ପ୍ଲାଷ୍ଟିକ୍ କପ୍ରେ ଚା’ ପିଉଥିଲେ ହୁଅନ୍ତୁ ସାବଧାନ…
କେତେକଙ୍କର ଚା’ ପିଇବା ଅଭ୍ୟାସ ଥାଏ। ତେବେ ବାହାରେ ପ୍ଲାଷ୍ଟିକ୍ କପ୍ରେ ଚା’ ପିଉଥିଲେ ସାବଧାନତା ଅବଲମ୍ବନ କରିବା ଆବଶ୍ୟକ। କାରଣ ଏହା ମଧ୍ୟରେ ଥିବା ପ୍ଲାଷ୍ଟିକ୍ କୋଟିଂ ତାପମାତ୍ରା ଯୋଗୁ ଏକ ପ୍ରକାର ପ୍ରତିକ୍ରିୟା କରିଥାଏ। ଏଥିରୁ ସୃଷ୍ଟି ହେଉଥିବା…
ଯେଉଁଠି ଫୁଲ ତୋଡା ଧରିଲେ ଖୁବ୍ଶୀଘ୍ର ହୁଏ ବିବାହ
ବିବାହକୁ ନେଇ ରହିଛି ଭିନ୍ନ ଭିନ୍ନ ପରମ୍ପରା। ଚାଇନାରେ ଥିବା ଏକ ଅଜବ ପରମ୍ପରା ସମସ୍ତଙ୍କୁ ଆଶ୍ଚର୍ଯ୍ୟ କରୁଥିଲେ ମଧ୍ୟ ଏମିତି ପରମ୍ପରାରେ ଲୋକେ ଭାଗ ନେବାକୁ ବେଶ୍ ପସନ୍ଦ କରନ୍ତି। ବିଶେଷ କରି ଅବିବାହିତ ଝିଅ ପୁଅମାନେ ଏଥିରେ ଅଧିକ…
ଇରାକ୍ର ବୋମାମାଡ଼: ୨ ଆଇଏସ୍ ଆତଙ୍କବାଦୀ ନିହତ
ବାଗଦାଦ୍,୧୭।୮: ଇରାକ୍ର ବୋମାମାଡ଼ରେ ୨ ଆଇଏସ୍ ଆତଙ୍କବାଦୀ ନିହତ ହୋଇଛନ୍ତି। ପୂର୍ବ ଦିୟାଲ ପ୍ରଦେଶରେ ହୋଇଥିବା ଆତଙ୍କବାଦୀ ବିରୋଧୀ ଅପରେଶନ୍ରେ ଏହି ସଫଳତା ମିଳିଥିବା କୁହାଯାଉଛି। ଏହା ସହିତ ଆଇଏସ୍କୁ ପାଣ୍ଠି ଯୋଗାଉଥିବା ଅଭିଯୋଗରେ ୨ ଜଣଙ୍କୁ ଗିରଫ କରାଯାଇଛି। ଆତଙ୍କବାଦୀ…
ପାକିସ୍ତାନ କୂଟନୈତିଜ୍ଞଙ୍କ ନାଲିଆଖି: କହିଲେ ଛାୟା ଯୁଦ୍ଧ କିମ୍ବା ଯୁଦ୍ଧ ଦ୍ୱାରା କଶ୍ମୀର ସମସ୍ୟାର ହେବ ସମାଧାନ
ଇସଲାମାବାଦ୍, ୧୭।୮: ଅନୁଚ୍ଛେଦ ୩୭୦ ଉଚ୍ଛେଦ ନେଇ ପାକିସ୍ତାନର ମତିଭ୍ରମ ହେବାରେ ଲାଗିଛି। ସମର୍ଥନ ଯୋଗାଡ଼ କରିବାରେ ଅସଫଳ ହେବା ପରେ ପାକିସ୍ତାନ ଏବେ ବିବାଦୀୟ ମନ୍ତବ୍ୟ ଦେବାରେ ଲାଗିଛି। ଏନେଇ ପାକିସ୍ତାନ କୂଟନୈତିଜ୍ଞ ଜାଫର ହିଲାଲେ ଭାରତକୁ ନାଲିଆଖି ଦେଖାଇଛନ୍ତି।…
