୭୭ ବର୍ଷର ମଡେଲ
ଆର୍ଥିକ ପରିସ୍ଥିତି କେବେ କାହାକୁ କେଉଁଠି ପହଞ୍ଚାଇଥାଏ ତାହା କହିବା ମୁସ୍କିଲ। ତେବେ ଦକ୍ଷିଣ କୋରିଆର ୭୭ ବର୍ଷୀୟା ମହିଳା ଚୋଇ ସୁନ ଏବେ ଯୁବବର୍ଗଙ୍କ ପାଇଁ ପ୍ରେରଣା ପାଲଟି ଯାଇଛନ୍ତି। ଦିନେ ହସ୍ପିଟାଲରେ କାମ କରୁଥିବା ଚୋଇ ସମୟକ୍ରମେ କରଜରେ…
ଫ୍ରାନ୍ସରୁ ମିଳିଲା ବିଶ୍ୱର ସବୁଠୁ ବଡ ଡାଇନୋସର ଜୀବାଶ୍ମ
ପ୍ୟାରିସ୍, ୨୮।୭: ବିଶ୍ୱର ସବୁଠୁ ବଡ ଡାଇନୋସର ଜୀବାଶ୍ମ ଫ୍ରାନ୍ସରୁ ମିଳିଛି। ଓଜେଙ୍କ୍ ଅଞ୍ଚଳରୁ ବିରାଟକାୟ ଜୀବାଶ୍ମର ସନ୍ଧାନ ମିଳିବା ପରେ ବୈଜ୍ଞାନିକମାନେ ତାକୁ ନେଇ ଖୋଳତାଡ ଆରମ୍ଭ କରିଦେଇଛନ୍ତି। ମିଳିଥିବା ଡାଇନୋସର ହାଡ ୬.୬ ଫୁଟ୍ ଲମ୍ବା ବୋଲି ଜଣାପଡିଛି।…
ଆଫଗାନିସ୍ତାନରେ ପୁଣି ବିସ୍ଫୋରଣ: ୪ ମୃତ
କାବୁଲ,୨୮।୭: ଆଫଗାନିସ୍ତାନରେ ଏକ କାର ବୋମା ବିସ୍ଫୋରଣରେ ରବିବାର ୪ ଜଣ ଲୋକଙ୍କ ମୃତ୍ୟୁ ଘଟିଛି। ଏହି ଘଟଣାରେ ୧୦ରୁ ଅଧିକ ଲୋକ ଆହତ ହୋଇଥିବା କୁହାଯାଉଛି। ଆହତଙ୍କୁ ଚିକିତ୍ସା ପାଇଁ ହସ୍ପିଟାଲରେ ଭର୍ତ୍ତି କରାଯାଇଛି। ଏବି ବନ୍ଦ ପ୍ରଦେଶରେ ସୈନ୍ୟଶିବିର…
୧୧୮ ଶିଶୁଙ୍କୁ ପୋଷ୍ୟ ଗ୍ରହଣ କରିଥିବା ଲଭ୍ ମଦରଙ୍କୁ ୨୦ ବର୍ଷ ଜେଲ ଦଣ୍ଡାଦେଶ
ବେଜିଂ,୨୮।୭: ଚାଇନାରେ ୧୧୮ ଜଣ ଶିଶୁଙ୍କୁ ପୋଷ୍ୟ ଭାବେ ଗ୍ରହଣ କରି ଜଣେ ମହିଳାଙ୍କୁ ଠକାମି ଅଭିଯୋଗରେ ଦୋଷୀ ସାବ୍ୟସ୍ତ ହେବାପରେ ୨୦ ବର୍ଷ ଜେଲ୍ ଦଣ୍ଡାଦେଶ କରାଯାଇଛି। ୫୪ ବର୍ଷ ବୟସ୍କା ମହିଳା ଲି ୟାନଶିୟାଙ୍କୁ ସ୍ଥାନୀୟ ଲୋକେ ଲଭ୍…
ଝିଣ୍ଟିକା ଆକ୍ରମଣରେ ବ୍ୟତିବ୍ୟସ୍ତ ଆମେରିକା
