ଅନ୍ତର୍ଜାତୀୟ

ଇଟାର ଜବାବ ପଥରରେ ଦେବୁ: ଆମେରିକାକୁ ଚେତାବନୀ ଦେଲା ଇରାନ

ଓ୍ବାଶିଂଟନ୍‌,୯।୭: ଆମେରିକା ପୁଣିଥରେ ଇରାନର ଅନେକ ସ୍ଥାନକୁ ଟାର୍ଗେଟ କରିଛି। ଇରାନ ଜୋରଦାର ପ୍ରତିକ୍ରିୟା ଦେଇ ବାହାରିନ ଏବଂ କୁଏତରେ ଥିବା ସ୍ଥାନଗୁଡ଼ିକୁ ଆକ୍ରମଣ କରିଛି। ଏହା ମଧ୍ୟରେ ଇରାନର ବୈଦେଶିକ ମନ୍ତ୍ରୀ ଆବାସ ଆରାଘଚି ଏକ କଡ଼ା ବିବୃତ୍ତି ଜାରି…

ଇରାନ ଉପରେ ଆମେରିକାର ଜୋରଦାର ଆକ୍ରମଣ: ଚାରିଆଡ଼େ ଧୂଆଁଧୂଆଁ

ଓ୍ବାଶିଂଟନ୍‌,୯।୭: ପଶ୍ଚିମ ଏସିଆରେ ଉତ୍ତେଜନା ପୁଣି ଥରେ ବିପଜ୍ଜନକ ସ୍ତରରେ ପହଞ୍ଚିଛି। ଆମେରିକା ଇରାନ ଉପରେ ଘନ ଘନ ଆକ୍ରମଣ କରୁଛି। ଦକ୍ଷିଣପୂର୍ବ ଇରାନର ଇରାନଶାହରରେ ଅବସ୍ଥିତ ଇସଲାମିକ ରିଭୋଲ୍ୟୁସନାରୀ ଗାର୍ଡ କର୍ପସ (IRGC) ସଲମାନ କମାଣ୍ଡ ମୁଖ୍ୟାଳୟକୁ ଟାର୍ଗେଟ କରାଯାଇଛି।…

ଇରାନକୁ ପୁଣି ଟ୍ରମ୍ପଙ୍କ ଖୋଲା ଧମକ, କହିଲେ..’ଆମେ ସମ୍ପୂର୍ଣ୍ଣ ପ୍ରସ୍ତୁତ, ଆବଶ୍ୟକ ପଡ଼ିଲେ ଆଜି ରାତିରେ…’

ଓ୍ବାଶିଂଟନ,୮।୭: ମଧ୍ୟପ୍ରାଚ୍ୟରେ ଆମେରିକା ଏବଂ ଇରାନ ମଧ୍ୟରେ ତିକ୍ତତା ଚରମ ସୀମାରେ ପହଞ୍ଚିଛି। ସାମୁଦ୍ରିକ ସୁରକ୍ଷା ବିପନ୍ନ ହେବା ଯୋଗୁ ହର୍ମୁଜ୍ ଷ୍ଟ୍ରେଟ୍ ରେ ଶତାଧିକ ଜାହାଜ ଫସି ରହିଥିବା ବେଳେ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଇରାନକୁ ପୁଣି ଏକ…

ପୁଣି ଯୁଦ୍ଧ ମୁହାଁ ମିଡଲ ଇଷ୍ଟ, ଇରାନ ଉପରେ ଆକ୍ରମଣ ପରେ ଟ୍ରମ୍ପ କହିଛନ୍ତି – ତେହରାନ ସରକାର ଏକ କର୍କଟ; ଶୀଘ୍ର ଅସ୍ତ୍ରୋପଚାର ଆବଶ୍ୟକ, ଜବାବ ରଖିଲା ଇରାନ

ଓ୍ବାଶିଂଟନ,୮।୭: ପଶ୍ଚିମ ଏସିଆ ପୁଣି ଥରେ ବଡ଼ ସଂଘର୍ଷ ଆଡକୁ ମୁହାଁଇଥିବା ପରି ମନେ ହେଉଛି। ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ କହିଛନ୍ତି ଯେ ଇରାନ ସରକାର ଏକ ମାରାତ୍ମକ ରୋଗ (କର୍କଟ) ପରି; ତେଣୁ, ବ୍ୟାପକ କ୍ଷୟକ୍ଷତିକୁ ଏଡାଇବା ପାଇଁ…

‘ଇରାନ ସହିତ ଚୁକ୍ତି ଶେଷ’: ଶାନ୍ତି ଚୁକ୍ତିର ସମାପ୍ତି ଘୋଷଣା କଲେ ଟ୍ରମ୍ପ, ଏବେ ହେବ କଡା ଟକ୍କର!

ଓ୍ବାଶିଂଟନ,୮।୭: ତୁର୍କୀର ରାଜଧାନୀ ଅଙ୍କାରାରେ ଅନୁଷ୍ଠିତ ନାଟୋ ଶିଖର ସମ୍ମିଳନୀରେ ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଇରାନ ସମ୍ପର୍କରେ ଏକ ଗୁରୁତ୍ୱପୂର୍ଣ୍ଣ ବିବୃତ୍ତି ଦେଇଥିଲେ। ଗଣମାଧ୍ୟମ ସହିତ କଥାବାର୍ତ୍ତା ସମୟରେ ଟ୍ରମ୍ପ ତାଙ୍କର ବିଶ୍ୱାସ ପ୍ରକାଶ କରିଥିଲେ ଯେ ଇରାନ ସହିତ…

ଇରାନ-ଆମେରିକା ମଧ୍ୟରେ ପୁଣି ହେଲା ସିଧାସଳଖ ଯୁଦ୍ଧ, ଆମେରିକାର ଆକ୍ରମଣ ପରେ ସିଧା ଜବାବ ରଖିଲା ଇରାନ

ତେହରାନ,୮।୭: ହର୍ମୁଜ ପ୍ରଣାଳୀରେ ଜାହାଜ ଉପରେ ଆକ୍ରମଣ ପରେ, ଆମେରିକା ଏବଂ ଇରାନ ଏବେ ସିଧାସଳଖ ମୁହାଁମୁହିଁ ହୋଇଛନ୍ତି। ହର୍ମୁଜ ପ୍ରଣାଳୀରେ ଆକ୍ରମଣ ପରେ ଦୁଇ ଦେଶ ମଧ୍ୟରେ ଶତ୍ରୁତା ଆରମ୍ଭ ହୋଇଛି। ଇରାନ ବାହାରିନ ଏବଂ କୁୱେତରେ ଅବସ୍ଥିତ ୮୫ଟି…

ଦୁର୍ଘଟଣାଗ୍ରସ୍ତ ହେଲା ନା ଅନ୍ୟ କିଛି? କରାଚୀ ନିକଟରେ ମଝି ଆକାଶରେ ନିଖୋଜ ହୋଇଗଲା ପାକିସ୍ତାନୀ ବିମାନ

କରାଚୀ,୮।୭: ଏକ ପାକିସ୍ତାନୀ ମାଲବାହୀ ବିମାନ ମଙ୍ଗଳବାର (୭ ଜୁଲାଇ) ଦିନ ମଧ୍ୟ ଆକାଶରେ ନିଖୋଜ ହୋଇଗଲା। ମାଲବାହୀ କମ୍ପାନୀ K2 ଏୟାରୱେଜ ଦ୍ୱାରା ପରିଚାଳିତ ଏହି ବିମାନଟି ପାଞ୍ଚ ଜଣ କ୍ରୁ ସଦସ୍ୟଙ୍କ ସହିତ ୟୁଏଇର ସାରଜାହଜରୁ ପାକିସ୍ତାନର କରାଚୀ…

ମୁଁ ମେଲୋନିଙ୍କୁ ପସନ୍ଦ କରେ: କହୁ କହୁ ଏମିତି କହିଦେଲେ ଟ୍ରମ୍ପ

ଓ୍ବାଶିଂଟନ୍‌,୮।୭: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଇଟାଲୀ ପ୍ରଧାନମନ୍ତ୍ରୀ ଜିଓର୍ଜିଆ ମେଲୋନିଙ୍କୁ ପ୍ରଶଂସା କରିଛନ୍ତି। ଆଙ୍କାରା ଗସ୍ତ ସମୟରେ ଆମେରିକା ରାଷ୍ଟ୍ରପତି ଇଟାଲୀ ନେତାଙ୍କୁ ଜଣେ ‘ଭଲ ମହିଳା’ ଭାବରେ ବର୍ଣ୍ଣନା କରିଥିଲେ। କିନ୍ତୁ ଇରାନ ସହିତ ସମ୍ଭାବ୍ୟ ସଂଘର୍ଷରେ ସହାୟତା…

ପେଟ୍ରୋଲ-ଡିଜେଲ ଶସ୍ତା ହେବା ଆଶାକୁ ଶକ୍ତ ଧକ୍କା: ଇରାନ ଉପରେ ଆମେରିକାର ବୋମା ବର୍ଷଣ, ଅଶୋଧିତ ତୈଳ ଦରରେ ନିଆଁ

ନୂଆଦିଲ୍ଲୀ, ୮।୭: ଆମେରିକା ପକ୍ଷରୁ ଇରାନ ଉପରେ ହୋଇଥିବା ନୂଆ ସାମରିକ ଆକ୍ରମଣ ପରେ ଅନ୍ତର୍ଜାତୀୟ ବଜାରରେ ଅଶୋଧିତ ତୈଳ (Crude Oil) ଦରରେ ବଡ଼ ଧରଣର ବୃଦ୍ଧି ଦେଖିବାକୁ ମିଳିଛି। ହର୍ମୁଜ ଜଳଡମରୁମଧ୍ୟ (Strait of Hormuz)ରେ ଜାହାଜଗୁଡ଼ିକ ଉପରେ…

ହର୍ମୁଜ୍‌ରେ ୩ ଟ୍ୟାଙ୍କର ଉପରେ ଆକ୍ରମଣ

ତେହରାନ୍‌,୮ା୭: ଇରାନରେ ପୂର୍ବତନ ସୁପ୍ରିମ ଲିଡର ଆୟାତୋଲ୍ଲା ଅଲି ଖାମେନେଇଙ୍କ ଅନ୍ତିମ ସଂସ୍କାର କାର୍ଯ୍ୟକ୍ରମ ଚାଲିଥିବାବେଳେ ଷ୍ଟ୍ରେଟ୍‌ ଅଫ୍‌ ହର୍ମୁଜ୍‌ରେ ୩ଟି ଟ୍ୟାଙ୍କର ଉପରେ ଆକ୍ରମଣ ହୋଇଛି। ପୁଣି ଯୁଦ୍ଧ କରିବାକୁ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ୍‌ ବାରମ୍ବାର ଧମକ ଦେଉଥିବାରୁ…

ଇଣ୍ଡୋନେସିଆରେ ବିଜୁ ପଟ୍ଟନାୟକଙ୍କୁ ପ୍ରଶଂସା କଲେ ମୋଦି: କହିଦେଲେ ଏମିତି, ଚାରିଆଡେ ଚର୍ଚ୍ଚା

ଜାକର୍ତ୍ତା,୮ା୭: ଇଣ୍ଡୋନେସିଆ ସ୍ବାଧୀନତା ସଂଗ୍ରାମରେ ଓଡ଼ିଶାର ପୂର୍ବତନ ମୁଖ୍ୟମନ୍ତ୍ରୀ ବିଜୁ ପଟ୍ଟନାୟକଙ୍କ ଭୂମିକା ପାଇଁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ମଙ୍ଗଳବାର ତାଙ୍କୁ ଉଚ୍ଚ ପ୍ରଶଂସା କରିଛନ୍ତି। ବିଜୁଙ୍କ କାର୍ଯ୍ୟ ଭାରତ ଓ ଇଣ୍ଡୋନେସିଆକୁ ନିକଟତର କରାଇବାରେ ସହାୟକ ହୋଇଥିଲା ବୋଲି ସେ…

ସିରିଜ ବିସ୍ଫୋରଣରେ ଥରି ଉଠିଲା ସିରିଆ; ଡାମାସ୍କସରେ ମାକ୍ରନଙ୍କ ହୋଟେଲ ନିକଟରେ ମଧ୍ୟ ବଡ଼ ବିସ୍ଫୋରଣ, ସୁରକ୍ଷିତ ଅଛନ୍ତି ରାଷ୍ଟ୍ରପତି

ଡାମାସ୍କସ,୭।୭: ମଙ୍ଗଳବାର ସିରିଆର ରାଜଧାନୀ ଡାମାସ୍କସରେ ଗୋଟିଏ ପରେ ଗୋଟିଏ ବିସ୍ଫୋରଣ ଘଟିଥିଲା। ଉଲ୍ଲେଖଯୋଗ୍ୟ, ଫ୍ରାନ୍ସ ରାଷ୍ଟ୍ରପତି ଇମାନୁଏଲ ମାକ୍ରୋନ ବର୍ତ୍ତମାନ ସିରିଆ ଗସ୍ତରେ ଅଛନ୍ତି ଏବଂ ସେ ରହୁଥିବା ହୋଟେଲ ନିକଟରେ ଏକ ବିସ୍ଫୋରଣ ଘଟିଥିଲା। ଇମାନୁଏଲ ମାକ୍ରୋନ ସିରିଆର…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri