ଅନ୍ତର୍ଜାତୀୟ

ଅସ୍ତ୍ରବିରତି ଉଲ୍ଲଂଘନ: ଭାରତୀୟ ଉପ-ଉଚ୍ଚାୟୁକ୍ତଙ୍କୁ ରିପୋର୍ଟ ତଲବ କଲା ପାକିସ୍ତାନ

ଇସଲାମାବାଦ୍‌,୩୦।୯: ନିୟନ୍ତ୍ରଣ ରେଖାରେ ପାକିସ୍ତାନ ବାରମ୍ବାର ଅସ୍ତ୍ରବିରତି ଉଲ୍ଲଂଘନ ଜାରି ରଖିଛି। ତେବେ ମିଛୁଆ ପାକିସ୍ତାନ ଭାରତ ଅସ୍ତ୍ରବିରତି ଉଲ୍ଲଂଘନ କରିଥିବା ଅଭିଯୋଗ ଆଣିଛି। ଏନେଇ ଭାରତୀୟ ଉପ-ଉଚ୍ଚାୟୁକ୍ତ ଗୌରବ ଅହଲୁଓ୍ବାଲିଆଙ୍କୁ ରିପୋର୍ଟ ତଲବ କରିଛି ପାକିସ୍ତାନ। ସୂଚନାଯୋଗ୍ୟ, ଜମ୍ମୁ-କଶ୍ମୀରରେ ଅନୁଚ୍ଛେଦ…

ଜାତିସଂଘରେ ନିଜର ସଫଳ ଭାଷଣ ପାଇଁ ସ୍ତ୍ରୀଙ୍କୁ ଶ୍ରେୟ ଦେଲେ ଇମ୍ରାନ

ଇସଲାମାବାଦ,୩୦।୯: ୟୁଏନଜିଏରେ ଭାରତର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି କଶ୍ମୀର ସମ୍ପର୍କରେ ପଦୁଟିଏ କହି ନ ଥିବାବେଳେ ପାକିସ୍ତାନ ପ୍ରଧାନମନ୍ତ୍ରୀ ଇମ୍ରାନ ଖାନ୍‌ ଅନ୍ତର୍ଜାତୀୟ ସମୁଦାୟ ଆଗରେ ଏହି ପ୍ରସଙ୍ଗ ଉଠାଇଥିଲେ। ଇମ୍ରାନ ୫୦ ମିନିଟ ଭାଷଣର ଅଧା ସମୟ କଶ୍ମୀର ପ୍ରସଙ୍ଗରେ…

ମହାରାଣୀଙ୍କୁ କ୍ଷମା ମାଗିଲେ ବୋରିସ୍‌

ଲଣ୍ଡନ,୩୦ା୯(ପି.ଟି.): ବ୍ରିଟେନ ପାର୍ଲାମେଣ୍ଟକୁ ୫ ସପ୍ତାହ ପାଇଁ ନିଲମ୍ବନ କରିବା ଅବୈଧ ବୋଲି ମଙ୍ଗଳବାର ସେଠାକାର ସୁପ୍ରିମକୋର୍ଟ ରାୟ ଦେବା ପରେ ପ୍ରଧାନମନ୍ତ୍ରୀ ବୋରିସ୍‌ ଜନ୍‌ସନ ମହାରାଣୀ ଏଲିଜାବେଥ୍‌ ଦ୍ୱିତୀୟଙ୍କୁ କ୍ଷମାମାଗିଛନ୍ତି। ସଣ୍ଡେ ଟାଇମ୍ସ ରିପୋର୍ଟ ଅନୁସାରେ ୧୦ ଡାଉନ୍ସିଂ ଷ୍ଟ୍ରିଟ୍‌…

ପୁଣି ହିଂସ୍ର ହେଲା ହଂକଂ

ହଂକଂ,୩୦ା୯(ଏଏଫ୍‌ବି): ଚାଇନାର ୭୦ତମ ପ୍ରତିଷ୍ଠା ଦିବସର ଅବ୍ୟବହିତ ପୂର୍ବରୁ ହଂକଂରେ ପୁଣି ହିଂସା ଦେଖାଦେଇଛି। ସରକାର ବିରୋଧୀ ବିକ୍ଷୋଭକାରୀ ଓ ଦଙ୍ଗା ନିରେଧୀ ପୋଲିସ ମଧ୍ୟରେ ରବିବାର ସଂଘର୍ଷ ଘଟିଛି। ହଜାର ହଜାର ସଂଖ୍ୟାରେ ବିକ୍ଷୋଭକାରୀ ରାଜରାସ୍ତାକୁ ଓହ୍ଲାଇଛନ୍ତି। ସେମାନେ ପୋଲିସ…

‘କଶ୍ମୀରୀଙ୍କୁ ସମର୍ଥନ ଏକ ଜେହାଦ’

ଇସ୍‌ଲାମାବାଦ,୩୦ା୯(ପି.ଟି.): କଶ୍ମୀର ପ୍ରସଙ୍ଗରେ ବିଶ୍ୱର ସମର୍ଥନ ନ ମିଳିଲେ ନାହିଁ, ପାକିସ୍ତାନ କିନ୍ତୁ ତା’ର ଅଭିଯାନ ଜାରି ରଖିବ। କଶ୍ମୀରୀଙ୍କ ସହ ଛିଡ଼ା ହେବା ଏକ ଜେହାଦ(ଧର୍ମଯୁଦ୍ଧ) ବୋଲି ଆମେରିକାରୁ ଫେରିବା ପରେ ପାକିସ୍ତାନ ପ୍ରଧାନମନ୍ତ୍ରୀ ଇମ୍ରାନ୍‌ ଖାନ କହିଛନ୍ତି। ସାଧାରଣ…

କଶ୍ମୀରକୁ ଦଖଲ କରିଛି ଭାରତ

ନ୍ୟୁୟର୍କ,୩୦ା୯(ଆଇଏଏନ୍‌ଏସ୍‌): ଜାତିସଂଘ ସାଧାରଣ ସଭା (ୟୁଏନ୍‌ଜିଏ)ରେ କଶ୍ମୀର ପ୍ରସଙ୍ଗକୁ ନେଇ ଭାରତ ବିରୋଧୀ ଅଭିଯାନରେ ଚାଇନା ଓ ତୁର୍କୀ ସହ ମାଲେସିଆ ଯୋଗଦେଇଛି। କଶ୍ମୀରକୁ ଭାରତ ଆକ୍ରମଣ ଓ ଦଖଲ କରିଛି ବୋଲି ମାଲେସିଆ ପ୍ରଧାନମନ୍ତ୍ରୀ ମାହାଥିର ମହମ୍ମଦ ଅଭିଯୋଗ ଆଣିଛନ୍ତି।…

ତାଲିବାନକୁ ଚ୍ୟାଲେଞ୍ଜ, ଭୋଟ ଦେଲେ ସୈଫୁଲ୍ଲା

କାବୁଲ,୩୦ା୯: ଆତଙ୍କବାଦୀଙ୍କ ଧମକକୁ ଖାତିର ନ କରି ଆଫଗାନିସ୍ତାନର ରାଷ୍ଟ୍ରପତି ନିର୍ବାଚନରେ ବ୍ୟବସାୟୀ ସୈଫୁଲ୍ଲା ସାଫି ନିଜ ରାଜନୈତିକ ମତାଧିକାର ସାବ୍ୟସ୍ତ କରିଛନ୍ତି। ୩୮ ବର୍ଷୀୟ ସୈଫୁଲ୍ଲା ୫ ବର୍ଷ ପରେ ପୁଣିଥରେ ଭୋଟଦେଇ ଜଣେ ପ୍ରକୃତ ନାଗରିକର ପରିଚୟ ଦେଇଛନ୍ତି।…

ପାକିସ୍ତାନ ମିଡିଆରେ ଭାରତୀୟ କଣ୍ଟେଣ୍ଟ୍‌ ପ୍ରସାରଣ ଉପରେ ଲାଗିଲା କଟକଣା

ଇସଲାମାବାଦ୍‌,୨୯।୯:ପାକିସ୍ତାନ ମିଡିଆରେ ସବୁ ପ୍ରକାର ଭାରତୀୟ କଣ୍ଟେଣ୍ଟ୍‌ ପ୍ରସାରଣ ଉପରେ ରୋକ ଲଗାଯାଇଛି। ପାକିସ୍ତାନ ଇଲେକ୍‌ଟ୍ରୋନିକ୍ସ ମିଡିଆ ନିୟାମକ ଅଧିକରଣ(ପିଇଏମ୍‌ଆର୍‌ଏ) ନୋଟିସ ଜାରି କରି ଏହି ଘୋଷଣା କରିଛି। ସବୁ ଭାରତୀୟ ଟିଭି ଚ୍ୟାନେଲ୍‌ ପ୍ରସାରଣ ଉପରେ କଟକଣା ଲାଗିଛି। ଏଥିରେ…

ଏବେ ଦୃଷ୍ଟିହୀନ ବି ଦେଖିପାରିବେ ଦୁନିଆ….

ଏବେ ଅନ୍ଧତ୍ୱରୁ ସହଜରେ ମୁକ୍ତି ମିଳି ପାରିବ। ଦୀର୍ଘ ଦିନ ଗବେଷଣା କରିବା ପରେ ଭର୍ଜିନିଆ ବିଶ୍ୱବିଦ୍ୟାଳୟର ମେଡିସିନ୍‌ ସ୍କୁଲର ଏକ ଗବେଷଣା ରିପୋର୍ଟରେ ଏହା ଉଲ୍ଲେଖ କରାଯାଇଛି। ପୃଥିବୀରେ ବାର୍ଷିକ ୨୦୦ ନିୟୁତ ଲୋକ ଦୃଷ୍ଟିହୀନତାର ଶିକାର ହୋଇଥାନ୍ତି। ତେବେ…

ଇମ୍ରାନ୍‌ଙ୍କ ତୃତୀୟ ସ୍ତ୍ରୀ ବୁଶାରାଙ୍କ ପ୍ରତିବିମ୍ବ ଦର୍ପଣରେ ହେଉନି ପ୍ରତିଫଳିତ: ପାକିସ୍ତାନ ମିଡ଼ିଆରେ ଚର୍ଚ୍ଚା

ଇସଲାମାବାଦ୍‌,୨୯।୯: ପାକିସ୍ତାନରେ ଏବେ ଏକ ଅନ୍ଧବିଶ୍ୱାସକୁ ନେଇ ଚର୍ଚ୍ଚା ଜାରି ରହିଛି। ପାକିସ୍ତାନ ମିଡ଼ିଆ ଅନୁସାରେ ପ୍ରଧାନମନ୍ତ୍ରୀ ଇମ୍ରାନ୍‌ ଖାଁଙ୍କ ତୃତୀୟ ସ୍ତ୍ରୀ ବୁଶାରା ବିବିଙ୍କ ପ୍ରତିବିମ୍ବ ଦର୍ପଣରେ ପ୍ରତିଫଳିତ ହେଉନାହିଁ। ଏହାକୁ ନେଇ ସ୍ଥାନୀୟ କ୍ୟାପିଟଲ ଟିଭି ପକ୍ଷରୁ ଦାବି…

ବିକାଶଶୀଳ ଦେଶରେ ଅଧିକ ହାର୍ଟ ରୋଗୀ

ହୃଦ୍‌ ଜନିତ ସମସ୍ୟା ଯୋଗୁ ୧୯୯୦ରେ ୧୨.୩ ନିୟୁତ ଏବଂ ୨୦୧୩ରେ ୧୭.୩ ନିୟୁତ ଲୋକଙ୍କର ଜୀବନ ଯାଇଛି । ୧୯୭୦ ପରେ ହାର୍ଟ ରୋଗୀଙ୍କ ସଂଖ୍ୟା ବିକଶିତ ଦେଶ ତୁଳନାରେ ବିକାଶଶୀଳ ଦେଶରେ ଅଧିକ ହୋଇଛି । ଏଥିଯୋଗୁ ୮୦…

୧୭ ଶହ ବର୍ଷ ତଳେ ବୁଡ଼ିଥିବା ଜାହାଜର ସନ୍ଧାନ ମିଳିଲା: ରୋମାନ ସମୟର ଶହେ ପାତ୍ର ରହିଛି ସୁରକ୍ଷିତ

ମାଦ୍ରିଦ୍‌,୨୯।୯: ସ୍ପେନ୍‌ର ବେଲେରିକ୍‌ ଦ୍ୱୀପ ନିକଟରେ ସମୁଦ୍ରରେ ୧୭ ଶହ ବର୍ଷ ତଳେ ବୁଡ଼ିଥିବା ଏକ ଜାହାଜର ସନ୍ଧାନ ମିଳିଛି। ଏଥିରେ ରୋମାନ୍‌ ସମୟର ୨ଶହଟି ପାତ୍ର ରହିଛି। ତେବେ କେତେକ ପାତ୍ର ଭାଙ୍ଗିରୁଜି ଯାଇଥିବା ବେଳେ ଶହେଟି ପାତ୍ର ସୁରକ୍ଷିତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?