ରାଜନାଥଙ୍କ କଥା ଶୁଣି ହଡବଡେଇଲାଣି ପାକିସ୍ତାନ
ଇସଲାମାବାଦ,୧୭।୮: ଜମ୍ମୁ-କଶ୍ମୀରରୁ ଧାରା ୩୭୦ ଉଚ୍ଛେଦ ହେବା ପରେ ଏହାକୁ ନେଇ ପାକିସ୍ତାନ ଭାରତ ସହ ସବୁ ପ୍ରକାର ସମ୍ପର୍କ ଛିନ୍ନ କରିବାକୁ ଯେମିତି ପଣ କରିଛି। ଶୁକ୍ରବାର ପୂର୍ବତନ ପ୍ରଧାନମନ୍ତ୍ରୀ ଅଟଳ ବିହାରୀ ବାଜପେୟୀଙ୍କ ପ୍ରଥମ ଶ୍ରାଦ୍ଧବାର୍ଷିକୀ ଅବସରରେ ପ୍ରତିରକ୍ଷା…
୨୪ ଘଣ୍ଟାରେ ୩୧ ଥର ଅସ୍ତ୍ରବିରତି ଉଲ୍ଲଂଘନ କରିଛନ୍ତି ସିରିଆ ବିଦ୍ରୋହୀ: ରୁଷିଆ
ମସ୍କୋ,୧୭।୮: ଗତ ୨୪ ଘଣ୍ଟା ମଧ୍ୟରେ ସିରିଆ ବିଦ୍ରୋହୀ ୩୧ ଥର ଅସ୍ତ୍ରବିରତି ଉଲ୍ଲଂଘନ କରିଛନ୍ତି। ଏନେଇ ଶନିବାର ରୁଷିଆ ସୈନ୍ୟ ବାହିନୀ ପକ୍ଷରୁ ସୂଚନା ଦିଆଯାଇଛି। ହାମା, ଇଦ୍ଲିବ୍, ଆଲେପ୍ପୋ, ଲଟାକିଆ ଆଦି ପ୍ରଦେଶରେ ବିଦ୍ରୋହୀ ଏପରି କରିଥିବା କୁହାଯାଉଛି।…
ଭୁଟାନରେ ମୋଦି: ପାରୋ ବିମାନ ବନ୍ଦରରେ ଗାର୍ଡ ଅଫ୍ ଅନର୍
ଥିମ୍ପୁ, ୧୭।୮: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ୨ ଦିନିଆ ଭୁଟାନ ଗସ୍ତରେ ଆସି ପାରୋ ବିମାନ ବନ୍ଦରରେ ପହଞ୍ଚିଛନ୍ତି। ସେଠାରେ ପ୍ରଧାନମନ୍ତ୍ରୀ ମୋଦିଙ୍କୁ ଭୁଟାନ ପ୍ରତିପକ୍ଷ ଲୋଟେ ଶେରିଙ୍ଗ୍ ପାଛୋଟି ନେବା ସହିତ ପୁଷ୍ପଗୁଚ୍ଛ ଦେଇ ଅଭିନନ୍ଦନ ଜଣାଇଥିଲେ। ପରେ ମୋଦିଙ୍କୁ…
ମାଡ଼ି ଆସୁଛି ବିପଦ: ଡାଇନୋସରସ୍ଙ୍କ ବିନାଶ କରିଥିବା ଗ୍ରହାଣୁ ୨୦୨୭ରେ ହେବ ପୃଥିବୀ ମୁହାଁ
ଓ୍ବାଶିଂଟନ,୧୭।୮: ପୃଥିବୀ ପୃଷ୍ଠରୁ ୬୬ ନିୟୁତ ବର୍ଷ ତଳେ ଡାଇନୋସରସ୍ଙ୍କ ବିନାଶ କରିଥିବା ଗ୍ରହାଣୁ ୧୯୯୦-ଏମ୍ୟୁ ଆସନ୍ତା ୨୦୨୭ରେ ପୃଥିବୀ ମୁହାଁ ହେବ। ଏବେ ଏହି ଗ୍ରହାଣୁ ସୂର୍ଯ୍ୟ ଚାରିପଟେ ଘୁରିବୁଲୁଛି। ୪ରୁ ୯ କିଲୋମିଟର ବ୍ୟାସ ଥିବା ଏହି ଗ୍ରହାଣୁ…
