ଅନ୍ତର୍ଜାତୀୟ

ଜମ୍ମୁ-କଶ୍ମୀର ସମସ୍ୟାରେ ଟ୍ରମ୍ପ୍‌ଙ୍କ ମଧ୍ୟସ୍ଥତା ଉଦ୍ୟମ: ଧର୍ମକୁ ନେଇ ଦେଲେ ବିବାଦୀୟ ମନ୍ତବ୍ୟ

ଓ୍ବାଶିଂଟନ,୨୧।୮: ଜମ୍ମୁ-କଶ୍ମୀର ସମସ୍ୟାରେ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ୍‌ ମଧ୍ୟସ୍ଥତା କରିବା ପାଇଁ ବେଶ୍‌ ଆଗ୍ରହ ପ୍ରକାଶ କରୁଛନ୍ତି। ତେଣୁ ଏହି ସମସ୍ୟା ନେଇ ସେ ପ୍ରତିଦିନ ନୂଆ ନୂଆ ମନ୍ତବ୍ୟ ଦେବାରେ ଲାଗିଛନ୍ତି। ଏବେ ଟ୍ରମ୍ପ୍‌ ଏହି ସମସ୍ୟାରେ ଧର୍ମକୁ…

ଆଇସିଜେ ଯିବ ପାକିସ୍ତାନ

ଇସ୍‌ଲାମାବାଦ,୨୧ା୮(ପି.ଟି.)- ଜମ୍ମୁ-କଶ୍ମୀରରୁ ଭାରତ ସ୍ବତନ୍ତ୍ର ପାହ୍ୟା ପ୍ରତ୍ୟାହାର କରିବାର ଦୁଇ ସପ୍ତାହ ପରେ ପାକିସ୍ତାନ ଏହି ପ୍ରସଙ୍ଗରେ ଅନ୍ତର୍ଜାତୀୟ ଅଦାଲତ (ଆଇସିଜେ)ଙ୍କ ଦ୍ୱାରସ୍ଥ ହେବାକୁ ଯାଉଛି। ପାକିସ୍ତାନର ବହିର୍ବ୍ୟାପାର ମନ୍ତ୍ରୀ ଶାହ ମେହମୁଦ୍‌ କୁରେଶୀ ମଙ୍ଗଳବାର ଏକ ଟିଭି ଚ୍ୟାନେଲ୍‌କୁ ସାକ୍ଷାତ୍‌କାରରେ…

କ୍ଷମା ମାଗିଲେ ଜାକିର ନାଏକ

କୁଆଲାଲମ୍ପୁର,୨୧ା୮: ମାଲେସିଆରେ ରହୁଥିବା ବିବାଦୀୟ ଭାରତୀୟ ଇସ୍‌ଲାମ ଧର୍ମ ପ୍ରଚାରକ ଜାକିର ନାଏକ ତାଙ୍କର ବର୍ଣ୍ଣବୈଷମ୍ୟ ମନ୍ତବ୍ୟ ପାଇଁ ମଙ୍ଗଳବାର କ୍ଷମା ମାଗିଛନ୍ତି। ତେବେ ସେ ଜାତିବାଦୀ ନୁହନ୍ତି ବୋଲି କହିଛନ୍ତି। ସମାଲୋଚକମାନେ ତାଙ୍କ ମନ୍ତବ୍ୟର ଭୁଲ୍‌ ତଥ୍ୟ ଉପସ୍ଥାପନ କରିଛନ୍ତି।…

ପାକିସ୍ତାନକୁ ମହଙ୍ଗା ପଡିଲା ଭାରତ ବିରୋଧୀ ଟୁଇଟ୍‌: ବନ୍ଦ ହେଲା ୨ଶହ ଆକାଉଣ୍ଟ

କରାଚି,୨୦।୮: ପାକିସ୍ତାନ ଲାଗାତର ଭାବେ ଭାରତ ବିରୋଧୀ ଟୁଇଟ୍‌ କରୁଥିବାରୁ ଏହାକୁ ନେଇ ଭାରତୀୟ ପ୍ରଶାସନ ଅଭିଯୋଗ ଆଣିଥିଲା। ଫଳରେ ମାଇାକ୍ରୋବ୍ଲଗିଙ୍ଗ ସାଇଟ୍‌ ଟୁଇଟର ଏବେ ପାକିସ୍ତାନର ପ୍ରାୟ ୨ଶହ ଟୁଇଟର ଆକାଉଣ୍ଟ ବନ୍ଦ କରିଦେଇଥିବା ଜଣାପଡିଛି। ତେବେ କଶ୍ମୀର ସମସ୍ୟାକୁ…

