୧୨ କୋଟିରେ ବିକ୍ରି ହେବ ୬୬୦ ଏକର ପରିମିତ ଅଞ୍ଚଳରେ ଥିବା ନିର୍ଜନ ଦ୍ୱୀପ
ଏଡ଼ିନବରା, ୩୧।୭: ସ୍କଟ୍ଲାଣ୍ଡରେ ଥିବା ଏକ ନିର୍ଜନ ଦ୍ୱୀପ ୧୨ କୋଟି ଟଙ୍କାରେ ବିକ୍ରି ହେବ। ଏନେଇ ଘୋଷଣା ପ୍ରକାଶ ପାଇଛି। ଦ୍ୱୀପଟି ୬୬୦ ଏକର ପରିମିତ ଅଞ୍ଚଳରେ ରହିଛି। ଏହି ଦ୍ୱୀପ ହେଉଛି ଇଞ୍ଚ୍ମାନରୋକ୍। ଏଠାରେ ୪ ବେଡ୍ ରୁମ୍…
ସିଦ୍ଧାର୍ଥଙ୍କ ସହ ଯାହା ଘଟିଛି, ମୋ ସହ ବି ସେମିତି ହୋଇଥିଲା:ମାଲ୍ୟା
ଲଣ୍ଡନ, ୩୧।୭: ସୋମବାରଠାରୁ ନିଖୋଜ ଥିବା ‘କାଫେ କଫି ଡେ’ (ସିସିଡି)ର ପ୍ରତିଷ୍ଠାତା ୬୦ ବର୍ଷୀୟ ଭିଜି ସିଦ୍ଧାର୍ଥଙ୍କ ମୃତଦେହ ଉଦ୍ଧାର କରଯାଇଛି। ବ୍ୟବସାୟରେ କ୍ଷତି ହେଉଥିବାବେଳେ ବାରମ୍ବାର ଇନକମ ଟ୍ୟାକ୍ସ ଡିପାର୍ଟମେଣ୍ଟର ଚଢଉ ଯୋଗୁ ସେ ଆତ୍ମହତ୍ୟା କରିଥିବା ଏକ…
ଏଠି ପ୍ରତିବର୍ଷ ମହିଳାଙ୍କ ପାଇଁ ଆୟୋଜିତ ହୁଏ ହର୍ସ ରେସ୍
ବ୍ରିଟେନରେ ଏମିତି ଏକ ହର୍ସ ରେସ୍ ବା ଘୋଡା ଦୌଡ ଆୟୋଜନ କରାଯାଇଥାଏ ଯେଉଁଥିରେ କେବଳ ମହିଳାମାନେ ହିଁ ଭାଗ ନେଇଥାଆନ୍ତି। ଏଥିରେ ଟେଲିଭିଜନ୍ ଆଙ୍କର, ଫ୍ୟାଶନ୍ ଏକ୍ସପର୍ଟ, ମଡେଲ, ଛାତ୍ରୀ ତଥା ଗୃହିଣୀ ସମସ୍ତେ ଭାଗ ନେବାର ସୁବିଧା ଥାଏ।…
କାନ୍ଦାହାର ବିସ୍ଫୋରଣ: ୩ ଶିଶୁ ମୃତ
କାନ୍ଦାହାର,୩୦।୭: ଆଫଗାନିସ୍ତାନର କାନ୍ଦାହାର ଅଞ୍ଚଳରେ ଥିବା ଏକ ଜନଗହଳିପୂର୍ଣ୍ଣ ରାସ୍ତାରେ ମଙ୍ଗଳବାର ଆତ୍ମଘାତୀ ବିସ୍ଫୋରଣ ଫଳରେ ୩ ଶିଶୁଙ୍କ ମୃତ୍ୟୁ ହୋଇଥିବା ସୂଚନା ମିଳିଛି। ଏହି ବିସ୍ଫୋରଣରେ ଅନ୍ୟ ୬ ଜଣ ଶିଶୁଙ୍କ ସମେତ ୨୩ ଜଣ ଆହତ ହୋଇଥିବା ଜଣାପଡିଛି।…
ଟ୍ରାନ୍ସଜେଣ୍ଡରଙ୍କୁ ମିଳିଲା ପ୍ରଥମ ମିସ୍ ମେକ୍ସିକୋ ମୁକୁଟ
