ପାକ୍ ରାଜନୈତିକ ଦଳଗୁଡ଼ିକୁ କୁରେଶୀଙ୍କ ଆହ୍ବାନ: କଶ୍ମୀର ପ୍ରସଙ୍ଗରେ ଏକ ହୁଅ
ଇସ୍ଲାମାବାଦ, ୧୩ା୮(ପି.ଟି.): କଶ୍ମୀର ପ୍ରସଙ୍ଗରେ ପାକିସ୍ତାନର ସବୁ ରାଜନୈତିକ ଦଳ ଏକ ହେବାକୁ ଏହାର ବହିର୍ବ୍ୟାପାର ମନ୍ତ୍ରୀ ଶାହ ମେହମୁଦ କୁରେଶୀ ଆହ୍ବାନ କରିଛନ୍ତି। ପାକ୍ ଅଧିକୃତ କଶ୍ମୀରର ମୁରାଦାବାଦ୍ଠାରେ ଇଦ୍ ପାଳନ ଅବସରରେ ସେ ଯୋଗଦେଇ କହିଛନ୍ତି, କଶ୍ମୀର ପଛରେ…
ସେଲଫି ଭିଡିଓରୁ ଜାଣି ହେବ ବ୍ଲଡପ୍ରେସର
ଏଣିକି ବ୍ଲଡପ୍ରେସର ମାପିବ ସେଲଫି ଭିଡିଓ। ଆଶ୍ଚର୍ଯ୍ୟ ଲାଗୁଥିଲେ ବି ସତ। କାନାଡା ଟରୋଣ୍ଟୋ ବିଶ୍ୱବିଦ୍ୟାଳୟର ବିଶେଷଜ୍ଞମାନେ ମୋବାଇଲର କ୍ୟାମେରାରୁ ବ୍ଲଡ଼ ପ୍ରେସରର ଲେବୁଲ ଜାଣିବା ପାଇଁ ଏକ ନୂଆ ଟେକ୍ନୋଲୋଜି ତିଆରି କରିଛନ୍ତି। ଯାହା ସେଲିଫି ଭିଡିଓ ସାହାଯ୍ୟରେ ବ୍ଲଡ…
ଭୟଭୀତ ପାକିସ୍ତାନ: ଲଦାଖ ନିକଟରେ ମୁତୟନ କଲାଣି ଯୁଦ୍ଧ ବିମାନ
ନୂଆଦିଲ୍ଲୀ,୧୨।୮: ଜମ୍ମୁ-କଶ୍ମୀରକୁ ନେଇ ଭାରତ ଯେଉଁ ନିଷ୍ପତ୍ତି ନେଇଛି ସେଥିରେ ବ୍ୟତିବ୍ୟସ୍ତ ହୋଇପଡିଛି ପାକିସ୍ତାନ। ଏହାକୁ ନେଇ ପ୍ରତିଥର ସେ ଏମିତି କିଛି କାମ କରୁଛି ଯାହା ତା’ର ବ୍ୟସ୍ତତାକୁ ସ୍ପଷ୍ଟଭାବେ ଦର୍ଶାଉଛି। ଏପର୍ଯ୍ୟନ୍ତ ଟ୍ରେନ୍ ଓ ବସ୍ ସେବା ବନ୍ଦ…
ଇଦ୍-ଉଲ୍-ଜୁହାର ଖୁସି ନୁହେଁ ଦର ବୃଦ୍ଧିରେ ଲୁହ ଗଡାଉଛି କାଙ୍ଗାଳ ପାକିସ୍ତାନ
ଇସଲାମାବାଦ,୧୨।୮: ସାରା ବିଶ୍ୱରେ ସୋମବାର ଇଦ୍-ଉଲ୍-ଜୁହା ବା ବକରି ଇଦ୍ ପାଳନ କରାଯାଉଥିବା ବେଳେ କାଙ୍ଗାଳ ପାକିସ୍ତାନ କିନ୍ତୁ ମହଙ୍ଗା ମାଡରେ ଯେମିତି ଚେପା ହୋଇଯାଇଛି। ମୁସଲମାନଙ୍କର ଏହି ଦେଶ ଏବେ ଇଦ୍-ଉଲ୍-ଜୁହାର ଖୁସିକୁ ଉପଭୋଗ କରିପାରି ନାହିଁ। ତେବେ ଭାରତ…
