲିସ ରବିବାର ଉକ୍ତ ସ୍କୁଲରେ ଚଢାଉ…

