ବିମାନ କ୍ୟାବିନ୍ରେ ହଠାତ୍ ଧୂଆଁମୟ ହେବାରୁ ଭୟଭୀତ ହୋଇଗଲେ ଯାତ୍ରୀ
ମାଡ୍ରିଡ,୬।୮: ବ୍ରିଟ୍ରିଶ ଏୟାରଓ୍ବେଜ୍ର ଏକ ବିମାନ ଲଣ୍ଡନରୁ ସ୍ପେନ ଯାଉଥିବା ବେଳେ ଇଞ୍ଜିନରେ ନିଅଁ। ଲାଗିବାରୁ ବିମାନ ଭିତରେ ହଠାତ୍ ଧୂଆଁମୟ ହୋଇଯାଇଥିଲା। ଏହାପରେ ସ୍ପେନର ଭାଲେନ୍ସିଆ ବିମାନବନ୍ଦରରେ ଏହାକୁ ଜରୁରୀ ଅବତରଣ କରାଯାଇଥିଲା। ଅବତରଣ କରିବା ସମୟରେ ଉକ୍ତ ବିମାନର…
ଜେଲ୍ରୁ ଫେରାର ହେବା ପାଇଁ ଝିଅ ବେଶ ଧାରଣ କରି ଗିରଫ ହେଲେ ଗ୍ୟାଙ୍ଗଷ୍ଟାର
ବ୍ରାସିଲିଆ,୬।୮: ଫିଲ୍ମରେ ଚେହେରା ଉପରେ ଅନ୍ୟ ଚେହେରା ଲଗାଇ ସମସ୍ତଙ୍କୁ ଚକିତ କରୁଥିବା ନାୟିକା ନାୟକଙ୍କୁ ଦେଖିଥିବେ। ହେଲେ ଜଣେ ବ୍ୟକ୍ତି ରିଅଲ ଲାଇଫ୍ରେ ଏଭଳି କରି ପୋଲିସ ହାତରେ ଧରାପଡ଼ିଛନ୍ତି। ଏଭଳି ଘଟଣା ଦେଖିବାକୁ ମିଳିଛି ବ୍ରାଜିଲ୍ରେ। ବ୍ରାଜିଲ୍ର ଏକ…
ଡିଏନ୍ଏ ଟେଷ୍ଟ କରି ପିତାଙ୍କୁ ଦଣ୍ଡ ଦେବାକୁ କହିଲେ ବଳାତ୍କାର ପରେ ଜନ୍ମ ନେଇଥିବା ଯୁବତୀ
ଓ୍ବାଶିଂଟନ,୬।୮: ବଳାତ୍କାର ପରେ ଜନ୍ମ ନେଇଥିବା ଜଣେ ସନ୍ତାନ ଏବେ ଡିଏନ୍ଏ ଟେଷ୍ଟ କରି ପିତାଙ୍କୁ ଦଣ୍ଡ ଦେବାକୁ ଚାହୁଁଛନ୍ତି। ସତରେ ଯଦି ଏକା କରାଯାଏ ତେବେ ବଳାତ୍କାର ପୀଡିତାଙ୍କ ଅଭିଯୋଗ ବିନା ପ୍ରଥମ କରି ଜଣେ ବଳାତ୍କାରୀ ଦଣ୍ଡ ପାଇବ…
ଓବାମାଙ୍କୁ ବୋମା ପଠାଇ ଫଶିଗଲେ ଡେଲିଭରୀ ବୟ
ଓ୍ବାଶିଂଟନ,୬।୮: ଆମେରିକାରେ ଘଟିଥିବା ଏକ ଘଟଣା ଏବେ ଚର୍ଚ୍ଚାର ବିଷୟ ପାଲଟିଛି। ଜଣେ ପିଜା ଡେଲିଭରୀ ବୟଙ୍କୁ ଅଦାଲତ ୨୦ ବର୍ଷର ସଜା ଶୁଣାଇଛନ୍ତି। ଯୁବକ ଜଣକ ପୂର୍ବତନ ରାଷ୍ଟ୍ରପତି ବାରାକ ଓବାମାଙ୍କ ସମେତ ପ୍ରାୟ ୬-୭ଜଣ ଡେମୋକ୍ରେଟିକ୍ ନେତାଙ୍କୁ ଦେଶି…