ଆମେରିକା ପାଇଁ ବିପଦ ଚାଇନା କ୍ଷେପଣାସ୍ତ୍ର

ହଂକଂ,୨୦।୮: ଚାଇନା ସେନା(ପିଏଲ୍‌ଏ) ନିକଟରେ ଏମିତି କ୍ଷେପଣାସ୍ତ୍ର ରହିଛି ଯାହା ସେ ଆମେରିକାକୁ ଧମକ ଦେବାରେ ଯଥେଷ୍ଟ ବୋଲି ଏକ ରିପୋର୍ଟରୁ ଜଣାପଡିଛି। ଗୁଆମ, ଜାପାନ, ସିଙ୍ଗାପୁର ଓ ଦକ୍ଷିଣ କୋରିଆ ଭଳି ଦେଶ ନିକଟରେ ଥିବା ଆମେରିକା ସେନା ଶିବିରକୁ…

କର୍ମସ୍ଥଳକୁ ନକଲି ଦାଢି ଲଗାଇ ଗଲେ ମହିଳା ବୈଜ୍ଞାନିକ:ଜାଣନ୍ତୁ କାହିଁକି

ନ୍ୟୁୟର୍କ,୨୦।୮:ଆମେରିକାରେ ମହିଳା ବୈଜ୍ଞାନିକମାନେ ଏକ ଅଜବ ଢଙ୍ଗରେ ପ୍ରତିବାଦ ଆରମ୍ଭ କରିଛନ୍ତି। ସବୁ ପ୍ରତିଭା ଥାଇ ସୁଦ୍ଧା ସେମାନଙ୍କୁ କର୍ମସ୍ଥଳରେ ଭେଦଭାବର ଶିକାର ହେବାକୁ ପଡୁଛି। ଏହାକୁ ବିରୋଧ କରି ସେମାନେ ନକଲି ଦାଢି ଲଗାଇ କର୍ମସ୍ଥଳକୁ ଯାଉଛନ୍ତି। ଜଣେ ବିଜ୍ଞାନ…

ଭାରତ-ପାକିସ୍ତାନ ମଧ୍ୟରେ ସ୍ଥିତି ସଙ୍କଟ ଜନକ: ଟ୍ରମ୍ପ୍‌

ଓ୍ବାଶିଂଟନ,୨୦।୮: ଭାରତ-ପାକିସ୍ତାନ ମଧ୍ୟରେ ସ୍ଥିତି ସଙ୍କଟ ଜନକ ଥିବା ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ୍‌ ଟୁଇଟ୍‌ କରି ମଙ୍ଗଳବାର ଭୋର୍‌ ୫ଟା ୧୩ରେ ଜଣାଇଛନ୍ତି। ଏହା ପୂର୍ବରୁ ଟ୍ରମ୍ପ୍‌ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ସହିତ ସୋମବାର ଫୋନ୍‌ରେ କଥାବାର୍ତ୍ତା ହୋଇଥିଲେ। ପରେ…

ଗୋଟିଏ ପଥର ବଦଳାଇଦେଲା ଜୀବନ

ଫିଲିପାଇନ୍ସର ଜଣେ ମତ୍ସ୍ୟଜୀବୀଙ୍କ ଜୀବନ ରାତାରାତି ବଦଳିଯାଇଛି। ଗୋଟିଏ ଝଟ୍‌କାରେ ସେ କୋଟିପତି ହେବାର ସୌଭାଗ୍ୟ ଅର୍ଜନ କରିଛନ୍ତି। ତେବେ କୋଟିପତି କରିବାରେ ତାଙ୍କୁ ଏକ ପଥର ସାହାଯ୍ୟ କରିଛି। ଆଶ୍ଚର୍ଯ୍ୟ ଲାଗୁଥିଲେ ମଧ୍ୟ ଏହା ସତ। ପ୍ରଥମେ ୩୪ କିଲୋର…

