ବିଶ୍ୱର ପ୍ରଥମ ପାଇଲଟ୍ ଥିଲେ ରାବଣ
କଲମ୍ବୋ, ୧।୮: ରାଜା ରାବଣ ବିଶ୍ୱର ପ୍ରଥମ ବିମାନ ଚାଳକ ଥିଲେ ବୋଲି ଶ୍ରୀଲଙ୍କା ସରକାର ଦାବି କରିଛନ୍ତି। ୫୦୦୦ବର୍ଷ ପୂର୍ବରୁ ସେ ଉଡାଣ କରିଥିଲେ। ଶ୍ରୀଲଙ୍କା ନାଗରିକ ଉଡୟନ୍ ପ୍ରାଧିକରଣର ଉପାଧ୍ୟକ୍ଷ ଶଶୀ ଦାନତୁନଗେ କହିଛନ୍ତି, ବିଶ୍ୱର ପ୍ରଥମ ପାଇଲଟ୍…
ବେଜିଂରୁ ହଟାଯିବ ମୁସଲମାନଙ୍କ ସମସ୍ତ ପ୍ରତୀକ
ବେଜିଂ,୧।୮: ଚାଇନାର ରାଜଧାନୀ ବେଜିଂରୁ ଏଣିକି ମୁସଲମାନଙ୍କ ସମସ୍ତ ପ୍ରତୀକକୁ ହଟାଯିବ ବୋଲି ଚାଇନା ସରକାର ନିର୍ଦ୍ଦେଶ ଦେଇଛନ୍ତି। ହଲାଲ ରେସ୍ତୋରାଁଠାରୁ ଆରମ୍ଭ କରି ଫୁଡ ଷ୍ଟଲ ପର୍ଯ୍ୟନ୍ତ ସବୁଠି ଆରବ ଭାଷାରେ ଲେଖା ଯାଇଥିବା ଶବ୍ଦ ଓ ମୁସଲମାନଙ୍କ ପ୍ରତୀକକୁ…
ଭାରତୀୟ ଗୁପ୍ତଚରଙ୍କୁ ଗିରଫ କରିଥିବା ଦାବି କଲା ପାକିସ୍ତାନ
ଇସଲାମାବାଦ୍,୧।୮: ପାକିସ୍ତାନ ଜଣେ ଭାରତୀୟ ଗୁପ୍ତଚରଙ୍କୁ ଗିରଫ କରିଥିବା ଦାବି କରିଛି। ଗୁପ୍ତଚର ଜଣକ ପାକିସ୍ତାନର ପଞ୍ଜାବ ପ୍ରଦେଶର ଗାଜି ଖାଁ ଜିଲାର ରାଖିଗଞ୍ଜ ଅଞ୍ଚଳରୁ ଗିରଫ ହୋଇଥିବା କୁହାଯାଉଛି। ତାଙ୍କ ନାମ ରାଜୁ ଲକ୍ଷ୍ମଣ ବୋଲି ପାକିସ୍ତାନ କହିଛି। ସେ…
ଭୋକିଲା ପେଟକୁ ମିଳିବ ଦାନା: ରୁଟି, ନାନ୍ ଦାମ୍ କମାଇବ ପାକିସ୍ତାନ
ଇସଲାମାବାଦ୍,୧।୮: ପାକିସ୍ତାନର ଆର୍ଥିକ ଅବସ୍ଥା ଶୋଚନୀୟ ହୋଇପଡ଼ିଛି। କେତେକ ସ୍ଥାନରେ ଲୋକଙ୍କୁ ଦୁଇବେଳା ଖାଇବାକୁ ମଧ୍ୟ ମିଳୁନି। ଏଠାରେ ରୁଟି ଦାମ୍ ୧୦ରୁ ୧୨ ଟଙ୍କା ରହିଥିବାବେଳେ ନାନ୍ ଦାମ୍ ୧୨ରୁ ୧୫ ଟଙ୍କା ରହିଛି। ତେବେ ପ୍ରଧାନମନ୍ତ୍ରୀ ଇମ୍ରାନ୍ ଖାଁ…
