ଅନ୍ତର୍ଜାତୀୟ

ବ୍ରିଟେନ ପ୍ରଧାନମନ୍ତ୍ରୀଙ୍କୁ ଝଟ୍‌କା: ପାର୍ଲାମେଣ୍ଟ ସ୍ଥଗିତ ବେଆଇନ

ଲଣ୍ଡନ,୧୨ା୯: ବ୍ରେକ୍‌ଜିଟକୁ ନେଇ ବିବାଦ ଜାରି ରହିଥିବାବେଳେ ବ୍ରିଟେନ ପାର୍ଲାମେଣ୍ଟକୁ ସ୍ଥଗିତ ରଖିବା ବେଆଇନ ବୋଲି ସ୍କଟଲାଣ୍ଡର ସେସନ୍ସ କୋର୍ଟ ବୁଧବାର ଘୋଷଣା କରିବା ପରେ ପ୍ରଧାନମନ୍ତ୍ରୀ ବୋରିସ ଜନ୍‌ସନଙ୍କୁ ଶକ୍ତ ଝଟ୍‌କା ଲାଗିଛି। ପାର୍ଲାମେଣ୍ଟ କାର୍ଯ୍ୟରେ ବାଧା ସୃଷ୍ଟି ଉଦ୍ଦେଶ୍ୟରେ…

୩୦ ତାଲିବାନ ଆତଙ୍କବାଦୀ ନିହତ

କାବୁଲ,୧୨ା୯(ଆଇଏଏନ୍‌ଏସ୍‌): ଆଫଗାନିସ୍ତାନର ଟଖର ପ୍ରଦେଶରେ ଆକାଶମାର୍ଗରୁ ଗ୍ରେନେଡ୍‌ ମାଡ଼ରେ ୩୦ ତାଲିବାନ ଆତଙ୍କବାଦୀ ନିହତ ହୋଇଛନ୍ତି। ଏଥିସହ ଅନ୍ୟ ୩୦ ଆତଙ୍କବାଦୀ ଆହତ ହୋଇଥିବା ଗୋଇନ୍ଦା ସୂଚନା ମିଳିଛି। ଆଫ୍‌ଗାନ ସଶସ୍ତ୍ର ବଳ ରକେଟ୍‌ ଗ୍ରେନେଡ୍‌ରେ ଆକାଶମାର୍ଗରୁ ଆତଙ୍କବାଦୀଙ୍କୁ ଟାର୍ଗେଟ କରିଥିଲେ।…

ସବୁଠୁ ମହଙ୍ଗା ବିୟର

ନିକଟରେ କିଛି ହୋଟେଲ ପକ୍ଷରୁ ଗ୍ରାହକଙ୍କୁ ଚକିତ କରିଦେବା ଭଳି ଦିଆଯାଉଥିବା ବିଲ୍‌ ଏବେ ଚର୍ଚ୍ଚାର ବିଷୟ ପାଲଟିଛି। ଯାହାକୁ ସୋସିଆଲ ମିଡିଆର ଟ୍ରୋଲର ଶିକାର ହେବାକୁ ମଧ୍ୟ ପଡ଼ିଛି। କିଛି ଦିନ ତଳେ ବଲିଉଡ୍‌ ଅଭିନେତା ରାହୁଲ ବୋଷ ଏକ…

କଶ୍ମୀର ଉପରେ ଏକପାଖିଆ ରିପୋର୍ଟିଂ କରୁଛି ଆମେରିକା ଗଣମାଧ୍ୟମ: ଭାରତ

ୱାଶିଂଟନ,୧୧।୯: ଭାରତ ସରକାରଙ୍କ ଦ୍ୱାରା ଜମ୍ମୁ-କଶ୍ମୀରରେ ଅନୁଚ୍ଛେଦ ୩୭୦ ହଟାଇ ଦିଆଯିବା ପରେ ଆମେରିକାର ଗଣମାଧ୍ୟମ କଶ୍ମୀର ଉପରେ ଏକପାଖିଆ ରିପୋର୍ଟିଂ କରୁଛି ବୋଲି ଭାରତ ଅଭିଯୋଗ କରିଛି। ଆମେରିକାରେ ଅବସ୍ଥାପିତ ଭାରତର ରାଷ୍ଟ୍ରଦୂତ ହର୍ଷବର୍ଦ୍ଧନ ଶୃଙ୍ଗଲା କହିଛନ୍ତି, ଆମେରିକାର କିଛି…

