ଅନ୍ତର୍ଜାତୀୟ

ପାକ୍‌ ରେଳମନ୍ତ୍ରୀଙ୍କୁ ଲଣ୍ଡନରେ ଅଣ୍ଡାମାଡ଼

ଇସ୍‌ଲାମାବାଦ,୨୪।୮(ଆଇଏଏନ୍‌ଏସ୍‌): ପାକିସ୍ତାନ ରେଳମନ୍ତ୍ରୀ ତଥା ଆଓ୍ବାମୀ ମୁସ୍‌ଲିମ୍‌ ଲିଗ୍‌ (ଏଏମ୍‌ଏଲ୍‌) ଅଧ୍ୟକ୍ଷ ଶେଖ୍‌ ରଶିଦ୍‌ ଅହମ୍ମଦଙ୍କୁ ମଙ୍ଗଳବାର ଲଣ୍ଡନରେ ଅଣ୍ଡାମାଡ଼ ହୋଇଛି। ପାକିସ୍ତାନ ପିପୁଲ୍ସ ପାର୍ଟି (ପିପିପି)ର ଦୁଇଜଣ ନେତା ତାଙ୍କୁ ଅଣ୍ଡାମାଡ଼ କରିବା ସହ ମୁଥ ମାରିଥିଲେ। ପିପିପି ନେତା…

ଜଳୁଛି ଆମାଜନ ଜଙ୍ଗଲ

ହୁମାଇଟା,୨୪।୮: ବିଶ୍ୱର ଫୁସ୍‌ଫୁସ୍‌ କୁହାଯାଉଥିବା ସର୍ବବୃହତ ବିଷୁବ ମଣ୍ଡଳୀୟ ଜଙ୍ଗଲ ଆମାଜନର ବହୁ ଅଞ୍ଚଳ ହୁ ହୁ ହୋଇ ଜଳୁଛି। ପୃଥିବୀକୁ ୨୦ ପ୍ରତିଶତ ଅମ୍ଳଜାନ ଯୋଗାଉଥିବା ଏହି ଚିରହରିତ ଜଙ୍ଗଲର ସୁରକ୍ଷା ଅପରିହାର୍ଯ୍ୟ ହୋଇପଡିଛି। ଏହା ଉପରେ ଜରୁରୀ ଆଲୋଚନା…

ପ୍ରିୟଙ୍କା ବ୍ୟକ୍ତିଗତ ମତ ଦେଇପାରିବେ: ଜାତିସଂଘ

ଜତିସଂଘ: ୟୁନିସେଫ୍‌ ଗୁଡଓ୍ବିଲ୍‌ ଆମ୍ବାସାଡର (ସଦିଚ୍ଛାମୂଳକ ରାଷ୍ଟ୍ରଦୂତ)ଭାବେ ଅଭିନେତ୍ରୀ ପ୍ରିୟଙ୍କା ଚୋପ୍ରାଙ୍କର ବ୍ୟକ୍ତିଗତ ମତ ଦେବା ଅଧିକାର ରହିଛି ବୋଲି ଜାତିସଂଘ ମୁଖପାତ୍ର ପ୍ରକାଶ କରିଛନ୍ତି। ପ୍ରିୟଙ୍କା ଭାରତୀୟ ବାୟୁସେନାକୁ ଉତ୍ସାହିତ କରିବାଭଳି ଏକ ଟୁଇଟ୍‌ କରିବା ପରେ ପାକିସ୍ତାନ ପକ୍ଷରୁ…

ମୋଦିଙ୍କ ଭାଷଣ ଶୁଣିବାକୁ ନାମ ପଞ୍ଜୀକରଣ କଲେ ୫୦ ହଜାର ଲୋକ

ହଷ୍ଟନ,୨୩।୮: ଆସନ୍ତା ମାସରେ ଆମେରିକାର ହଷ୍ଟନଠାରେ ଥିବା ଏନ୍‌ଜିଆର୍‌ ଷ୍ଟାଡିୟମରେ ଭାରତର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଉଦ୍‌ବୋଧନ ଦେବାର କାର୍ଯ୍ୟକ୍ରମ ରହିଛି। ମୋଦିଙ୍କ ଉଦ୍‌ବୋଧନ ଶୁଣିବା ଲାଗି ଗତ ୩ ସପ୍ତାହ ମଧ୍ୟରେ ପାଖାପାଖି ୫୦ ହଜାର ବ୍ୟକ୍ତି ସେମାନଙ୍କ ନାଁ…