ଗଧ ଭାରି ବୁଦ୍ଧିଆ; ସ୍ମରଣ ଶକ୍ତି ବି ଅଧିକ ଥାଏ

ଓ୍ବାଶିଂଟନ୍‌,୧୯।୮: ଗଧ ଘୋଡ଼ା ପ୍ରଜାତିର ଉଚ୍ଚତାରେ ସବୁଠାରୁ ଛୋଟ ପ୍ରାଣୀ। ଗଧମାନେ ଭାରି ବୁଦ୍ଧିଆ। ସେମାନଙ୍କର ସ୍ମରଣ ଶକ୍ତି ଅଧିକ ରହିଥାଏ। ଅଧିକ ଦିନ ଧରି ସେମାନେ କୌଣସି କଥାକୁ ମନେ ରଖିପାରିଥାନ୍ତି ବୋଲି ଆମେରିକା ମେକ୍ସିକୋରେ ହୋଇଥିବା ଏକ ଗବେଷଣାରୁ…

ଆଇଏସ୍‌ ଆତଙ୍କବାଦୀ ସଙ୍ଗଠନକୁ ମୂଳୋତ୍ପାଟନ କରିବାକୁ ସଂକଳ୍ବ ନେଲେ ଘାନି

କାବୁଲ,୧୯।୮: ଆଫଗାନିସ୍ତାନ ରାଜଧାନୀ କାବୁଲରେ ବଡ ଧରଣର ଆତଙ୍କବାଦୀ ଆକ୍ରମଣ ପରେ ରାଷ୍ଟ୍ରପତି ଅଶରଫ ଘାନି ଆଇଏସ୍‌ ଆତଙ୍କବାଦୀଙ୍କ ସମସ୍ତ ସୁରକ୍ଷିତ ଶିବିରକୁ ଧ୍ୱଂସ କରିବାକୁ ଶପଥ ନେଇଛନ୍ତି। ସେ କହିଛନ୍ତି କୌଣସି ବି ସ୍ଥିତିରେ ଆଫଗାନିସ୍ତାନକୁ ଆତଙ୍କବାଦୀଙ୍କ ସ୍ବର୍ଗ କରିବାକୁ…

ଲୋକଙ୍କଠାରୁ ବନ୍ଧୁକ କିଣୁଛନ୍ତି ନ୍ୟୁଜିଲାଣ୍ଡ ସରକାର: ୫୦ ଦିନରେ କିଣିଲେ ୧୨ ହଜାର ବନ୍ଧୁକ

କ୍ରାଏଷ୍ଟ୍‌ଚର୍ଚ୍ଚ,୧୯।୮: ଦେଶରେ ଆପରାଧୀକ ମାମଲା ବୃଦ୍ଧି ପାଉଥିବାରୁ ନ୍ୟୁଜିଲାଣ୍ଡ୍‌ ସରକାର ଲୋକଙ୍କଠାରୁ ବନ୍ଧୁକ କିଣିବା ଆରମ୍ଭ କରିଛନ୍ତି। ଗତ କିଛି ଦିନ ତଳେ କ୍ରାଏଷ୍ଟ୍‌ଚର୍ଚ୍ଚରେ ହୋଇଥିବା ଆକ୍ରମଣ ପରେ ସରକାରଙ୍କ ପକ୍ଷରୁ ଏହି ଅଭିଯାନ ଜାରି ରହିଛି। ଇତିମଧ୍ୟରେ ଏଥିପାଇଁ ୭୩…

ଭାରତୀୟ ଚ୍ୟାନେଲ ପ୍ରସାରଣ କରିବାରୁ ଜବତ ହେଲା କରାଚିର କେବଲ୍‌ ନେଟଓ୍ବର୍କ

ଇସଲାମାବାଦ,୧୯।୮: ପାକିସ୍ତାନରେ ଭାରତୀୟ ଚ୍ୟାନେଲକୁ ବ୍ୟାନ କରାଯିବା ପରେ କରାଚିରେ ଥିବା ଗାର୍ଡନ କେବଳ ଟେଲିଭିଜନ ନେଟଓ୍ବର୍କ ଏହାକୁ ଅଣଦେଖା କରିଥିଲା। ସେ ଭାରତୀୟ ଚ୍ୟାନେଲ ପ୍ରସାରଣ କରୁଥିବା ଜାଣିବା ପରେ ପାକିସ୍ତାନ ଇଲକ୍ଟ୍ରୋନିକ ମିଡିଆ ରେଗୁଲେଟୋରୀ ଅଥରିଟି(ପିଇଏମ୍‌ଆର୍‌ଏ) ଏହାକୁ ଜବତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?