ମେକ୍ସିକୋ ସିଟି,୩୦।୭: ମେକ୍ସିକୋରେ ପ୍ରଥମଥର ଲାଗି ଜଣେ ଟ୍ରାନ୍ସଜେଣ୍ଡରଙ୍କୁ ମିସ୍ ମେକ୍ସିକୋ ୨୦୧୯ ମୁକୁଟ ମିଳିଛି। କାଲିଫର୍ନିଆ ଓ ମେକ୍ସିକୋ ସିଟିର ମିସ୍ଙ୍କୁ ହରାଇ ଇଓ୍ବାନା କୋଜାରେସ ଏହି ଗୌରବର ଅଧିକାରୀ ହୋଇପାରିଛନ୍ତି। ଜଳବାୟୁ ପରିବର୍ତ୍ତନ ଓ ସାମାଜିକ ଅଧିକାରକୁ ନେଇ…
୧୩ଜଣଙ୍କ ଜୀବନ ବଞ୍ଚାଇଲେ ୫ବର୍ଷର ଶିଶୁ
ଓ୍ବାଶିଂଟନ୍, ୩୦।୭: ଆମେରିକାର ଚିକାଗୋ ସହରରେ ଜଣେ ୫ବର୍ଷର ଶିଶୁ ପାଇଁ ଘରର ୧୩ ଜଣ ସଦସ୍ୟଙ୍କ ଜୀବନ ବଞ୍ଚିଯାଇଛି। ରୋଷେଇ ଘରେ ନିଆଁ ଲାଗିଥିବାର ଦେଖି ଜୟଦେନ ଏସ୍ପିନୋସା ନିଜ ପରିବାର ସଦସ୍ୟଙ୍କୁ ପାଟିକରି ଡାକିଥିଲେ। ଫଳରେ ସମସ୍ତଙ୍କୁ ସୁରକ୍ଷିତ…
ବିମାନବନ୍ଦରରେ ବୁଲୁଥିବା ମହିଳାଙ୍କ ବ୍ୟାଗ୍ରୁ ହଠାତ୍ ବାହାରିଲା ନିଆଁ
ବ୍ୟାଙ୍କକ,୩୦।୭: ଆପଣ ପାଓ୍ବାର ବ୍ୟାଙ୍କ ବ୍ୟବହାର କରୁଛନ୍ତି କି ଯଦି କରୁଛନ୍ତି ତାହେଲେ ସାବଧାନ୍ ହୋଇଯାଆନ୍ତୁ। ନ ହେଲେ ଏହି ପାଓ୍ବାର ବ୍ୟାଙ୍କ ଆପଣଙ୍କ ପାଇଁ ବିପଦଜନ୍ନକ ହୋଇପାରେ। କିଛି ଏଭଳି ଘଟଣା ଘଟିଛି ଥାଇଲାଣ୍ଡର ଚିୟାଂ ମାଇ ଇଣ୍ଟରନ୍ୟାସନାଲ ଏୟାରପୋର୍ଟରେ।…
ଜାପାନରେ ଭୂକମ୍ପ
ଟୋକିଓ,୩୦।୭: ଜାପାନରେ ଭୂକମ୍ପ ଅନୁଭୁତ ହୋଇଛି। ଏହାର ତୀବ୍ରତା ରିକ୍ଟର ସ୍କେଲରେ ୫.୭ ଥିବା ଆମେରିକା ଭୂବିଜ୍ଞାନ ସଂସ୍ଥା ପକ୍ଷରୁ କୁହାଯାଇଛି। ଭୂକମ୍ପର କେନ୍ଦ୍ର ଦକ୍ଷିଣ-ପୂର୍ବ ହାଚିଜୋ-ଜିମାଠାରୁ ଭୂଗର୍ଭର ୫୨.୯ କିମି ତଳେ ଥିବା ଅନୁମାନ କରାଯାଉଛି। ପ୍ରଶାନ୍ତ ମହାସାଗରର ରିଙ୍ଗ୍…
ପାକିସ୍ତାନ ମିଲିଟାରୀ ବିମାନ ଦୁର୍ଘଟଣା ଗ୍ରସ୍ତ: ୧୭ ମୃତ
