ଅନ୍ତର୍ଜାତୀୟ

ପ୍ରତିରକ୍ଷା ଦିବସକୁ ‘କଶ୍ମୀର ସଂହତି ଦିବସ’ ଭାବେ ପାଳନ କରିବ ପାକିସ୍ତାନ

ଇସାଲାମାବାଦ୍‌,୬।୯: ଜମ୍ମୁ-କଶ୍ମୀର ୩୭୦ ଧାରା ଉଠିଯିବା ପରେ ରକ୍ତ ଚାଉଳ ଚୋବାଉଛି ପାକିସ୍ତାନ। ଭାରତ ସହ ପରମାଣୁ ଯୁଦ୍ଧ ଧମକ ଦେଉଥିବା ପାକିସ୍ତାନ ଏବେ ନିଜ ଦେଶର ପ୍ରତିରକ୍ଷା ଦିବସକୁ ‘କଶ୍ମୀର ସଂହତି ଦିବସ’ ଭାବେ ପାଳନ କରିବ। ପାକିସ୍ତାନର ଗୃହ…

ଆତ୍ମଘାତୀ ବିସ୍ଫୋରଣରେ ୧୦ ନିହତ

କାବୁଲ,୬-୯: କାବୁଲରେ ଗୁରୁବାର ଏକ ଆତ୍ମଘାତୀ ବିସ୍ଫୋରଣରେ ୧୦ ଜଣଙ୍କ ମୃତ୍ୟୁ ଘଟିଥିବାବେଳେ ୪୦ରୁ ଊର୍ଦ୍ଧ୍ୱ ଆହତ ହୋଇଛନ୍ତି। ଆଫଗାନିସ୍ତାନରେ ଥିବା ନାଟୋ ସେନା ମୁଖ୍ୟାଳୟ ଏବଂ ଆମେରିକା ଦୂତାବାସ ନିକଟରେ ଏହି ବିସ୍ଫୋରଣ ହୋଇଛି। ବିସ୍ଫୋରଣ ଯୋଗୁ ସେଠାରେ ଥିବା…

ଭାରତ-ରୁଷିଆ ପ୍ରତିରକ୍ଷା ସମ୍ପର୍କ:ଆମେରିକା କଟକଣା ପ୍ରଭାବହୀନ

ଭ୍ଲାଡିଭୋଷ୍ଟକ୍‌,୬-୯ (ପି.ଟି.):ଭାରତ-ରୁଷିଆ ସମ୍ପର୍କରେ ଆମେରିକା କଟକଣା ପ୍ରତିବନ୍ଧକ ହୋଇପାରିବ ନାହିଁ ବୋଲି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି କହିଛନ୍ତି। ପ୍ରତିରକ୍ଷା ଓ ଶକ୍ତି କ୍ଷେତ୍ରରେ ଦୁଇଦେଶ ମଧ୍ୟରେ ବଢ଼ୁଥିବା ସହଯୋଗ ପ୍ରଭାବିତ ହେବନାହିଁ। ରୁଷିଆ ଦୂରପ୍ରାଚ୍ୟର ବିକାଶ ପାଇଁ ଭାରତ ୧୦୦ କୋଟି…

କାବୁଲରେ କାର୍‌ ବୋମା ବିସ୍ଫୋରଣ, ୧୦ମୃତ

କାବୁଲ,୫।୯: ଆଫଗାନିସ୍ତାନ ରାଜଧାନୀ କାବୁଲରେ ଗୁରୁବାର ସକାଳେ କାର୍‌ ବୋମା ବିସ୍ଫୋରଣ ହୋଇଛି। ଏହି ଦୁର୍ଘଟଣାରେ ୧୦ଜଣଙ୍କ ମୃତ୍ୟୁ ହୋଇଥିବା ବେଳେ ୪୦ରୁ ଊର୍ଦ୍ଧ୍ୱ ଆହତ ହୋଇଛନ୍ତି। ଆହତଙ୍କୁ ଉଦ୍ଧାର କରାଯାଇ ସ୍ଥାନୀୟ ହସ୍ପିଟାଲରେ ଭର୍ତ୍ତି କରାଯାଇଛି। ସୂଚନାଯୋଗ୍ୟ, ଏହି ଦୁର୍ଘଟଣା…