ହସ୍ପିଟାଲର ୩୬ ଗର୍ଭବତୀ ନର୍ସଙ୍କ ମଧ୍ୟରୁ ୨୦ ଜଣ ମା’ହେଲେ
ଗୋଟିଏ ବର୍ଷରେ ଏକ ହସ୍ପିଟାଲର ୩୬ଜଣ ନର୍ସ ଗର୍ଭବତୀ ହୋଇଥିବା ଖବର ସାମ୍ନାକୁ ଆସିଥିବା ବେଳେ ଏବେ ଚର୍ଚ୍ଚାର କେନ୍ଦ୍ରବିନ୍ଦୁ ପାଲଟିଛି। ସୋସିଆଲ ମିଡିଆରେ ମା’ ହୋଇସାରିଥିବା ୨୦ ଓ ଅବଶିଷ୍ଟ ୧୬ ନର୍ସଙ୍କ ଖବର ଭାଇରାଲ ହେବାରେ ଲାଗିଛି। ହସ୍ପିଟାଲ…
ଯୁବକଙ୍କୁ ମାତ୍ର ୫୦ ମିନିଟ୍ ଜେଲ୍ ଦଣ୍ଡାଦେଶ ଶୁଣାଇଲେ କୋର୍ଟ, ଜାଣନ୍ତୁ କ’ଣ ଥିଲା ଅପରାଧ
ଲଣ୍ଡନ, ୧।୮: ଲଣ୍ଡନରେ ଏକ ଅଜବ ଘଟଣା ଘଟିଛି। ଏଠାରେ ଜଣେ ଯୁବକଙ୍କ ଛୋଟ ଭୁଲ ପାଇଁ ତାଙ୍କୁ ମାତ୍ର ୫୦ ମିନିଟ୍ ଜେଲ୍ ଦଣ୍ଡାଦେଶ ଶୁଣାଇଛନ୍ତି କୋର୍ଟ। ଶେନ୍ ଜେନକିଙ୍ଗ୍ସ ନିଜ ସାଙ୍ଗ କେନେଥ ବେଲଙ୍କ ଘରକୁ ଯାଇ ତାଙ୍କ…
ପିଲାଙ୍କୁ ବ୍ୟବହାର କରୁଛନ୍ତି ଆତଙ୍କବାଦୀ, ମାଓବାଦୀ
ଜାତିସଂଘ,୧ା୮(ପି.ଟି. ): ଆତଙ୍କବାଦୀ ଓ ମାଓବାଦୀ କାର୍ଯ୍ୟକଳାପ ପାଇଁ ପିଲାମାନଙ୍କୁ ବ୍ୟବହାର କରାଯାଉଥିବାରୁ ଜାତିସଂଘ ମହାସଚିବ ଆଣ୍ଟୋନିଓ ଗୁଟେରେସ୍ ଚିନ୍ତାବ୍ୟକ୍ତ କରିଛନ୍ତି। ଜମ୍ମୁ-କଶ୍ମୀରରେ ହିଜ୍ବୁଲ ମୁଜାହିଦ୍ଦିନ ଓ ଲଶ୍କର-ଇ-ତୋଇବା (ଏଲ୍ଇଟି) ଭଳି ଆତଙ୍କବାଦୀ ସଙ୍ଗଠନ ଏବଂ ଭାରତର ଅନ୍ୟ କେତେକ ଭାଗରେ…
ଓସାମା ବିନ୍ ଲାଦେନଙ୍କ ପୁଅ ହମଜାଙ୍କ ପରଲୋକ
ଓ୍ବାଶିଂଟନ,୧।୮: ଅଲକାଏଦାର ମୁଖ୍ୟ ତଥା ବହୁ ଚର୍ଚ୍ଚିତ ଆତଙ୍କବାଦୀ ଓସାମା ବିନ୍ ଲାଦେନଙ୍କ ପୁଅ ହମଜା ବିନ୍ ଲାଦେନଙ୍କ ମୃତ୍ୟୁ ହୋଇଥିବା ସୂଚନା ଦେଇଛି ଆମେରିକା ଗଣମାଧ୍ୟମ। ଏନ୍ବିସି ନ୍ୟୁଜର ସୂଚନା ଅନୁଯାୟୀ, ଆମେରିକାର ୩ ଅଧିକାରୀ ହମଜାଙ୍କ ପରଲୋକ ହୋଇଥିବା…