ଇସଲାମାବାଦ୍,୩୦।୭: ପାକିସ୍ତାନର ଏକ ମିଲିଟାରୀ ବିମାନ ମଙ୍ଗଳବାର ଦୁର୍ଘଟଣା ଗ୍ରସ୍ତ ହୋଇଛି। ଏହି ଘଟଣାରେ ୧୭ ଜଣଙ୍କ ମୃତ୍ୟୁ ଘଟିଥିବା କୁହାଯାଉଛି। ବିମାନରେ ଥିବା ୫ ଜଣ କର୍ମଚାରୀଙ୍କ ମୃତ୍ୟୁ ଘଟିଥିବାବେଳେ ଏହାର ଭଗ୍ନାବଶେଷ ତଳେ ପଡ଼ିବା ଯୋଗୁ ୧୨ ଜଣ…
ପୃଥିବୀର ୧୦ ସହରରେ ଜଳ ସଙ୍କଟ: ଆଗାମୀ ଦିନରେ ନିତି ଗାଧୋଇବା ହେବ ଅସମ୍ଭବ; ତାଲିକାରେ ଭାରତର ବେଙ୍ଗାଲୁରୁ
ଓ୍ବାଶିଂଟନ/ନୂଆଦିଲ୍ଲୀ,୩୦।୭: ଜଳବାୟୁ ପରିବର୍ତ୍ତନ ଯୋଗୁ ପୃଥିବୀର ୧୦ଟି ସହରରେ ଜଳ ସଙ୍କଟ ଦେଖାଦେଇଛି। ଏହାର ଶୀଘ୍ର ନିରାକରଣ କରା ନ ଗଲେ ପରିସ୍ଥିତି ଅଣାୟତ ହେବ ବୋଲି ଜାତିସଂଘ ଦ୍ୱାରା ପ୍ରକାଶିତ ଏକ ରିପୋର୍ଟରେ ପ୍ରକାଶ ପାଇଛି। ପୃଥିବୀର ୧୦ଟି ସହରରେ…
ଜେଲ୍ରେ ଦଙ୍ଗା: ୫୨ ମୃତ
ରିଓ ଡି ଜେନିରୋ,୩୦ା୭(ଏଏଫ୍ପି): ଉତ୍ତର ବ୍ରାଜିଲ୍ର ଏକ କାରାଗାରରେ ଦୁଇ ବିଦ୍ରୋହୀ ଗୋଷ୍ଠୀ ମଧ୍ୟରେ ସଂଘର୍ଷ ଯୋଗୁ ଅନୂ୍ୟନ ୫୨ କଏଦୀଙ୍କ ପ୍ରାଣହାନି ଘଟିଛି। ତିନି ମାସ ମଧ୍ୟରେ ବ୍ରାଜିଲ କାରାଗାର ସଂଘର୍ଷ ହେଉଛି ଦ୍ୱିତୀୟ ଘଟଣା। ମେ ମାସରେ ପଡୋଶୀ…
ଉପରାଷ୍ଟ୍ରପତି ପ୍ରାର୍ଥୀଙ୍କ କାର୍ଯ୍ୟାଳୟରେ ଆକ୍ରମଣ:୨୦ ମୃତ
କାବୁଲ୍,୩୦ା୭(ପି.ଟି.)-ଆଫଗାନିସ୍ତାନର ରାଜଧାନୀ କାବୁଲରେ ଥିବା ଉପରାଷ୍ଟ୍ରପତି ପ୍ରାର୍ଥୀଙ୍କ ଗ୍ରୀନଟ୍ରେଣ୍ଡ କାର୍ଯ୍ୟାଳୟ ଉପରେ ରବିବାର ଆକ୍ରମଣ ହୋଇଛି। ଏଥିରେ ୨୦ ନିହତ ହେବା ସହ ୫୦ ଜଣ ଆହତ ହୋଇଥିବା ଜଣାପଡ଼ିଛି। କେତେକ ଅଜ୍ଞାତ ବନ୍ଧୁକଧାରୀ କାର୍ଯ୍ୟାଳୟ ଭିତରେ ପଶି ୬ ଘଣ୍ଟାକାଳ…