ବ୍ଲାକ୍‌ଲିଷ୍ଟରେ ପାକିସ୍ତାନ

ଇସଲାମାବାଦ,୨୩।୮: ଭାରତ ସହ ଯୁଦ୍ଧ କରିବାକୁ ପ୍ରସ୍ତୁତ ଥିବା ପାକିସ୍ତାନ ଓ ତା’ର ପ୍ରଧାନମନ୍ତ୍ରୀ ଇମ୍ରାନ୍‌ ଖାଁଙ୍କୁ ପୁଣି ଏକ ଶକ୍ତ ଧକ୍କା ଲାଗିଛି। ଫାଇନାନ୍‌ସିଆଲ୍‌ ଆକ୍ସନ୍‌ ଟାକ୍ସ ଫୋର୍ସ(ଏଫ୍‌ଏଟିଏଫ୍‌)ଶେଷରେ ପାକିସ୍ତାନକୁ ବ୍ଲାକ୍‌ଲିଷ୍ଟରେ ପକାଇ ଦେଇଛି। ଭାରତ କିଛି ବର୍ଷ ପୂର୍ବରୁ…

ଫ୍ରାନ୍ସରେ ମୋଦିଙ୍କୁ ଜୋରଦାର ସ୍ବାଗତ କଲେ ମୁସଲମାନ: ଚିଡିଲା ପାକିସ୍ତାନ

ପ୍ୟାରିସ୍‌,୨୩।୮:ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଗୁରୁବାର ଫ୍ରାନ୍ସ ଗସ୍ତରେ ଯାଇଛନ୍ତି। ବିମାନବନ୍ଦରରେ ମୋଦିଙ୍କୁ ଗୁଜରାଟର ବୋହରା ମୁସଲମାନମାନେ ତ୍ରିରଙ୍ଗା ଧରି ଜୋରଦାର ସ୍ବାଗତ କରିଥିଲେ। ଏହାସହ ଭାରତ ମାତା କୀ ଜୟ ନାରା ଦେଇଥିଲେ। ତେବେ ମୋଦିଙ୍କୁ ମୁସଲମାନମାନେ ସ୍ବାଗତ କରିବା ପାକିସ୍ତାନକୁ…

ଆମେରିକାର ଚେତାବନୀ: ଭାରତ ସହ ପ୍ରତିଶୋଧ ନ ନେଉ ପାକିସ୍ତାନ

ଓ୍ବାଶିଂଟନ୍‌, ୨୩।୮:ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ପୁଣି ପାକିସ୍ତାନ ପ୍ରଧାନମନ୍ତ୍ରୀ ଇମ୍ରାନ ଖାନଙ୍କୁ ଚେତାବନୀ ଦେଇଛନ୍ତି। ଭାରତଠାରୁ ଏବେ ପ୍ରତିଶୋଧ ନେଲେ ତାର ପରିଣାମ ପାକିସ୍ତାନକୁ ଭୋଗିବାକୁ ପଡିବ ବୋଲି ସେ କହିଛନ୍ତି। ଭାରତ ସୀମାରେ ପାକିସ୍ତାନ ବାରମ୍ବାର ଅସ୍ତ୍ରବିରତି ଉଲ୍ଲଘଂନ…

ଫ୍ରାନ୍ସରେ ପହଞ୍ଚିଲେ ମୋଦି

ପ୍ୟାରିସ୍‌, ୨୩ା୮(ପି.ଟି.):ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ତ୍ରିରାଷ୍ଟ୍ରୀୟ ଗସ୍ତକ୍ରମରେ ଗୁରୁବାର ଫ୍ରାନ୍ସରେ ପହଞ୍ଚିଛନ୍ତି। ବିମାନବନ୍ଦରରେ ତାଙ୍କୁ ଫ୍ରାନ୍ସର ବହିର୍ବ୍ୟାପାର ତଥା ୟୁରୋପ ବ୍ୟାପାର ଦାୟିତ୍ୱରେ ଥିବା ମନ୍ତ୍ରୀ ଜିନ୍‌-ୟେଭ୍ସ୍‌ ଲେ ଡ୍ରାଏନ ସ୍ବାଗତ କରିଥିଲେ। ସେଠାରେ ରାଷ୍ଟ୍ରପତି ଇମାନୁଏଲ ମାକ୍ରୋନଙ୍କ ସହ ଦ୍ୱିପାକ୍ଷିକ…

