ଅନ୍ତର୍ଜାତୀୟ

ବିକ୍ରମ ଲ୍ୟାଣ୍ଡିଂ ସାଇଟ୍‌ର ଫଟୋ ପଠାଇବ ନାସା

ନୂଆଦିଲ୍ଲୀ/ନ୍ୟୁୟର୍କ,୧୩-୯ :ଚନ୍ଦ୍ରୟାନ-୨କୁ ନେଇ ଇସ୍ରୋ ପକ୍ଷରୁ ଅହରହ ପ୍ରୟାସ ଜାରି ରହିଥିବାବେଳେ ଯୋଗଯୋଗ ଲାଗି ପ୍ରସ୍ତୁତି ଚାଲିଛି। ସମୟ ସରିଆସୁଥିବାବେଳେ ନାସା ଏଥିଲାଗି ସହଯୋଗର ହାତ ବଢ଼ାଇଛି। ଲ୍ୟାଣ୍ଡର ବିକ୍ରମ ଲ୍ୟାଣ୍ଡିଂ କରିବା ପୂର୍ବ ଓ ପରର ସ୍ଥିତି ଅନୁଧ୍ୟାନ କରିବା…

ଆଜି ପିଓକେ ଯିବେ ଇମ୍ରାନ୍‌

ଇସ୍‌ଲାମାବାଦ,୧୩-୯(ପି.ଟି.): ପିଓକେକୁ ନେଇ ଛାନିଆ ହୋଇଯାଇଥିବା ପାକିସ୍ତାନର ପ୍ରଧାନମନ୍ତ୍ରୀ ଇମ୍ରାନ୍‌ ଖାନ୍‌ ଶୁକ୍ରବାର ସେଠାକାର ରାଜଧାନୀ ମୁଜାଫରାବାଦ ଗସ୍ତ କରିବେ। ସେ ସେଠାରେ ସମ୍ବୋଧନ ବେଳେ କଶ୍ମୀର ସମ୍ପର୍କିତ ଏକ ‘ନୀତି ବିବୃତି’ ଜାରି କରିବେ ବୋଲି ଗୁରୁବାର ଇସ୍‌ଲାମାବାଦ ପକ୍ଷରୁ…

ଯେଉଁଠି ମୋଟା ଯୁବତୀଙ୍କୁ ପସନ୍ଦ କରନ୍ତି ବର…

ଯୁବକମାନେ ସାଧାରଣତଃ ପତଳା ଝିଅଙ୍କୁ ଜୀବନସାଥି ଭାବରେ ଗ୍ରହଣ କରିବାକୁ ପସନ୍ଦ କରନ୍ତି। ତେବେ ଏପରି ଏକ ଅଞ୍ଚଳ ରହିଛି ଯେଉଁଠି ମୋଟା ଝିଅଙ୍କୁ ଯୁବକ ପସନ୍ଦ କରନ୍ତି। ଆଫ୍ରିକାରେ ଲୋକଙ୍କ ପସନ୍ଦ ହେଉଛି ମୋଟାଝିଆ । ଏଠାରେ କେତେକ ପତଳା…

ମାସକ ମଧ୍ୟରେ ଇମ୍ରାନଙ୍କୁ ପଦରୁ ହଟାଇ ପାରେ ପାକ୍‌ ସେନା

ଇସ୍‌ଲାମାବାଦ,୧୨।୯: ପାକିସ୍ତାନ ସେନା ଆସନ୍ତା ମାସକ ମଧ୍ୟରେ ବଡ ଧରଣର ଅଦଳ ବଦଳ କରିପାରେ ବୋଲି ସୂଚନା ମିଳିଛି। ତେବେ ପ୍ରଧାନମନ୍ତ୍ରୀ ଇମ୍ରାନ ଖାଁଙ୍କୁ ହଟାଇ ଏଥର ଏହି ପଦରେ ଆଉ କାହାକୁ ସେନା ବସାଇ ପାରେ ବୋଲି ଅନୁମାନ କରାଯାଉଛି।…

କଙ୍ଗୋରେ ଭାରତୀୟ ଲ୍ୟୁଟନାଟ୍‌ କର୍ନଲ ଗୌରବ ସୋଲାଙ୍କି ନିଖୋଜ

କିନଶାସା,୧୨।୯: ଜାତିସଂଘ ଶାନ୍ତି ସେନାରେ ନିୟୋଜିତ ଥିବା ଭାରତୀୟ ଲ୍ୟୁଟନାଟ୍‌ କର୍ନଲ ଗୌରବ ସୋଲାଙ୍କି ଗତ ୫ ଦିନ ଧରି ନିଖୋଜ ଅଛନ୍ତି। ସେ କଙ୍ଗୋରେ ଜାତିସଂଘ ଶାନ୍ତି ମିଶନରେ ମୁତୟନ ହୋଇଥିଲେ। ଏକ ମିଶନରେ ତାଙ୍କ ଟିମ୍‌ କିଓ୍ବୁ ଲେକ୍‌…

କୁଳଭୂଷଣ ଯାଦବଙ୍କୁ ଦ୍ୱିତୀୟ ଥର ଲାଗି ଦିଆଯିବ ନାହିଁ କନସୁଲାର ଆକ୍ସେସ୍‌:ପାକିସ୍ତାନ

ଇସ୍‌ଲାମାବାଦ,୧୨।୯: ପାକିସ୍ତାନ ଜେଲରେ ବନ୍ଦୀଥିବା କୁଳଭୂଷଣ ଯାଦବଙ୍କ ମାମଲାରେ ପୁଣି ଥରେ ପାକିସ୍ତାନ ତା’ର ପୂର୍ବପାଠର ଆଲୋଚନା କରିଛି। ପାକିସ୍ତାନ କହିଛି ସେ ଦ୍ୱିତୀୟ ଥର ଲାଗି କୁଳଭୂଷଣଙ୍କୁ କନସୁଲାର ଆକ୍ସେସ ଦେବ ନାହିଁ। ପାକିସ୍ତାନ ବୈଦେଶିକ ମନ୍ତ୍ରଣାଳୟର ପ୍ରବକ୍ତା ଡ.…

କ୍ରେଡିଟ୍‌ କାର୍ଡ ବିଲ୍‌ ଶୁଝିବା ପାଇଁ ଯାଆଁଳା ଶିଶୁଙ୍କୁ ବିକିଦେଲେ ମା’

ବେଜିଂ,୧୨।୯:ଚାଇନାର ବେଜିଂରେ ଏକ ଅଜବ ଘଟଣା ଘଟିଛି। କ୍ରେଡିଟ୍‌ କାର୍ଡ ବିଲ୍‌ ଶୁଝିବା ପାଇଁ ଯାଆଁଳା ଶିଶୁଙ୍କୁ ବିକିଦେଇଛନ୍ତି ମା’। କେବଳ ଏତିକି ନୁହେଁ, ପିଲା ଦୁଇଟିକୁ ବିକି କ୍ରେଡିଟ୍‌ କାର୍ଡ ବିଲ୍‌ ଶୁଝିବା ସହ ବଳକା ଟଙ୍କାରେ ଏକ ସ୍ମାର୍ଟଫୋନ…

ପୃଥିବୀ ପରି ଜଳ ଓ ବାୟୁମଣ୍ଡଳ ଥିବା ଗ୍ରହର ମିଳିଲା ସନ୍ଧାନ: ହବଲ୍‌ ଟେଲିସ୍କୋପ୍‌ ଦେଲା ସୂଚନା

ଓ୍ବାଶିଂଟନ,୧୨।୯: ପୃଥିବୀ ପରି ଜଳ ଓ ବାୟୁମଣ୍ଡଳ ଥିବା ଗ୍ରହ କେ-୨-୧୮-ବିର ସନ୍ଧାନ ମିଳିଛି। ଏନେଇ ନାସାର ହବଲ୍‌ ଟେଲିସ୍କୋପ୍‌ ସୂଚନା ଦେଇଛି। ପୃଥିବୀଠାରୁ ୧୧୦ ଆଲୋକ ବର୍ଷ ଦୂରରେ ଏହି ଗ୍ରହ ରହିଥିବା ନାସା ପକ୍ଷରୁ କୁହାଯାଇଛି। ଗ୍ରହଟ ଲିଓ…

ଶେଷରେ ମାନୁଛି ପାକିସ୍ତାନ: ବିଶ୍ୱ ଆମ କଥା ନୁହେଁ ଭାରତ କଥା ଶୁଣୁଛି

ଇସ୍‌ଲାମାବାଦ,୧୨।୯: ଜମ୍ମୁ-କଶ୍ମୀର ମାମଲାରେ ଏବେ ପାକିସ୍ତାନ ଯେ ଏକୁଟିଆ ହୋଇଯାଇଛି ତାହା ସେ ଉବଲବ୍ଧି କରି ସାରିଲାଣି। ନିକଟରେ ପାକିସ୍ତାନ ବୈଦେଶିକମନ୍ତ୍ରୀ କଶ୍ମୀର ଭାରତର ରାଜ୍ୟ ବୋଲି କହିଥିଲେ। ଆଉ ଏବେ ପାକିସ୍ତାନର ଗୃହମନ୍ତ୍ରୀ ବି କହିଛନ୍ତି କି କଶ୍ମୀର ମାମଲାରେ…

ଏମିତି ରେଳଷ୍ଟେଶନ, ଯାହାର ପରିଚାଳନା ଦାୟିତ୍ୱ ନିର୍ବାହ କରିଥାନ୍ତି ଛୋଟ ପିଲା

ଯେକୌଣସି ଦେଶରେ ଗମନାଗମନ ସୁବିଧା ପାଇଁ ବିଭିନ୍ନ ପଦକ୍ଷେପ ହାତକୁ ନିଆଯାଉଛି। ଏଥିମଧ୍ୟରୁ ରେଳପଥ ଅନ୍ୟତମ। ଯାତ୍ରୀଙ୍କ ସୁବିଧା ପାଇଁ ରେଳପଥ ନିହାତି ଜରୁରୀ। ବିଶେଷକରି ଏହାକୁ ନିୟନ୍ତ୍ରଣ କରିବା ମଧ୍ୟ ସହଜ କଥା ନୁହେଁ। କିନ୍ତୁ ବିଶ୍ୱରେ ଏମିତି ଏକ…

ମେହସୁଦ୍‌ ବିଶ୍ୱ ଆତଙ୍କବାଦୀ

ଓ୍ବାଶିଂଟନ,୧୨ା୯: ୯/୧୧ ଆକ୍ରମଣ ଘଟଣାର ବର୍ଷପୂର୍ତ୍ତି ଅବସରରେ ଆମେରିକା ସରକାର ଆତଙ୍କବାଦ ବିରୋଧରେ ଲଢ଼େଇ ପାଇଁ ନୂଆ ପଦକ୍ଷେପ ଘୋଷଣା କରିଛନ୍ତି। ବିଶ୍ୱବ୍ୟାପୀ ସନ୍ଦିଗ୍ଧ ଆତଙ୍କବାଦୀ, ସେମାନଙ୍କ ସମର୍ଥକ ଓ ଆର୍ଥିକ ସହାୟତା ଯୋଗାଉଥିବା ସଂଗଠନ ବିରୋଧରେ ଦୃଢ଼ କାର୍ଯ୍ୟାନୁଷ୍ଠାନ ଗ୍ରହଣ…

ଆକ୍ରମଣ କଲେ ପରିଣାମ ଭୋଗିବ

ଓ୍ବାଶିଂଟନ/ନ୍ୟୁୟର୍କ,୧୨ା୯ (ଏଏଫ୍‌ପି): ଆତଙ୍କବାଦୀମାନେ ଆମେରିକା ଉପରେ ଆକ୍ରମଣ କଲେ ସାଂଘାତିକ ପରିଣାମ ଭୋଗିବେ। ସେହିପରି ତାଲିବାନ ଉପରେ ସବୁଠୁ ବଡ଼ ଆକ୍ରମଣ କରାଯିବ ବୋଲି ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ୍‌ ବୁଧବାର ଚେତାବନୀ ଦେଇଛନ୍ତି। ଠିକ ଅଠର ବର୍ଷ ତଳେ ଆମେରିକା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?