ଅନ୍ତର୍ଜାତୀୟ

ଉଚ୍ଚ ରକ୍ତଚାପରୁ ଦୂରେଇ ରହିବା ପାଇଁ ସକାଳେ ଏଥିରୁ ପିଅନ୍ତୁ ଅଧାଗ୍ଲାସେ…

ସକାଳେ ଗୁଡ଼ପାଣି ପିଇଲେ ପାଚନ କ୍ରିୟା ସ୍ବାଭାବିକ ହୋଇଥାଏ। ଏଥିରେ ପ୍ରଚୁର ପରିମାଣରେ ପୋଟାସିୟମ୍‌ ଏବଂ ସୋଡିୟମ୍‌ ରହିଥାଏ। ଫଳରେ ରକ୍ତଚାପ ନିୟନ୍ତ୍ରଣ କରିବାରେ ଗୁଡ଼ପାଣି ଗୁରୁତ୍ୱପୂର୍ଣ୍ଣ ଭୂମିକା ଗ୍ରହଣ କରିଥାଏ। ଅଧାଗ୍ଲାସେ ଗୁଡ଼ପାଣି ନିୟମିତ ପିଇଲେ ଲିଭର ସମସ୍ୟା ଦୂର…

ମନକୁ ଖୁସି ରଖିବା ପାଇଁ ପ୍ରତିଦିନ ଏଥିରୁ ଗୋଟିଏ…

ପ୍ରତିଦିନ ଲାଲ୍‌ ଲଙ୍କା ଖାଇଲେ ଶରୀରର ଅନେକ ଉପକାର ହୋଇଥାଏ। ଏଥିରେ କ୍ୟାପ୍ସେସିନ୍‌ ନାମକ ରାସାୟନିକ ପଦାର୍ଥ ରହିଥାଏ। ଏହା ସ୍ନାୟୁତନ୍ତ୍ରକୁ ସୁରକ୍ଷିତ ରଖିଥାଏ। ଏହା ମସ୍ତିଷ୍କରେ ଡୋରଫିନ୍‌ ହରମୋନ୍‌ କ୍ଷରଣକୁ ତ୍ୱରାନ୍ବିତ କରିଥାଏ। ଫଳରେ ମନରେ ଖୁସି ଜାତ ହୋଇ…

ଜୀବନକାଳ ମଧ୍ୟରେ ୨ କିଲୋ ଲିପ୍‌ଷ୍ଟିକ ଲଗାନ୍ତି ମହିଳା

ନାରୀ ସର୍ବଦା ରହସ୍ୟମୟୀ। ଆଉ ନାରୀର ଏହି ରହସ୍ୟ ବିଷୟରେ ଅନେକଙ୍କୁ ହୁଏତ କିଛି କଥା ଜଣା ନ ଥିବ। ଅନେକ ଗୁଣରେ ନାରୀ ପୁରୁଷଙ୍କଠାରୁ ସମ୍ପୂର୍ଣ୍ଣ ଭିନ୍ନ। କିଛି ଗବେଷଣା ଭିତ୍ତିକ ତଥ୍ୟ ମହିଳାମାନଙ୍କ ଉପରେ ଏମିତି କିଛି କଥା…

ସମୁଦ୍ରର କୁଶଳୀ ଶିକାରୀ ଶାର୍କ ଉପରେ ବିପଦ: ୨୬ ଦେଶର ୧୫୦ରୁ ଅଧିକ ପ୍ରାଣୀବିଜ୍ଞାନୀ କରୁଛନ୍ତି ଗବେଷଣା

ନ୍ୟୁୟର୍କ,୨୯।୭: ସମୁଦ୍ରର କୁଶଳୀ ଶିକାରୀ ଶାର୍କ ମାଛ ଉପରେ ଏବେ ବିପଦ ଘନଉଛି। ଅତ୍ୟଧିକ ମାଛ ଧରିବା ଯୋଗୁ ଶାର୍କ ମାଛ ପାଇଁ ଖାଦ୍ୟର ଅଭାବ ଦେଖାଦେଇଛି। ଏନେଇ ୨୬ଟି ଦେଶର ୧୫୦ରୁ ଅଧିକ ପ୍ରାଣୀବିଜ୍ଞାନୀ ଉପଗ୍ରହ ସହାୟତାରେ ଶାର୍କଙ୍କ ପାଇଁ…

