ଅନ୍ତର୍ଜାତୀୟ

ମହିଳାଙ୍କ ପାଇଁ ଆଦର୍ଶ ଥିଲେ ସୁଷମା: ଇଭାଙ୍କା ଟମ୍ପ୍‌

ଓ୍ବାଶିଂଟନ୍‌, ୮।୮: ପୂର୍ବତନ ବହିର୍ବ୍ୟାପାର ମନ୍ତ୍ରୀ ତଥା ବରିଷ୍ଠ ଭାଜପା ନେତ୍ରୀ ସୁଷମା ସ୍ବରାଜଙ୍କ ନିଧନରେ ଚାରିଆଡେ ଶୋକର ଛାୟା ଖେଳିଯାଇଛି। କେବଳ ଭାରତରେ ନୁହେଁ, ସାରା ବିଶ୍ୱ ତାଙ୍କ ମୃତ୍ୟୁରେ ଶୋକ ପ୍ରକାଶ କରିଛି। ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟମ୍ପଙ୍କ…

ଥରିଲା ଆଫଗାନିସ୍ତାନ ଓ ତାଇଓ୍ବାନ

କାବୁଲ/ତାଇପେଇ,୮।୮: ଆଫଗାନିସ୍ତାନ ଓ ତାଇଓ୍ବାନରେ ଗୁରୁବାର ଭୂକମ୍ପ ଅନୁଭୁତ ହୋଇଛି। ସକାଳ ୬ଟା ୧୫ରେ ଆଫଗାନିସ୍ତାନର ହିନ୍ଦୁକୁଶ ଅଞ୍ଚଳରେ ଭୂକମ୍ପ ହୋଇଛି। ରିକ୍ଟର ସ୍କେଲରେ ଏହାର ତୀବ୍ରତା ୫.୯ ଥିବା ଆମେରିକା ଭୂବିଜ୍ଞାନ ସଂସ୍ଥା ପକ୍ଷରୁ କୁହାଯାଇଛି। ପୂର୍ବ ଫାରଖାର ଅଞ୍ଚଳଠାରୁ…

ପାକିସ୍ତାନୀ ଡାକ୍ତରଙ୍କୁ ଦେଶ ଛାଡ଼ିବାକୁ ଆଦେଶ ଦେଲା ସୌଦି

ରିୟାଦ୍‌,୮।୮: ପାକିସ୍ତାନୀ ଡାକ୍ତରଙ୍କୁ ଦେଶ ଛାଡ଼ିବାକୁ ସୌଦି ସରକାର ଆଦେଶ ଦେଇଛନ୍ତି। ପାକିସ୍ତାନୀ ଡାକ୍ତର ଚିକିତ୍ସା କ୍ଷେତ୍ରରେ ସଫଳ ହୋଇପାରୁ ନ ଥିବା ସୌଦି ଅଭିଯୋଗ କରିଛି। ଡାକ୍ତରମାନେ ଦେଶ ନ ଛାଡ଼ିଲେ ସେମାନଙ୍କୁ ଜବରଦସ୍ତ ପାକିସ୍ତାନ ପଠାଯିବ ବୋଲି ସୌଦି…

ଚାଇନାକୁ ଗୁହାରି କରିବ ପାକିସ୍ତାନ

ଇସ୍‌ଲାମାବାଦ,୮ା୮: ପାକିସ୍ତାନ ବହିର୍ବ୍ୟାପାର ମନ୍ତ୍ରୀ ଶାହ ମେହମୁଦ୍‌ କୁରେଶୀ ବୁଧବାର ରାତିରେ ଚାଇନା ଗସ୍ତ କରିଛନ୍ତି। ଜମ୍ମୁ-କଶ୍ମୀର ପ୍ରସଙ୍ଗରେ ଭାରତର ନିଷ୍ପତ୍ତି ନେଇ ସେ ସେଠାରେ ଆଲୋଚନା କରିବେ। ପାକିସ୍ତାନ ପାର୍ଲାମେଣ୍ଟର ମିଳିତ ଅଧିବେଶନରେ ସେ ଏନେଇ ସୂଚନା ଦେଇଛନ୍ତି। ନରେନ୍ଦ୍ର…

