ଅନ୍ତର୍ଜାତୀୟ

ଶ୍ରୀଲଙ୍କାର ୨ ସୁରକ୍ଷା ମୁଖ୍ୟଙ୍କୁ ଇସ୍ତଫା ଦେବାକୁ ରାଷ୍ଟ୍ରପତିଙ୍କ ନିର୍ଦ୍ଦେଶ

କଲମ୍ବୋ, ୨୫ା୪ : ଶ୍ରୀଲଙ୍କା ବିସ୍ଫୋରଣ ପରେ ରାଷ୍ଟ୍ରପତି ମୈଥ୍ରୀପାଲ ଶିରିସେନା ୨ ମୁଖ୍ୟ ସୁରକ୍ଷା ଅଧିକାରୀଙ୍କୁ ଇସ୍ତଫା ଦେବାକୁ ନିର୍ଦ୍ଦେଶ ଦେଇଛନ୍ତି। ରାଷ୍ଟ୍ରପତି ଶିରିସେନା ପୋଲିସ ବିଭାଗ ମୁଖ୍ୟ ଏବଂ ପ୍ରତିରକ୍ଷା ସଚିବଙ୍କ ଉପରେ ଏପରି କାର୍ଯ୍ୟାନୁଷ୍ଠାନ ନେଇଥିବା ଏକ…

ସିରିଆରେ ଶକ୍ତିଶାଳୀ ବିସ୍ଫୋରଣ: ୧୮ ମୃତ

ଦାମାସକସ୍‌,୨୫।୪: ଉତ୍ତର ପଶ୍ଚିମ ସିିରିଆରେ ଏକ ଶକ୍ତିଶାଳୀ ବିସ୍ଫୋରଣରେ ୧୮ ଜଣଙ୍କ ମୃତ୍ୟୁ ଘଟିଛି। ମୃତକଙ୍କ ମଧ୍ୟରେ ୧୩ ଜଣ ସାଧାରଣ ଲୋକ ଥିବା କୁହାଯାଉଛି। ବିସ୍ଫୋରଣରେ ଏକ ୪ ମହଲା କୋଠା ଭୁଶୁଡ଼ି ପଡିଛି। ବିସ୍ଫୋରଣ ଯୋଗୁ ଏଠାରେ ଥିବା…

ପୃଥିବୀ ଓ ଚନ୍ଦ୍ର ପରି ମଙ୍ଗଳରେ ବି ହେଉଛି ଭୂକମ୍ପ: ନାସା

ଓ୍ବାଶିଂଟନ,୨୫।୪: ମଙ୍ଗଳ ଗ୍ରହକୁ ମାନବ ମିଶନ ପଠାଇବା ପାଇଁ ଯୋଜନା ଚାଲିଛି। ତେବେ ମଙ୍ଗଳରେ ଭବିଷ୍ୟତରେ ବାସ କରିବାକୁ ଯାଉଥିବା ଲୋକେ ଭୂକମ୍ପର ଅନୁଭୁତି ପାଇପାରିବେ। ଏନେଇ ଅନ୍ତର୍ଜାତୀୟ ମହାକାଶ ଗବେଷଣା ସଂସ୍ଥା ନାସା ପକ୍ଷରୁ ସୂଚନା ଦିଆଯାଇଛି। ପୃଥିବୀ ଓ…

କୋମାରେ ୨୮ ବର୍ଷ ରହିଥିବା ମହିଳାଙ୍କ ଚେତା ଫେରିଲା

ଆବୁ ଧାବି,୨୫।୪: ୟୁନାଇଟେଡ୍‌ ଆରବ ଏମିରେଟ୍ସ(ୟୁଏଇ)ର ଜଣ ମହିଳା ମୁନିରା ଅବଦୁଲ୍ଲା ଦୁର୍ଘଟଣା ପରେ କୋମାକୁ ଚାଲି ଯାଇଥିଲେ। ହେଲେ ଏବେ ୨୮ ବର୍ଷ ପରେ ତାଙ୍କ ଚେତା ଫେରିଥିବା କୁହାଯାଉଛି। ମୁନିରାଙ୍କ ପୁଅ ଗଣମାଧ୍ୟମକୁ ସୂଚନା ଦେଇ କହିଛନ୍ତି କି…