ପାକିସ୍ତାନରେ ପ୍ରବଳ ବର୍ଷା: ୭ ମୃତ

ଇସଲାମାବାଦ୍‌,୨୯।୭: ପାକିସ୍ତାନରେ ପ୍ରବଳ ବର୍ଷା ଯୋଗୁ ଅଭାବନୀୟ ପରିସ୍ଥିତି ସୃଷ୍ଟି ହୋଇଛି। ଉପରମୁଣ୍ଡରେ ବର୍ଷା ହେବାରୁ ବିଭିନ୍ନ ନଦୀରେ ବନ୍ୟା ଆସିଛି। ଏଥିରେ ୭ ଜଣଙ୍କ ମୃତ୍ୟୁ ଘଟିଥିବା କୁହାଯାଉଛି। ପୁଣି ୨୪ ଘଣ୍ଟା ପରେ ପାକିସ୍ତାନର କେତେକ ଅଞ୍ଚଳରେ ପୁଣି…

କ୍ୟାନ୍‌ସର ଓ ମସଲାଯୁକ୍ତ ଖାଦ୍ୟ

ଚିକିତ୍ସା ବିଜ୍ଞାନ କ୍ଷେତ୍ରରେ ଚିନ୍ତାର କାରଣ ସାଜିଥିବା କେତେକ ପ୍ରମୁଖ ରୋଗ ମଧ୍ୟରୁ କ୍ୟାନ୍‌ସର ଅନ୍ୟତମ। ଅବଶ୍ୟ ଏବେ କେତେକ କ୍ୟାନ୍‌ସରକୁ ପ୍ରାରମ୍ଭିକ ଅବସ୍ଥାରେ ଚିହ୍ନଟ କରି ତାହାର ସମ୍ପୂର୍ଣ୍ଣ ଚିକିତ୍ସା କରାଯାଇପାରୁଛି। ତେବେ ଏହାଠାରୁ ଦୂରେଇ ରହିବାର ଏକ ସରଳ…

କାଲିଫର୍ନିଆ ଫୁଡ୍‌ ଫେଷ୍ଟିଭାଲରେ ଗୁଳିକାଣ୍ଡ: ୪ ମୃତ, ୧୧ ଆହତ

କାଲିଫର୍ନିଆ,୨୯।୭: ଆମେରିକାର କାଲିଫର୍ନିଆରେ ଆୟୋଜିତ ହୋଇଥିବା ଫୁଡ୍‌ ଫେଷ୍ଟିଭାଲରେ ରବିବାର କେତେଜଣ ଅଜ୍ଞାତ ବ୍ୟକ୍ତି ଆଖିବୁଜା ଗୁଳି ଚାଳନା କରିଥିଲେ। ଏଥିରେ ଏବେ ସୁଦ୍ଧା ୪ ଜଣଙ୍କ ମୃତ୍ୟୁ ହୋଇଥିବା ବେଳେ ୧୧ ଆହତ ହୋଇଛନ୍ତି। ତେବେ ଆକ୍ରମଣକାରୀଙ୍କ ମଧ୍ୟରୁ ଜଣଙ୍କର…

ଲିବିୟା ହସ୍ପିଟାଲ ଉପରେ ବିମାନ ଆକ୍ରମଣ: ୫ ଡାକ୍ତର ମୃତ

ତ୍ରିପୋଲି,୨୯।୭: ଲିବିୟାର ରାଜଧାନୀ ତ୍ରିପୋଲିରେ ଥିବା ଏକ ହସ୍ପିଟାଲକୁ ଟାର୍ଗେଟ କରିଥିଲେ ଖଲିଫା ହଫତାରର ଲିବିୟାନ ନ୍ୟାଶନାଲ ଆର୍ମି(ଏଲ୍‌ଏନ୍‌ଏ)। ରବିବାର ଏଲ୍‌ଏନ୍‌ଏ ଦ୍ୱାରା ଏକ ହସ୍ପିଟାଲରେ ବିମାନ ଆକ୍ରମଣ କରାଯିବା ଫଳରେ ଅତିକମରେ ୫ ଜଣ ଡାକ୍ତରଙ୍କ ମୃତ୍ୟୁ ହୋଇଥିବା କୁହାଯାଉଛି।…