ଜାତିସଂଘରେ ପାକିସ୍ତାନକୁ ଝଟ୍‌କା: କଶ୍ମୀର ପ୍ରସଙ୍ଗରେ ମଧ୍ୟସ୍ଥତା ଦାବିକୁ ମନା

ଜେନେଭା,୧୧।୯: ଜାତିସଂଘରେ ପାକିସ୍ତାନକୁ ଏକ ଝଟ୍‌କା ଲାଗିଛି। କଶ୍ମୀର ପ୍ରସଙ୍ଗରେ ଭାରତ-ପାକିସ୍ତାନ ମଧ୍ୟରେ ଶାନ୍ତି ଆାଲୋଚନା ଦ୍ୱାରା ସମ୍ଭବ ହୋଇପାରିବ ବୋଲି ଜାତିସଂଘ ମହାସଚିବ ଆଣ୍ଟୋନିଓ ଗ୍ୟୁଟେରସ୍‌ କହିଛନ୍ତି। ଏହି ପ୍ରସଙ୍ଗରେ ଜାତିସଂଘ ମଧ୍ୟସ୍ଥତା କରିପାରିବ ନାହିଁ ବୋଲି ସେ ସ୍ପଷ୍ଟ…

ପାକିସ୍ତାନରେ କ୍ଷୀର ଲିଟର ୧୪୦ ଟଙ୍କା

ଇସାଲାମାବାଦ୍‌,୧୧।୯: ପାକିସ୍ତାନରେ ଏବେ ଆର୍ଥିକ ସମସ୍ୟା ଉତ୍କଟ ହେବାରେ ଲାଗିଛି। ଅତ୍ୟାବଶ୍ୟକ ଖାଦ୍ୟ ସାମଗ୍ରୀର ମୂଲ୍ୟ ହୁ ହୁ ହୋଇ ବଢ଼ିବାରେ ଲାଗିଛି। ଫଳ, ପରିବା, କ୍ଷୀର ମୂଲ୍ୟ ବଢ଼ି ସବୁ ରେକର୍ଡକୁ ଭାଙ୍ଗି ଦେଇଛି। ସେଠାରେ ପେଟ୍ରୋଲ ଡିଜେଲ୍‌ଠାରୁ ମହଙ୍ଗା…

ପାକିସ୍ତାନରେ ଏଚ୍‌ଆଇଭି ଆତଙ୍କ: ୧୦ ବର୍ଷରେ ଲକ୍ଷେ ୬୦ ହଜାର ଚିହ୍ନଟ

ଇସଲାମାବାଦ୍‌,୧୧।୯: ପାକିସ୍ତାନରେ ଏଚ୍‌ଆଇଭି ଆତଙ୍କ ଦେଖାଦେଇଛି। ଗତ ୧୦ ବର୍ଷ ମଧ୍ୟରେ ଏଚ୍‌ଆଇଭି ସଂକ୍ରମିତଙ୍କ ସଂଖ୍ୟା ୧୩ ପ୍ରତିଶତ ବୃଦ୍ଧି ପାଇ ଲକ୍ଷେ ୬୦ ହଜାରରେ ପହଞ୍ଚିଛି। ୨୦୧୦ରେ ଏଭଳି ସଂକ୍ରମିତଙ୍କ ସଂଖ୍ୟା ୬୭ ହଜାର ଥିଲା ବୋଲି ଜାତିସଂଘ ପକ୍ଷରୁ…

୯/୧୧ ଓ୍ବାଲ୍ଡ୍‌ ଟ୍ରେଡ୍‌ ଟାଓ୍ବାର ଆକ୍ରମଣକୁ ପୂରିଲା ୧୮ ବର୍ଷ: ଆଫଗାନିସ୍ତାନରେ ଆମେରିକା ଦୂତାବାସ ଉପରେ ରକେଟ ମାଡ଼

କାବୁଲ,୧୧।୯: ଆମେରିକା ଓ୍ବାଲ୍ଡ୍‌ ଟ୍ରେଡ୍‌ ଟାଓ୍ବାର ଉପରେ ୧୮ ବର୍ଷ ତଳେ ୨୦୦୧ ସେପ୍ଟେମ୍ବର ୧୧ରେ ଆତଙ୍କବାଦୀ ଆକ୍ରମଣ ହୋଇଥିଲା। ଆତଙ୍କବାଦୀମାନେ ଏକ ଯାତ୍ରୀବାହୀ ବିମାନକୁ ରକେଟ ଭଳି ବ୍ୟବହାର କରି ଓ୍ବାଲ୍ଡ୍‌ ଟ୍ରେଡ୍‌ ଟାଓ୍ବାର ଏବଂ ପେଣ୍ଟାଗନକୁ ଟାର୍ଗେଟ୍‌ କରିଥିଲେ।…

