ଅନ୍ତର୍ଜାତୀୟ

ହାମାମାତସୁ ଏୟାର ବେସ୍‌ ବୁଲିଲେ ରାଜନାଥ

ଟୋକିଓ,୩।୯: ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂ ଜାପାନ ଗସ୍ତରେ ଅଛନ୍ତି। ମଙ୍ଗଳବାର ସେଠାରେ ସେ ହାମାମାସତୁ ଏୟାର୍‌ ବେସ୍‌ ବୁଲି ଦେଖିଛନ୍ତି। ଏହି ସମୟରେ ସେ ଏଫ୍‌-୧୫ଯୁଦ୍ଧ ବିମାନ ଓ କାଓ୍ବାସାକି ପ୍ରଶିକ୍ଷଣ ବିମାନ ସମ୍ପର୍କରେ ସବିଶେଷ ତଥ୍ୟ ବୁଝିଥିଲେ। ସୂଚନାଯୋଗ୍ୟ,…

୬୨୦୦ ଫୁଟ ଉଚ୍ଚରେ ଚେତାଶୂନ୍ୟ ହୋଇପଡ଼ିଲେ ଟ୍ରେନର: ପ୍ରଥମ ଥର ବିମାନ ଅବତରଣ କଲେ ଛାତ୍ର

କାନବେରା,୩।୯: ଅଷ୍ଟ୍ରେଲିଆରେ ବିମାନ ଉଡାଣର ପ୍ରଶିକ୍ଷଣ ଦିଆଯାଉଥିବା ସମୟରେ ଏକ ଅଭାବନୀୟ ଦୃଶ୍ୟ ଦେଖିବାକୁ ମିଳିଛି। ମଝି ଆକାଶରେ ଜଣେ ଛାତ୍ରଙ୍କୁ ଏକ ବଡ଼ ସମସ୍ୟାର ସାମ୍ନା କରିବାକୁ ପଡ଼ିଛି। କାରଣ ପ୍ରଶିକ୍ଷଣ ଦେଉଥିବା ଟ୍ରେନର ୬୨୦୦ଫୁଟ ଉପରେ ଚେତାଶୂନ୍ୟ ହୋଇଯାଇଥିଲେ।…

କାବୁଲରେ ଭୟଙ୍କର ବିସ୍ଫୋରଣ: ୧୬ ମୃତ

କାବୁଲ,୩।୯: ଆଫଗାନିସ୍ତାନର ରାଜଧାନୀ କାବୁଲରେ ସୋମବାର ବିଳମ୍ବିତ ରାତିରେ ଏକ ଭୟଙ୍କର ବିସ୍ଫୋରଣ ହୋଇଛି। ଏହି ଦୁର୍ଘଟଣାରେ ୧୬ଜଣଙ୍କ ମୃତ୍ୟୁ ହୋଇଥିବା ବେଳେ ଶହେରୁ ଊର୍ଦ୍ଧ୍ୱ ଲୋକ ଆହତ ହୋଇଛନ୍ତି। କେତେଗୁଡ଼ିଏ ଅନ୍ତଃରାଷ୍ଟ୍ରୀୟ ସଂଗଠନର କାର୍ଯ୍ୟାଳୟ ଥିବା ସ୍ଥାନରେ ଏହି ଦୁର୍ଘଟଣା…

ବାହାମାସରେ ତାଣ୍ଡବ ରଚିଲା ପରେ ଫ୍ଲୋରିଡା ମୁହାଁ ହେଉଛି ‘ଡୋରିଆନ୍‌’

ଓ୍ବାଶିଂଟନ,୩।୯: ସାମୁଦ୍ରିକ ଝଡ଼ ଡୋରିଆନ ବାହାମାସରେ ଲ୍ୟାଣ୍ଡଫଲ କରିବା ପରେ ସେଠାରେ ତାଣ୍ଡବ ରଚିଛି। ଏହାର ପ୍ରଭାବରେ ଏପର୍ଯ୍ୟନ୍ତ ୫ ଜଣଙ୍କ ମୃତ୍ୟୁ ହେବା ସହ ପାଖାପାଖି ୧୩ ହଜାର ଘର ସମ୍ପୂର୍ଣ୍ଣ ନଷ୍ଟ ହୋଇଯାଇଥିବା ସୂଚନା ମିଳିଛି। ଏବେ ଏହା…

ଯୁଦ୍ଧ ନୁହେଁ ଆଲୋଚନାକୁ ଦିଆଯିବ ଗୁରୁତ୍ୱ

ଲାହୋର, ୩ା୯(ପି.ଟି.): କୌଣସି ସମସ୍ୟାର ସମାଧାନ ଯୁଦ୍ଧ ଦ୍ୱାରା ହୋଇ ନ ଥିଏ। ଭାରତକୁ ମୁଁ ଏହା କହିବାକୁ ଚାହୁଁଛି। ଯୁଦ୍ଧରେ ବିଜୟ ଲାଭ କରିଥିବା ଦେଶ ମଧ୍ୟ କ୍ଷତି ସହିଥାଏ। ଭାରତ ଓ ପାକିସ୍ତାନ ଉଭୟ ପରମାଣୁ ଶକ୍ତିସମ୍ପନ୍ନ ଦେଶ।…

ପାକିସ୍ତାନ ସହ ଆଲୋଚନାକୁ ଜୟଶଙ୍କରଙ୍କ ଖଣ୍ଡନ

ଲଣ୍ଡନ,୩ା୯(ପି.ଟି.): ପାକିସ୍ତାନ ଖୋଲାଖୋଲି ଭାବେ ଆତଙ୍କବାଦୀ କାର୍ଯ୍ୟକଳାପ ଜାରି ରଖିଛି। ଆତଙ୍କବାଦୀଙ୍କୁ ନିଯୁକ୍ତି, ପ୍ରଶିକ୍ଷଣ ଓ ଆର୍ଥତ୍କ ସହାୟତା ଯୋଗାଇ ଆସୁଛି। ଏଥିରୁ ବିରତ ନ ହେବା ପର୍ଯ୍ୟନ୍ତ ଦ୍ୱିପାକ୍ଷିକ ଆଲୋଚନା ଆରମ୍ଭ ହେବାର ପ୍ରଶ୍ନ ଉଠୁନାହିଁ ବୋଲି ବହିର୍ବ୍ୟାପାର ମନ୍ତ୍ରୀ…

ଜାପାନ ଗସ୍ତରେ ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂ

ଟୋକିଓ,୨।୯: ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂହ ଜାପାନ ଗସ୍ତରେ ଯାଇ ସୋମବାର ଟୋକିଓରେ ପହଞ୍ଚିଛନ୍ତି। ଦୁଇଦେଶ ମଧ୍ୟରେ ସାମରିକ ସହଯୋଗ ବୃଦ୍ଧି ପାଇଁ ଜାପାନ ପ୍ରତିରକ୍ଷାମନ୍ତ୍ରୀ ତାକେସି ଇୱାୟାଙ୍କ ସହ ରାଜନାଥ ଆଲୋଚନା କରିଛନ୍ତି। ଦୁଇଦେଶ ମଧ୍ୟରେ ପ୍ରତିରକ୍ଷା ସମ୍ପର୍କ ବୃଦ୍ଧି…

୩ ବର୍ଷ ପରେ କୁଳଭୂଷଣଙ୍କୁ ମିଳିଲା କନ୍‌ସୁଲାର ଆକ୍ସେସ: ସାକ୍ଷାତ୍‌କାର କଲେ ଡେପୁଟି ହାଇ କମିଶନର

ଇସ୍‌ଲାମାବାଦ,୨।୯: ପାକିସ୍ତାନରେ ବନ୍ଦୀ ଥିବା ଭାରତୀୟ କୁଳଭୂଷଣ ଯାଦବଙ୍କୁ ୩ ବର୍ଷ ପରେ କନ୍‌ସୁଲାର ଆକ୍ସେସ ମିଳିଛି। ସୋମବାର ଭାରତୀୟ ଡେପୁଟି ହାଇ କମିଶନର ଗୌରବ ଆଲୁଓ୍ବାଲିଆ କୁଳଭୂଷଣଙ୍କୁ ଭେଟିଛନ୍ତି। ହେଲେ ପାକିସ୍ତାନ ନିଜ ମନ୍ଦ ବୁଦ୍ଧିର ପରିଚୟ ଦେଇ ସାକ୍ଷାତ୍‌କାରର…

ଡୋରିଆନ ସାମୁଦ୍ରିକ ଝଡ଼ ପାଇଁ ୬ଶହ ବିମାନ ବାତିଲ

ଓ୍ବାଶିଂଟନ,୨।୯: ମାଡି ଆସୁଛି ସାମୁଦ୍ରିକ ଝଡ଼ ଡୋରିଆନ। ଏହା ଉତ୍ତର ବାହାମସରେ ଲ୍ୟାଣ୍ଡଫଲ୍‌ କରିବାର ଅନୁମାନ କରାଯାଉଛି। ଏହା ଆମେରିକାରେ ତାଣ୍ଡବ ରଚିବ ବୋଲି କହିଛି ଆମେରିକା ପାଣିପାଗ ବିଭାଗ। ତେଣୁ ଏବେଠାରୁ ଆମେରିକାର ପ୍ରାୟ ୬ଶହ ବିମାନ ଉଡାଣକୁ ବାତିଲ…

କୁଳଭୂଷଣଙ୍କୁ ଆଜି ମିଳିବ କୂଟନୈତିକ ସହାୟତା

ଇସ୍‌ଲାମାବାଦ,୨ା୯ପି.ଟି.): ପାକିସ୍ତାନରେ ବନ୍ଦୀ ଥିବା ଭାରତର ପୂର୍ବତନ ନୌସେନା ଅଧିକାରୀ କୁଳଭୂଷଣ ଯାଦବଙ୍କୁ ଇସ୍‌ଲାମାବାଦ ସୋମବାର ଭାରତୀୟ ଉଚ୍ଚାୟୁକ୍ତଙ୍କ କାର୍ଯ୍ୟାଳୟ ଜରିଆରେ ଆଇନଗତ ସହାୟତା ଯୋଗାଇଦେବ ବୋଲି ରବିବାର ଘୋଷଣା କରିଛି। କନ୍‌ସୁଲାର ସମ୍ପର୍କିତ ଭିଏନା ଚୁକ୍ତିନାମା, ଅନ୍ତର୍ଜାତୀୟ ନ୍ୟାୟିକ ଅଦାଲତ…

ଟେକ୍ସାସ୍‌ରେ ଗୁଳି: ୭ ମୃତ

ହଷ୍ଟନ,୨ା୯(ପି.ଟି.): ଆମେରିକାର ଟେକ୍ସାସରେ ଗୁଳିକାଣ୍ଡ ଘଟି ୭ ଜଣ ନିହତ ହୋଇଥିବାବେଳେ ୨୧ ଆହତ ହୋଇଛନ୍ତି। ଆକ୍ରମଣକାରୀଙ୍କୁ ଟ୍ରାଫିକ୍‌ ଅଧିକାରୀମାନେ ଅଟକାଇବା ପରେ ସେ ଆଖିବୁଜା ଗୁଳି ଚଳାଇଥିଲା। ମିଡ୍‌ଲ୍ୟାଣ୍ଡ ଏବଂ ଓଡେସା ସହରରେ ଏହି ଗୁଳିକାଣ୍ଡ ଘଟିଛି। ପୋଲିସ ଗୁଳିରେ…

ଶିରୀନ୍‌ ହେବେ ଆମେରିକା ବିଚାରପତି

ଓ୍ବାଶିଂଟନ,୨ା୯(ପି.ଟି.): ଭାରତୀୟ ବଂଶୋଦ୍ଭବ ଆଟର୍ନି ଶିରୀନ୍‌ ମାଥ୍ୟୁସ୍‌ ଆମେରିକାର ଏକ ଜିଲା କୋର୍ଟ ବିଚାରପତି ହେବାକୁ ଯାଉଛନ୍ତି। କାଲିଫର୍ନିଆ ସଦର୍ନ ଜିଲା କୋର୍ଟର ବିଚାରପତି ଭାବେ ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ତାଙ୍କୁ ମନୋନୀତ କରିଛନ୍ତି। ସଦର୍ନ ଜିଲାରେ ସଂଘୀୟ ବିଚାରପତି ହେବାରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?