ମକାକ୍ଷେତରେ ବିମାନ ଅବତରଣ
ମସ୍କୋ, ୧୭ା୮(ପି.ଟି.): ରୁଷିଆର ୟୁରାଲ ଏୟାରଲାଇନ୍ସ ଏ୩୨୧ ବିମାନ ୨୨୬ ଯାତ୍ରୀ ଓ ୭ କର୍ମଚାରୀଙ୍କୁ ନେଇ ଗୁରୁବାର ମସ୍କୋର ଝୁକୋଭସ୍କାୟା ବିମାନବନ୍ଦରରୁ କ୍ରିମିଆ ଅଭିମୁଖେ ଉଡ଼ାଣ ଆରମ୍ଭ କରିବାର କିଛିକ୍ଷଣ ପରେ ପକ୍ଷୀମାଡ଼ର ଶିକାର ହୋଇଥିଲା। ବିମାନର ଦୁଇଟି ଇଞ୍ଜିନ…
ରୁଗ୍ଣ ହାତୀକୁ ଚଲାଇ ମାରିଦେଲେ
କଲମ୍ବୋ, ୧୭ା୮: ହାଡ଼ କଙ୍କାଳ ଦେଖାଯାଉଥିବା ଏକ ୭୦ ବର୍ଷୀୟ ରୁଗ୍ଣ ହାତୀକୁ ଶ୍ରୀଲଙ୍କାରେ ଚଲାଇ ଚଲାଇ ମାରିଦେଇଥିବା ଜଣାପଡ଼ିଛି। ଏକ ବଡ ବୌଦ୍ଧ ମହୋତ୍ସବରେ ହାତୀଟିକୁ ପରେଡ୍ କରିବା ଲାଗି ନିଆଯାଇଥିଲା। ଅସୁସ୍ଥତା ସତ୍ତ୍ୱେ ଦେହସାରା ପୋଷାକ ପିନ୍ଧାଯାଇ ହାତୀଟିକୁ…
ଶାନ୍ତିପୂର୍ଣ୍ଣ ଉପାୟରେ ସମାଧାନ କର: ଚାଇନା
ଜାତିସଂଘ,୧୭ା୮(ପି.ଟି.) : ଭାରତ ଓ ପାକିସ୍ତାନ ଶାନ୍ତିପୂର୍ଣ୍ଣ ଉପାୟରେ କଶ୍ମୀର ପ୍ରସଙ୍ଗର ସମାଧାନ କରନ୍ତୁ ବୋଲି ୟୁଏନ୍ଏସ୍ସି ରୁଦ୍ଧଦ୍ୱାର ବୈଠକ ପରେ ଚାଇନା ପରାମର୍ଶ ଦେଇଛି। ଜାତିସଂଘରେ ଚାଇନାର ଆମ୍ବାସାଡର ଝାଙ୍ଗ ଜୁନ୍ ଗଣମାଧ୍ୟମକୁ କହିଛନ୍ତି, କଶ୍ମୀର ପ୍ରସଙ୍ଗରେ ଦୁଇପକ୍ଷ କୌଣସି…
ଭାରତର ଉଦ୍ୟମକୁ ଗ୍ରହଣ କରିଛି ୟୁଏନ୍ଏସ୍ସି
ଜାତିସଂଘ,୧୭ା୮(ପି.ଟି.): କଶ୍ମୀରରେ ସ୍ବାଭାବିକ ସ୍ଥିତି ଫେରାଇ ଆଣିବା ପାଇଁ ନୂଆଦିଲ୍ଲୀ ପକ୍ଷରୁ ଚାଲିଥିବା ଉଦ୍ୟମକୁ ୟୁଏନ୍ଏସ୍ସି ଗ୍ରହଣ କରିଛି ବୋଲି ଜାତିସଂଘରେ ଭାରତର ସ୍ଥାୟୀ ସଦସ୍ୟ ସୟଦ ଆକବରୁଦ୍ଦିନ ପ୍ରକାଶ କରିଛନ୍ତି। ଘଣ୍ଟାଏ ଧରି ଚାଲିଥିବା ବୈଠକ ପରେ ସେ କହିଛନ୍ତି,…