ପାକ୍‌ ଷ୍ଟକ୍‌ ଏକ୍ସଚେଞ୍ଜ୍‌ରେ ଦାଉଦ୍‌ ଟଙ୍କା

ନୂଆଦିଲ୍ଲୀ,୨୯ା୭(ଆଇଏଏନ୍‌ଏସ୍‌): ଅଣ୍ଡରଓ୍ବାଲର୍‌ଡ ଡନ୍‌ ତଥା ମୁମ୍ବାଇ ବିସ୍ଫୋରଣର ମାଷ୍ଟରମାଇଣ୍ଡ ଦାଉଦ୍‌ ଇବ୍ରାହିମ୍‌ଙ୍କ ବିଭିନ୍ନ ଦେଶରେ ଥିବା ସମ୍ପତ୍ତି ଜବତ ହୋଇଥିବାବେଳେ ତାଙ୍କର ଡି-କମ୍ପାନୀ ପାକିସ୍ତାନ ଷ୍ଟକ୍‌ ଏକ୍ସଚେଞ୍ଜ୍‌ (ପିଏସ୍‌ଏକ୍ସ)ରେ ପୁଞ୍ଜିନିବେଶ କରିଥିବା ଜଣାପଡିଛି। ଅସ୍ତ୍ର ବ୍ୟବସାୟ, ଡ୍ରଗ୍ସ ଓ ଜାଲ୍‌ ଭାରତୀୟ…

ଇସ୍ରାଏଲ୍‌ ନିର୍ବାଚନରେ ମୋଦି ପୋଷ୍ଟର

ତେଲ୍‌ ଆଭିଭ୍‌,୨୯ା୭(ପି.ଟି.): ସେପ୍ଟେମ୍ବର ୧୭ରେ ଇସ୍ରାଏଲ୍‌ ନିର୍ବାଚନ ଅନୁଷ୍ଠିତ ହେବାକୁ ଯାଉଥିବାବେଳେ ଭୋଟରଙ୍କୁ ପ୍ରଭାବିତ କରିବା ଲାଗି ପ୍ରଧାନମନ୍ତ୍ରୀ ବେଞ୍ଜାମିନ ନେତାନ୍ୟାହୁଙ୍କ ଲିକୁଡ୍‌ ପାର୍ଟି ତେଲ୍‌ ଆଭିଭ୍‌ର ବିଭିନ୍ନ ସ୍ଥାନରେ ଲଗାଇଥିବା ବ୍ୟାନର ଓ ପୋଷ୍ଟରରେ ଭାରତର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦଙ୍କ…

ମହିଳା ଓ ପୁରୁଷଙ୍କ ମଧ୍ୟରେ କିଏ ଅଧିକ ସୁସ୍ଥ ଓ ସୁଖୀ…

ନିକଟରେ ହୋଇଥିବା ଏକ ଗବେଷଣାରୁ ଜଣାପଡିଛି ସାଧାରଣତଃ ମହିଳାଙ୍କ ତୁଳନାରେ ପୁରୁଷମାନେ ଅଧିକ ସୁସ୍ଥ ଓ ଖୁସିରେ ରହିଥାଆନ୍ତିା ଟରୋଣ୍ଟୋ ବିଶ୍ୱବିଦ୍ୟାଳୟରେ ହୋଇଥିବା ଏହି ଗବେଷଣାରେ ୨ ହଜାର ମହିଳା ଏବଂ ପୁରୁଷଙ୍କୁ ସାମିଲ୍‌ କରାଯାଇଥିଲା। ଜଣାପଡିଥିଲା ମହିଳାଙ୍କ ତୁଳନାରେ ପୁରୁଷମାନଙ୍କ…

ଉତ୍ତପ୍ତ ଜଳବାୟୁ ଆତ୍ମହତ୍ୟା ବୃଦ୍ଧିର କାରଣ

ନ୍ୟୁୟର୍କ: ଜଳବାୟୁ ପରିବର୍ତ୍ତନର ପ୍ରଭାବ ଯେ କେବଳ ଅର୍ଥନୀତିକୁ ପ୍ରଭାବିତ କରିଛି ତାହା ନୁହେଁ, ଏହା ବି ଆତ୍ମହତ୍ୟା ବୃଦ୍ଧିର ଏକ କାରଣ ବୋଲି ଗବେଷଣାରୁ ଜଣାପଡିଛି। ଏହି ତଥ୍ୟ ନେଚର କ୍ଲାଇମେଟ୍‌ ଚେଞ୍ଜ ଜର୍ନାଲରେ ପ୍ରକାଶ ପାଇଛି। ଏବେ ଯେଭଳି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?