ଅନ୍ତର୍ଜାତୀୟ

ମହାତ୍ମା ଗାନ୍ଧୀଙ୍କ ସମ୍ମାନରେ ମୁଦ୍ରା ଜାରି କରିବ ବ୍ରିଟେନ

ଲଣ୍ଡନ,୧୧।୧୦:ଜାତିର ପିତା ମହାତ୍ମା ଗାନ୍ଧୀଙ୍କ ୧୫୦ତମ ଜୟନ୍ତୀ ଅବସରରେ ତାଙ୍କ ସମ୍ମାନର୍ଥେ ମୁଦ୍ରା ଜାରି କରିବାର ନିଷ୍ପତ୍ତି ନେଇଛି ବ୍ରିଟେନ। ବ୍ରିଟିଶ୍‌ ଏସିଆନ ସକସେକ୍ସ ଉପରେ ଆୟୋଜିତ ଏକ କାର୍ଯ୍ୟକ୍ରମରେ ଭାଗ ନେଇ ବ୍ରିଟେନର ଅର୍ଥମନ୍ତ୍ରୀ ସାଜିଦ ଜାବିଦ ଏହି ସୂଚନା…

ସାହିତ୍ୟ ଲାଗି ହତ୍ୟା ଧମକ ମିଳିଥିଲା:ଓଲ୍‌ଗା ଟୋକାରଜୁକ

ଓ୍ବାର୍ସ: ପୋଲାଣ୍ଡ ଜନ୍ମିତ ଔପନ୍ୟାସିକ ଓଲ୍‌ଗା ଟୋକାରଜୁକ(୫୭)ଙ୍କୁ ୨୦୧୮ ବର୍ଷ ଲାଗି ସାହିତ୍ୟରେ ନୋବେଲ ପୁରସ୍କାର ପାଇଁ ମନୋନୀତ କରାଯାଇଛି। ଜଣେ ନିରାମଷାଶୀ ଓ ପରିବେଶବିତ୍‌ ଭାବେ ସେ ବେଶ୍‌ ଜଣାଶୁଣା। ଜଣେ ରାଜନୈତିକ ସମୀକ୍ଷକ ଭାବେ ଆଇନଗତ ତ୍ରୁଟିକୁ ସେ…

ସ୍କୁଲ ପାଠପଢ଼ା ବେଳୁ ଥିଲା ସାହିତ୍ୟ ପ୍ରତି ଆକର୍ଷଣ:ପିଟର ହାଣ୍ଡ୍‌କେ

ଭିଏନା: ଅଷ୍ଟ୍ରିଆର ପିଟର ହାଣ୍ଡ୍‌କେଙ୍କୁ ୨୦୧୯ ବର୍ଷ ଲାଗି ସାହିତ୍ୟରେ ନୋବେଲ ପୁରସ୍କାର ଲାଗି ମନୋନୀତ କରାଯାଇଛି। ସାହିତ୍ୟ ପ୍ରତି ତାଙ୍କର ରହିଥିବା ଅହେତୁକ ରୁଚି ସ୍କୁଲରେ ପାଠପଢ଼ିବା ବେଳୁ ରହିଆସିଛି। ଜର୍ମାନ୍‌ ଭାଷାରେ ସେ ଅନେକ ସାହିତ୍ୟ ରଚନା କରିଥିବାବେଳେ…

ଆଜିର ବାଳିକା: ସୁରକ୍ଷିତ ଜୀବନ ଓ ଅଧିକାର ଅପେକ୍ଷାରେ

କନ୍ୟାରତ୍ନ , କହିବା ଯେତିକି ସହଜ ତାହାକୁ ରତ୍ନ ଭଳି ଆଦର କରିବା ସେତିକି କଷ୍ଟ ମନେକରୁଛି ଆଜିର ସମାଜ। ଝିଅ-ପୁଅ ସମାନ ସ୍ଲୋଗାନ୍‌କୁ ନେଇ ଲୋକମାନଙ୍କୁ ସଚେତନ କରାଯାଉଛି, କିନ୍ତୁ ଝିଅମାନଙ୍କ ସହ ଭେଦଭାବ ଥମିବାର ନାଁ ଧରୁନି। କେବଳ…

