ଅଲ୍-କାଇଦା ଆତଙ୍କବାଦୀଙ୍କୁ ତାଲିମ୍ ଦେଇଥିଲା ଆଇଏସ୍ଆଇ: ମାନିଲେ ଇମ୍ରାନ୍
ନ୍ୟୁୟର୍କ,୨୪।୯: ପାକିସ୍ତାନ ଗୋଇନ୍ଦା ସଂସ୍ଥା ଆଇଏସ୍ଆଇ ଅଲ୍-କାଇଦା ଆତଙ୍କବାଦୀଙ୍କୁ ତାଲିମ୍ ଦେଇଥିଲା। ଏନେଇ ପାକିସ୍ତାନ ପ୍ରଧାନମନ୍ତ୍ରୀ ଇମ୍ରାନ୍ ଖାଁ ନ୍ୟୁୟର୍କର ସେଣ୍ଟର ଫର୍ ଫରେନ୍ ରିଲେଶନ୍ ପକ୍ଷରୁ ଆୟୋଜିତ ଏକ ବୈଠକରେ ସୂଚନା ଦେଇଛନ୍ତି। ଏଥିରେ ପାକିସ୍ତାନ ସୈନ୍ୟ ବାହିନୀ ମଧ୍ୟ…
ନୋବେଲ ପୁରସ୍କାର ନ ମିଳିବାରୁ ଅସନ୍ତୋଷ ପ୍ରକାଶ କଲେ ଟ୍ରମ୍ପ
ନ୍ୟୁୟର୍କ,୨୪।୯: ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କୁ ନୋବେଲ ଶାନ୍ତି ପୁରସ୍କାର ନ ମିଳିବାରୁ ସେ କ୍ଷୋଭ ପ୍ରକାଶ କରିଛନ୍ତି। ଏଥିସହ ନୋବେଲ ଶାନ୍ତି ପୁରସ୍କାରର ଚୟନ ଉପରେ ମଧ୍ୟ ସେ ପ୍ରଶ୍ନ ଉଠାଇଛନ୍ତି। ଯଦି ନିରପେକ୍ଷ ଭାବରେ ବିଚାର କରାଯାଇ ଏହି…
ସ୍ବଚ୍ଛ ଭାରତ ଅଭିଯାନ: ମୋଦିଙ୍କୁ ମିଳିବ ‘ଗ୍ଲୋବାଲ ଗୋଲ୍ କିପର ଆଓ୍ବାର୍ଡ’
ଓ୍ବାଶିଂଟନ,୨୪।୯: ସ୍ବଚ୍ଛ ଭାରତ ଅଭିଯାନ ଅନ୍ତର୍ଗତ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ଆମେରିକାରେ ‘ଗ୍ଲୋବାଲ ଗୋଲ୍ କିପର ଆଓ୍ବାର୍ଡ’ ପ୍ରଦାନ କରାଯିବ। ବିଲ୍-ମିଲେଣ୍ଡା ଫାଉଣ୍ଡେସନ୍ ପକ୍ଷରୁ ଏହି ପୁରସ୍କାର ଦିଆଯିବ। ବିଶ୍ୱସ୍ତରରେ ଅବା ନିଜ ଦେଶରେ ଉଲ୍ଲେଖନୀୟ କାର୍ଯ୍ୟ କରିଥିବା ରାଜନେତାଙ୍କୁ ଏହି…
ଆପଲ୍ ଘଣ୍ଟା ବଞ୍ଚାଇଲା ପର୍ବତାରୋହୀଙ୍କ ଜୀବନ: ଫେସବୁକ୍ରେ ଭାଇରାଲ; ୨ ଲକ୍ଷ କଲେଣି ଶେୟାର
ଓ୍ବାଶିଂଟନ,୨୪।୯: ଆପଲ ଘଣ୍ଟାର ସିରିଜ୍-୪ରେ ଫଲ୍ ଡିଟେକସନ୍ ସୁବିଧା ରହିଛି। ଏହାଦ୍ୱାରା ଘଣ୍ଟା ପିନ୍ଧିଥିବା ବ୍ୟକ୍ତି ଯଦି ବାଟରେ କୌଣସି ସ୍ଥାନରେ ପଡ଼ି ଯାଆନ୍ତି ତେବେ ଏହାର ସୂଚନା ଏହା ସହିତ ସଂଯୋଗ ହୋଇଥିବା ସ୍ମାର୍ଟଫୋନ୍କୁ ପ୍ରେରିତ ହୋଇଥାଏ। ଏହି ଘଣ୍ଟା…
ଏବେ କାମ କରିବା ସମୟ
ଜାତିସଂଘ,୨୪।୯: ନ୍ୟୁୟର୍କରେ ସୋମବାର ଅନୁଷ୍ଠିତ ଜାତିସଂଘ ଜଳବାୟୁ ସମିଟ୍ରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଯୋଗଦେଇ ପ୍ରଥମ ପର୍ଯ୍ୟାୟରେ ଉଦ୍ବୋଧନ ଦେଇଛନ୍ତି। ଜଳବାୟୁକୁ ନେଇ କଥା କହିବା ସମୟ ଅତିବାହିତ ହୋଇଯାଇଛି। ଏବେ କାମ କରିବା ସମୟ ଆସିଛି। ବିଶ୍ୱ ନେତାମାନେ ସେମାନଙ୍କ…
ଅଧିକ ସମୟ ଟିଭି ଦେଖୁଛନ୍ତି କି? ହୋଇପାରେ ଏହି ପ୍ରାଣଘାତୀ ରୋଗ
ଶୀର୍ଷକ ପଢ଼ି ଆଶ୍ଚର୍ଯ୍ୟ ହେଉଥିବେ, ମାତ୍ର ଏହା ସତ। ଯଦି ଆପଣ ଟିଭି ପ୍ରେମୀ ହୋଇଥାନ୍ତି, ତେବେ ଏବେଠୁ ସାବଧାନ ହୋଇଯାନ୍ତୁ। ଏକ ସଦ୍ୟ ଗବେଷଣାରୁ ଜଣାପଡ଼ିଛି, ଯଦି ଆପଣ ଦୀର୍ଘ ସମୟ ଧରି ଟିଭି ଦେଖୁଥାନ୍ତି କିମ୍ବା କମ୍ପ୍ୟୁଟର୍ ଏବଂ…
ଘୋଡାର ବାରିକ ସାଜିଛନ୍ତି ମେଲୋଡି ହାମ୍ସ
୩୦ ବର୍ଷୀୟା ମେଲୋଡି ହାମ୍ସ ଏବେ ଅଶ୍ୱଙ୍କର କେଶ କାଟିବାକୁ ନେଇ ବେଶ୍ ଚର୍ଚ୍ଚାରେ ଅଛନ୍ତି। ପଶୁଙ୍କ କେଶକୁ କାଟି ତାଙ୍କ ଶରୀରରେ ସେ ସୁନ୍ଦର ସୁନ୍ଦର ଚିତ୍ର ତିଆରି କରୁଛନ୍ତି। ମାତ୍ର ୯ ବର୍ଷ ବୟସରୁ ସେ ଏହି କାମରେ…
ଯେଉଁଠି ଜିନ୍ସ ପିନ୍ଧିବା ମନା, ଜଗିଂ କଲେ ମିଳିବ ଦଣ୍ଡ
ବିଶ୍ୱର ବିଭିନ୍ନ ଦେଶରେ ଭିନ୍ନ ଭିନ୍ନ ଆଇନ୍କାନୁନ ଥାଏ। ଆଇନ୍ ଭୁଲ ହେଉ କି ଠିକ୍ ଉକ୍ତ ଦେଶର ଲୋକେ ନିୟମ ମାନି ଚଳିବା ଶିରୋଧାର୍ଯ୍ୟ। ପୂର୍ବ ଆଫ୍ରିକାରେ ବୁରୁଣ୍ଡି ନାକ ଏକ ଦେଶ ରହିଛି। ଯେଉଁଠି ଲୋକଙ୍କୁ ଜିନ୍ସ ପିନ୍ଧିବା…
ଶରୀରକୁ ସତେଜ ରଖିବା ପାଇଁ ଗାଧୋଇବାବେଳେ ଆପଣାନ୍ତୁ ଏହି ଉପାୟ…
ଗାଧୋଇବା ପରେ ପୁରା ଦିନ ଫ୍ରେଶ୍ ଲାଗେ ବୋଲି ଅଧିକାଂଶ ଲୋକଙ୍କର ବିଶ୍ୱାସ ରହିଛି। ତେବେ କିଛି ଲୋକ ଗାଧୋଇବା ପରେ ମଧ୍ୟ ଫ୍ରେଶ୍ ଅନୁଭବ କରନ୍ତି ନାହଁି। ଗାଧୋଇବା ଅଭ୍ୟାସରେ କିଛି ପରିବର୍ତ୍ତନ ଆଣିଲେ ଦିନସାରା ଫ୍ରେଶ୍ ଲାଗିବ ବୋଲି…
ଦିନକୁ ଦେଢ ଲିଟର କଫି ପିଉଥିବା ଏହି ଶିଶୁ କନ୍ୟା
ଶିଶୁମାନେ କଫି ପିଇବା କଥା ଶୁଣିଲେ ଟିକେ ଆଶ୍ଚର୍ଯ୍ୟ ଲାଗେ। କିନ୍ତୁ ଇଣ୍ଡୋନେସିଆର ଏକ ଶିଶୁ କନ୍ୟା ୧୪ ମାସ ବୟସରେ ଦିନକୁ ଦେଢ ଲିଟର କଫି ପିଇବା ଆଶ୍ଚର୍ଯ୍ୟ କର ଘଟଣା। ଏହାପରେ ବି ଶିଶୁଟି ସମ୍ପୂର୍ଣ୍ଣ ସୁସ୍ଥ ରହିଥିବା…
ମୋଦି-ଟ୍ରମ୍ପ୍ଙ୍କ ସେଲ୍ଫି ନେଇଥିବା ଏହି ବାଳକ ଜଣଙ୍କ କିଏ ଜାଣନ୍ତି କି
ହ୍ୟୁଷ୍ଟନ୍,୨୩।୯: ଆମେରିକାର ହ୍ୟୁଷ୍ଟନରେ ଆୟୋଜିତ ‘ହାଓଡି ମୋଦି’ କାର୍ଯ୍ୟକ୍ରମରେ ଭାଗ ନେଇଥିଲେ ଭାରତର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏବଂ ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ୍। ଉଭୟଙ୍କ ସହ ଜଣେ ୯ ବର୍ଷର ବାଳକ ସେଲ୍ଫି ନେଇ ରାତାରାତି ସୋସିଆଲ୍ ମିଡିଆରେ ଷ୍ଟାର୍…
ସିନେଟରଙ୍କ ସ୍ତ୍ରୀଙ୍କୁ ଭୁଲ ମାଗିଲେ ମୋଦି
ନୂଆଦିଲ୍ଲୀ/ଓ୍ବାଶିଂଟନ,୨୩।୯: ପ୍ରଧାନମନ୍ତ୍ରୀ ନରେନ୍ଦ୍ରମୋଦି ରବିବାର ଆମେରିକାର ହ୍ୟୁଷ୍ଟନଠାରେ ‘ହାଓଡି ମୋଦି’ କାର୍ଯ୍ୟକ୍ରମରେ ଯୋଗ ଦେଇଥିଲେ। ତେବେ ବିଶ୍ୱରେ ମୋଦିଙ୍କ ଲୋକପ୍ରିୟତା କାହାକୁ ଅଛପା ନାହିଁ। ବ୍ୟବହାର ଦୃଷ୍ଟିରୁ ମୋଦିଙ୍କୁ କାହା ସହିତ ତୁଳନା କରାଯାଇ ପାରେ ନାହିଁ ବୋଲି କୁହାଯାଏ। କାରଣ…