ଶ୍ରୀଲଙ୍କାରେ ପୁଣି ବିସ୍ଫୋରଣ

କଲମ୍ବୋ,୨୫।୪: ଶ୍ରୀଲଙ୍କାର ରାଜଧାନୀ କଲମ୍ବୋଠାରୁ ୪୦ କିଲୋମିଟର ଦୂର ପୁଗୋଡା ସହରର ମାଜିଷ୍ଟ୍ରେଟ ଅଦାଲତଙ୍କ ପଛପଟେ ଥିବା ଖାଲି ସ୍ଥାନରେ ଗୁରୁବାର ଏକ ବିସ୍ଫୋରଣ ହୋଇଥିବା ସୂଚନା ମିଳିଛି। ସ୍ଥାନୀୟ ଲୋକେ ଓ ପୋଲିସ ପକ୍ଷରୁ ଏହି ବିସ୍ଫୋରଣ ସମ୍ପର୍କରେ ସୂଚନା…

ଶ୍ରୀଲଙ୍କା ବିସ୍ଫୋରଣରେ ସାମିଲ ଥିଲେ ୯ ଆତ୍ମଘାତୀ

କଲମ୍ବୋ୨୫ା୪(ପି.ଟି): ଶ୍ରୀଲଙ୍କାର ଇଷ୍ଟର ସଣ୍ଡେ ବିସ୍ଫୋରଣରେ ଜଣେ ମହିଳାଙ୍କ ସମେତ ୯ ଆତ୍ମଘାତୀ ସାମିଲ ଥିଲେ ବୋଲି ଜଣାପଡ଼ିଛି। ଏହି ଘଟଣାରେ ଏପର୍ଯ୍ୟନ୍ତ ୬୦ ସନ୍ଦିଗ୍ଧଙ୍କୁ ଗିରଫ କରାଯାଇ ସାରିଲାଣି। ଶେଷ ସୂଚନା ସୁଦ୍ଧା ବିସ୍ଫୋରଣ ମୃତ୍ୟୁସଂଖ୍ୟା ୩୫୯ରେ ପହଞ୍ଚିଥିବାବେଳେ ଆତ୍ମଘାତୀମାନେ…

ବନ୍ୟା, ଭୂସ୍ଖଳନରେ ୬୦ ମୃତ

ଡର୍ବାନ ୨୫ା୪: ଦକ୍ଷିଣ ଆଫ୍ରିକାରେ ବନ୍ୟା ଓ ଭୂସ୍ଖଳନ ଯୋଗୁଁ ୬୦ଜଣ ବ୍ୟକ୍ତିଙ୍କ ପ୍ରାଣହାନି ଘଟିଥିବା ଜଣାପଡିଛି। କେତେକ ଶିଶୁ ନିଖୋଜ ହୋଇଯାଇ ଥିଲାବେଳେ ଅନେକ ଲୋକଙ୍କୁ ସ୍ଥାନାନ୍ତର କରାଯାଇଛି। ପ୍ରବଳ ବର୍ଷାଜନିତ ବନ୍ୟା ଯୋଗୁଁ ଅନେକ ଲୋକ କ୍ଷତିଗ୍ରସ୍ତ ହୋଇଥିବା…

ମ୍ୟାଲେରିଆରେ ଶହେ ୬ ଦେଶର ୩ ଶହ ୩୦ କୋଟି ଲୋକ ପ୍ରଭାବିତ: ଆଫ୍ରିକାରେ ଅଧିକ

ଜେନେଭା, ୨୪।୪: ମ୍ୟାଲେରିଆରେ ପୃଥିବୀର ଶହେ ୬ଟି ଦେଶର ୩ ଶହ ୩୦ କୋଟି ଲୋକ ପ୍ରଭାବିତ ହେଉଛନ୍ତି। ଏନେଇ ବିଶ୍ୱସ୍ବାସ୍ଥ୍ୟ ସଂଗଠନ ପକ୍ଷରୁ ପ୍ରକାଶିତ ଏକ ରିପୋର୍ଟରେ ଦର୍ଶାଯାଇଛି। ଏହି ରୋଗ ସମ୍ପର୍କରେ ସଚେତନତା ସୃଷ୍ଟି ପାଇଁ ପ୍ରତିବର୍ଷ ଏପ୍ରିଲ୍‌…

ବିଶ୍ୱ ମ୍ୟାଲେରିଆ ଦିବସର ୨୪ ଘଣ୍ଟା ପୂର୍ବରୁ ପ୍ରଥମ ମ୍ୟାଲେରିଆ ପ୍ରତିଷେଧକ ଟୀକା ଆଫ୍ରିକାର ମାଲଓ୍ବିରେ ଦିଆଗଲା

