ଅନ୍ତର୍ଜାତୀୟ

ଆମେରିକା କଟକଣାକୁ ଅଣଦେଖା: ରୁଷିଆରୁ ଆସିବ ଏସ୍‌-୪୦୦ କ୍ଷେପଣାସ୍ତ୍ର

ଓ୍ବାଶିଂଟନ, ୩ା୧୦: ଭାରତ ରୁଷିଆନିର୍ମିତ ଭୂପୃଷ୍ଠରୁ ଆକାଶମାର୍ଗକୁ ଭେଦ କରିପାରୁଥିବା ଏସ୍‌-୪୦୦ ଟ୍ରୁମ୍ଫ କ୍ଷେପଣାସ୍ତ୍ର କ୍ରୟ କରିବ। ଏହା ଭାରତର ପ୍ରତିରକ୍ଷା କ୍ଷେତ୍ରରେ ବେଶ୍‌ ସହାୟକ। ଏନେଇ ଆମେରିକାର ଟ୍ରମ୍ପ ପ୍ରଶାସନକୁ ଅବଗତ କରାଯାଇଥିବା ବହିର୍ବ୍ୟାପାର ମନ୍ତ୍ରୀ ଏସ୍‌. ଜୟଶଙ୍କର ପ୍ରକାଶ…

ଜାତିସଂଘରେ ଗାନ୍ଧୀ ଜୟନ୍ତୀ

ଜାତିସଂଘ, ୩ା୧୦ : ଜାତିସଂଘ ସମେତ ବିଭିନ୍ନ ଦେଶରେ ମହାତ୍ମା ଗାନ୍ଧୀଙ୍କ ୧୫୦ତମ ଜନ୍ମବାର୍ଷିକୀ ପାଳିତ ହୋଇଯାଇଛି। ବିଶ୍ୱ ହିଂସାର ଭୟାବହତା ମଧ୍ୟଦେଇ ଗତି କରୁଥିବାବେଳେ ମହାତ୍ମା ଗାନ୍ଧୀଙ୍କ ଶାନ୍ତି ଓ ସ୍ଥାୟୀ ବିକାଶ ସମ୍ପର୍କିତ ଦୂରଦୃଷ୍ଟି ସାରା ବିଶ୍ୱ ପାଇଁ…

ଭାରତ ସପକ୍ଷରେ ବ୍ରିଟେନ କୋର୍ଟ ରାୟ: ପାକିସ୍ତାନର ନୁହେଁ ନିଜାମଙ୍କ ସମ୍ପତ୍ତି

ଲଣ୍ଡନ,୩ା୧୦(ପି.ଟି.): ହାଇଦ୍ରାବାଦର ନିଜାମଙ୍କ ସମ୍ପତ୍ତି ଉପରେ ପାକିସ୍ତାନର ଦାବିକୁ ବ୍ରିଟେନ ହାଇକୋର୍ଟ ବୁଧବାର ଅଗ୍ରାହ୍ୟ କରିଦେଇଛନ୍ତି। ବହୁ ଦଶନ୍ଧି ଧରି ଲାଗି ରହିଥିବା ଏହି ବିବାଦର ରାୟ ଭାରତ ସପକ୍ଷରେ ଯାଇଛି। ୧୯୪୭ରେ ଦେଶ ବିଭାଜନ ବେଳେ ନିଜାମଙ୍କର ବିପୁଳ ପାଣ୍ଠି…

୪୬୦ ଫୁଟ୍‌ ବ୍ରିଜ୍‌ ଭୁଶୁଡ଼ିଲା: ୬ ମୃତ

ତାଇପେଇ, ୩ା୧୦: ତାଇଓ୍ବାନ୍‌ରେ ବୁଧବାର ଏକ ବ୍ରିଜ୍‌ ଭୁଶୁଡ଼ି ପଡ଼ିବାରୁ ୬ ଜଣଙ୍କ ମୃତ୍ୟୁ ଘଟିଛି। ୩ଟି ବୋଟ ଏହାଦ୍ୱାରା କ୍ଷତିଗ୍ରସ୍ତ ହୋଇଥିବାବେଳେ ପ୍ରାଣ ହରାଇଥିବା ବ୍ୟକ୍ତିମାନେ ଇଣ୍ଡୋନେସିଆ ଓ ଫିଲିପାଇନ୍ସର ମତ୍ସ୍ୟଜୀବୀ ବୋଲି ଜଣାପଡ଼ିଛି। ପ୍ରାୟ ୧୪ଜଣ ଆହତ ହୋଇଥିବା…

‘୩୧ରେ ବ୍ରେକ୍‌ଜିଟ୍‌ ପାଇଁ ପ୍ରସ୍ତୁତ’

ଲଣ୍ଡନ,୩ା୧୦(ପି.ଟି.): ବ୍ରିଟେନ ପ୍ରଧାନମନ୍ତ୍ରୀ ବୋରିସ୍‌ ଜନ୍‌ସନ ନୂଆ ବ୍ରେକ୍‌ଜିଟ ଯୋଜନା ଆଣିବା ପୂର୍ବରୁ ୟୁରୋପୀୟ ସଂଘ (ଇୟୁ) ସହ ବୁଝାମଣା ପାଇଁ ଅନୁରୋଧ କରିଛନ୍ତି। ଏହାସହ ଯାହା ହୋଇଗଲେ ବି ଅକ୍ଟୋବର ୩୧ରେ ବିନା ଡିଲ୍‌ରେ ଇୟୁଠାରୁ ଅଲଗା ହେବା ପାଇଁ…

ପରିବେଶ ବି ଆଣିଥାଏ ଦମ୍ପତିଙ୍କ ମଧ୍ୟରେ ଦୂରତା…

ଦମ୍ପତିଙ୍କ ମଧ୍ୟରେ ସମ୍ପର୍କ ପରିବେଶ ଉପରେ ମଧ୍ୟ ନିର୍ଭର କରିଥାଏ। ଗୋଟିଏ ଋତୁରେ ସେମାନଙ୍କ ମଧ୍ୟରେ ନିବିଡ଼ତା ବଢୁଥିବାବେଳେ ଅନ୍ୟ ଋତୁରେ ସେମାନେ ପରସ୍ପରଠାରୁ ଦୂରେଇ ରହିବାକୁ ପସନ୍ଦ କରନ୍ତି। ଗ୍ରୀଷ୍ମଋତୁରେ ଏଭଳି ଘଟଣା ଅଧିକ ଘଟିଥାଏ ବୋଲି ଟୋକିଓ ବିଶ୍ୱବିଦ୍ୟାଳୟର…

ସୌଦି ରାଜକୁମାରଙ୍କୁ ଭେଟିଲେ ଡୋଭାଲ

ରିଆଦ୍‌,୨।୧୦: ରାଷ୍ଟ୍ରୀୟ ସୁରକ୍ଷା ପରାମର୍ଶଦାତା(ଏନଏସ୍‌ଏ) ଅଜିତ ଡୋଭାଲ ବୁଧବାର ସୌଦି ରାଜକୁମାର ମହମ୍ମଦ ବିନ୍‌ ସଲମାନଙ୍କୁ ଭେଟିଛନ୍ତି। ପ୍ରାୟ ୨ଘଣ୍ଟା ଧରି ଡୋଭାଲ ଓ ରାଜକୁମାରଙ୍କ ମଧ୍ୟରେ ଏହି ଉଚ୍ଚସ୍ତରୀୟ ବୈଠକ ଚାଲିଥିଲା। ବୈଠକରେ ଜମ୍ମୁ-କଶ୍ମୀରକୁ ନେଇ ଭାରତ ନେଇଥିବା ନିଷ୍ପତ୍ତି…

ତିଆରି ହେଲା କୃତ୍ରିମ ରକ୍ତ: ସମସ୍ତ ବ୍ଲଡ୍‌ ଗ୍ରୁପ୍‌ର ବ୍ୟକ୍ତିଙ୍କୁ ଦିଆଯାଇ ପାରିବ

ଟୋକିଓ,୨।୧୦: ବୈଜ୍ଞାନିକମାନେ କୃତ୍ରିମ ରକ୍ତ ତିଆରି କରିବାକୁ ସକ୍ଷମ ହୋଇଛନ୍ତି। ଜାପାନର ଟୋକୋରଜାଓ୍ବାସ୍ଥିତ ନ୍ୟାସନାଲ୍‌ ଡିଫେନ୍ସ୍‌ ମେଡିକାଲ କଲେଜର ବୈଜ୍ଞାନିକମାନେ ଗବେଷଣାଗାରରେ ଏଭଳି ରକ୍ତ ତିଆରି କରିଥିବା ଦାବି କରିଛନ୍ତି। ଏହାକୁ ସମସ୍ତ ବ୍ଲଡ୍‌ ଗ୍ରୁପ୍‌ର ବ୍ୟକ୍ତିଙ୍କୁ ଦିଆଯାଇ ପାରିବ। ଏହି…

ପୃଥିବୀ ସାରା ଟୁଇଟର ଡାଉନ୍‌: ଟୁଇଟ୍‌ ଏବଂ ନୋଟିଫିକେଶନ୍‌ରେ ବିଳମ୍ବ

ଓ୍ବାଶିଂଟନ,୨।୧୦: ପୃଥିବୀ ସାରା ସୋସିଆଲ୍‌ ମିଡ଼ିଆ ସାଇଟ୍‌ ଟୁଇଟର ଡାଉନ୍‌ ହୋଇଯାଇଛି। ଫଳରେ ଟୁଇଟ୍‌ କରିବା ଏବଂ ନୋଟିଫିକେଶନ୍‌ରେ ବିଳମ୍ବ ହେଉଥିବା ବ୍ୟବହାରକର୍ତ୍ତାମାନେ ଅଭିଯୋଗ କରିଛନ୍ତି। ଇତି ମଧ୍ୟରେ ବହୁ ବ୍ୟବହାରକର୍ତ୍ତା ଏନେଇ ରିପୋର୍ଟ କରିଛନ୍ତି। ମଙ୍ଗଳବାର ରାତିରୁ ଏଭଳି ସମସ୍ୟା…

ପୃଥିବୀ ପାଇଁ ମାଡ଼ି ଆସୁଛି ବିପଦ: ଆଣ୍ଟାର୍କଟିକାରୁ ଭାଙ୍ଗିଲା ବିରାଟ ହିମଖଣ୍ଡ

ଓ୍ବାଶିଂଟନ,୨।୧୦: ପୃଥିବୀ ଉପରେ ବିପଦ ମାଡ଼ି ଆସୁଛି। ଆଣ୍ଟାର୍କଟିକାରୁ ଏକ ବିରାଟ ହିମଖଣ୍ଡ ଭାଙ୍ଗି ଯାଇଛି। ଏହାର କ୍ଷେତ୍ରଫଳ ଭାରତର ରାଜଧାନୀ ଦିଲ୍ଲୀଠାରୁ ମଧ୍ୟ ବଡ଼ ବୋଲି କୁହାଯାଉଛି। ଏହାକୁ ଡି-୨୮ ଭାବେ ନାମିତ କରାଯାଇଛି। ଏହି ହିମଖଣ୍ଡର କ୍ଷେତ୍ରଫଳ ୧୬୩୬…

କଶ୍ମୀର ସମସ୍ୟା ନେଇ ଭାରତ ଉପରେ ଆତଙ୍କବାଦୀ ଆକ୍ରମଣ କରିପାରେ ପାକିସ୍ତାନ: ଆମେରିକା

ଓ୍ବାଶିଂଟନ,୨।୧୦: କଶ୍ମୀର ସମସ୍ୟା ନେଇ ଭାରତ ପାକିସ୍ତାନ ମଧ୍ୟରେ ଉତ୍ତେଜନା ବୃଦ୍ଧି ପାଇବାରେ ଲାଗିଛି। ଆଗାମୀ ଦିନରେ ଏହା ଯୋଗୁ ପାକିସ୍ତାନ ଭାରତ ଉପରେ ଆତଙ୍କବାଦୀ ଆକ୍ରମଣ କରିବାର ଆଶଙ୍କା ରହିଛି ବୋଲି ଆମେରିକା କହିଛି। ଆମେରିକାର ଭାରତ ପ୍ରଶାନ୍ତ ମହାସାଗରୀୟ…

ବଳାତ୍କାର ଅଭିଯୋଗ:ନେପାଳ ବାଚସ୍ପତିଙ୍କ ଇସ୍ତଫା

କାଠମାଣ୍ଡୁ,୨ା୧୦(ପି.ଟି.): ଜଣେ ମହିଳା କର୍ମଚାରୀଙ୍କୁ ବଳାତ୍କାର କରିବା ଅଭିଯୋଗରେ ନେପାଳ ପାର୍ଲାମେଣ୍ଟର ବାଚସ୍ପତି କ୍ରିଷ୍ଣ ବାହାଦୁର ମହାରା ମଙ୍ଗଳବାର ନିଜ ପଦରୁ ଇସ୍ତଫା ଦେଇଛନ୍ତି। ସେ ତାଙ୍କ ଇସ୍ତଫାପତ୍ର ଉପବାଚସ୍ପତି ଶିବମୟ ତୁମ୍ବହାମ୍ଫେଙ୍କୁ ପ୍ରଦାନ କରିଛନ୍ତି। ଅଭିଯୋଗର ସତ୍ୟତା ନାହିଁ ଓ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?