ଅନ୍ତର୍ଜାତୀୟ

ବିମାନରେ ଯାନ୍ତ୍ରିକ ତ୍ରୁଟି ଯୋଗୁ କରାଗଲା ଜରୁରୀ ଅବତରଣ

କାଠମାଣ୍ଡୁ,୪।୯: ନେପାଳର ଏକ ଘରୋଇ ବିମାନ କମ୍ପାନୀ ସୀତା ଏୟାରର ବିମାନରେ ଯାନ୍ତ୍ରିକ ତ୍ରୁଟି ଦେଖାଦେଇଛି। କାଠମାଣ୍ଡୁରୁ ଲୁକ୍ଲା ଯାଉଥିବା ବିମାନର ଇଞ୍ଜିନରେ ତ୍ରୁଟି ଦେଖାଦେବାରୁ ଏହାର ଜରୁରୀ ଅବତରଣ କରାଯାଇଛି। ବିମାନଟି ଉଡିବାର କିଛି ସମୟ ପରେ ଇଞ୍ଜିନରେ ତ୍ରୁଟି…

କରାଚି ଆକାଶ ମାର୍ଗ ବନ୍ଦ କଲା ପାକିସ୍ତାନ

ଇସ୍‌ଲାମାବାଦ,୪।୯: ଜମ୍ମୁ-କଶ୍ମୀରରେ ଭାରତ ପକ୍ଷରୁ ନିଆଯାଇଥିବା ପଦକ୍ଷେପ ପରେ ପାକିସ୍ତାନ ବିଚଳିତ ହୋଇପଡ଼ି କ’ଣ କରିବ ଆଉ କ’ଣ ନ କରିବ ସେନେଇ କିଛି ବୁଝିପାରୁନି। ନିକଟରେ ପାକିସ୍ତାନ ସମୁଦ୍ର ପଥରେ ତା’ର ଶକ୍ତି ପଦର୍ଶନ କରୁଥିବା ଦେଖାଯାଇଛି। ଭାରତରୁ ୧୫୦…

ପାକିସ୍ତାନ ସିନ୍ଧ ଅଞ୍ଚଳରେ ପୋଲିସ ବିଭାଗରେ ଯୋଗ ଦେଲେ ପ୍ରଥମ ହିନ୍ଦୁ ମହିଳା

ଇସ୍‌ଲାମାବାଦ,୪।୯: ପ୍ରଥମ ଥର ଲାଗି ପାକିସ୍ତାନର ସିନ୍ଧ ଅଞ୍ଚଳରେ ଜଣେ ହିନ୍ଦୁ ମହିଳାଙ୍କୁ ପୋଲିସ ବିଭାଗରେ ନିଯୁକ୍ତି ମିଳିଛି। ଜିଓ ନ୍ୟୁଜର ସୂଚନା ଅନୁଯାୟୀ, ପୁଷ୍ପା କୋହଲି ନାମକ ଏହି ହିନ୍ଦୁ ମହିଳାଙ୍କୁ ଆସିଷ୍ଟାଣ୍ଟ ସବ-ଇନ୍ସପେକ୍ଟର ପଦ ମିଳିଛି। ଏହି ଖବରକୁ…

ବିନା ଭିଜାରେ ବର୍ଷ ସାରା କରତାରପୁର କରିଡର ଯାତ୍ରା କରିପାରିବେ ଯାତ୍ରୀ

ଇସ୍‌ଲାମାବାଦ,୪।୯: କରତାରପୁର କରିଡର ନେଇ ଭାରତ ଓ ପାକିସ୍ତାନ ଅଧିକାରୀଙ୍କ ମଧ୍ୟରେ ତୃତୀୟ ସ୍ତର ଆଲୋଚନା ଶେଷ ହୋଇଛି। ବୁଧବାର ଅଟାରୀ ବର୍ଡରରେ ଦୁଇ ଦେଶର ପ୍ରତିନିଧିଙ୍କ ମଧ୍ୟରେ ଏନେଇ ଆଲାଚନା ହୋଇଥିଲା। ଆଲୋଚନା ଅନୁଯାୟୀ ଏବେ ଭାରତର ଶିଖ୍‌ ଶ୍ରଦ୍ଧାଳୁ…

ମୋଦି-ପୁଟିନ୍‌ଙ୍କ ମିଳିତ ବିବୃତି: ଦେଶର ଆଭ୍ୟନ୍ତରୀଣ ମାମଲାରେ ଅନ୍ୟ କାହାର ହସ୍ତକ୍ଷେପ ବରଦାସ୍ତ କରାଯିବନି