କର୍‌ତାରପୁର କରିଡର ଉଦ୍‌ଘାଟନ ଉତ୍ସବ:ମନମୋହନଙ୍କୁ ଇମ୍ରାନ୍‌ଙ୍କ ନିମନ୍ତ୍ରଣ

ଇସ୍‌ଲାମାବାଦ,୧୧-୧୦:ନଭେମ୍ବରରେ ହେବାକୁ ଥିବା କର୍‌ତାରପୁର କରିଡର ଉଦ୍‌ଘାଟନ ଉତ୍ସବରେ ଯୋଗଦେବା ପାଇଁ ପୂର୍ବତନ ପ୍ରଧାନମନ୍ତ୍ରୀ ମନମୋହନ ସିଂଙ୍କୁ ପାକିସ୍ତାନ ନିମନ୍ତ୍ରଣ କରିଛି। ବହିର୍ବ୍ୟାପାର ମନ୍ତ୍ରଣାଳୟ ମୁଖପାତ୍ର ମହମ୍ମଦ ଫୈଜାଲ ଗୁରୁବାର କହିଛନ୍ତି, ନଭେମ୍ବର ୨ରେ କର୍‌ତାରପୁର କରିଡର୍‌ ଉଦ୍‌ଘାଟନ ହେବା ପାଇଁ…

ନୋବେଲ ଶାନ୍ତି ପୁରସ୍କାର ଘୋଷଣା ଆଜି:ଦୌଡ଼ ଆଗରେ ଗ୍ରେଟା ଥନବର୍ଗ

ଓସ୍‌ଲୋ,୧୧-୧୦:(ଆଇଏଏନ୍‌ଏସ୍‌):ସ୍ବିଡେନର ପରିବେଶ କର୍ମୀ ଗ୍ରେଟା ଥନ୍‌ବର୍ଗ ନୋବେଲ ଶାନ୍ତି ପୁରସ୍କାର ଦୌଡ଼ରେ ଆଗୁଆ ରହିଛନ୍ତି। ସେହିପରି ବ୍ରାଜିଲର ଆଦିବାସୀ ନେତା ରାଓନି ମେଟୁକ୍‌ଟାୟର ଓ ଇଥିଓପିଆ ପ୍ରଧାନମନ୍ତ୍ରୀ ଏବି ଅହମ୍ମଦଙ୍କ ନାମ ମଧ୍ୟ ତାଲିକାରେ ଥିବା ଜଣାପଡ଼ିଛି। ତେବେ ଏହି ମର୍ଯ୍ୟାଦାଜନକ…

ବୈଜ୍ଞାନିକଙ୍କ ଭବିଷ୍ୟବାଣୀ:ପୃଥିବୀ ସହ ଧକ୍କାହେବ ଗ୍ରହାଣୁ ଆପୋଫିସ୍‌

ଓ୍ବାଶିଂଟନ,୧୧-୧୦:: ପୃଥିବୀ ସହ ଏକ ଗ୍ରହାଣୁ ଧକ୍କା ହେବ। ଫଳରେ ଏହା ବିପର୍ଯ୍ୟୟ ଆଣିଦେବା ସହ ଲକ୍ଷ ଲକ୍ଷ ଲୋକଙ୍କ ମୃତ୍ୟୁର କାରଣ ସାଜିବ ବୋଲି ଜଣେ ବୈଜ୍ଞାନିକ ଦାବି କରିଛନ୍ତି। ଏପରି କି ପୃଥିବୀର କେଉଁ ସ୍ଥାନରେ ଏହା ଧକ୍କା…

ପବନରେ ଝୁଲୁଛି ଏହି ମନ୍ଦିର

ଚାଇନାରେ ଦୀର୍ଘ ୧୫ଶହ ବର୍ଷ ହେବ ଏକ ମନ୍ଦିର ପବନରେ ଝୁଲୁଥିବା କୁହାଯାଏ। ଚାଇନାର ଏହା ଏକମାତ୍ର ମନ୍ଦିର ଯାହା ଦୀର୍ଘ ବର୍ଷ ହେଲା ପବନରେ ଝୁଲୁଥିବା ଲୋକେ କୁହନ୍ତି। ତେବେ ଏହି ମନ୍ଦିର, ବୁଦ୍ଧ, ତାଓ ଓ କନଫୁସିୟସ୍‌ ଏହି…