ଅନୁଚ୍ଛେଦ ୩୭୦ ହଟିବା ପରେ ଚିନ୍ତାରେ ପାକିସ୍ତାନ
ଇସଲାମାବାଦ,୬।୮: ମୋଦି ସରକାର ସୋମବାର ଜମ୍ମୁ-କଶ୍ମୀରୁ ଅନୁଚ୍ଛେଦ ୩୭୦ ହଟାଇବା ପରେ ଏହାକୁ ନେଇ ଏବେ ଚିନ୍ତାରେ ପଡିଯାଇଛି ପାକିସ୍ତାନ। କାରଣ ଅନୁଚ୍ଛେଦ ୩୭୦ ଆତଙ୍କବାଦ ଓ ଭ୍ରଷ୍ଟାଚାରକୁ ପ୍ରୋତ୍ସାହନ ଦେଉଥିବାରୁ ଏବେ ଏହାର ମୂଳପୋଛ ହୋଇଛି କହିଲେ କିଛି ଭୂଲ୍…
ପ୍ରତିଶ୍ରୁତି ପାଳନ ନ କରି ପାରିବାରୁ ନିଜକୁ ଦଣ୍ଡ ଦେଲେ ମେୟର: ମହିଳାଙ୍କ ପୋଷାକ ପିନ୍ଧି ବୁଲିଲେ
ମେକ୍ସିକୋ ସିଟି,୬।୮: ନିର୍ବାଚନରେ ଦେଇଥିବା ପ୍ରତିଶ୍ରୁତି ପାଳନ ନ କରି ପାରିବାରୁ ଜଣେ ମେୟର ନିଜକୁ ଦଣ୍ଡ ଦେଇଛନ୍ତି। ସେ ସର୍ବସାଧାରଣ ସ୍ଥଳରେ ମହିଳାଙ୍କ ପୋଷାକ ପିନ୍ଧି ବୁଲିଛନ୍ତି। ମେକ୍ସିକୋର ଚିୟାପାସ୍ ସ୍ଥିତ ସୈନ୍ ଏଣ୍ଡ୍ରସ୍ ପ୍ୟୁଟୋ ରିକୋ ସହରର ମେୟର…
ହିରୋସୀମାର ୭୪ ବର୍ଷ ତଳର ଲୁହ ଭିଜା କାହାଣୀ: ଅଗଷ୍ଟ ୬ ସାଜିଥିଲା ମାନବ ସଭ୍ୟତାର କଳାଦିନ
ଟୋକିଓ/ନୂଆଦିଲ୍ଲୀ, ୬।୮: ଅଗଷ୍ଟ ମାସ ୬ ତାରିଖକୁ ମାନବ ସଭ୍ୟତାର କଳାଦିନ ଭାବେ ବିବେଚନା କରାଯାଏ। ୧୯୪୫ ମସିହାରେ ଏହି ଦିନ ଜାପାନର ହିରୋସୀମା ସହର ଉପରେ ପକାଯାଇଥିଲା ପରମାଣୁ ବୋମା, ନିରୀହ ଜନସାଧାରଣ ଗ୍ରୀଷ୍ମଋତୁର ସାକୁରା ପୁଷ୍ପ ପ୍ରସ୍ଫୁଟିତ ଉଦ୍ୟାନ…
ଜମ୍ମୁରେ କଟକଣା ନ ମାନି ଉତ୍ସବ ମନାଇଲେ
ଜମ୍ମୁ ,୬ା୮(ପି.ଟି.): କେନ୍ଦ୍ର ସରକାର ସମ୍ବିଧାନର ୩୭୦ ଧାରା ଉଚ୍ଛେଦ କରିବା ପରେ ଜମ୍ମୁରେ ଉତ୍ସବରେ ମାହୋଲ ଦେଖିବାକୁ ମିଳିଛି। ରବିବାର ରାତିରୁ ୧୪୪ ଧାରା ଲାଗୁ ହୋଇଥିବାବେଳେ କଟକଣା ସତ୍ତ୍ୱେ ବାଜା ବଜାଇ ଲୋକମାନେ ନାଚୁଥିବା ଓ ମିଠା ବାଣ୍ଟୁଥିବାର…