ଭ୍ଲାଡ଼ିଭୋସ୍ତକ,୪।୯: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ରୁଷିଆ ଗସ୍ତରେ ଯାଇଛନ୍ତି। ଭ୍ଲାଡ଼ିଭୋସ୍ତକଠାରେ ଏକ ଖବରଦାତା ସମ୍ମିଳନୀରେ ମୋଦି ଏବଂ ରୁଷିଆ ରାଷ୍ଟ୍ରପତି ଭ୍ଲାଡ଼ିମୀର୍‌ ପୁଟିନ୍‌ ମିଳିତ ଭାବେ ବିବୃତି ଦେଇଛନ୍ତି। ଦେଶର ଆଭ୍ୟନ୍ତରୀଣ ମାମଲାରେ ଅନ୍ୟ କୌଣସି ବାହାର ଦେଶର ହସ୍ତକ୍ଷେପକୁ ବରଦାସ୍ତ…

ମହିଳାଙ୍କୁ ଛୁଇଁ ଜରିମାନା ଦେଲେ ଭାରତୀୟ

ସିଙ୍ଗାପୁର,୪।୯: ସିଙ୍ଗାପୁରର ଏକ ଚର୍ଚ୍ଚରେ ଜଣେ ମହିଳାଙ୍କୁ ଛୁଇଁବା ଭାରତୀୟ ଯୁବକଙ୍କୁ ମହଙ୍ଗା ପଡ଼ିଛି। ଏଥିପାଇଁ ୨୭ ବର୍ଷୀୟ ଭାରତୀୟ ମୂଳବାସିନ୍ଦା ଯୁବକଙ୍କୁ ୫ ଦିନ ଜେଲ୍‌ ଓ ୨,୫୦୦ ଡଲାର(ପ୍ରାୟ ଦେଢ଼ ଲକ୍ଷ ଟଙ୍କା) ଜରିମାନା ଦେବାକୁ ପଡ଼ିଛି। ସୂଚନାଯୋଗ୍ୟ,…

ରୁଷରେ ମୋଦିଙ୍କୁ ଜୋରଦାର୍‌ ସ୍ବାଗତ

ମସ୍କୋ,୪।୯: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଦୁଇ ଦିନିଆ ରୁଷ ଗସ୍ତରେ ଯାଇଛନ୍ତି। ବୁଧବାର ମୋଦି ଭ୍ଲାଦିଭୋଷ୍ଟକରେ ପହଞ୍ଚିବା ପରେ ତାଙ୍କୁ ଜୋରଦାର ସ୍ବାଗତ କରାଯାଇଥିଲା। ଏହି ଗସ୍ତ କାଳରେ ମୋଦି ରୁଷ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନଙ୍କ ସହ ଦ୍ୱିପାକ୍ଷିକ ଆଲୋଚନା କରିବେ।…

ଲଣ୍ଡନରେ ଭାରତୀୟ ଉଚ୍ଚାୟୁକ୍ତଙ୍କ କାର୍ଯ୍ୟାଳୟ ଉପରେ ଅଣ୍ଡାମାଡ଼ କଲେ ପାକିସ୍ତାନୀ ବିକ୍ଷୋଭକାରୀ

ଲଣ୍ଡନ,୪।୯: ଜମ୍ମୁ-କଶ୍ମୀରରୁ ଅନୁଚ୍ଛେଦ ୩୭୦ ଉଚ୍ଛେଦ ହେବା ପରେ ପାକିସ୍ତାନ ପ୍ରତିଶୋଧ ପରାୟଣ ହୋଇ ଉଠିଛି। ଲଣ୍ଡନରେ ଥିବା ଭାରତୀୟ ଉଚ୍ଚାୟୁକ୍ତଙ୍କ କାର୍ଯ୍ୟାଳୟ ଉପରକୁ କେତେକ ପାକିସ୍ତାନୀ ବିକ୍ଷୋଭକାରୀ ଅଣ୍ଡାମାଡ଼ କରିଥିବା ଅଭିଯୋଗ ହୋଇଛି। ସେମାନେ ଉଚ୍ଚାୟୁକ୍ତଙ୍କ କାର୍ଯ୍ୟାଳୟ ସମ୍ମୁଖରେ ବିଭିନ୍ନ…

ସଂଖ୍ୟାଗରିଷ୍ଠତା ହରାଇଲେ ବ୍ରିଟେନ ପ୍ରଧାନମନ୍ତ୍ରୀ

ଲଣ୍ଡନ,୪ା୯: ଆଗକୁ ବ୍ରେକ୍‌ଜିଟକୁ ନେଇ ଭୋଟ ହେବାକୁ ଥିବାବେଳେ କଞ୍ଜରଭେଟିଭ ପାର୍ଟିର ଜଣେ ବିଦ୍ରୋହୀ ଏମ୍‌ପି ମଙ୍ଗଳବାର ଲିବେରାଲ ଡେମୋକ୍ରାଟ୍ସ ପାର୍ଟିରେ ଯୋଗଦେବା ଫଳରେ ବ୍ରିଟେନ ପ୍ରଧାନମନ୍ତ୍ରୀ ବୋରିସ୍‌ ଜନ୍‌ସନ ପାର୍ଲାମେଣ୍ଟରେ ସଂଖ୍ୟାଗରିଷ୍ଠତା ହରାଇଛନ୍ତି। ତାଙ୍କର ବ୍ରେକ୍‌ଜିଟ ନୀତିକୁ ଅଟକାଇବା ପାଇଁ…

ମାନିଲେ ପାକିସ୍ତାନର ଆଇସିଜେ ଓକିଲ: କଶ୍ମୀରରେ ନରସଂହାର ଅଭିଯୋଗର ପ୍ରମାଣ ନାହିଁ

ଇସ୍‌ଲାମାବାଦ,୪ା୯: ପ୍ରମାଣ ଅଭାବରୁ କଶ୍ମୀରରେ ନରସଂହାର ଅଭିଯୋଗର ପ୍ରମାଣ କରିବା ଅତ୍ୟନ୍ତ କଷ୍ଟକର ବୋଲି ପାକିସ୍ତାନର ଅନ୍ତର୍ଜାତୀୟ ନ୍ୟାୟିକ ଅଦାଲତ (ଆଇସିଜେ) ଓକିଲ ଖଓ୍ବର କୁରେଶି ସ୍ବୀକାର କରିଛନ୍ତି। ଫଳରେ କଶ୍ମୀର ପ୍ରସଙ୍ଗକୁ ନେଇ ଆଇସିଜେ ଯିବାକୁ ଧମକ ଦେଉଥିବା ଇସ୍‌ଲାମାବାଦକୁ…

ଇମ୍ରାନଙ୍କଠାରୁ ଭଲ ଥିଲା ପାକିସ୍ତାନର ଲୁଟ୍‌ କରୁଥିବା ସରକାର

ଇସ୍‌ଲାମାବାଦ,୩।୯: ପାକିସ୍ତାନ ଜନତା ଏବେ ମହଙ୍ଗା ମାଡକୁ ନେଇ ଚେପା ହୋଇ ଗଲେଣି। ସାଧାରଣ ଜନତାଙ୍କଠାରୁ ଆରମ୍ଭ କରି ବ୍ୟବସାୟୀ ଉଦ୍ୟୋଗପତି ସଭିଏଁ ପାକିସ୍ତାନର ମହଙ୍ଗା ବଜାରକୁ ନେଇ ଚିନ୍ତିତ ହୋଇ ପଡିଛନ୍ତି। ଏହି ସମୟରେ ସେମାନେ କହିଛନ୍ତି ପ୍ରଧାନମନ୍ତ୍ରୀ ଇମ୍ରାନ୍‌…

ଲୋକଙ୍କୁ ଆକର୍ଷିତ କରୁଛି ଏହି କୁକୁର

ଏବେ ସୋସିଆଲ ମିଡିଆରେ ଏକ କୁକୁରର ଭିଡିଓ ଭାଇରାଲ ହେବାରେ ଲାଗିଛି। ତେବେ କୁକୁରଟି ନିଜ ଆଡକୁ ଲୋକଙ୍କୁ ଆକର୍ଷିତ କରୁଥିବାରୁ ଭିଡିଓଟି ଭାଇରାଲ ହେଉଛି। କୁକରଟି ନିଜ ଭଙ୍ଗା ଗୋଡ଼କୁ କିପରି ଘୋଷାଡ଼ି ଘୋଷାଡ଼ି ଚାଲୁଛି ତାହା ଦେଖିବାକୁ ମିଳିଛି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?