ଓ୍ବାଶିଂଟନ,୨୮।୭: ଆମେରିକାର ଲସ୍ ଭେଗାସ୍ ଉପତ୍ୟକାରେ ଏବେ ଝିଣ୍ଟିକା ଆକ୍ରମଣରେ ଲୋକେ ଅସ୍ତବ୍ୟସ୍ତ ହୋଇ ପଡିଛନ୍ତି। ସ୍ଥାନୀୟ ଗଣମାଧ୍ୟମର ସୂଚନା ଅନୁଯାୟୀ, ଏଠାରେ ବର୍ଷାପାଗଯୋଗୁ ପ୍ରବଳ ମାତ୍ରାରେ ଝିଣ୍ଟିକା ହେଉଛନ୍ତି। ଫଳରେ ଏମାନେ ଲୋକଙ୍କୁ କାମୁଡି ଦେଉଛନ୍ତି। ଯଦିଓ ଏହା କ୍ଷତିକାରକ…
ଜାପାନରେ ୬.୩ ତୀବ୍ରତାର ଭୂକମ୍ପ
ଟୋକିଓ,୨୮।୭: ଜାପାନର ସବୁଠାରୁ ଅଧିକ ଜନସଂଖ୍ୟା ବିଶିଷ୍ଟ ଦ୍ୱୀପ ହୋନ୍ସୁରେ ରବିବାର ସକାଳେ ୬.୩ ତୀବ୍ରତାର ଏକ ଭୂକମ୍ପ ଅନୁଭୂତ ହୋଇଛି। ଯେଉଁ ଅଞ୍ଚଳରେ ଏହା ଅନୁଭୂତ ହୋଇଛି ଏଠାରେ ପ୍ରାୟ ୩୦ ମିଲିୟନ ଲୋକେ ବସବାସ କରୁଛନ୍ତି। ଏହି ଭୂକମ୍ପରେ…
ସିନ୍ଧୁ ନଦୀରେ ବେକେ ପାଣିରେ ବୁଡ଼ି ଯୁବକ କଲେ ରିପୋର୍ଟିଂ: ସୋସିଆଲ୍ ମିଡ଼ିଆରେ ଭାଇରାଲ
ଇସଲାମାବାଦ୍,୨୮।୭: ଏବେ ସୋସିଆଲ୍ ମିଡ଼ିଆରେ ରିପୋର୍ଟିଂ କରୁଥିବା ଜଣେ ଯୁବକଙ୍କ ଭିଡ଼ିଓ ଭାଇରାଲ ହେବାରେ ଲାଗିଛି। ଯୁବକ ଜଣକ ହେଉଛନ୍ତି ଅଜଦର ହୁସେନ୍। ସେ ପାକିସ୍ତାନର ଏକ ଚ୍ୟାନେଲ୍ ପାଇଁ ରିପୋର୍ଟର ଭାବେ କାର୍ଯ୍ୟ କରନ୍ତି। ସିନ୍ଧୁ ନଦୀରେ ଜଳସ୍ତର ବୃଦ୍ଧି…
୨ ସପ୍ତାହ ମଧ୍ୟରେ ହେବ ଆଫଗାନିସ୍ତାନ-ତାଲିବାନ୍ ଶାନ୍ତି ଆଲୋଚନା
କାବୁଲ,୨୮।୭: ଆଫଗାନିସ୍ତାନ ସରକାର ଏବଂ ତାଲିବାନ୍ ଆତଙ୍କବାଦୀ ସଂଗଠନ ମଧ୍ୟରେ ଶାନ୍ତି ଆଲୋଚନା ୨ ସପ୍ତାହ ମଧ୍ୟରେ ହେବାର ସମ୍ଭାବନା ରହିଛି। ଏନେଇ ଆଫଗାନିସ୍ତାନ ଶାନ୍ତି ବ୍ୟାପାର ମନ୍ତ୍ରୀ ଅବଦୁଲ୍ ସଲାମ୍ ରହିମ୍ ସୂଚନା ଦେଇଛନ୍ତି। ଶାନ୍ତି ଆଲୋଚନାର ପ୍ରଥମ ବୈଠକ…