ସଂଘର୍ଷରେ ୪୦ ନିହତ
ଦୁବାଇ,୧୨ା୮(ଏଏଫ୍ପି): ୟେମେନ୍ର ଆଡେନ୍ ସହରରେ ସରକାର ସପକ୍ଷବାଦୀ ବାହିନୀ ଓ ବିଚ୍ଛିନ୍ନତାବାଦୀଙ୍କ ମଧ୍ୟରେ ସଂଘର୍ଷ ଘଟି ୪୦ ଜଣ ନିହତ ହୋଇଥିବାବେଳେ ୨୬୦ ଜଣ ଆହତ ହୋଇଛନ୍ତି। ୮ ତାରିଖରୁ ଉକ୍ତ ସହରରେ ଉତ୍ତେଜନା ଓ ହିଂସାକାଣ୍ଡ ଲାଗି ରହିଛି। ଇଦ୍…
‘ପାକ୍ ସେନା ଏଲ୍ଓସି ମୁହାଁ’
ଲକ୍ଷ୍ନୌ, ୧୨ା୮(ଆଇଏଏନ୍ଏସ୍): ପାକିସ୍ତାନୀ ସେନା ଅସ୍ତ୍ରଶସ୍ତ୍ର ସହ ଶନିବାର ରାତିରୁ ନିୟନ୍ତ୍ରଣ ରେଖା (ଏଲ୍ଓସି) ଅଭିମୁଖେ ଅଗ୍ରସର ହେଉଥିବା ଦେଖାଯାଇଛି। ପାକିସ୍ତାନର ଖବରଦାତା ହମିଦ୍ ମିର୍ ଏହି ସୂଚନା ଦେଇଛନ୍ତି। ସେନା ପ୍ରେରଣ ସମ୍ପର୍କରେ ସେ ପାକ୍ ଅଧିକୃତ କଶ୍ମୀରର କେତେଜଣ…
ରକ୍ତଚାଉଳ ଚୋବାଉଛି ପାକିସ୍ତାନ
ଇସ୍ଲାମାବାଦ/ନୂଆଦିଲ୍ଲୀ,୧୨ା୮: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ନେତୃତ୍ୱାଧୀନ ସରକାର ସମ୍ବିଧାନର ଅନୁଚ୍ଛେଦକୁ ୩୭୦ ହଟାଇ ଜମ୍ମୁ-କଶ୍ମୀରକୁ ଦୁଇଟି କେନ୍ଦ୍ରଶାସିତ ଅଞ୍ଚଳରେ ପରିଣତ କରିବା ପରେ ଛାନିଆ ହୋଇଯାଇଥିବା ପାକିସ୍ତାନ ଅନ୍ତର୍ଜାତୀୟ ସମୁଦାୟର ଦ୍ୱାରସ୍ଥ ହୋଇଥିଲା। ହେଲେ ଚାରିଆଡ଼ୁ ନିରାଶ ହେବା ପରେ ଏବେ…
ମେଦବହୁଳତାରୁ ବି ଦୂରେଇ ରଖେ ଚୁଇଗମ୍…
ଚୁଇଗମ୍ ଚୋବାଇବା ଦ୍ୱାରା ଅନେକ ସୁଫଳ ମିଳିଥାଏ। ଏହାଦ୍ୱାରା ପାଚନ କ୍ରିୟା ସ୍ବାଭାବିକ ହୁଏ। ନିୟମିତ ଚୁଇଗମ୍ ଚୋବାଇଲେ ପାଟିରୁ ଅଧିକ ଲାଳ କ୍ଷରଣ ହୋଇଥାଏ। ଏହା ଖାଦ୍ୟ ହଜମରେ ସହାୟକ ହୋଇଥାଏ। ଚୁଇଗମ୍ ଚୋବାଇବା ଦ୍ୱାରା ପ୍ରତି ଘଣ୍ଟାରେ ଶରୀରରୁ…
ଭଲ ଜୀବନସାଥୀ ପାଇଁ ଲଣ୍ଡା ହୁଅନ୍ତି ଯୁବତୀ
ସାଉଥ୍ ଆଫ୍ରିକାର ଇଥିଓପିଆ ଓ ସୋମାଲିଆ ମଧ୍ୟରେ ରହିଛନ୍ତି ବୋରାନା ଜନଜାତି । ଏହି ଜନଜାତିଙ୍କର ପରମ୍ପରା ବିଶ୍ୱରେ କେଉଁଠି ଦେଖିବାକୁ ମିଳେ ନାହିଁ। ଏଠାକାର ପରମ୍ପରା ଅନୁଯାୟୀ, ଝିଅମାନେ ନିଜପାଇଁ ଯେପର୍ଯ୍ୟନ୍ତ ସୁନ୍ଦର ଜୀବନସାଥୀ ପାଇ ନାହାନ୍ତି ସେପର୍ଯ୍ୟନ୍ତ ଏମାନେ…
ପାକିସ୍ତାନର ନୂଆ ନାଟକ: ବନ୍ଦ କଲା ଟେଲିଭିଜନର ବିଶେଷ କାର୍ଯ୍ୟକ୍ରମ
ଇସଲାମାବାଦ,୧୧।୮: ଗୋଟିଏ ପରେ ଗୋଟିଏ ନୂଆ ନାଟକ କରି ଚାଲିଛି ପାକିସ୍ତାନ। ଜମ୍ମୁ-କଶ୍ମୀରରେ ଅନୁଚ୍ଛେଦ ୩୭୦ ହଟିଯିବା ପରେ ପାକିସ୍ତାନ ଏକ ପ୍ରକାର ହଡବଡେଇ ଯାଇଛି। ପ୍ରଥମେ ଭାରତ ସହ କୁଟନୈତିକ ସମ୍ପର୍କ ଛିନ୍ନ କରିଥିବା ପାକିସ୍ତାନ ଏବେ ଇଦ୍-ଉଲ୍-ଜୁହାରେ ଟେଲିଭିଜନ…
ହଡବଡେଇଲେ ପାକିସ୍ତାନୀ ନ୍ୟୁଜ ଆଙ୍କର
ଇସଲାମାବାଦ,୧୧।୮: ଜମ୍ମୁ-କଶ୍ମୀରରୁ ଭାରତ ଅନୁଚ୍ଛେଦ ୩୭୦ ହଟାଇବା ପରେ ପାକିସ୍ତାନର ସ୍ଥିତିକୁ ଦେଖି ଏବେ ସବୁଠି ଚର୍ଚ୍ଚା ଚାଲିଛି। ପାକିସ୍ତାନର ଜଣାଶୁଣା ନ୍ୟୁଜ ଆଙ୍କର କିରଣ ନାଜ ଏବେ ଯେମିତି ସବୁ ରାଗ ଭାରତ ଉପରେ ସୁଝାଇବା ମୁଡରେ ଅଛନ୍ତି। ନିକଟରେ…
ରବିବାର ଭୋର୍ରେ ଥରିଲା ଇଣ୍ଡୋନେସିଆ
ଜାକର୍ତ୍ତା,୧୧।୮: ଇଣ୍ଡୋନେସିଆରେ ରବିବାର ଭୋର୍ ୪ଟା ୧୪ରେ ଭୂକମ୍ପ ଅନୁଭୁତ ହୋଇଛି। ରିକ୍ଟର ସ୍କେଲରେ ଏହାର ତୀବ୍ରତା ୫.୨ ଥିଲା ବୋଲି ଆମେରିକା ଭୂବିଜ୍ଞାନ ସଂସ୍ଥା ପକ୍ଷରୁ ସୂଚନା ଦିଆଯାଇଛି। ଦକ୍ଷିଣ ସୁମାତ୍ରା ଉପକୂଳରେ ହୋଇଥିବା ଏହି ଭୂକମ୍ପର କେନ୍ଦ୍ର ଭୂଗର୍ଭର…

