ଅନ୍ତର୍ଜାତୀୟ

ସିଧା ପ୍ରସାରଣ ବେଳେ ଚେୟାରରୁ ଗଳି ପଡିଲେ ବରିଷ୍ଠ ପାକିସ୍ତାନୀ ବିଶ୍ଳେଷକ

ଇସ୍‌ଲାମାବାଦ,୨୧।୯: ପାକିସ୍ତାନ ଏବେ ଭାରତକୁ ନେଇ ତା’ର ନ୍ୟୁଜ ଚ୍ୟାନେଲରେ ଭିନ୍ନ ଭିନ୍ନ ଆଲୋଚନା କରୁଥିବା ବେଳେ କଶ୍ମୀର ପ୍ରସଙ୍ଗକୁ ନେଇ କିଛି ଭୁଲ୍‌ ଖବର ମଧ୍ୟ ପରିବେଷଣ କରୁଛି ବୋଲି କୁହାଯାଉଛି। ଏମିତି କରୁଥିବା ବେଳେ ପରିହାସର ମଧ୍ୟ ଶିକାର…

କର୍ବଲାରେ ମିନି ବସ୍‌ ବିସ୍ଫୋରଣ: ୧୨ ମୃତ; ଆଇଏସ୍‌ର ହାତ ଥିବା ସନ୍ଦେହ

ବାଗଦାଦ୍‌,୨୧।୯: ଇରାକ୍‌ରେ ଏକ ମିନି ବସ୍‌ ବିସ୍ଫୋରଣରେ ୧୨ ଲୋକଙ୍କ ମୃତ୍ୟୁ ଘଟିଛି। କର୍ବଲାର ଶିହା ମୁସଲମାନ୍‌ ସମ୍ପ୍ରଦାୟ ବହୁଳ ଅଞ୍ଚଳରେ ଏହା ଘଟିଛି। କର୍ବଲାର ପ୍ରବେଶ ପଥର ଏକ ଚେକ୍‌ ଗେଟ୍‌ ନିକଟରେ ମିନି ବସ୍‌ଟିରେ ବିସ୍ଫୋରଣ ଘଟିଥିଲା। ଏଥିରେ…

ଟ୍ରମ୍ପ୍‌ଙ୍କୁ ଘାରିଛି ମଧ୍ୟସ୍ଥତା ନିଶା: ଇମ୍ରାନ୍‌ଙ୍କ ପରେ ମୋଦିଙ୍କୁ ଭେଟିବେ

ଓ୍ବାଶିଂଟନ,୨୧।୯ : ଜମ୍ମୁ-କଶ୍ମୀରରେ ପ୍ରସଙ୍ଗରେ ମଧ୍ୟସ୍ଥତା କରିବା ନିଶା ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ୍‌ ଟ୍ରମ୍ପ୍‌ଙ୍କୁ ଘାରିଛି। ଏନେଇ ବାରମ୍ବାର ମନ୍ତବ୍ୟ ଦେବା ପରେ ଏବେ ଟ୍ରମ୍ପ୍‌ ପ୍ରଥମେ ପାକିସ୍ତାନ ପ୍ରଧାନମନ୍ତ୍ରୀ ଇମ୍ରାନ୍‌ ଖାଁଙ୍କୁ ସୋମବାର ଭେଟିବେ ବୋଲି ହ୍ବାଇଟ୍‌ ହାଉସ୍‌ ପକ୍ଷରୁ…

ବ୍ରିଟେନ୍‌ରେ ସୋନୁଙ୍କୁ ଆଇକନ୍‌ ଆଓ୍ବାର୍ଡ

ଲଣ୍ଡନ, ୨୧ା୯(ପି.ଟି.): ବଲିଉଡ୍‌ ଗାୟକ ସୋନୁ ନିଗମ୍‌ଙ୍କୁ ବ୍ରିଟେନରେ ଏକବିଂଶ ଶତାଦ୍ଦୀର ଆଇକନ୍‌ ଆଓ୍ବାର୍ଡ ମିଳିଛି। ପ୍ରବାସୀ ଭାରତୀୟ ତରୁନ୍‌ ଗୁଲାଟି ଓ ପ୍ରୀତି ରାଣାଙ୍କ ଦ୍ୱାରା ଗତ ସପ୍ତାହରେ ଆୟୋଜିତ ଗାଲା ଆଓ୍ବାର୍ଡ ସେରିମନିରେ ତାଙ୍କ ପ୍ରଦର୍ଶନ ଉଚ୍ଚକୋଟୀର ଥିଲା।…