ସାହିତ୍ୟ ପାଇଁ ଘୋଷଣା ହେଲା ନୋବେଲ ପୁରସ୍କାର ବିଜେତାଙ୍କ ନାମ

ଷ୍ଟକହୋମ,୧୦।୧୦: ସାହିତ୍ୟ କ୍ଷେତ୍ରରେ ଉଲ୍ଲେଖନୀୟ ଅବଦାନ ପାଇଁ ନୋବେଲ ବିଜେତାଙ୍କ ନାମ ଘୋଷଣା କରାଯାଇଛି। ୨୦୧୮ ପାଇଁ ପୋଲାଣ୍ଡର ଲେଖକ ଓଲାଗ ତୋକାର୍କଜୁକଙ୍କୁ ମିଳିଥିବା ବେଳେ ୨୦୧୯ ପାଇଁ ଅଷ୍ଟ୍ରିଆର ଲେଖକ ପିଟର ହ୍ୟାଣ୍ଡକେଙ୍କୁ ମିଳିଛି ନୋବେଲ ପୁରସ୍କାର। ଗୁରୁବାର ସ୍ବଦେଶୀ…

କୁକୁର ଗୁଳିରେ ମାଲିକାଣୀ ଆହତ

ଆମେରିକାର ଓକ୍ଲାହୋମାରେ ଏକ ଅଜବ ଘଟଣା ଦେଖିବାକୁ ମିଳିଛି। ଏଠାରେ ଏକ କୁକୁର ନିଜ ମାଲିକାଣୀଙ୍କ ଉପରକୁ ଗୁଳି ଚଳାଇବାରୁ ସେ ଗୁରୁତର ଆହତ ହୋଇଛନ୍ତି। କଥାଟା ଆଶ୍ଚର୍ଯ୍ୟ ଲାଗୁଥିଲେ ମଧ୍ୟ ସତ, ୪୪ ବର୍ଷୀୟା ଟିନା ସ୍ପ୍ରିଙ୍ଗର କାରରେ ନିଜ…

ଚିନ୍ତା ବଢ଼ାଉଛି ମାନସିକ ସ୍ବାସ୍ଥ୍ୟ ସମସ୍ୟା

ପ୍ରତିବର୍ଷ ୧୦ ଅକ୍ଟୋବରରେ ବିଶ୍ୱ ମାନସିକ ସ୍ବାସ୍ଥ୍ୟ ଦିବସ ପାଳନ କରାଯାଉଛି। ମାନସିକ ସ୍ବାସ୍ଥ୍ୟ ସମ୍ବନ୍ଧରେ ସଚେତନ କରିବା ଉଦ୍ଦେଶ୍ୟରେ ପ୍ରଥମଥର ୧୯୯୨ରେ ଏହି ଦିବସ ପାଳନ କରାଯାଇଥିଲା। ଓ୍ବାଲର୍‌ଡ ହେଲ୍‌ଥ ଅର୍ଗାନାଇଜେଶନ ବା ବିଶ୍ୱ ସ୍ବାସ୍ଥ୍ୟ ସଂଗଠନ ଓ ଓ୍ବାଲର୍‌ଡ…

ଥାଇ ପାର୍କ ଗଜରାଜଙ୍କ ମୃତ୍ୟୁଯନ୍ତା

ବ୍ୟାଙ୍କକ, ୧୦ା୧୦ : ହାତୀଙ୍କ ସୁରକ୍ଷା ଲାଗି ବିଶ୍ୱବ୍ୟାପୀ ଅନେକ ପଦକ୍ଷେପ ହାତକୁ ନିଆଯାଉଛି। ସେମାନଙ୍କ ରହିବା, ଖାଇବା, ସ୍ବାସ୍ଥ୍ୟାବସ୍ଥା ସହ ମୁକ୍ତ ଭ୍ରମଣ ଓ ସୁରକ୍ଷିତ ଜୀବନଯାପନ ଲାଗି ବିଭିନ୍ନ ଦେଶ ଭିନ୍ନ ଭିନ୍ନ ପଦକ୍ଷେପ ଗ୍ରହଣ କରୁଛନ୍ତି। ତଥାପି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?