ଅନ୍ତର୍ଜାତୀୟ

ପୁଣି ହୃଦୟ ଜିତିଲେ ମୋଦି: ବିମାନବନ୍ଦରରେ ତଳୁ ଉଠାଇଲେ ଫୁଲ

ହ୍ୟୁଷ୍ଟନ,୨୨।୯: ପୁଣିଥରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ସାଧାରଣ ଜୀବନଯାପନ ଶୈଳୀ ଚର୍ଚ୍ଚାକୁ ଆସିଛି। ‘ହାଓଡି ମୋଦି’ କାର୍ଯ୍ୟକ୍ରମ ପାଇଁ ଶନିବାର ଆମେରିକାର ହ୍ୟୁଷ୍ଟନରେ ପହଞ୍ଚିଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି। ବିମାନ ବନ୍ଦରରେ ପହଞ୍ଚିବା ପରେ ଜଣେ ଆମେରିକୀୟ ମହିଳା ଅଧିକାରୀ ମୋଦୀଙ୍କୁ…

୨ ଶହ ଫୁଟ ପାଣି ତଳୁ ମିଳିଲା ୧୪୧ ବର୍ଷ ତଳେ ନିଖୋଜ ହୋଇଥିବା ୨ ଜାହାଜ

ଲାସିଙ୍ଗ୍‌,୨୨।୯: ଆମେରିକା ମିସିଗାନ୍‌ରେ ୨ ଶହ ଫୁଟ ପାଣି ତଳୁ କୋଇଲା ବୋଝେଇ ୨ ଜାହାଜର ସନ୍ଧାନ ମିଳିଛି। ୧୪୧ ବର୍ଷ ତଳେ ୧୮୭୮ରେ ଜାହାଜ ୨ଟି ନିଖୋଜ ହୋଇଯାଇଥିଲେ। ଜାହାଜ ଗୁଡ଼ିକର ସନ୍ଧାନ ପାଇଁ ଗତ ୧୦ ବର୍ଷ ଧରି…

ମୋଦିଙ୍କ ଆମେରିକା ଗସ୍ତ: ଶକ୍ତି କ୍ଷେତ୍ରରେ ୫ ନିୟୁତ ଟନ୍‌ ଏଲ୍‌ଏନ୍‌ଜି ପାଇଁ ଚୁକ୍ତି

ହ୍ୟୁଷ୍ଟନ,୨୨।୯: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଆମେରିକା ଟେକ୍ସାସ୍‌ର ହ୍ୟୁଷ୍ଟନରେ ପହଞ୍ଚିଛନ୍ତି। ଆମେରିକା ଗସ୍ତର ପ୍ରଥମ ଦିନରେ ଶକ୍ତି କ୍ଷେତ୍ରରେ ବୃହତ୍‌ ବୁଝାମଣା ହୋଇଛି। ଏନେଇ ଆୟୋଜିତ ଏକ ବୈଠକରେ ପ୍ରଧାନମନ୍ତ୍ରୀଙ୍କ ଉପସ୍ଥିତିରେ ଆମେରିକାର ଟେଲ୍ୟୁରିୟନ୍‌ ଏବଂ ଭାରତର ପେଟ୍ରୋନେଟ୍‌ କମ୍ପାନୀ ମଧ୍ୟରେ…

ମୋଦିଙ୍କ ପାଇଁ ହ୍ୟୁଷ୍ଟନରେ ସ୍ବତନ୍ତ୍ର ‘ନମୋ ଥାଳି’

ଓ୍ବାଶିଂଟନ,୨୨।୯ : ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ହ୍ୟୁଷ୍ଟନରେ ହାଓ୍ବଡ଼ି ମୋଦି କାର୍ଯ୍ୟକ୍ରମରେ ୫୦ ହଜାର ଭାରତୀୟଙ୍କୁ ସମ୍ବୋଧିତ କରିବେ। ମୋଦିଙ୍କ ରହଣୀ ସମୟରେ ମୂଳ ଭାରତୀୟ ରାନ୍ଧୁଣିଆ କିରଣ ବର୍ମା ମୋଦିଙ୍କ ପାଇଁ ସ୍ବତନ୍ତ୍ର ନମୋ ଥାଳି ପ୍ରସ୍ତୁତ କରିବେ। ସକାଳ…

‘ଚାଇନାର ଶକ୍ତିବୃଦ୍ଧି ବିଶ୍ୱକୁ ବିପଦ’

ଓ୍ବାଶିଂଟନ,୨୨ା୯(ପି.ଟି.): ଚାଇନାର ସାମରିକ ଶକ୍ତିବୃଦ୍ଧିକୁ ନେଇ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ୍‌ ଚିନ୍ତାବ୍ୟକ୍ତ କରିବା ସହ ଏହା ସାରା ବିଶ୍ୱ ପାଇଁ ବିପଦ ବୋଲି କହିଛନ୍ତି। ଏହି କମ୍ୟୁନିଷ୍ଟ ରାଷ୍ଟ୍ର ଆମେରିକାର ବୌଦ୍ଧିକ ସମ୍ପତ୍ତି ଚୋରି କରି ଏହାର ପ୍ରତିରକ୍ଷା ସାମର୍ଥ୍ୟ…

ଆଜି ହାଓଡି ମୋଦି କାର୍ଯ୍ୟକ୍ରମ

ହ୍ୟୁଷ୍ଟନ୍‌,୨୨ା୯(ଆଇଏଏନ୍‌ଏସ୍‌): ଆମେରିକାର ଟେକ୍ସାସ୍‌ ପ୍ରଦେଶ ଅନ୍ତର୍ଗତ ହ୍ୟୁଷ୍ଟନ୍‌ ସହରରେ ରବିବାର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ଅଭିନନ୍ଦନ ଜଣାଇବା ପାଇଁ ଅନୁଷ୍ଠିତ ହେବ ‘ହାଓଡି ମୋଦି’ କାର୍ଯ୍ୟକ୍ରମ। ପ୍ରଧାନମନ୍ତ୍ରୀ ଶନିବାର ରାତିରେ ହ୍ୟୁଷ୍ଟନ୍‌ରେ ପହଞ୍ଚିଛନ୍ତି। ୩ ଘଣ୍ଟା ଧରି ଅନୁଷ୍ଠିତ ହେବାକୁ ଥିବା…

ଯେଉଁଠି ଗଛର ଗଣ୍ଡିରେ ରଖି ଶିଶୁଙ୍କ ମୃତଦେହକୁ ସଂସ୍କାର କରାଯାଏ

ବିଶ୍ୱର ବିଭିନ୍ନ ପ୍ରାନ୍ତରେ ଥିବା ଅଜବ ଗଜବ ପରମ୍ପରା ବିଷୟରେ ଶୁଣିଲେ ବେଳେ ବେଳେ ଆଶ୍ଚର୍ଯ୍ୟ ଲାଗେ। କେବେ କେବେ ଏହା ବିଶ୍ୱାସ ନ ହେଉଥିଲେ ମଧ୍ୟ ସେ ସବୁ ପରମ୍ପରା ସତ ହୋଇଥାଏ। ଇଣ୍ଡୋନେସିଆରେ ଥିବା ଏମିତି ଏକ ପରମ୍ପରା…

ଅଧିକ ବୁଦ୍ଧିମାନ ହୁଅନ୍ତି ରାତିରେ ଡେରିରେ ଶୋଉଥିବା ଲୋକେ…

ବୌଦ୍ଧିକସ୍ତର ବ୍ୟକ୍ତିର ଖାଦ୍ୟ ଗ୍ରହଣଶୈଳୀ ଶୋଇବା ସମୟ ଉପରେ ନିର୍ଭର କରେ ବୋଲି ପୂର୍ବରୁ କୁହାଯାଉଥିଲା। ତେବେ ବିଳମ୍ବିତ ରାତିରେ ଶୋଉଥିବା ଲୋକେ ଅଧିକ ବୁଦ୍ଧିମାନ ବୋଲି ସମ୍ପ୍ରତି ମିସିଗାନ ବିଶ୍ୱବିଦ୍ୟାଳୟର ଏକ ଗବେଷଣା ରିପୋର୍ଟରେ ଉଲ୍ଲେଖ କରାଯାଇଛି। ରାତି ୧୧ଟାରୁ…

ପାଣି ଭିତରେ ପ୍ରେମିକାଙ୍କୁ ପ୍ରପୋଜ୍‌ କରୁଥିବା ବେଳେ ବୁଡ଼ିଗଲେ ପ୍ରେମିକ

ପ୍ରେମିକମାନେ ପ୍ରେମିକାଙ୍କ ସମ୍ମୁଖରେ ନିଜ ଭଲପାଇବାକୁ ପ୍ରକାଶ କରିବା ସହ ନିଜର ଜୀବନସାଥୀ କରିବାକୁ ଭିନ୍ନ ଭିନ୍ନ ଉପାୟ ଆପଣାଇଥାନ୍ତି। ଆଉ ନିଜ ଆଡକୁ ଆକର୍ଷିତ କରିବା ପାଇଁ ନିଆରା ସ୍ଥାନ ଓ ଢ଼ଙ୍ଗରେ ପ୍ରପୋଜ୍‌ ମଧ୍ୟ କରିଥାନ୍ତି। ହେଲେ ବେଳେ…

ହାଓଡି ମୋଦି ପାଇଁ ପ୍ରସ୍ତୁତ ହ୍ୟୁଷ୍ଟନ

ଓ୍ବାଶିଂଟନ,୨୧।୯: ଭାରତ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ରବିବାର ଆମେରିକାର ହ୍ୟୁଷ୍ଟନଠାରେ ପ୍ରାୟ ୫୦ ହଜାର ଭାରତୀୟଙ୍କୁ ସମ୍ବୋଧିତ କରିବାର କାର୍ଯ୍ୟକ୍ରମ ରହିଛି। ଏଥିପାଇଁ ସେଠାରେ ସମସ୍ତ ପ୍ରକାର ଆୟୋଜନ ସରିଲାଣି। ୩ ଘଣ୍ଟା ଧରି ଚାଲିବାକୁ ଥିବା ଏହି କାର୍ଯ୍ୟକ୍ରମରେ ଆମେରିକା…

ପରିବେଶ ସୁରକ୍ଷା ପାଇଁ ପିଠିରେ ଗଛ ବାନ୍ଧି ମାରାଥନରେ ଦୌଡ଼ିଲେ

କେପ୍‌ଟାଉନ୍‌,୨୧।୯: ପରିବେଶ ସୁରକ୍ଷା ପାଇଁ ଦକ୍ଷିଣ ଆଫ୍ରିକାର ଲୋକେ ଏକ ନିଆରା ସଚେତନତା ଅଭିଯାନ ଆରମ୍ଭ କରିଛନ୍ତି। କେପ୍‌ଟାଉନ୍‌ରେ ଆୟୋଜିତ ଏକ ମାରାଥନ ଦୌଡ଼ରେ ଅଂଶଗ୍ରହଣକାରୀ ନିଜ ନିଜ ପିଠିରେ ଗଛ ବାନ୍ଧି ଦୌଡ଼ିଛନ୍ତି। ସ୍ଥାନୀୟ ଜଣେ ଆକାଉଣ୍ଟାଟ୍‌ ତାଙ୍କର ୨୦…

ଆଫଗାନୀସ୍ତାନ ବାୟୁସେନାର ଏୟାର ଷ୍ଟ୍ରାଇକ୍‌: ୨୩ ତାଲିବାନ ଆତଙ୍କବାଦୀ ନିହତ

କାବୁଲ,୨୧।୯: ଆଫଗାନୀସ୍ତାନ ବାୟୁସେନା ପକ୍ଷରୁ ତାଲିବାନ ଆତଙ୍କବାଦୀଙ୍କ ଶିବିର ଉପରେ ଏୟାର ଷ୍ଟ୍ରାଇକ୍‌ କରାଯାଇଛି। ଏଥିରେ ୨୩ ଆତଙ୍କବାଦୀଙ୍କ ମୃତ୍ୟୁ ଘଟିଛି। କାନ୍ଧାହାର, ଘଜନୀ, ବାଦଘିସ୍‌ ପ୍ରଦେଶରେ ଥିବା ତାଲିବାନ ଶିବିର ଉପରେ ଆଫଗାନୀସ୍ତାନ ବାୟୁସେନା ବୋମାମାଡ଼ କରିଛି। କାନ୍ଧାହାରରେ ୧୦…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?