ଜାତିସଂଘରେ ପାକ୍‌ କଶ୍ମୀର ପ୍ରସଙ୍ଗ ଉଠାଇଲେ ଦୃଢ଼ ଜବାବ ଦେବ ଭାରତ

ନ୍ୟୁୟର୍କ,୨୧ା୯(ପି.ଟି.): ଜାତିସଂଘ ସାଧାରଣ ପରିଷଦ ଅଧିବେଶନ ଆସନ୍ତା ସପ୍ତାହରେ ଅନୁଷ୍ଠିତ ହେବାକୁ ଥିବାବେଳେ ସେଥିରେ ଭାରତ କଶ୍ମୀର ପ୍ରସଙ୍ଗ ଉଠାଇବ ନାହିଁ। ତେବେ ପାକିସ୍ତାନ ଯଦି ଏହି ପ୍ରସଙ୍ଗ ଉଠାଏ ତେବେ ନୂଆଦିଲ୍ଲୀ ଏହାର ଦୃଢ଼ ଜବାବ ଦେବ ବୋଲି ଜାତିସଂଘରେ…

ଜାତିସଂଘ ଜଳବାୟୁ କାର୍ଯ୍ୟାନୁଷ୍ଠାନ ସମ୍ମିଳନୀ: ଭାରତର ପକ୍ଷ ରଖିବେ ମୋଦି

ନୂଆଦିଲ୍ଲୀ/ନ୍ୟୁୟର୍କ,୨୧ା୯: ଆମେରିକାର ନ୍ୟୁୟର୍କରେ ଜାତିସଂଘ ଜଳବାୟୁ ପରିବର୍ତ୍ତନ ସମ୍ମିଳନୀ ସୋମବାର ହେବ। ଏଥିରେ ଯୋଗଦେବା ପାଇଁ ଜାତିସଂଘ ମହାସଚିବ ଆଣ୍ଟୋନିଓ ଗୁଟେରେସ୍‌ ବିଶ୍ୱନେତାଙ୍କୁ ନିମନ୍ତ୍ରଣ କରିଛନ୍ତି। ଏହି ସମ୍ମିଳନୀରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଯୋଗଦେଇ ଜଳବାୟୁ ପରିବର୍ତ୍ତନର ମୁକାବିଲା ପାଇଁ ଭାରତ…

ଜଳବାୟୁ ପରିବର୍ତ୍ତନ ମୁକାବିଲା ଜରୁରୀ

ନୂଆଦିଲ୍ଲୀ/ନ୍ୟୁୟର୍କ,୨୧ା୯: ଜଳବାୟୁ ପରିବର୍ତ୍ତନ ସଙ୍କଟ ମୁକାବିଲାରେ ବିଫଳତାକୁ ନେଇ ଚିନ୍ତିତ ଓ ଭବିଷ୍ୟତକୁ ନେଇ ଉତ୍କଣ୍ଠିତ ଅଗଣିତ ସ୍ବଳ୍ପବୟସ୍କ ଛାତ୍ରୀଛାତ୍ର ରାଜରାସ୍ତାକୁ ଓହ୍ଲାଇଛନ୍ତି। ଶୁକ୍ରବାର ଏଭଳି ଭାବେ ବିଶ୍ୱ ଜଳବାୟୁ ବିକ୍ଷୋଭ ପ୍ରଦର୍ଶନ କରାଯାଇଛି, ଯାହାର ନାମ ରଖାଯାଇଛି ‘ଫ୍ରାଇଡେ ଫର୍‌…

‘ସ୍କୁଲ ଷ୍ଟ୍ରାଇକ୍‌ ଫର୍‌ କ୍ଲାଇମେଟ୍‌’ର ସ୍ରଷ୍ଟା ଗ୍ରେଟା

ଷ୍ଟକ୍‌ହୋମ: ୨୦୧୮ ଅଗଷ୍ଟ ୨୦। ଖରାଛୁଟି ପରେ ଖୋଲିଥିଲା ସ୍କୁଲ। ସ୍ବିଡେନ ପାର୍ଲାମେଣ୍ଟ ସମ୍ମୁଖରେ ଏକାକୀ ଛିଡ଼ା ହୋଇଥିଲେ ଜଣେ ସ୍କୁଲ ଛାତ୍ରୀ। ହାତରେ ଧରିଥିଲେ ପ୍ଲାକାର୍ଡ, ଯେଉଁଥିରେ ଦର୍ଶାଯାଇଥିଲା ‘ସ୍କୁଲ ଷ୍ଟ୍ରାଇକ୍‌ ଫର୍‌ କ୍ଲାଇମେଟ୍‌’। ଖୁବ୍‌ ସଂକ୍ଷିପ୍ତ ଭାବେ ଲେଖାଯାଇଥିବା…

ପଶୁପତିନାଥ ମନ୍ଦିରରେ ଭୟ ସୃଷ୍ଟିକଲା ଅଜଣା ବସ୍ତୁ

କାଠମାଣ୍ଡୁ,୨୦।୯:ନେପାଳର କାଠମାଣ୍ଡୁଠାରେ ଥିବା ପ୍ରସିଦ୍ଧ ପଶୁପତିନାଥ ମନ୍ଦିରରେ ଶୁକ୍ରବାର କିଛି ଅଜଣା ବସ୍ତୁ ଦେଖିବାକୁ ମିଳିଛି। ଏହାପରେ ମନ୍ଦିର ପରିସରରେ କୋକୁଆ ଭୟ ସୃଷ୍ଟି ହୋଇଥିବା ସୂଚନା ମିଳିଛି। ତେବେ ଖବର ପାଇ ନେପାଳ ସେନା ଓ ନେପାଳ ପୋଲିସ ପହଞ୍ଚି…

ଏହି ଦେଶରେ ରହିଛି ସମୁଦ୍ର ମନ୍ଥନରେ ମିଳିଥିବା ଅମୃତ କଳସ

ଇଣ୍ଡୋସେନିଆର ଏକ ମନ୍ଦିରରେ ସମୁଦ୍ର ମନ୍ଥନ ସମୟରେ ମିଳିଥିବା ଅମୃତ କଳସ ଥିବା କୁହାଯାଉଛି। କଂଡି ସୁକୁହ ନାମକ ଏହି ମନ୍ଦିରରେ ଏମିତି ଏକ କଳସ ରହିଛି ଯାହା ଭିତରେ ଥିବା ଦ୍ରବ୍ୟ ହଜାର ହଜାର ବର୍ଷ ହେବ ରହିଥିଲେ ବି…

ଦୁନିଆର ସବୁଠାରୁ ଭୟଙ୍କର ଭାଇରସ୍‌: ମାତ୍ର ୩୬ଘଣ୍ଟାରେ ନେବ ୮କୋଟିଙ୍କ ଜୀବନ

ଓ୍ବାଶିଂଟନ୍‌,୨୦।୯: ବିଶ୍ୱ ସମ୍ମୁଖରେ ଏକ ବଡ଼ ଚ୍ୟାଲେଞ୍ଜ ଆସିବାକୁ ଯାଉଛି। ଯାହା ଲୋକଙ୍କ ପାଇଁ ବହୁ ଭୟଙ୍କର ସାବ୍ୟସ୍ତ ହେବ। ଆଉ ଏହି ଚ୍ୟାଲେଞ୍ଜର ନାଁ ହେଉଛି ଭାଇରସ୍‌। ଏହି ଭାଇରସ୍‌ ଆସିବାର ୩୬ଘଣ୍ଟା ମଧ୍ୟରେ ପୂରା ବିଶ୍ୱରେ ଏହା ବ୍ୟାପିଯିବ।…

କ୍ୟାନ୍‌ସର ପୀଡ଼ିତାଙ୍କ ବିଶ୍ୱ ରେକର୍ଡ

ଲଣ୍ଡନ: ଜୀବନରେ ଅସମ୍ଭବ ବୋଲି କିଛି ନାହିଁ। ଦୃଢ଼ ଇଚ୍ଛାଶକ୍ତି ଓ ମନୋବଳ ଥିଲେ ସବୁକିଛି ସମ୍ଭବ। କାରଣ କ୍ୟାନସର ଭଳି ମାରାତ୍ମକ ରୋଗରେ ପୀଡ଼ିତ ହୋଇ, ସେଥିରୁ ମୁକୁଳି, ପୁଣି ନିଜ ଜୀବନର ଲକ୍ଷ୍ୟ ପୂରଣ କରିବା ଭଳି ଏକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?