କଶ୍ମୀର ପ୍ରସଙ୍ଗ: ଭାରତକୁ ଫ୍ରାନ୍ସର ସମର୍ଥନ

ପ୍ୟାରିସ୍‌, ୨୩।୮:ଜମ୍ମୁ-କଶ୍ମୀର ପ୍ରସଙ୍ଗରେ ଭାରତକୁ ସମର୍ଥନ ଜଣାଇଛି ଫ୍ରାନ୍ସ। ଉଭୟ ଭାରତ-ପାକିସ୍ତାନ ଦ୍ୱିପାକ୍ଷୀୟ କଥାବାର୍ତ୍ତା ଜରିଆରେ କଶ୍ମୀର ପ୍ରସଙ୍ଗ ସମାଧାନ ଆବଶ୍ୟକ। ଏଥିରେ ତୃତୀୟ ପକ୍ଷ ପଶିବା ଉଚିତ୍‌ ନୁହେଁ ବୋଲି ଫ୍ରାନ୍ସ ରାଷ୍ଟ୍ରପତି ଏମାନୁଏଲ୍‌ ମ୍ୟାକ୍ରୋନ୍‌ କହିଛନ୍ତି। ପ୍ରଧାନମନ୍ତ୍ରୀ ନରେନ୍ଦ୍ର…

‘ଆଇଏସ୍‌ ବିରୋଧରେ କାର୍ଯ୍ୟାନୁଷ୍ଠାନ ନେଉ ଭାରତ’

ଓ୍ବାଶିଂଟନ, ୨୩ା୮(ପି.ଟି.): ଆତଙ୍କବାଦ ବିରୋଧରେ ଲଢେଇ ଜାରି ରଖିଥିବା ଭାରତ ଆଫଗାନିସ୍ତାନରେ ଆଇଏସ୍‌ ଆତଙ୍କବାଦୀଙ୍କ ବିରୋଧରେ ଦୃଢ ପଦକ୍ଷେପ ଗ୍ରହଣ କରୁ ବୋଲି ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ କହିଛନ୍ତି। ଭାରତ ସହ ଇରାନ, ରୁଷିଆ, ତୁର୍କୀ ଭଳି ଦେଶ ଏଥିରେ…

‘ଭାରତ ସହ ଆଉ ଆଲୋଚନା ଚାହୁଁନୁ’

ନୂଆଦିଲ୍ଲୀ, ୨୩ା୮(ପି.ଟି.):୩୭୦ ଧାରା ଉଚ୍ଛେଦ ପରେ ଭାରତ ଓ ପାକିସ୍ତାନ ମଧ୍ୟରେ ତିକ୍ତତା ବୃଦ୍ଧି ପାଇଥିବାବେଳେ ପାକିସ୍ତାନ ପ୍ରଧାନମନ୍ତ୍ରୀ ଇମ୍ରାନ ଖାନ୍‌ ହତୋତ୍ସାହିତ ହୋଇପଡ଼ିଛନ୍ତି। ଆମେ ଭାରତ ସହ ଆଉ ଦ୍ୱିପାକ୍ଷିକ ଆଲୋଚନା ଚାହୁଁନାହୁଁ ବୋଲି ସେ ବିଦେଶୀ ମିଡିଆକୁ ବିବୃତି…

ଘର ପାଖ ପାର୍କ ମାନସିକ ସ୍ବାସ୍ଥ୍ୟ ପାଇଁ ଭଲ

ଲଣ୍ଡନ: ସହରାଞ୍ଚଳରେ ଘର ପାଖରୁ ୩୦୦ ମିଟର ମଧ୍ୟରେ ପାର୍କ କିମ୍ବା ସବୁଜ ପରିବେଶ ରହିଲେ ତାହା ବ୍ୟକ୍ତିଙ୍କୁ ସୁଖଦ ଅନୁଭବ ଦେଇଥାଏ।ଏହାଦ୍ୱାରା ସେମାନଙ୍କ ମାନସିକ ସ୍ବାସ୍ଥ୍ୟ ଭଲ ରହେ ବୋଲି ଗବେଷକମାନେ କହିଛନ୍ତି। ଇଂଲଣ୍ଡର ବାର୍ଷିକ ଜନସଂଖ୍ୟା ସର୍ଭେରେ ଦର୍ଶାଯାଇଥିବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?