ଜେନେଭା,୨୪।୪: ମ୍ୟାଲେରିଆ ରୋଗର ନିରାକରଣ ପାଇଁ ପ୍ରସ୍ତୁତ ହୋଇଥିବା ପ୍ରଥମ ପ୍ରତିଷେଧକ ଟୀକା ଆଫ୍ରିକାର ମାଲଓ୍ବିରେ ଦିଆଯାଇଛି। ଗତ ୩୦ ବର୍ଷ ଧରି ମ୍ୟାଲେରିଆ ପ୍ରତିଷେଧକ ଟୀକା ଉପରେ ଗବେଷଣା ଜାରି ରହିଥିଲା। ଏହି ରୋଗରେ ପ୍ରତିବର୍ଷ ପୃଥିବୀର ୪ଲକ୍ଷ ୨୫…

ଭାରତ ସହ ୭୦ ବର୍ଷର କୂଟନୈତିକ ସମ୍ପର୍କ ସ୍ମୃତିରେ ରାମାୟଣ ଉପରେ ଡାକ ଟିକଟ ଜାରି କଲା ଇଣ୍ଡୋନେସିଆ

ଜାକର୍ତ୍ତା,୨୪।୪: ଭାରତ ସହିତ ୭୦ ବର୍ଷର କୂଟନୈତିକ ସମ୍ପର୍କ ସ୍ମୃତିରେ ଇଣ୍ଡୋନେସିଆ ରାମାୟଣ ଉପରେ ସ୍ବତନ୍ତ୍ର ଡାକ ଟିକଟ ଜାରି କରିଛି। ଏହାକୁ ଇଣ୍ଡୋନେସିଆ ଶିଳ୍ପୀକାର ପଦ୍ମଶ୍ରୀ ବାପାକ୍‌ ନୟୋମାନ୍‌ ନୁଆରତା ପ୍ରସ୍ତୁତ କରିଛନ୍ତି। ଏଥିରେ ରାମାୟଣର ବିଭିନ୍ନ କଥାବସ୍ତୁକୁ ସ୍ଥାନୀତ…

୩ ବର୍ଷ ପରେ ପୁଣି ଥରିଲା ନେପାଳ

କାଠମାଣ୍ଡୁ,୨୪।୪: ନେପାଳ ସମେତ ଉତ୍ତରପ୍ରଦେଶର କେତେକ ସ୍ଥାନରେ ବୁଧବାର ସକାଳ ୬ଟା ୨୯ରେ ଭୂକମ୍ପ ଅନୁଭୁତ ହୋଇଛି। ରିକ୍ଟର ସ୍କେଲରେ ଏହାର ତୀବ୍ରତା ୫.୨ ଥିଲା ବୋଲି ଭାରତୀୟ ଭୂବିଜ୍ଞାନ ସଂସ୍ଥା ପକ୍ଷରୁ ସୂଚନା ଦିଆଯାଇଛି। ଭୂକମ୍ପର କେନ୍ଦ୍ର ନେପାଳର ଧାନ୍ଦିଙ୍ଗ…

ଖ୍ରୀଷ୍ଟଚର୍ଚ୍ଚର ପ୍ରତିଶୋଧ ଶ୍ରୀଲଙ୍କାରେ: ମୃତ୍ୟୁସଂଖ୍ୟା ୩୨୧ରେ ପହଞ୍ଚିଲା

କଲମ୍ବୋ,୨୪ା୪: ଗତ ମାର୍ଚ୍ଚ ମାସରେ ନ୍ୟୁଜିଲାଣ୍ଡର ଖ୍ରୀଷ୍ଟଚର୍ଚ୍ଚସ୍ଥିତ ଦୁଇ ମସ୍‌ଜିଦରେ ହୋଇଥିବା ଆଖିବୁଜା ଗୁଳିମାଡର ପ୍ରତିଶୋଧ ହେଉଛି ଭୟଙ୍କର ଇଷ୍ଟର ସଣ୍ଡେ ବିସ୍ଫୋରଣ। ଶ୍ରୀଲଙ୍କାର ପ୍ରତିରକ୍ଷା ରାଷ୍ଟ୍ରମନ୍ତ୍ରୀ ରୁଓ୍ବାନ ଓ୍ବିଜେବର୍ଦ୍ଦନେ ମଙ୍ଗଳବାର ଏଭଳି ସଂସଦରେ କହିଛନ୍ତି। ତଦନ୍ତରୁ ତାହା ଜଣାପଡିଥିବା ସେ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri