Global Safety Index 2025: ପ୍ରକାଶ ପାଇଲା ବିଶ୍ୱର ସବୁଠାରୁ ସୁରକ୍ଷିତ ଦେଶ ତାଲିକା: ଭାରତକୁ ପଛରେ ପକାଇଲା ପାକିସ୍ତାନ
ନୂଆଦିଲ୍ଲୀ,୩୧।୩: ଗ୍ଲୋବାଲ ସେଫ୍ଟି ଇଣ୍ଡେକ୍ସ 2025 ବିଶ୍ୱର ସବୁଠାରୁ ସୁରକ୍ଷିତ ଦେଶଗୁଡ଼ିକର ଏକ ନୂତନ ତାଲିକା ପ୍ରକାଶ କରିଛି। ଏଥିରେ କିଛି ଆଶ୍ଚର୍ଯ୍ୟଜନକ ସଂଖ୍ୟା ସାମ୍ନାକୁ ଆସିଛି। ପାକିସ୍ତାନ ଭାରତକୁ ପଛରେ ପକାଇ ଏକ ଭଲ ରାଙ୍କିଂ ହାସଲ କରିଛି।...
ଚାଲିଥିଲା ନମାଜ ଆସିଲା ଭୂମିକମ୍ପ: ପ୍ରାଣ ହରାଇଲେ ୭୦୦ରୁ ଉର୍ଦ୍ଧ୍ବ ମୁସଲମାନ
ନୂଆଦିଲ୍ଲୀ,୩୧।୩: ମିଆଁମାରର ଏକ ମୁସଲିମ ସଂଗଠନ କହିଛି ଯେ ପବିତ୍ର ରମଜାନ ମାସରେ ଶୁକ୍ରବାର ନମାଜ ସମୟରେ ଦେଶରେ ହୋଇଥିବା ୭.୭ ତୀବ୍ରତାର ଶକ୍ତିଶାଳୀ ଭୂମିକମ୍ପରେ ୭୦୦ ରୁ ଅଧିକ ମୁସଲମାନଙ୍କ ମୃତ୍ୟୁ ହୋଇଛି। ସ୍ପ୍ରିଙ୍ଗ ରିଭୋଲ୍ୟୁସନ ମିଆଁମାର ମୁସଲିମ...
ଭାରତ,ଚାଇନା କି ରୁଷିଆ ନୁହେଁ, ରାଷ୍ଟ୍ରପତି ହେବା ପରେ ପ୍ରଥମେ ଏହି ମୁସଲମାନ ଦେଶକୁ ଗସ୍ତ କରିବେ ଟ୍ରମ୍ପ
ଓ୍ବାଶିଂଟନ,୩୧।୩: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଯେତେବେଳେ ମେ’ରେ ତାଙ୍କର ପ୍ରଥମ ବିଦେଶ ଗସ୍ତ ଆରମ୍ଭ କରିବେ, ସେ କୌଣସି ପଶ୍ଚିମ ଦେଶ କିମ୍ବା ଭାରତ, ଚାଇନା କିମ୍ବା ରୁଷିଆ ଭଳି ଏସୀୟ ଶକ୍ତିକୁ ଯିବେ ନାହିଁ, ବରଂ ଏକ...
Myanmar Earthquake : ମ୍ୟାନମାର ଭୂକମ୍ପରେ ୩୫ ଲକ୍ଷର ଅଧିକ ଲୋକେ ବାସହରା
ନାପିଦାଉ,୩୧।୩: ମ୍ୟାନମାରରେ ହୋଇଥିବା ଭୂକମ୍ପ ବିପର୍ଯ୍ୟୟ ଯୋଗୁଁ ପ୍ରାୟ ୩୫ଲକ୍ଷ ଲୋକ ବାସହାରା ହୋଇଛନ୍ତି ଏବଂ ଏଠାରେ ଏବେ ବି ଭୂମିକମ୍ପ ଅନୁଭୂତ ହେଉଛି। ରବିବାର ଭୂମିକମ୍ପର କେନ୍ଦ୍ରସ୍ଥଳ ମାଣ୍ଡାଲେରେ ରିକ୍ଟର ସ୍କେଲରେ ୫.୧ ତୀବ୍ରତାର ଏକ କମ୍ପନ ଅନୁଭୂତ...
ଟ୍ରମ୍ପକୁ କଡ଼ା ଜବାବ ଦେଲା ତେହରାନ, କହିଲା ଆମର ବି ମିଶାଇଲ ପ୍ରସ୍ତୁତ
ତେହେରାନ,୩୧।୩: ଆମେରିକା ଏବଂ ଇରାନ ମଧ୍ୟରେ ଉତ୍ତେଜନା ବୃଦ୍ଧି ପାଉଛି। ପରମାଣୁ ଚୁକ୍ତିନାମା ନ କରିବାରୁ ଟ୍ରମ୍ପ ଇରାନ ଉପରେ ରାଗି ଯାଇଛନ୍ତି। ସେ ସିଧାସଳଖ ଧମକ ଦେଇଛନ୍ତି ଯେ ଯଦି ଇରାନ ଆମ ସହିତ ଏକ ନୂଆ ପରମାଣୁ...
ଫସିଥିବା ଲୋକେ ବଞ୍ଚିବା ଆଶା କ୍ଷୀଣ
ମାଣ୍ଡଲେ,୩୧ା୩: ମ୍ୟାନ୍ମାରର ଦ୍ୱିତୀୟ ସର୍ବବୃହତ୍ ସହର ମାଣ୍ଡଲେର ରାସ୍ତାଘାଟରେ ଗଳିତ ମୃତଦେହର ଗନ୍ଧ। ଉକ୍ତ ଅଞ୍ଚଳ ଏକ କବରସ୍ଥଳରେ ପରିଣତ ହୋଇଛି। ପ୍ରଳୟଙ୍କରୀ ଭୂକମ୍ପର ୨ ଦିନ ପରେ ଭଗ୍ନାବଶେଷ ତଳେ ରହିଯାଇଥିବା ଲୋକଙ୍କ ବଞ୍ଚିବା ଆଶା କ୍ଷୀଣ ହେବାରେ...
ଭୂକମ୍ପ ସତ୍ତ୍ୱେ ବିଦ୍ରୋହୀଙ୍କୁ ସେନାର ଆକ୍ରମଣ
ବ୍ୟାଙ୍କକ୍,୩୧ା୩: ମ୍ୟାନ୍ମାରରେ ପ୍ରଳୟଙ୍କରୀ ଭୂକମ୍ପରେ ୧,୭୦୦ ଲୋକଙ୍କ ମୃତ୍ୟୁ ଘଟିବା ସହ ଅନେକ ହଜାର ଭଗ୍ନାବଶେଷ ତଳେ ରହିଯାଇଥିବା ଆଶଙ୍କା କରାଯାଉଛି। ଏଭଳି ବିପର୍ଯ୍ୟୟ ସମୟରେ ମଧ୍ୟ ଦେଶର ସାମରିକ ସରକାର ବିଦ୍ରୋହୀଙ୍କ ଉପରେ ବୋମାମାଡ଼ ଜାରି ରଖିଛି। ଭୂକମ୍ପ ପରବର୍ତ୍ତୀ...
ଇରାନକୁ ଖୋଲା ଧମକ ଦେଲେ ଟ୍ରମ୍ପ: କଥା ନ ମାନିଲେ ହେବ ବୋମାମାଡ଼
ନୂଆଦିଲ୍ଲୀ,୩୦।୩: ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଚେତାବନୀ ଦେଇଛନ୍ତି ଯେ ଯଦି ଇରାନ ଏହାର ପରମାଣୁ କାର୍ଯ୍ୟକ୍ରମ ଉପରେ ଏକ ଚୁକ୍ତିରେ ପହଞ୍ଚିବାକୁ ମନା କରେ, ତେବେ ସେ ଇରାନ ଉପରେ ବୋମା ପକାଇବା ବିଷୟରେ ବିଚାର କରିବେ। ଏକ...
ଟୋଙ୍ଗାରେ ୭.୧ ତୀବ୍ରତାର ଶକ୍ତିଶାଳୀ ଭୂମିକମ୍ପ: ସୁନାମି ଆଲର୍ଟ
ନୂଆଦିଲ୍ଲୀ,୩୦ା୩: ପ୍ରଶାନ୍ତ ମହାସାଗରୀୟ ଦ୍ୱୀପ ଦେଶ ଟୋଙ୍ଗା ନିକଟରେ ଏକ ଶକ୍ତିଶାଳୀ ୭.୧ ତୀବ୍ରତାର ଭୂମିକମ୍ପ ଅନୁଭୂତ ହୋଇଛି। ଫଳରେ ପ୍ରଶାନ୍ତ ମହାସାଗରୀୟ ଦ୍ୱୀପ ରାଷ୍ଟ୍ର ପାଇଁ ସୁନାମି ସତର୍କତା ଜାରି କରାଯାଇଛି। ଆମେରିକାର ଭୂତାତ୍ତ୍ୱିକ ସର୍ବେକ୍ଷଣ (USGS) ଅନୁଯାୟୀ...
ବିକ୍ରି ହୋଇଗଲା X, ମସ୍କଙ୍କ ଠାରୁ 28,23,43,71,00,00ଟଙ୍କାରେ କିଣିଲା ଏହି କମ୍ପାନୀ
ନୂଆଦିଲ୍ଲୀ,୩୦।୩: ଏଲନ ମସ୍କ ତାଙ୍କ ନିଷ୍ପତ୍ତିରେ ସାରା ବିଶ୍ୱକୁ ଆଶ୍ଚର୍ଯ୍ୟ କରିଦିଅନ୍ତି, ଏହା ତାଙ୍କର ପୁରୁଣା ଅଭ୍ୟାସ। ଏଥର ମଧ୍ୟ ସେ ଏପରି ଏକ ନିଷ୍ପତ୍ତି ନେଇଛନ୍ତି ଯାହା ସମସ୍ତଙ୍କୁ ଚକିତ କରିଦେଇଛି। ମସ୍କ ସମ୍ପ୍ରତି ମାଇକ୍ରୋବ୍ଲଗିଂ ପ୍ଲାଟଫର୍ମ Xକୁ...
Earthquake in Myanmar: ୨୪ଘଣ୍ଟାରେ ୧୫ଥର ଭୂକମ୍ପ, ଚାରିଆଡେ ଧ୍ୱସଂଲୀଳା
ବ୍ୟାଙ୍କକ୍/ନୂଆଦିଲ୍ଲୀ,୩୦ା୩: ମ୍ୟାନ୍ମାର ଏବଂ ଥାଇଲାଣ୍ଡରେ ସଂଘଟିତ ପ୍ରଳୟଙ୍କରୀ ଭୂକମ୍ପରେ ବ୍ୟାପକ କ୍ଷୟକ୍ଷତି ଘଟିବା ସହ ମୃତ୍ୟୁସଂଖ୍ୟା ୧,୬୦୦ ଟପିଛି। ବିଲ୍ଡିଂଗୁଡ଼ିକର ଭଗ୍ନାବଶେଷ ତଳୁ ଅଧିକ ସଂଖ୍ୟାରେ ମୃତଦେହ ମିଳିବାରେ ଲାଗିଥିବାରୁ ମୃତ୍ୟୁସଂଖ୍ୟା ଆହୁରି ବଢ଼ିବା ଆଶଙ୍କା କରାଯାଉଛି। ମ୍ୟାନ୍ମାରର ସାମରିକ...
ସୌଦି ଆରବରେ ଦେଖାଗଲା ଇଦ ଚାନ୍ଦ, ଜାଣନ୍ତୁ ଭାରତରେ କେବେ ପାଳନ ହେବ ଇଦ-ଉଲ-ଫିତର
ରିୟାଦ/ନୂଆଦିଲ୍ଲୀ,୨୯।୩: ସୌଦି ଆରବରେ ଶନିବାର (୨୯ ମାର୍ଚ୍ଚ, ୨୦୨୫) ଇଦର ଚାନ୍ଦ ଦେଖାଯାଇଛି। ଏବେ ଏହି ପର୍ବ ସୌଦିରେ ୩୦ମାର୍ଚ୍ଚରେ ପାଳନ କରାଯିବ। ଭାରତରେ ଇଦ ୩୧ ମାର୍ଚ୍ଚରେ ହେବ। ଚନ୍ଦ୍ର ଦେଖିବା ପରେ, ସୌଦି ଆରବ ଆନୁଷ୍ଠାନିକ ଭାବରେ...
Archives


