ଅନ୍ତର୍ଜାତୀୟ

ଚିନ୍ତାରେ ଇମ୍ରାନ୍‌: ତୃତୀୟ ଥର ଲାଗି ବଢିଲା ଅଟା ଦାମ୍‌

ଇସ୍‌ଲାମାବାଦ,୩୧।୮: ଭାରତକୁ ପରମାଣୁ ଯୁଦ୍ଧର ଧମକ ଦେଉଥିବା ପାକିସ୍ତାନ ଏ ପର୍ଯ୍ୟନ୍ତ ରୁଟି ସଙ୍କଟରୁ ବାହାରି ପାରୁନାହିଁ। ଏବେ ତୃତୀୟ ଥର ଲାଗି ଅଟାର ଦାମ ବୃଦ୍ଧି ଇମ୍ରାନ୍‌ ସରକାରଙ୍କୁ ଚିନ୍ତାରେ ପକାଇ ଦେଇଛି। ଏବେ ସେଠାରେ ସାଧାରଣ ଅଟାର ଦାମ୍‌…

ହିଂସ୍ର ହେଉଛି ହଂକଂ

ହଂକଂ,୩୧ା୮(ଆଇଏଏନ୍‌ଏସ୍‌): ହଂକଂରେ ବେଆଇନ ଭାବେ ଶୋଭାଯାତ୍ରା କରିବା ଅଭିଯୋଗରେ ଡେମୋସିଷ୍ଟୋ ପାର୍ଟି ନେତା ଜୋଶୁଆ ଓ୍ବୋଙ୍ଗ୍‌ଙ୍କ ସମେତ ଗଣତନ୍ତ୍ର ସପକ୍ଷବାଦୀ ୩ ନେତାଙ୍କୁ ଶୁକ୍ରବାର ଗିରଫ କରାଯାଇଛି। ୨୩ ବର୍ଷୀୟ ଓ୍ବୋଙ୍ଗ୍‌ ହେଉଛନ୍ତି ୨୦୧୪ ଅମ୍ବ୍ରେଲା ରିଭୋଲ୍ୟୁଶନ୍‌ର ନେତୃତ୍ୱ ନେଇଥିବା ଅନ୍ୟତମ…

ମୋଦିଙ୍କୁ ତ ଅଟକାଇ ପାରୁନ ‘କଶ୍ମୀର ଆଓ୍ବାର’ର ଅର୍ଥ କ’ଣ ବୋଲି ଇମ୍ରାନଙ୍କୁ ପ୍ରଶ୍ନ କଲେ ପାକିସ୍ତାନ ଜନତା

ଇସ୍‌ଲାମାବାଦ,୩୦।୮: ପାକିସ୍ତାନ ପ୍ରଧାନମନ୍ତ୍ରୀ ଇମ୍ରାନ ଖାଁ ଭାରତ ବିରୋଧି ଅନେକ ପଦକ୍ଷେପ ନେଉଥିବା ବେଳେ ଶୁକ୍ରବାର ଇମ୍ରାନଙ୍କ ସରକାର ଘୋଷଣା କରିଥିଲେ ‘କଶ୍ମୀର ଆଓ୍ବାର’। ଅର୍ଥାତ୍‌ ଦିନ ୧୨ଟାରୁ ୧୨ଟା ୩୦ ମିନିଟ୍‌ ପର୍ଯ୍ୟନ୍ତ ପାକିସ୍ତାନର ସମସ୍ତ କାର୍ଯ୍ୟାଳୟ, ହସ୍ପିଟାଲ ଏମିତିକି…

ମୋଦିଙ୍କ ନାଁ ନେବାରୁ ପାକିସ୍ତାନ ନେତାଙ୍କୁ ଲାଗିଲା କରେଣ୍ଟ

ଇସ୍‌ଲାମାବାଦ.୩୦।୮: ଏବେ ଭାରତ ନାଁ ନେଉ ନେଉ ପାକିସ୍ତାନକୁ ଲାଗିଲାଣି କରେଣ୍ଟ। ଶୁକ୍ରବାର ପାକିସ୍ତାନର ରେଲ ମନ୍ତ୍ରୀ ଶେଖ୍‌ ରସିଦ୍‌ ଅହମ୍ମଦ ଏକ ଜନସଭାକୁ ସମ୍ବୋଧନ ଦେବା ସମୟରେ ଭାରତର ପ୍ରଧାନମନ୍ତ୍ରୀ ମୋଦିଙ୍କ ନାଁ ଉଚ୍ଚାରଣ କରିଥିଲେ। ଆଉ ଏହି ସମୟରେ…

ଆଜି ‘କଶ୍ମୀର ଆଓ୍ବାର୍‌’ ପାଳିବ ପାକିସ୍ତାନ

ଇସ୍‌ଲାମାବାଦ, ୩୦-୮(ପି.ଟି.): ପାକିସ୍ତାନ ପ୍ରଧାନମନ୍ତ୍ରୀ ଇମ୍ରାନ୍‌ ଖାନଙ୍କ ଆହ୍ବାନକ୍ରମେ ସେଠାରେ ଶୁକ୍ରବାର ‘କଶ୍ମୀର ଆଓ୍ବାର୍‌’ ପାଳନ କରାଯିବ। ପାକିସ୍ତାନର ଖେଳାଳି, କଳାକାର ଓ ବିଭିନ୍ନ ବର୍ଗର ଲୋକ ମଧ୍ୟାହ୍ନ ୧୨ରୁ ୩ ମିନିଟ୍‌ ଲାଗି ଛିଡ଼ାହୋଇ କଶ୍ମୀରବାସୀଙ୍କ ଲାଗି ଏକ ହେବା…

ଇମ୍ରାନ୍‌ଙ୍କ ଅଫିସ ଉପରେ ଆଇଇଏସ୍‌ସିଓର ୪୧ ଲକ୍ଷ ବାକି:ବିଦ୍ୟୁତ୍‌ ସଂଯୋଗ କାଟିବାକୁ ଧମକ

ଇସ୍‌ଲାମାବାଦ,୩୦-୮(ପି.ଟି.):ଆର୍ଥତ୍କ ସଙ୍କଟ ଦେଇ ଗତି କରୁଥିବା ପାକିସ୍ତାନର ପ୍ରଧାନମନ୍ତ୍ରୀ ଇମ୍ରାନ୍‌ ଖାନଙ୍କ ପାଇଁ ଏକ ଲଜ୍ଜାଜନକ ପରିସ୍ଥିତି ସୃଷ୍ଟି ହୋଇଛି। ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟ (ପିଏମ୍‌ଓ) ଉପରେ ଇସ୍‌ଲାମାବାଦ ଇଲେକ୍ଟ୍ରିକ୍‌ ସପ୍ଲାଇ କମ୍ପାନୀ (ଆଇଇଏସ୍‌ସିଓ)ର ୪୧ ଲକ୍ଷ ଟଙ୍କା ବାକି ରହିଛି। ଉକ୍ତ…

ବିଦେଶୀ ମିଡିଆକୁ ଏଲ୍‌ଓସି ବୁଲାଇଲା ପାକ୍‌

ଇସ୍‌ଲାବାବାଦ,୩୦-୮ (ଆଇଏଏନ୍‌ଏସ୍‌):କଶ୍ମୀର ପ୍ରସଙ୍ଗରେ ବିଶ୍ୱବ୍ୟାପୀ ଡିଣ୍ଡିମ ପିଟି ଅନ୍ତର୍ଜାତୀୟ ସମୁଦାୟର ଦୃଷ୍ଟି ଆକର୍ଷଣ କରୁଥିବା ପାକିସ୍ତାନ ଗୁରୁବାର ବିଦେଶୀ ମିଡିଆକୁ ନିୟନ୍ତ୍ରଣରେଖା (ଏଲ୍‌ଓସି) ବୁଲାଇଛି। ଏହାସହ ଭାରତ ପଟୁ ଅସ୍ତ୍ରବିରତି ଉଲ୍ଲଂଘନ କରାଯାଇ ସାଧାରଣ ନାଗରିକଙ୍କୁ ଟାର୍ଗେଟ କରାଯାଉଥିବା ସେମାନଙ୍କ ନିକଟରେ…

‘ଗଜ୍‌ନବୀ’ପରୀକ୍ଷା କଲା ପାକିସ୍ତାନ

ଜମ୍ମୁ-କଶ୍ମୀର ସମ୍ପର୍କିତ କେନ୍ଦ୍ର ସରକାରଙ୍କ ନିଷ୍ପତ୍ତି ପରେ ଭାରତକୁ ବାରମ୍ବାର ଆଣବିକ ଅସ୍ତ୍ର ପ୍ରୟୋଗର ଧମକ ଦେଇ ଯୁଦ୍ଧ ଭୟ ଦେଖାଉଥିବା ପାକିସ୍ତାନ ଶେଷରେ ଏକ କ୍ଷେପଣାସ୍ତ୍ର ପରୀକ୍ଷା କରିଛି। ଗଜ୍‌ନବୀ ନାମକ ଏହି ସ୍ବଳ୍ପ ଦୂରଗାମୀ ମିସାଇଲ୍‌ର ପରୀକ୍ଷଣକୁ ଭାରତ…

ବ୍ରିଟିଶ ପାର୍ଲାମେଣ୍ଟ ସ୍ଥଗିତ ନିଷ୍ପତ୍ତିକୁ କୋର୍ଟରେ ଚ୍ୟାଲେଞ୍ଜ:ପ୍ରତିବାଦରେ ୧୪ ଲକ୍ଷରୁ ଊର୍ଦ୍ଧ୍ୱ ଦସ୍ତଖତ ସଂଗ୍ରହ

ଲଣ୍ଡନ,୩୦-୮:ୟୁରୋପୀୟ ସଂଘ (ଇୟୁ)ରୁ ବ୍ରିଟେନର ପ୍ରସ୍ଥାନ ଲାଗି ଆଉ ମାତ୍ର କେଇ ସପ୍ତାହ ବାକି ଥିବାବେଳେ ପ୍ରଧାନମନ୍ତ୍ରୀ ବୋରିସ୍‌ ଜନସନ ପାର୍ଲାମେଣ୍ଟ ଅଧିବେଶନକୁ ସ୍ଥଗିତ ରଖିବା ପାଇଁ ନିଷ୍ପତ୍ତି ନେଇଥିବାରୁ ଏହାକୁ କୋର୍ଟରେ ଚ୍ୟାଲେଞ୍ଜ କରାଯାଇଛି। ୟୁରୋପୀୟ ସମର୍ଥକ ତଥା ବିନା…

ବ୍ଲକେଜ୍‌ ହଟାଇବ ରୋବୋଟିକ ଥ୍ରେଡ୍‌

ଓ୍ବାଶିଂଟନ: ମାସାଚ୍ୟୁସେଟସ ଇନ୍‌ଷ୍ଟିଚ୍ୟୁଟସ ଅଫ୍‌ ଟେକନୋଲୋଜି(ଏମ୍‌ଆଇଟି)ର ଗବେଷକମାନେ ବିକାଶ କରିଛନ୍ତି ଏକ ରୋବୋଟିକ ଥ୍ରେଡ୍‌। ଏହା ଚୁମ୍ବକୀୟ ଶକ୍ତି ଦ୍ୱାରା ସଞ୍ଚାଳିତ ହୋଇପାରୁଛି। ଏହା ଅତି ସରୁ ଓ କ୍ଷୁଦ୍ର ବ୍ଲଡ୍‌ ଭେସେଲସ୍‌ ବା ରକ୍ତ ବାହିକା ମଧ୍ୟରେ ଗତି କରି…

ଟ୍ୟୁମର ସେଲ୍‌ ନଷ୍ଟ କରିବ ସାଇଟୋଫୋନ୍‌

ଯନ୍ତ୍ରର ନାଁ ସାଇଟୋଫୋନ୍‌। ଆମେରିକାର ଅର୍କାନସାସ୍‌ ବିଶ୍ୱବିଦ୍ୟାଳୟର ବୈଜ୍ଞାନିକମାନେ ଏହାକୁ ପ୍ରସ୍ତୁତ କରିଛନ୍ତି। ଶରୀରରେ ଟ୍ୟୁମର ସେଲ୍‌ ବ୍ୟାପିବାରେ ଏହା ବାଧା ଦେଉଛି। ଏମିତି କି ସେଲ୍‌କୁ ନଷ୍ଟ କରିପାରୁଛି। ରକ୍ତରେ ଟ୍ୟୁମର ସେଲ୍‌କୁ ଠାବ କରାଯିବା ପାଇଁ ଏବେ ବ୍ୟବହାର…

ନିଜ ପାଇଁ ବର ଖୋଜୁଛନ୍ତି ଏହି ଯୁବତୀ, ମନପସନ୍ଦର ସାଥୀ ମିଳିଲେ ତାଙ୍କୁ ଦେବେ ୬୫ କୋଟି ଟଙ୍କା

ମନପସନ୍ଦର ଜୀବନସାଥୀଟିଏ ପାଇବାକୁ ସମସ୍ତଙ୍କର ସ୍ବପ୍ନ ଥାଏ। ବିବାହ ପ୍ରସଙ୍ଗରେ ଝିଅ ହେଉ କି ପୁଅ କାହାକୁ ଏଥିରେ ତରବରିଆ ପଦକ୍ଷେପ ନେବା ଉଚିତ୍‌ ନୁହେଁ। ଏମିତିରେ ରୁଷିଆର ମଡେଲ୍‌ ଆନ୍ନା ନିଜ ପସନ୍ଦର ପୁଅ ସହ ବିବାହ ରଚିବାକୁ ଆଗ୍ରହ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?