ମସ୍‌ଜିଦରେ ଦଳାଚକଟା: ୩୧ ମୃତ

ବାଗ୍‌ଦାଦ,୧୧ା୯(ଆଇଏଏନ୍‌ଏସ୍‌): ଇରାକ୍‌ର କର୍ବଲା ସହରସ୍ଥିତ ଏକ ପ୍ରସିଦ୍ଧ ମସ୍‌ଜିଦରେ ମଙ୍ଗଳବାର ଦଳାଚକଟା ହୋଇଛି। ଏଥିରେ ୩୧ ଜଣଙ୍କ ମୃତ୍ୟୁ ଘଟିଥିବାବେଳେ ଶତାଧିକ ଆହତ ହୋଇଛନ୍ତି। ମୃତ୍ୟୁସଂଖ୍ୟା ବୃଦ୍ଧିପାଇବା ଆଶଙ୍କା କରାଯାଉଛି। ଖ୍ରୀଷ୍ଟାବ୍ଦରେ ସଂଘଟିତ କର୍ବଲା ଯୁଦ୍ଧରେ ଖଲିଫା ୟାଜିଦ୍‌ଙ୍କ ନେତୃତ୍ୱାଧୀନ ସୈନ୍ୟଙ୍କ…

ଜାତିସଂଘରେ ପୁଣି କଶ୍ମୀର ପ୍ରସଙ୍ଗ ଉଠାଇଲା ପାକ୍‌

ଜାତିସଂଘ,୧୧ା୯(ପି.ଟି.): ଜାତିସଂଘ ସୁରକ୍ଷା ପରିଷଦ (ୟୁଏନ୍‌ଏସ୍‌ସି)ରେ ପାକିସ୍ତାନ ପୁଣିଥରେ କଶ୍ମୀର ପ୍ରସଙ୍ଗ ଉଠାଇଛି। ଭାରତ ଜମ୍ମୁ-କଶ୍ମୀରର ସ୍ବତନ୍ତ୍ର ମାନ୍ୟତା ପ୍ରତ୍ୟାହାର କରିବା ପରେ ୟୁଏନ୍‌ଏସ୍‌ସି ଉପତ୍ୟକା ସ୍ଥିତି ଉପରେ କଡ଼ା ନଜର ରଖିବା ସହ ସେଠାରେ ସାମରିକ ପର୍ଯ୍ୟବେକ୍ଷଣକାରୀ ଗୋଷ୍ଠୀକୁ ସୁଦୃଢ଼…

ୟୁଏଇରେ ଫସିଛନ୍ତି ୨୦୦ ଭାରତୀୟ ଶ୍ରମିକ

ଦୁବାଇ, ୧୧ା୯ (ପି.ଟି.): ପେଟ ଲାଗି ୟୁଏଇ ଯାଇ ଶ୍ରମିକ ଭାବେ କାର୍ଯ୍ୟକରୁଥିବା ପ୍ରାୟ ୨୦୦ ଭାରତୀୟ ଏବେ ସେଠାରେ ଫସି ରହିଛନ୍ତି। ଦୀର୍ଘମାସ ହେବ ସେମାନଙ୍କୁ ଦରମା ଦିଆଯାଉ ନ ଥିବାରୁ ସେମାନେ ସ୍ବଦେଶ ଫେରିପାରୁ ନ ଥିବା ଜଣାପଡ଼ିଛି।…

ହ୍ରଦ ଉପରେ ରହିଛି ୨୦ ହଜାର ଜନସଂଖ୍ୟା ବିଶିଷ୍ଟ ଗାଁ

ପଶ୍ଚିମ ଆଫ୍ରିକାର ବୋନିନ୍‌ କ୍ଷେତ୍ରରେ ଏଭଳି ଏକ ଗାଁ ରହିଛି, ଯାହା ସମ୍ପୂର୍ଣ୍ଣ ଭାବେ ହ୍ରଦ ଉପରେ ବସିଛି। ୨୦ ହଜାର ଜନସଂଖ୍ୟା ବିଶିଷ୍ଟ ଏହି ଗାନ୍‌ଭି ନାମକ ଗାଁ ନୌକା ଉପରେ ଭାସମାନ ଅବସ୍ଥାରେ ରହିଛି। ଅଧିକାଂଶ ଲୋକଙ୍କ ଘର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?