ଭାରତ ବିରୋଧରେ ଯାଇ ଅଣ୍ଡାମାଡ଼ ଖାଇଲେ ପାକିସ୍ତାନ ନେତା

ଲଣ୍ଡନ,୫।୯: କଶ୍ମୀର ପ୍ରସଙ୍ଗକୁ କୌଣସି ସ୍ଥିତିରେ ହାତଛଡ଼ା କରିବାକୁ ଚାହୁଁ ନାହିଁ ପାକିସ୍ତାନ। ଏଥିପାଇଁ ଅନ୍ତଃରାଷ୍ଟ୍ରୀୟ ସ୍ତରରେ ଏହି ପ୍ରସଙ୍ଗ ଉଠାଇବା ସହ ଆଶ୍ୱାସନା ପାଇବାକୁ ଚେଷ୍ଟା ଚଳାଇଛି। ହେଲେ ପାକିସ୍ତାନକୁ ଏହାର ବିପରୀତ ଫଳ ଭୋଗିବା ସହ ଧୂଳି ଚାଟିବାକୁ…

ସମୁଦ୍ର ଓ ଆକାଶରେ ମିଳିତ ଭାବେ କାର୍ଯ୍ୟ କରିବେ ଭାରତ-ରୁଷିଆ: ମୋଦିଙ୍କ ଘୋଷଣା

ଭ୍ଲାଡିଭୋଷ୍ଟକ୍‌,୫।୯: ଭାରତ-ରୁଷିଆ ଏଣିକି ସମୁଦ୍ର ଏବଂ ଆକାଶରେ ମିଳିତ ଭାବେ କାର୍ଯ୍ୟ କରିବେ। ଏନେଇ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଇଷ୍ଟର୍ଣ୍ଣ ଇକୋନୋମିକ୍‌ ଫୋରମରେ ଘୋଷଣା କରିଛନ୍ତି। ଭାରତ-ରୁଷିଆ ମଧ୍ୟରେ ୫୦ ଦ୍ୱିପାକ୍ଷିକ ଚୁକ୍ତି ହୋଇଥିବା ମୋଦି କହିଛନ୍ତି। ଏହି କାର୍ଯ୍ୟକ୍ରମରେ ଯୋଗଦେବା…

ପାକିସ୍ତାନୀ ପୋଲିସ ଅଫିସର ହେଲେ ପ୍ରଥମ ହିନ୍ଦୁ ଯୁବତୀ

ଇସଲାମାବାଦ: ଜଣେ ହିନ୍ଦୁ ଯୁବତୀ ପାକିସ୍ତାନର ସିନ୍ଧ୍‌ ପ୍ରଦେଶରେ ପୋଲିସ ଅଫିସର ହେବାର ଗୌରବ ଅର୍ଜନ କରିଛନ୍ତି। ସେ ପ୍ରାଦେଶିକ ପ୍ରତିଯୋଗିତାମୂଳକ ପରୀକ୍ଷା ଦେଇ ଉତ୍ତୀର୍ଣ୍ଣ ହୋଇଛନ୍ତି। ପୁଷ୍ପା କୋହଲି ନାମ୍ନୀ ଏହି ଯୁବତୀଙ୍କୁ ଆସିଷ୍ଟାଣ୍ଟ ସବ୍‌ ଇନ୍ସପେକ୍ଟର(ଏଏସ୍‌ଆଇ) ପଦବୀରେ ନିଯୁକ୍ତି…

ଶ୍ରୀଦେବୀଙ୍କ ମହମ ପ୍ରତିମୂର୍ତ୍ତି ଅନାବରଣ

ସିଙ୍ଗାପୁର: ବଲିଉଡ ସୁପରଷ୍ଟାର ତଥା ସ୍ବର୍ଗୀୟା ଅଭିନେତ୍ରୀ ଶ୍ରୀଦେବୀଙ୍କ ମହମ ପ୍ରତିମୂର୍ତ୍ତି ବୁଧବାର ସ୍ଥାନୀୟ ମାଡାମ ଟୁସାଡ୍ସରେ ଅନାବରଣ ହୋଇଛି। ଏଥିପାଇଁ ଆୟୋଜିତ ଏକ ଉତ୍ସବରେ ଯୋଗଦେଇଥିଲେ ଅଭିନେତ୍ରୀଙ୍କ ସ୍ବାମୀ ବୋନି କପୁର ଏବଂ ତାଙ୍କର ଦୁଇ କନ୍ୟା ଜାହ୍ନବୀ ଓ…