ଜାତିସଂଘରେ ଚ୍ୟାଲେଞ୍ଜ କରିବ ପାକିସ୍ତାନ
ନୂଆଦିଲ୍ଲୀ ,୬ା୮(ପି.ଟି.): ଜମ୍ମୁ-କଶ୍ମୀରରୁ ଭାରତ ସରକାର ସମ୍ବିଧାନର ୩୭୦ ଓ ୩୫ଏ ଧାରା ଉଚ୍ଛେଦ କରିବା ପରେ ଏହାକୁ ନେଇ ପାକିସ୍ତାନ ପକ୍ଷରୁ ତୀବ୍ର ପ୍ରତିକ୍ରିୟା ପ୍ରକାଶ କରାଯାଇଛି। ନୂଆଦିଲ୍ଲୀର ଏକଚାଟିଆ ପଦକ୍ଷେପ କଶ୍ମୀର ବିବାଦର ମୋଡ଼ ବଦଳାଇ ପାରିବ ନାହିଁ…
ଉଚ୍ଚାୟୁକ୍ତଙ୍କୁ ପାକ୍ର ସମନ
ଇସ୍ଲାବାବାଦ,୬ା୮: ଜମ୍ମୁ-କଶ୍ମୀରରୁ ଅନୁଚ୍ଛେଦ ୩୭୦ ଉଚ୍ଛେଦ ଓ ଏହାକୁ ଦୁଇଟି କେନ୍ଦ୍ରଶାସିତ ଅଞ୍ଚଳରେ ବିଭକ୍ତ କରାଯିବା ନିଷ୍ପତ୍ତିକୁ ପାକିସ୍ତାନ ଦୃଢ଼ ବିରୋଧ କରିଛି। ପାକ୍ ବହିର୍ବ୍ୟାପାର ସଚିବ ସୋହେଲ ମହମ୍ମଦ ସୋମବାର ଭାରତୀୟ ଉଚ୍ଚାୟୁକ୍ତଙ୍କୁ ସମନ ଜାରି କରି ଇସ୍ଲାମାବାଦର ଦୃଢ଼…
ଏଠି ଗୀତ ଗାଏ ସଡ଼କ
କଥାଟା ଅଡୁଆ ଲାଗୁଥିଲେ ବି ସତ। କାରଣ ସଡ଼କରେ ଯିବା ସମୟରେ ଗୀତ ଶୁଣିଲେ ଦୁର୍ଘଟଣାକୁ ଏଡାଇ ଦିଆଯାଇପାରିବ ବୋଲି ଚିନ୍ତା କରିବା ପରେ କେତେକ ଦେଶରେ ଏମିତି ସଡ଼କ ନିର୍ମାଣ କରାଯାଇଛି। କାରଣ ରାସ୍ତାରେ ଯିବା ସମୟରେ ବେଳେ ବେଳେ…
କଶ୍ମୀରରେ ବହୁ ପରିମାଣର ସୁରକ୍ଷାକର୍ମୀଙ୍କୁ ଦେଖି ଟ୍ରମ୍ପଙ୍କୁ ଗୁହାରି କଲେ ଇମ୍ରାନ୍
ଇସଲାମାବାଦ,୫।୮: ଜମ୍ମୁ-କଶ୍ମୀରରେ ବହୁ ପରିମାଣରେ ମୁତୟନ ହୋଇଥିବା ସୁରକ୍ଷାକର୍ମୀଙ୍କୁ ଦେଖି ପାକିସ୍ତାନ ପ୍ରଧାନମନ୍ତ୍ରୀ ଇମ୍ରାନ ଖାଁ ଏହା ଉପେର ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ହସ୍ତକ୍ଷେପ ଲୋଡିଛନ୍ତି। ଇମ୍ରାନ କହିଛନ୍ତି ପୂର୍ବରୁ ଟ୍ରମ୍ପ କାଶ୍ମୀର ପରିସ୍ଥିତିକୁ ନେଇ ଭାରତ ପାକିସ୍ତାନ ମଧ୍ୟରେ…