ପାଚେରୀ ନିର୍ମାଣରେ ପେଣ୍ଟାଗନ ପାଣ୍ଠି ବ୍ୟବହାର କରିପାରିବେ ଟ୍ରମ୍ପ୍
ଓ୍ବାଶିଂଟନ,୨୮ା୭: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ୍ ମେକ୍ସିକୋ ସୀମାରେ ପାଚେରୀ ନିର୍ମାଣ ଲାଗି ପେଣ୍ଟାଗନ ପାଣ୍ଠିରୁ ୨.୫ ବିଲିୟନ ଡଲାର ବ୍ୟୟ କରିପାରିବେ। ଏଥିପାଇଁ ଆମେରିକା ସୁପ୍ରିମକୋର୍ଟ ଅନୁମତି ଦେଇଛି। କୋର୍ଟଙ୍କ ଏହି ନିଷ୍ପତ୍ତି ଫଳରେ ପେଣ୍ଟାଗନ ପାଇଁ କଂଗ୍ରେସ ମଞ୍ଜୁର…
ଭଗ୍ନାବଶେଷ ତଳେ ଜୀବନ ଗଲା
ବିନିଶ୍,୨୮ା୭: ଉତ୍ତର ସିରିଆରେ ଯୁଦ୍ଧବିମାନରୁ ଆକ୍ରମଣ ବେଳେ ଏକ ବିଲ୍ଡିଂ ଉପରେ ବୋମାମାଡ଼ ହୋଇଛି। ୫ ବର୍ଷର ଝିଅଟି ଝୁଲନ୍ତା ଅବସ୍ଥାରେ ଥିବା ତା’ର କୁନି ଭଉଣୀକୁ ଉଦ୍ଧାର ଲାଗି ଉଦ୍ୟମ କରି ତା’ର ଟି-ସାର୍ଟକୁ ଟାଣିଧରିଛି। ଏହି ସମୟରେ ବିଲ୍ଡିଂ…
ହାର୍ଟ ଆଟାକ୍ ଆଶଙ୍କା ବି କମାଏ ଅଗରବତୀ…
ଅଗରବତୀ ଜାଳିବା ପଛରେ ଆଧ୍ୟାତ୍ମିକ କାରଣ ରହିଛି । ଅଗରବତୀ ଜଳାଇବା ଦ୍ୱାରା ସେଥିରୁ ବାହାରୁଥିବା ଧୂଆଁ ମନରେ ଆଣିଥାଏ ଶାନ୍ତି ଆଉ ଏଥିଯୋଗୁ ପରିବେଶରେ ସୃଷ୍ଟି ହୁଏ ଶୁଦ୍ଧ ବାତାବରଣ। ତେବେ ମନୋବୈଜ୍ଞାନିକ ଦୃଷ୍ଟିରୁ ବିଭିନ୍ନ ରୋଗର ଚିକିତ୍ସା ପାଇଁ…
ବିଶ୍ୱର ସବୁଠାରୁ ଭୟଙ୍କର ସ୍ଥାନ: ମାଟିତଳେ ରହିଛି ୬୦ଲକ୍ଷ ଖପୁରି
ବିଶ୍ୱରେ ଏମିତି ସ୍ଥାନ ଅଛି ଯେଉଁଠିକି ଯିବାକୁ ଦିନରେ ମଧ୍ୟ ଭୟ ଲାଗିବ। ଆଉ ଏମିତି ବି କିଛି ସ୍ଥାନ ରହିଛି ଯାହାକୁ ଦେଖିଲେ ବା ଯାହା ବିଷୟରେ ଶୁଣିଲେ ଆଶ୍ଚର୍ଯ୍ୟ ଲାଗିବ। ଫ୍ରାନ୍ସର ପ୍ୟାରିସଠାରେ ରହିଛି ଏମିତି ଏକ ସ୍ଥାନ।…

