ଇରାକରେ ସରକାର ବିରୋଧୀ ବିକ୍ଷୋଭ: ମୃତ୍ୟୁସଂଖ୍ୟା ୧୦୦ ଛୁଇଁଲା
ବାଗଦାଦ,୬ା୧୦(ପି.ଟି.): ଇରାକରେ ସରକାର ବିରୋଧୀ ବିକ୍ଷୋଭ ଶନିବାର ପଞ୍ଚମ ଦିନରେ ପହଞ୍ଚତ୍ଥିବାବେଳେ ମୃତ୍ୟୁସଂଖ୍ୟା ୧୦୦ ଛୁଇଁଲାଣି। ଏଥିସହିତ ୪୦୦୦ ଲୋକ ଆହତ ହୋଇଛନ୍ତି। ଦକ୍ଷିଣ ଇରାକର ବିଭିନ୍ନ ସହରକୁ ମଧ୍ୟ ବିକ୍ଷୋଭ ବ୍ୟାପିଲାଣି। ପ୍ରଧାନମନ୍ତ୍ରୀ ଆଦେଲ୍ ଅବ୍ଦେଲ ମହଦିଙ୍କ ଇସ୍ତଫା ଦାବି…
ମୃତ୍ୟୁ ଏଠି ଅପରାଧ
ବିଶ୍ୱରେ କିଛି ଦେଶ ଅଛି, ଯେଉଁଠି ଇଚ୍ଛାମୃତ୍ୟୁକୁ ମିଳିଛି ଆଇନଗତ ସ୍ବୀକୃତି। ହେଲେ ଏମିତି ଦେଶ ଅଛି, ଯେଉଁଠି ମୃତ୍ୟୁକୁ ଅପରାଧ ବୋଲି ବିବେଚନା କରାଯାଏ। କିଛି ଦେଶରେ ଆତ୍ମହତ୍ୟାକୁ ମଧ୍ୟ ଅପରାଧ ଭାବେ ଗ୍ରହଣ କରାଯାଇଥାଏ। ହେଲେ ନରଓ୍ବେର ଲାଇମ୍ବଇୟରବେନ୍ରେ…
ଏମିତି ରାଜା ଅବସର ସମୟରେ କରନ୍ତି ମେକାନିକ୍ କାମ…
ଦୁଇ ଦୁଇଟି ଦେଶର ରାଜା ସେ ପୁଣି ଅବସର ସମୟରେ କାର୍ ମେକାନିକ୍ ଭାବେ କାମ କରନ୍ତି। ଏହା ଶୁଣିବାକୁ ଆଶ୍ଚର୍ଯ୍ୟ ଲାଗୁଥିଲେ ମଧ୍ୟ ସତ। ଏମିତି ଜଣେ ରାଜା ଅଛନ୍ତିି ଆଫ୍ରିକାରେ। ସେ ରାଜକାର୍ଯ୍ୟ ତୁଲାଇବା ସହ ଅବସର ସମୟରେ…
ପତ୍ନୀଙ୍କ ସହ ପାକିସ୍ତାନ ଯିବେ ପ୍ରିନ୍ସ ଓ୍ବିଲିୟମ୍ସ
ଇସଲାମାବାଦ,୫।୧୦: ବ୍ରିଟେନର ରାଜ ଦମ୍ପତି ପ୍ରିନ୍ସ ଓ୍ବିଲିୟମ୍ସ ଓ କେଟ ମିଡିଲଟନ ଅକ୍ଟୋବର ମଧ୍ୟ ଭାଗରେ ପାକିସ୍ତାନ ଗସ୍ତ କରିବେ ବୋଲି ଜଣାପଡିଛି। ସେଠାରେ ସେ ଜଳବାୟୁ ପରିବର୍ତ୍ତନ ଓ ଏହାର ପ୍ରଭାବକୁ ନେଇ ଆଲୋଚନା କରିବେ ବୋଲି କୁହାଯାଉଛି। ବ୍ରିଟିଶ…
ଚୁପ୍ ବସିଥିବା ଶିଶୁଙ୍କୁ ଦେଖି ଚମକି ପଡିଲେ ମା’
କୁଆଲାଲମପୁର,୫।୧୦: ମାଲେସିଆ ମିଡିଆର ସୂଚନା ଅନୁଯାୟୀ, ଦୁଇଟି ଶିଶୁକନ୍ୟା କିଛି ସମୟ ଧରି ଚୁପ୍ ହୋଇ ବସିଥିବା ପରିବାର ଲୋକଙ୍କୁ ଆଶ୍ଚର୍ଯ୍ୟ କରିଥିଲା। ପିଲାଙ୍କ ମା’ ସେଠାକୁ ଯାଇ ଦେଖିବା ପରେ ଆଶ୍ଚର୍ଯ୍ୟ ହୋଇ ଯାଇଥିଲେ। କାରଣ ଶିଶୁକନ୍ୟା ଦୁଇଟି ଚୁପ୍ଚାପ୍…
କୋର୍ଟରେ ନିଜକୁ ଗୁଳିମାରି ଆତ୍ମହତ୍ୟା ଉଦ୍ୟମ କଲେ ବିଚାରପତି
ବ୍ୟାଙ୍କକ,୫।୧୦: ଥାଇଲାଣ୍ଡରେ ଜଣେ ବିଚାରପତି କୋର୍ଟରେ ନିଜକୁ ଗୁଳିମାରି ଆତ୍ମହତ୍ୟା କରିବାର ଉଦ୍ୟମ କରିଛନ୍ତି। ତାଙ୍କ ରାୟରେ ଅନ୍ୟ ଜଣେ ଉପରିସ୍ଥ ବିଚାରପତି ହସ୍ତକ୍ଷେପ କରିବାରୁ ସେ ଏଭଳି କରିଥିବା କୁହାଯାଉଛି। ସେ ନ୍ୟାୟିକ ସ୍ବତନ୍ତ୍ରତାର ନିରପେକ୍ଷତା ନେଇ ପ୍ରଶ୍ନ କରି…
ଇମ୍ରାନ୍ଙ୍କ ବନ୍ଧୁ ଚେହେରାରୁ ହଟିଲା ମୁଖା: ଭାରତକୁ ବଦନାମ କରିବା ପାଇଁ ପିଆର୍ କମ୍ପାନୀକୁ ପାକିସ୍ତାନ ଦେଇଥିଲା ୭ କୋଟି
ଓ୍ବାଶିଂଟନ,୫।୧୦: ଜମ୍ମୁ-କଶ୍ମୀରରୁ ଅନୁଚ୍ଛେଦ ୩୭୦ ଉଚ୍ଛେଦ ପରେ ଭାରତକୁ ଅନ୍ତର୍ଜାତୀୟସ୍ତରରେ ବଦନାମ କରିବା ପାଇଁ ପାକିସ୍ତାନ ରଚିଥିବା ଷଡ଼ଯନ୍ତ୍ରର ପର୍ଦ୍ଦାଫାଶ୍ ହୋଇଛି। ଏହାଦ୍ୱାରା ପାକିସ୍ତାନ ପ୍ରଧାନମନ୍ତ୍ରୀ ଇମ୍ରାନ୍ ଖାଁଙ୍କ ବନ୍ଧୁ ଚେହେରାରୁ ମୁଖା ଖୋଲିଯାଇଛି। ପାକିସ୍ତାନ ଆମେରିକାର ଏକ ପିଆର୍ କମ୍ପାନୀକୁ…
ସରକାର ବିରୋଧୀ ବିକ୍ଷୋଭର ୪ ମାସ ପରେ : ହଂକଂରେ ଫେସ୍ ମାସ୍କ ନିଷିଦ୍ଧ
ହଂକଂ,୫ା୧୦: ହଂକଂରେ ପ୍ରତ୍ୟର୍ପଣ ବିଲ୍ ବିରୋଧରେ ଗତ ଜୁନ୍ରେ ଆରମ୍ଭ ହୋଇଥିବା ସରକାର ବିରୋଧୀ ବିକ୍ଷୋଭକୁ ୪ ମାସ ବିତିଛି। ସରକାର ଗତମାସରେ ଏହି ବିବାଦୀୟ ବିଲ୍କୁ ପ୍ରତ୍ୟାହାର କରିନେଇଥିଲେ ହେଁ ଜଳୁଥିବା ନିଆଁ ଲିଭୁନାହିଁ। ଅଦ୍ୟାବଧି ୧୭୫୦ ବିକ୍ଷୋଭକାରୀଙ୍କୁ ଅଟକ…
ବଢିପାରେ ଇମ୍ରାନଙ୍କ ଚିନ୍ତା: ପୁଣି ଫେରିପାରନ୍ତି ପରଭେଜ
ଇସ୍ଲାମାବାଦ,୪।୧୦: ପାକିସ୍ତାନ ରାଜନୀତି ଏବେ ସରଗରମ ରହିଛି। ଦେଶ ଆର୍ଥିକ ସଙ୍କଟର ସାମ୍ନା କରୁଥିବା ବେଳେ ଇମ୍ରାନ ସରକାରଙ୍କ ଉପରେ ଲୋକଙ୍କ ଆସ୍ଥା ଏକ ପ୍ରକାର ତୁଟି ଯାଇଛି କହିଲେ ଚଳେ। ଏତିକିବେଳେ ଶୁଣିବାକୁ ମିଳିଛି କି ପୂର୍ବତନ ସେନା ଶାସକ…
ଭାରତ ଉପରେ ରାଗି ପିଆଜ ଖାଇବା ଛାଡି ଦଲେ ଶେଖ୍ ହସିନା
ବାଂଲାଦେଶ,୪।୧୦: ପିଆଜର ଦର ବୃଦ୍ଧି ଏବେ ଭାରତର କେନ୍ଦ୍ର ସରକାରଙ୍କ ଆଗରେ ଯେ ସମସ୍ୟା ହୋଇ ଛିଡା ହୋଇଛି ତା’ ନୁହେଁ। ବରଂ ପଡୋଶୀ ଦେଶ ଉପରେ ମଧ୍ୟ ଏହାର ପ୍ରଭାବ ପଡିଛି। ଏବେ ଭାରତରେ ପିଆଜ ଦର ଆକାଶ ଛୁଆ…
ପୁଣି ବାଲାଷ୍ଟିକ୍ ମିଶାଇଲ୍ ପରୀକ୍ଷଣ କଲା ଉତ୍ତର କୋରିଆ
ସିଓଲ,୪।୧୦: ମିଳିତ ଜାତିସଂଘ ଏବଂ ଆମେରିକାର ସମସ୍ତ କଟକଣା ସତ୍ତ୍ୱେ ତିନି ବର୍ଷ ପରେ ଉତ୍ତର କୋରିଆ ପୁଣି ବାଲାଷ୍ଟିକ ମିଶାଇଲ୍ ପରୀକ୍ଷଣ କରିଛି ଉତ୍ତର କୋରିଆ। ଗୁରୁବାର ଅଣ୍ଡରଓ୍ବାଟର୍ ଏହି ବାଲାଷ୍ଟିକ ମିଶାଇଲ୍ ପରୀକ୍ଷଣ କରାଯାଇଥିବା ଉତ୍ତର କୋରିଆ ପକ୍ଷରୁ…
ପୋଲିସ ମୁଖ୍ୟାଳୟରେ ଛୁରାମାଡ଼:୪ ଅଧିକାରୀ ମୃତ, ହତ୍ୟାକାରୀ ନିହତ
ପ୍ୟାରିସ୍,୪-୧୦(ଏଏଫ୍ପି):ପ୍ୟାରିସ୍ର ପୋଲିସ ମୁଖ୍ୟାଳୟରେ ଗୁରୁବାର ଜଣେ ବ୍ୟକ୍ତି ଛୁରାମାଡ଼ କରିଛନ୍ତି। ତାଙ୍କ ଆକ୍ରମଣରେ ୪ ପୋଲିସ ଅଧିକାରୀ ନିହତ ହୋଇଛନ୍ତି। ପୋଲିସର ଗୁଳିମାଡ଼ରେ ଆକ୍ରମଣକାରୀ ଟଳିପଡ଼ିଛନ୍ତି। ରାଜଧାନୀ ପ୍ୟାରିସ୍ର କେନ୍ଦ୍ରସ୍ଥଳରେ ରହିଛି ପୋଲିସ ମୁଖ୍ୟାଳୟ। ବିଲ୍ଡିଂ ପରିସରରେ ସ୍ଥାନୀୟ ସମୟ ୧ଟାରେ…

