ଅନ୍ତର୍ଜାତୀୟ

ଥାଇଲାଣ୍ଡ ମନ୍ଦିରରୁ ଉଦ୍ଧାର ୮୦ ବାଘ ମୃତ

ବ୍ୟାଙ୍କକ୍‌,୧୭ା୯(ଏଏଫପି): ଥାଇଲାଣ୍ଡର ଏକ ବିବାଦୀୟ ମନ୍ଦିରରୁ ୧୪୭ ବାଘଙ୍କୁ ଉଦ୍ଧାର କରାଯାଇ ଅନ୍ୟତ୍ର ନିଆଯାଇଥିଲା। ସେଥିରୁ ୮୦ରୁ ଊର୍ଦ୍ଧ୍ୱ ବାଘଙ୍କ ମୃତ୍ୟୁ ଘଟିଛି। ଜିନ୍‌ଗତ ସମସ୍ୟା ଯୋଗୁ ସେମାନଙ୍କ ମୃତ୍ୟୁ ହୋଇଥିବା ଅଭୟାରଣ୍ୟ କର୍ତ୍ତୃପକ୍ଷ କହିଛନ୍ତି। ଥାଇଲାଣ୍ଡର କାଞ୍ଚନବୁରୀ ପ୍ରଦେଶର ଓ୍ବାଟ…

ମୋଦିଙ୍କ ହ୍ୟୁଷ୍ଟନ ସମାବେଶରେ ଯୋଗଦେବେ ଆମେରିକା ରାଷ୍ଟ୍ରପତି

ଓ୍ବାଶିଂଟନ/ନୂଆଦିଲ୍ଲୀ,୧୭ା୯: ଭାରତ-ଆମେରିକା ସମ୍ପର୍କ ବୃଦ୍ଧି ଲାଗି ଆସନ୍ତା ରବିବାର ହ୍ୟୁଷ୍ଟନ୍‌ ସହରରେ ଅନୁଷ୍ଠିତ ହେବାକୁ ଥିବା ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଅଭିନନ୍ଦନ ସମାବେଶରେ ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ୍‌ ଯୋଗଦେବେ ବୋଲି ଜଣାପଡିଛି। ହ୍ବାଇଟ ହାଉସ୍‌ ପକ୍ଷରୁ ଏହା ଘୋଷଣା କରାଯାଇଛି। ଭାରତୀୟ…

ସ୍ମରଣ ଶକ୍ତି ବୃଦ୍ଧି ପାଇଁ ଆପଣାନ୍ତୁ ଏହି ସହଜ ଉପାୟ…

ମୌନ ବା କଥା ନ କହିି ନୀରବ ରହିବା ଦ୍ୱାରା ଅନେକ ଉପକାର ମିଳିଥାଏ। ସପ୍ତାହରେ ୨ ଘଣ୍ଟା ଏପରି କଲେ ସ୍ମରଣ ଶକ୍ତି ବୃଦ୍ଧି ପାଇବା ସହ ମନରେ ଆଧ୍ୟାତ୍ମିକ ଭାବନା ଜାତ ହୋଇଥାଏ ବୋଲି ବୁଦାପେଷ୍ଟ କେନ୍ଦ୍ରୀୟ ବିଶ୍ୱ…

ସ୍ମୃତିଶକ୍ତି ବୃଦ୍ଧି କରିବାକୁ ଚାହୁଁଥିଲେ ମନେ ମନେ ଗାଆନ୍ତୁ ଗୀତ

ବୟସର ମଧ୍ୟବର୍ତ୍ତୀ ସୋପାନରେ ପହଞ୍ଚିବା ପରେ ଶାରୀରିକ ଏବଂ ମାନସିକ ରୂପରେ ଧୀରେ ଧୀରେ ମଣିଷ ଦୁର୍ବଳ ହୋଇପଡ଼େ। ଏସମୟରେ ଅନେକଙ୍କ କ୍ଷେତ୍ରରେ ସ୍ମୃତି ଶକ୍ତି ହ୍ରାସ ହେବା ଭଳି ସମସ୍ୟା ଦେଖାଯାଏ। ସ୍ବିଡେନ୍‌ରେ ୮୦୦ ମହିଳାଙ୍କ ଉପରେ ଏକ ଗବେଷଣା…

ଏହି ଚାଉଳ ଖାଇଲେ ବଢ଼େ ଡାଇବେଟିସ୍‌…

ଧଳା ଚାଉଳ ଭାତ ଖାଇବାକୁ କେତେକ ଭଲ ପାଆନ୍ତି। ଏହା ରୁଚିକର। କିନ୍ତୁ ଧଳା ଚାଉଳ ଡାଇବେଟିସ୍‌ ଟାଇପ୍‌-୨ ବୃଦ୍ଧି କରିଥାଏ। ଦିନକୁ ୧୬୦ ଗ୍ରାମ୍‌ ଧଳା ଚାଉଳର ଭାତ ଖାଉଥିବା ବ୍ୟକ୍ତିଙ୍କଠାରେ ଡାଇବେଟିସ୍‌ ଟାଇପ୍‌-୨ ପ୍ରାୟ ୧୧ ଶତକଡ଼ା ବୃଦ୍ଧି…

ଏଠି ସମସ୍ତଙ୍କର ଗୋଟିଏ କିଡ୍‌ନୀ

ଗୋଟିଏ କିଡ୍‌ନୀରେ ଗାଁର ସବୁ ଲୋକ ବଞ୍ଚୁଛନ୍ତି। ଏହି ଗାଁଟି ପଡୋଶୀ ଦେଶ ନେପାଳରେ ରହିଛି। ଗାଁର ନାଁ ହୋକ୍‌ସେ। ଏଠି ଅଧିକାଂଶ ଲୋକେ ଗୋଟିଏ କିଡ୍‌ନୀରେ ଜୀବନ ବିତାଉଛନ୍ତି। କୌଣସି ରୋଗ ପାଇଁ ନୁହେଁ ବରଂ ଅଭାବରୁ ଏମାନେ କିଡ୍‌ନୀ…

ମୋଦିଙ୍କ ବିରୋଧରେ ସ୍ବର ନ ଉଠାଇବାକୁ ଇମ୍ରାନଙ୍କୁ କହିଲେ ମୁସଲମାନ ଦେଶ

ଇସ୍‌ଲାମାବାଦ,୧୬।୯: ବିଶ୍ୱର ପ୍ରଭାବଶାଳୀ ମୁସଲମାନ ଦେଶ ପାକିସ୍ତାନକୁ ଭାରତ ବିରୋଧରେ ସ୍ବର ଉଠାଇବାକୁ ବାରଣ କରିଛନ୍ତି। ସେମାନେ କହିଛନ୍ତି ଭାରତ ବିରୋଧରେ କହିବା ଅପେକ୍ଷା ଭାରତ ସହ ବ୍ୟାକଡୋର ଡିପ୍ଲୋମାସି ଆରମ୍ଭ କରିବା ଦରକାର। ଏହାସହ ମୋଦିଙ୍କ ବିରୋଧରେ ପାକିସ୍ତାନ ପ୍ରଧାନମନ୍ତ୍ରୀ…

ଶହେ ବର୍ଷରେ ପୃଥିବୀକୁ ଧକ୍କା ଦେବେ ୯ଶହ ଗ୍ରହାଣୁ

ଓ୍ବାଶିଂଟନ,୧୬।୯ : ଆସନ୍ତା ଶହେ ବର୍ଷ ମଧ୍ୟରେ ପୃଥିବୀକୁ ୯ ଶହ ଗ୍ରହାଣୁ ଧକ୍କା ଦେବାର ସମ୍ଭାବନା ରହିଛି। ଏହାଦ୍ୱାରା ପୃଥିବୀର ଜୀବଜଗତ ଉପରେ ନକାରାତ୍ମକ ପ୍ରଭାବ ପଡ଼ିବାର ଆଶଙ୍କା ରହିଛି। ଏନେଇ ୟୁରୋପିଆନ୍‌ ସ୍ପେସ୍‌ ଏଜେନ୍ସି ପକ୍ଷରୁ ସୂଚନା ଦିଆଯାଇଛି।…

ଆମେରିକାର ୪୬ ହଜାର ଅଟୋ ସେକ୍ଟର କର୍ମଚାରୀଙ୍କ ଧର୍ମଘଟ: ଟ୍ରମ୍ପ୍‌ଙ୍କ ଚିନ୍ତା ବଢ଼ିଲା

ଓ୍ବାଶିଂଟନ, ୧୬।୯ : ଆମେରିକାର ୪୬ ହଜାର ଅଟୋ ସେକ୍ଟର କର୍ମଚାରୀ ସୋମବାରଠାରୁ ଧର୍ମଘଟ ଆରମ୍ଭ କରିଛନ୍ତି। କର୍ମଚାରୀମାନେ ଜେନେରାଲ ମୋଟର କମ୍ପାନୀ ବିରୋଧରେ ଧର୍ମଘଟ କରିଛନ୍ତି। କମ୍ପାନୀ ଗତ ୪ ବର୍ଷ ଧରି କର୍ମଚାରୀଙ୍କ ସହିତ କରିଥିବା ବିଭିନ୍ନ ବୁଝାମଣା…

ଆମେରିକାକୁ ଯୁଦ୍ଧ ଧମକ ଦେଲା ଇରାନ

ଦୁବାଇ,୧୬ା୯: ସୌଦି ଆରବର ଦୁଇଟି ତୈଳ ପ୍ରକଳ୍ପ ଉପରେ ଡ୍ରୋନ୍‌ ଆକ୍ରମଣ ପଛରେ ଇରାନ୍‌ର ହାତ ରହିଛି ବୋଲି ଆମେରିକା ଅଭିଯୋଗ କରିଥିବାବେଳେ ତେହେରାନ ଏହାକୁ ଖଣ୍ଡନ କରିଛି। ଅନ୍ୟପକ୍ଷରେ ଯୁଦ୍ଧ ପାଇଁ ଇରାନ ଧମକ ଦେଇଛି। ଉପସାଗରୀୟ ଅଞ୍ଚଳରେ ଆମେରିକା…

ହଂକଂରେ ବିକ୍ଷୋଭ ବେଳେ ପୁଣି ହିଂସା

ହଂକଂ,୧୬ା୯(ଏଏଫ୍‌ପି): ଦୀର୍ଘଦିନ ଧରି ହଂକଂରେ ଚାଲିଥିବା ସରକାର ବିରୋଧୀ ବିକ୍ଷୋଭ ରବିବାର ପୁଣିଥରେ ହିଂସାତ୍ମକ ରୂପ ନେଇଛି। ଗଣତନ୍ତ୍ର ସପକ୍ଷବାଦୀ ବିକ୍ଷୋଭକାରୀଙ୍କୁ ତଡ଼ିବା ପାଇଁ ହଂକଂର ଦଙ୍ଗା ନିୟନ୍ତ୍ରଣ ପୋଲିସ ଲୁହବୁହା ଗ୍ୟାସ ପ୍ରୟୋଗ କରିବା ସହ ପାଣିମାଡ଼ କରିଛି। ଅନ୍ୟପକ୍ଷରେ…

ଭାରତ ସମର୍ଥନରେ ବ୍ରିଟିଶ୍‌ ଏମ୍‌ପି: କହିଲେ, ପିଓକେ ଖାଲି କରୁ ପାକିସ୍ତାନ

ଲଣ୍ଡନ, ୧୫।୯: କଶ୍ମୀର ପ୍ରସଙ୍ଗରେ ଭାରତକୁ ସମର୍ଥନ ଦେଇଛନ୍ତି ବ୍ରିଟିଶ ଏମ୍‌ପି ବବ୍‌ ବ୍ଲାକ୍‌ମ୍ୟାନ୍‌। ସେ କହିଛନ୍ତି, ପାକିସ୍ତାନ ଅଧିକୃତ କଶ୍ମୀର(ପିଓକେ) ଭାରତର ଅଭିନ୍ନ ଅଙ୍ଗ। ତେଣୁ ପାକିସ୍ତାନ ତୁରନ୍ତ ତାକୁ ଖାଲି କରୁ ବୋଲି ସେ ମତ ଦେଇଛନ୍ତି। ସେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?