ଆଲୋଚନା ଲାଗି ଆମେରିକାର ପରାମର୍ଶ

ଓ୍ବାଶିଂଟନ, ୮ା୮(ପି.ଟି.): ଜମ୍ମୁ-କଶ୍ମୀରକୁ ନେଇ ଦେଖାଦେଇଥିବା ଅଶାନ୍ତି ଦୂର କରିବା ଲାଗି ଶୀଘ୍ର ଆଲୋଚନା ଆରମ୍ଭ କରିବାକୁ ଆମେରିକା ପରାମର୍ଶ ଦେଇଛି। ପାକିସ୍ତାନ ଭାରତ ସହ ବୁଧବାର କୂଟନୈତିକ ସମ୍ପର୍କ ଛିନ୍ନ କରିବା ଓ ଭାରତର ଉଚ୍ଚାୟୁକ୍ତ ଅଜୟ ବିସାରିଆଙ୍କୁ ହଟାଇବାର…

ଭାରତ ସହ କୂଟନୈତିକ ସମ୍ପର୍କ ଛିନ୍ନ କଲା ପାକିସ୍ତାନ

ଇସ୍‌ଲାମାବାଦ,୭ା୮: ଭାରତ ସହ ସମସ୍ତ ପ୍ରକାର କୂଟନୈତିକ ଓ ବାଣିଜି୍ୟକ ସମ୍ପର୍କ ଛିନ୍ନ କରିବାକୁ ପାକିସ୍ତାନ ନିଷ୍ପତ୍ତି ନେଇଛି। ଏଥିସହ ଇସ୍‌ଲାମାବାଦରେ ଅବସ୍ଥାପିତ ଭାରତୀୟ ଉଚ୍ଚାୟୁକ୍ତ ଅଜୟ ବିସାରିଆଙ୍କୁ ବହିଷ୍କାର କରିଛି। ପାକିସ୍ତାନ ପ୍ରଧାନମନ୍ତ୍ରୀ ଇମ୍ରାନ୍‌ ଖାନ୍‌ଙ୍କ ଇସ୍‌ଲାମାବାଦସ୍ଥିତ ଅଫିସ୍‌ରେ ବୁଧବାର…

ହାଫିଜ୍‌ ସଇଦ୍‌ ଦୋଷୀ ସାବ୍ୟସ୍ତ: ମାମଲା ଗୁଜରାଟ ଅଦାଲତକୁ ସ୍ଥାନାନ୍ତର

ଲାହୋର, ୭।୮: ଆତଙ୍କବାଦୀ ହାଫିଜ୍‌ ସଇଦ୍‌ଙ୍କୁ ପାକିସ୍ତାନର ଏକ ଅଦାଲତ ଦୋଷୀ ସାବସ୍ତ୍ୟ କରିଛି। ତାଙ୍କ ନାମରେ ଏକାଧିକ ମାମଲା ରହିଥିବାବେଳେ ଏକ ମାମଲାରେ ତାଙ୍କର ସମ୍ପୃକ୍ତି ଥିବା ଅଦାଲତ କହିଛନ୍ତି। ଏହା ସହିତ ହାଫିଜ୍‌ଙ୍କ ଉପରେ ଚାଲିଥିବା ଏହି ମାମଲାକୁ…

କାର୍‌ ବୋମା ବିସ୍ଫୋରଣ

କାବୁଲ,୭।୮: ଆଫଗାନିସ୍ତାନ କାବୁଲରେ କାର୍‌ ବୋମା ବିସ୍ଫୋରଣରେ ୯୫ ଜଣ ଲୋକ ଆହତ ହୋଇଛନ୍ତି। ଆହତଙ୍କୁ ଉଦ୍ଧାର କରି ଚିକିତ୍ସା ପାଇଁ ହସ୍ପିଟାଲରେ ଭର୍ତ୍ତି କରାଯାଇଛି। ପୋଲିସ ଡିଷ୍ଟ୍ରିକ୍ଟ-୬ ମୁଖ୍ୟାଳୟକୁ ଟାର୍ଗେଟ କରି ଏପରି କରାଯାଇଥିବା ସ୍ଥାନୀୟ ପ୍ରଶାସନ ପକ୍ଷରୁ କୁହାଯାଇଛି।…