ନୂ୍ୟନତମ ବାସଯୋଗ୍ୟ ସହର ତାଲିକା: ୫ମ ସ୍ଥାନରେ କରାଚୀ

କରାଚୀ: ବିଶ୍ୱର ନୂ୍ୟନତମ ବାସଯୋଗ୍ୟ ସହର ତାଲିକାରେ କରାଚୀ ରହିଛି। ବିଶ୍ୱ ବାସଯୋଗ୍ୟ ସୂଚକାଙ୍କ-୨୦୧୯ ବୁଧବାର ପ୍ରକାଶ ପାଇଥିବାବେଳେ ଇକନମିଷ୍ଟ ଗ୍ରୁପ୍‌ର ରିସର୍ଚ୍ଚ ଆଣ୍ଡ ଆନାଲିସିସ୍‌ ଡିଭିଜନ୍‌ର ଇକୋନୋମିଷ୍ଟ ଇଣ୍ଟେଲିଜେନ୍ସ ୟୁନିଟ୍‌ (ଇଆଇୟୁ)ର ରିପୋର୍ଟରୁ ଏହି ସୂଚନା ମିଳିଛି। ଚଳିତ ବର୍ଷ…

କଶ୍ମୀର ନିଷ୍ପତ୍ତି ସମ୍ପର୍କରେ ପୁଟିନଙ୍କୁ ଜଣାଇଲେ ମୋଦି: ମିଥ୍ୟା ପ୍ରସାର କରୁଛି ପାକ୍‌

ଭ୍ଲାଡିଭୋଷ୍ଟକ୍‌,୫ା୯: ଜମ୍ମୁ-କଶ୍ମୀର ମାମଲାରେ ହସ୍ତକ୍ଷେପ କରିବା ପାଇଁ ପାକିସ୍ତାନର ଅନୁରୋଧକୁ ରୁଷିଆ ପ୍ରତ୍ୟାଖ୍ୟାନ କରିଥିଲା। ଏଥିପାଇଁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ରୁଷିଆ ରାଷ୍ଟ୍ରପତି ଭ୍ଲାଡିମିର ପୁଟିନ୍‌ଙ୍କୁ ଧନ୍ୟବାଦ ଜଣାଇଛନ୍ତି। କଶ୍ମୀର ପ୍ରସଙ୍ଗରେ ଇସ୍‌ଲାମାବାଦ ମିଥ୍ୟା ଏବଂ ବିଭ୍ରାନ୍ତିକର ତଥ୍ୟ ପ୍ରସାର କରୁଥିବା…

ଇ-ଗ୍ଲୋବ୍‌ : କୃତ୍ରିମ ହାତକୁ ଦେବ ବାସ୍ତବ ଅନୁଭବ

ନ୍ୟୁୟର୍କ: ଆମେରିକାର ପୁରଡ୍ୟୁ କଲେଜ ଅଫ ଇଞ୍ଜିନିୟରିଂର ଗବେଷକମାନେ ଏକ ଇଲେକ୍ଟ୍ରୋନିକ ଗ୍ଲୋବ୍‌(ଇ-ଗ୍ଲୋବ୍‌) ବିକାଶ କରିଛନ୍ତି, ଯାହା ପ୍ରୋସ୍ଥେଟିକ୍‌ ହ୍ୟାଣ୍ଡ୍‌ ବା ରୋବୋ ବାୟୋନିକ୍‌ ହ୍ୟାଣ୍ଡ୍‌କୁ ମଣିଷ ହାତ ସ୍ବର୍ଶର ବାସ୍ତବ ଅନୁଭବ ଦେଇପାରିବ। ଏହି ଗ୍ଲୋବ୍‌କୁ ବାୟୋନିକ ହ୍ୟାଣ୍ଡ୍‌ରେ ପିନ୍ଧିଲେ…

ମୋଦିଙ୍କୁ ସର୍ପ ଦଂଶନରେ ମାରିବାକୁ ଧମକ ଦେଲେ ପାକିସ୍ତାନୀ ପପ୍‌ ଗାୟିକା

ଇସ୍‌ଲାମାବାଦ,୪।୯: ଏବେ ସୋସିଆଲ ମିଡିଆରେ ଜଣେ ପାକିସ୍ତାନୀ ପପ୍‌ ଗାୟିକାଙ୍କ ଭିଡିଓ ଭାଇରାଲ ହେବାରେ ଲାଗିଛି। ଆଉ ଏହାକୁ ଦେଖି ଲୋକେ ହସି ହସି ବେଦମ୍‌ ହେଉଛନ୍ତି। କେବଳ ଭାରତୀୟ କାହିଁକି ପାକିସ୍ତାନୀମାନେ ମଧ୍ୟ ଏହାକୁ ଦେଖି ବିଭିନ୍ନ ପ୍ରକାର କମେଣ୍ଟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?