ଅନ୍ତର୍ଜାତୀୟ

ମାଲେସିଆରୁ ଜାକିରଙ୍କ ବହିଷ୍କାର ଦାବି

କୁଆଲାଲମ୍ପୁର,୧୫ା୮: ଭାରତୀୟ ଇସ୍‌ଲାମୀୟ ଧର୍ମଗୁରୁ ଜାକିର ନାଏକଙ୍କୁ ମାଲେସିଆରୁ ବହିଷ୍କାର କରିବା ଲାଗି ୩ ଜଣ ମନ୍ତ୍ରୀ ଦାବି କରିଛନ୍ତି। ୩ ବର୍ଷ ହେଲା ମାଲେସିଆରେ ରହୁଥିବା ଜାକିରଙ୍କ ବିରୋଧରେ ଭାରତରେ ମନିଲଣ୍ଡରିଂ ଏବଂ ଉତ୍ତେଜନାପୂର୍ଣ୍ଣ ଭାଷଣ ଦେବା ନେଇ ମାମଲାର…

ଇଟାର ଜବାବ ପଥରରେ ଦିଆଯିବ

ଇସ୍‌ଲାମାବାଦ,୧୫ା୮(ପି.ଟି./ଆଇଏଏନ୍‌ଏସ୍‌):ଭାରତର ପ୍ରତ୍ୟେକ ଇଟା ମାଡ଼ର ଜବାବ ପଥରରେ ଦିଆଯିବ ବୋଲି ଜମ୍ମୁ-କଶ୍ମୀର ସମ୍ପର୍କିତ ନିଷ୍ପତ୍ତିକୁ ନେଇ ବିଚଳିତ ପାକିସ୍ତାନ ପ୍ରଧାନମନ୍ତ୍ରୀ ଇମ୍ରାନ୍‌ ଖାନ୍‌ ବୁଧବାର ପୁଣି ଯୁଦ୍ଧ ଧମକ ଦେଇଛନ୍ତି। କଶ୍ମୀର ପ୍ରସଙ୍ଗକୁ ଜାତିସଂଘ ସମେତ ସମସ୍ତ ବିଶ୍ୱ ମଞ୍ଚରେ ଉଠାଯିବ…

ଆଖି ଥାଏ ସବୁବେଳେ ଜାଗ୍ରତ…

ମଣିଷ ଶୋଇଥିବା ସମୟରେ ମଧ୍ୟ ଆଖି ଜାଗ୍ରତ ରହିଥାଏ। ସାରା ଶରୀର ନିଦ୍ରାରେ ଥିବାବେଳେ କେବଳ ଆଖି ରହିଥାଏ ସଜାଗ। ଏନେଇ କାର୍ଲିଫର୍ନିଆ ବିଶ୍ୱବିଦ୍ୟାଳୟର ଗବେଷକ ସୂଚିତ କରିଛନ୍ତି। ଦୀର୍ଘଦିନ ଧରି ଗବେଷଣା କରିବା ପରେ ସେମାନେ ଏସମ୍ପର୍କିତ ରିପୋର୍ଟରେ ଏହା…

ପାକିସ୍ତାନ ରାଷ୍ଟ୍ରପତି ଦେଖାଇଲେ ନାଲିଆଖି: କହିଲେ ଯୁଦ୍ଧ ହେଲେ ଜେହାଦ୍‌ରେ ଦିଆଯିବ ଉତ୍ତର

ଇସଲାମାବାଦ୍‌,୧୪।୮: ଅନୁଚ୍ଛେଦ ୩୭୦ ଉଚ୍ଛେଦ ନେଇ ପାକିସ୍ତାନର ଅବସ୍ଥା ଭୋକ ବିକଳରେ ତାଟିଆ କାମୁଡ଼ା ଭଳି ହୋଇଛି। ପୂର୍ବରୁ ପ୍ରଧାନମନ୍ତ୍ରୀ ଇମ୍ରାନ୍‌ ଖାଁ ବିଭିନ୍ନ ବିବାଦୀୟ ମନ୍ତବ୍ୟ ଦେଇଥିବାବେଳେ ଏବେ ପାକିସ୍ତାନ ରାଷ୍ଟ୍ରପତି ଆରିଫ୍‌ ଅଲଓ୍ବୀ ଭାରତକୁ ନାଲି ଆଖି ଦେଖାଇଛନ୍ତି।…