ଇରାକ୍‌-ସିରିଆରେ ଅଛନ୍ତି ୧୮ ହଜାର ଆଇଏସ୍‌ ଆତଙ୍କବାଦୀ: ଆମେରିକା

ଓ୍ବାଶିଂଟନ,୭।୮: ଇରାକ୍‌-ସିରିଆରେ ୧୮ ହଜାର ଇସଲାମିକ୍‌ ଷ୍ଟେଟ୍‌(ଆଇଏସ୍‌) ଆତଙ୍କବାଦୀ ରହିଥିବା ଆମେରିକା କହିଛି। ସେମାନଙ୍କ ମଧ୍ୟରେ ୩ ହଜାର ବିଦେଶୀ ଆତଙ୍କବାଦୀ ମଧ୍ୟ ରହିଛନ୍ତି ବୋଲି ପେଣ୍ଟାଗନ ପକ୍ଷରୁ କୁହାଯାଇଛି। ଗତ ସପ୍ତାହରେ ସିରିଆରେ ଥିବା ଆମେରିକାର ସ୍ବତନ୍ତ୍ର ପ୍ରତିନିଧି ଜେମ୍ସ୍‌…

ଲଦାଖ ପ୍ରସଙ୍ଗରେ ଚାଇନାର ବିରୋଧ

ବେଜିଂ/ନୂଆଦିଲ୍ଲୀ,୭ା୮(ପି.ଟି.): ଜମ୍ମୁ-କଶ୍ମୀରରୁ ଲଦାଖକୁ ଅଲଗା କରି ସ୍ବତନ୍ତ୍ର କେନ୍ଦ୍ରଶାସିତ ଅଞ୍ଚଳରେ ପରିଣତ କରିବା ପାଇଁ ଭାରତର ନିଷ୍ପତ୍ତିକୁ ନେଇ ମଙ୍ଗଳବାର ଆପତ୍ତି ଉଠାଇଛି ଚାଇନା। ଏହା ଚାଇନାର କ୍ଷେତ୍ରୀୟ ସାର୍ବଭୌମତ୍ୱକୁ ନୂ୍ୟନ କରୁଥିବାରୁ ସ୍ଥିତାବସ୍ଥା ବଜାୟ ରଖିବାକୁ ବେଜିଂ କହିଛି। ଅନ୍ୟପକ୍ଷରେ…

ପୁଲଓ୍ବାମା ଭଳି ଆକ୍ରମଣ ଘଟିବ

ଇସ୍‌ଲାମାବାଦ,୭ା୮: ଜମ୍ମୁ-କଶ୍ମୀରର ସ୍ବତନ୍ତ୍ର ରାଜ୍ୟ ପାହ୍ୟା ପ୍ରତ୍ୟାହାର କରି ଏହାକୁ ଦୁଇଟି କେନ୍ଦ୍ରଶାସିତ ଅଞ୍ଚଳରେ ପରିଣତ କରିବା ପରେ ପାକିସ୍ତାନ ଛାନିଆ ହୋଇଯାଇଛି। ନୂଆଦିଲ୍ଲୀର ଏହି ପଦକ୍ଷେପ ପରେ ଭାରତରେ ପୁଲଓ୍ବାମା ଭଳି ଆକ୍ରମଣ ଘଟିବ। ଏଥିଯୋଗୁ ଭାରତ ଓ ପାକିସ୍ତାନ…

ସୁଷମା ସ୍ବରାଜଙ୍କ ପରଲୋକ

ନୂଆଦିଲ୍ଲୀ,୬।୮(ପି.ଟି.)-ପୂର୍ବତନ ବହିର୍ବ୍ୟାପାର ମନ୍ତ୍ରୀ, ଦିଲ୍ଲୀର ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ବରିଷ୍ଠ ଭାଜପା ନେତା ସୁଷମା ସ୍ବରାଜ ଆଉ ନାହାନ୍ତି। ନୂଆଦିଲ୍ଲୀସ୍ଥିତ ଏମ୍ସରେ ମଙ୍ଗଳବାର ରାତିରେ ହୃଦ୍‌ଘାତରେ ତାଙ୍କର ପରଲୋକ ଘଟିଛି। ୬୭ ବର୍ଷୀୟା ସ୍ବରାଜଙ୍କୁ ଗୁରୁତର ଅବସ୍ଥାରେ ରାତି ୧୦ଟା ୧୫…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?