ପିଲାମାନେ କେତେ ସମୟ ବ୍ୟାୟାମ କରିବା ଦରକାର
ଓ୍ବାଶିଂଟନ : ପିଲାମାନେ ସୁସ୍ଥ ରହିବା ପାଇଁ ସପ୍ତାହକୁ ତିନି ଦିନ ମଧ୍ୟମ କିମ୍ବା କଠିନ ବ୍ୟାୟାମ କରିବାକୁ ପଡିବ। ୟୁଏସ୍ ଡିପାର୍ଟମେଣ୍ଟ ଅଫ୍ ହେଲ୍ଥ ଆଣ୍ଡ୍ ହ୍ୟୁମାନ ସର୍ଭିିସ ଗାଇଡ୍ ଲାଇନ ଅନୁଯାୟୀ ୬ କିମ୍ବା ଏହାଠାରୁ ଅଧିକ ବୟସର…
ପୃଥିବୀଠାରୁ ୭୩ ଆଲୋକବର୍ଷ ଦୂରରେ ବାସୋପଯୋଗୀ ଗ୍ରହର ସନ୍ଧାନ
ଓ୍ବାଶିଂଟନ:ଆମେରିକୀୟ ମହାକାଶ ସଂସ୍ଥା ନାସା ସୌରମଣ୍ଡଳ ବାହାରେ ତିନୋଟି ବାସୋପଯୋଗୀ ଗ୍ରହ ଠାବ କରିଛି। ପୃଥିବୀଠାରୁ ୭୩ ଆଲୋକବର୍ଷ ଦୂରରେ ଥିବା ଗ୍ରହଗୁଡିକ ଏକ ନକ୍ଷେତ୍ର ଚାରିପାଖରେ ଘୂରୁଛନ୍ତି। ଏହିି ତିନୋଟି ଗ୍ରହ ମଧ୍ୟରୁ ଗୋଟିଏରେ କଠିନ ପୃଷ୍ଠଭୂମି ଥିବାବେଳେ ଅନ୍ୟ…
ବଲୁଚିସ୍ତାନରେ ବୋମା ବିସ୍ଫୋରଣ: ୫ ମୃତ; ୩୮ ଆହତ
ଇସଲାମାବାଦ୍,୩୧।୭: ପାକିସ୍ତାନ ବଲୁଚିସ୍ତାନ ପ୍ରଦେଶରେ ବୋମା ବିସ୍ଫୋରଣରେ ୫ ଜଣଙ୍କ ମୃତ୍ୟୁ ଘଟିଛି। ଏହି ଘଟଣାରେ ୩୮ରୁ ଅଧିକ ଲୋକ ଆହତ ହୋଇଥିବା କୁହାଯାଉଛି। ଆହତଙ୍କୁ ଉଦ୍ଧାର କରି ଚିକିତ୍ସା ପାଇଁ ହସ୍ପିଟାଲରେ ଭର୍ତ୍ତି କରାଯାଇଥିବା ସ୍ଥାନୀୟ ପ୍ରଶାସନ ପକ୍ଷରୁ ସୂଚନା…
ଆଫଗାନିସ୍ତାନରେ ବୋମା ବିସ୍ଫୋରଣ: ୩୪ ମୃତ
କାବୁଲ,୩୧।୭: ଆଫଗାନିସ୍ତାନରେ ବୋମା ବିସ୍ଫୋରଣରେ ୩୪ ଜଣଙ୍କ ମୃତ୍ୟୁ ଘଟିଛି। ବୁଧବାର ହେରାତ୍-କନ୍ଧାହର ଜାତୀୟ ରାଜପଥ ନିକଟରେ ଏହି ବିସ୍ଫୋରଣ ଘଟିଛି। ମୃତକଙ୍କ ମଧ୍ୟରେ ଜଣେ ମହିଳା ଏବଂ ଶିଶୁ ରହିଥିବା କୁହାଯାଉଛି। ଏହି ଘଟଣାରେ ଆହତ ହୋଇଥିବା ଲୋକଙ୍କୁ ଚିକିତ୍ସା…