ପିଓକେରେ ସ୍ବାଧୀନତା ଦିବସ ପାଳିବେ ଇମ୍ରାନ୍‌

ଇସ୍‌ଲମାବାଦ,୧୪ା୮ (ଆଇଏଏନ୍‌ଏସ୍‌): ପାକିସ୍ତାନ ପ୍ରଧାନମନ୍ତ୍ରୀ ଇମ୍ରାନ୍‌ ଖାନ୍‌ ପାକ୍‌-ଅଧିକୃତ କଶ୍ମୀର (ପିଓକେ)ରେ ବୁଧବାର ସ୍ବାଧୀନତା ଦିବସ ପାଳନ କରିବେ। ଏହାସହ ସେ ସେଠାକାର ବିଧାନସଭାକୁ ସମ୍ବୋଧିତ କରିବେ। ଜମ୍ମୁ-କଶ୍ମୀର ସମ୍ପର୍କରେ ଭାରତର ନିଷ୍ପତ୍ତିକୁ ନେଇ ଅନ୍ତର୍ଜାତୀୟ ସମୁଦାୟଠାରୁ କିଛି ସହଯୋଗ ନ…

କୋଲେଷ୍ଟରଲସ୍ତର କମାଇବା ପାଇଁ ଆପଣାନ୍ତୁ ଏହି ସହଜ ଉପାୟ…

ପ୍ରତିଦିନ ସକାଳେ ଅଧା କପ୍‌ ଗାଜର ରସ ପିଇଲେ ଅନେକ ଉପକାର ମିଳିଥାଏ। ଗାଜର ରସ କୋଲେଷ୍ଟରଲସ୍ତର ହ୍ରାସ କରିଥାଏ। ଫଳରେ ହାର୍ଟ ଆଟାକ୍‌ ସମସ୍ୟାରୁ ମୁକ୍ତି ମିଳିଥାଏ ବୋଲି ହଷ୍ଟନ ବିଶ୍ୱବିଦ୍ୟାଳୟରେ ହୋଇଥିବ ଏକ ଗବେଷଣା ରିପୋର୍ଟରେ ଉଲ୍ଲେଖ କରାଯାଇଛି।…

ବିଶ୍ୱର ସବୁଠୁ ମହଙ୍ଗା ଆଳୁ ଚିପ୍ସ, ୪ ହଜାର ଟଙ୍କାରେ ମିଳୁଛି ମାତ୍ର ୫ ପିସ୍‌

ଭାରତରେ ଆଳୁ ଚିପ୍ସ ପ୍ୟାକେଟ୍‌ ଅତିକମରେ ୧୦ କି ୧୫ ଟଙ୍କାରେ ମିଳିଯାଉଛି। କିନ୍ତୁ ବିଶ୍ୱରେ ଏମିତି ଏକ ଦେଶ ରହିଛି ଯେଉଁଠି ୪ ହଜାର ଟଙ୍କା ଦେଲେ ମାତ୍ର ୫ ପିସ୍‌ ଆଳୁ ଚିପ୍ସ ମିଳୁଛି। ସ୍ବିଡେନର ଏକ କମ୍ପାନୀ…

କଶ୍ମୀରକୁ ନେଇ ମଧ୍ୟସ୍ଥତା କରିବନି ଆମେରିକା

ନୂଆଦିଲ୍ଲୀ/ଓ୍ବାଶିଂଟନ,୧୩।୮: କଶ୍ମୀର ମାମଲାକୁ ନେଇ ଭାରତ-ପାକିସ୍ତାନ ମଧ୍ୟରେ ଆମେରିକା ମଧ୍ୟସ୍ଥତା କରିବ ନାହିଁ ବୋଲି ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ କହିଥିବା ପ୍ରକାଶ କରିଛନ୍ତି ଭାରତର ଜଣେ ବରିଷ୍ଠ କୁଟନୀତିଜ୍ଞ। ଦ୍ୱିପାକ୍ଷିକ ଭାବେ ଉଭୟ ଦେଶ ଏହାର ସମାଧାନ କରନ୍ତୁ ବୋଲି…

ଆତ୍ମହତ୍ୟା ପାଇଁ ଗିଳିଥିଲେ ଟୁଥ୍‌ବ୍ରସ୍‌: ୨୦ ବର୍ଷ ପରେ ଅପରେଶନ୍‌ରେ ବାହାରିଲା

ବେଜିଂ,୧୩।୮: ଚାଇନାରେ ଜଣେ ବ୍ୟକ୍ତିଙ୍କ ପେଟରୁ ଏକ ଟୁଥ୍‌ବ୍ରସ୍‌ ବାହାର କରାଯାଇଛି। ପେଟରେ ଲଗାତାର ଯନ୍ତ୍ରଣା ହେବାରୁ ଡାକ୍ତର ଅପରେଶନ କରି ଏହାକୁ ବାର କରିଛନ୍ତି। ସ୍ଥାନୀୟ ଡୁଆଙ୍ଗ୍‌ଡୋଙ୍ଗ୍‌ ପ୍ରଦେଶର ଶେନ୍‌ଜେନ୍‌ ଅଞ୍ଚଳରେ ୫୧ ବୟସ୍କ ଲି ଙ୍କୁ ଚିକିତ୍ସା ପାଇଁ…

ବଢୁଛି ପାକିସ୍ତାନର ସମସ୍ୟା: ଭାରତରେ ମିଶିବାକୁ ଦାବି କରୁଛନ୍ତି ପିଓକେ ଲୋକେ

ଇସଲାମାବାଦ୍‌,୧୩।୮: ପାକିସ୍ତାନର ସମସ୍ୟା ଦିନକୁ ଦିନ ବଢ଼ିବାରେ ଲାଗିଛି। ଅନୁଚ୍ଛେଦ ୩୭୦ ଉଚ୍ଛେଦ ପରେ ପାକିସ୍ତାନ ଭାରତ ଆଗରେ ବଡ଼ ଭାଇ ପଣିଆ ଦେଖାଇବାକୁ ଉଦ୍ୟମ କରିଥିଲେ ମଧ୍ୟ ସେଥିରେ ସଫଳ ହୋଇପାରି ନାହିଁ। ତେବେ ଇତିମଧ୍ୟରେ ପାକିସ୍ତାନ ଅଧିକୃତ କଶ୍ମୀର(ପିଓକେ)ରେ…

ବ୍ଲାକ୍‌ହୋଲ ଅନୁସନ୍ଧାନ କରିବ ଇସ୍ରାଏଲ୍‌

ଜେରୁଜେଲମ: ୨୦୨୩ରେ ଏକ ସ୍ବତନ୍ତ୍ର ସାଟେଲାଇଟ୍‌ ମହାକାଶକୁ ଲଞ୍ଚ୍‌ କରିବାକୁ ଇସ୍ରାଏଲ୍‌ ଯୋଜନା କରିଛି। ମହାଜାଗତିକ ବିସ୍ଫୋରଣକୁ ରେକର୍ଡ କରିବା ସହିତ ବ୍ଲାକହୋଲ୍‌ ସମ୍ପର୍କରେ ଅଧିକ ଅନୁସନ୍ଧାନ କରାଯିବ ବୋଲି ଓ୍ବିଜମାନ ଇନ୍‌ଷ୍ଟିଚ୍ୟୁଟ୍‌ ଅଫ୍‌ ସାଇନ୍ସ (ଡବ୍ଲୁଆଇଏସ୍‌) ପକ୍ଷରୁ କୁହାଯାଇଛି। ୧୬୦…

ଚାଇନାକୁ ଜୟଶଙ୍କରଙ୍କ ବାର୍ତ୍ତା: ‘ମତ ପାର୍ଥକ୍ୟ ବିବାଦରେ ପରିଣତ ନ ହେଉ’

ବେଜିଂ, ୧୩ା୮(ପି.ଟି.): ଭାରତ ଓ ଚାଇନା ମଧ୍ୟରେ ସମ୍ପର୍କର ନିବିଡ଼ତା ରହିଛି। ଦୁଇଦେଶ କୌଣସି ଭିନ୍ନତାକୁ ଗ୍ରହଣ କରି ଭବିଷ୍ୟତରେ ଦ୍ୱିପାକ୍ଷିକ ସମ୍ପର୍କକୁ ଅନ୍ଧକାର ମଧ୍ୟକୁ ଠେଲିଦେବା ଅନୁଚିତ ବୋଲ ଦୁଇିଦିନିଆ ବେଜିଂ ଗସ୍ତରେ ଯାଇଥିବା ଭାରତର ବହିର୍ବ୍ୟାପାର ମନ୍ତ୍ରୀ ଏସ୍‌.…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?