୬ ବର୍ଷର ଝିଅ ନିଜ ରୋଜଗାରରେ ପରିବାରକୁ ଦେଲେ ୫ ମହଲା ବିଶିଷ୍ଟ ବିଳାସମୟ ଘର
ସିଓଲ,୨୭।୭: ଦକ୍ଷିଣ କୋରିଆରେ ୬ ବର୍ଷର ଜଣେ ବାଳିକା ୟୁଟ୍ୟୁବରେ ରୋଜଗାର କରିଛନ୍ତି ୫୫ କୋଟି ଟଙ୍କା। ଏହି ରୋଜଗାରରେ ସେ ସିଓଲଠାରେ ଏକ ୫ ମହଲା ବିଶିଷ୍ଟ ବିଳାସମୟ ଘର କିଣିଛନ୍ତି। ଏହି ଘରଟି ୨୫୮ ବର୍ଗମିଟରେ ତିଆରି କରାଯାଇଛି।…
ବନ୍ୟା ବିତ୍ପାତରେ ୪ ଦେଶରେ ୬ ଶହଙ୍କ ମୃତ୍ୟୁ; ୨୫ ନିୟୁତ ପ୍ରଭାବିତ: ଜାତିସଂଘ ରିପୋର୍ଟ
ନୂଆଦିଲ୍ଲୀ/ଓ୍ବାଶିଂଟନ,୨୭।୭: ଦକ୍ଷିଣ ଏସିଆର ୪ ଦେଶରେ ବନ୍ୟା ବିତ୍ପାତରେ ୬ ଶହରୁ ଅଧିକ ଲୋକଙ୍କ ମୃତ୍ୟୁ ଘଟିଛି। ସେହିପରି ଏହାଦ୍ୱାରା ୨୫ ନିୟୁତ ଲୋକ ପ୍ରଭାବିତ ହୋଇଛନ୍ତି। ଏନେଇ ଜାତିସଂଘ ଦ୍ୱାରା ପ୍ରକାଶିତ ଏକ ରିପୋର୍ଟରେ ଦର୍ଶାଯାଇଛି। ଭାରତ, ବାଂଲାଦେଶ, ନେପାଳ…
ଇରାନର ବୁଡି ଯାଇଥିବା କାର୍ଗୋ ଜାହାଜରୁ ଉଦ୍ଧାର ହେଲେ ୨ ଭାରତୀୟ
ଅଜରବୈଜାନ,୨୭।୭: ଇରାନର ଅଜରବୈଜାନ ନିକଟରେ ଏହାର ଏକ ମାଲବାହୀ ଜାହଜ ‘ଶାବହାଂଗ’ ବୁଡିଯାଇଛି। ଏଥିରେ ଥିବା କ୍ରିୟୁ ମେମ୍ବରଙ୍କ ମଧ୍ୟରୁ ସମସ୍ତ ୯ ଜଣଙ୍କୁ ଉଦ୍ଧାର କରାଯାଇଥିବା ବେଳେ ଏଥିରେ ୨ ଭାରତୀୟ ରହିଛନ୍ତି। ତେବେ ଜାହାଜଟି ବୁଡିଯିବା ପରେ ଚାଳକଦଳ…
ପୋଲ ପାର ହେବା ସମୟରେ ବାଇକ୍ ସହ ଭାସିଗଲେ ୨ ଯବାନ
କଲମ୍ବିଆ,୨୭।୭: କଲମ୍ବିଆରୁ ଏକ ବିଚଳିତ କରିଦେବାର ଦୃଶ୍ୟ ସାମ୍ନାକୁ ଆସିଛି। ସୋକ ପାଙ୍ଗ ଜିଲାର ଥାମେର କେଭେ ଗଁାକୁ ୨ ଯବାନ ବାଇକ୍ରେ ନଦୀ ପାର ହୋଇ ଯାଉଥିଲେ। ଲଗାତାର ବର୍ଷା ଯୋଗୁ ପାଣିର ସୂଅ ଏତେ ପ୍ରଖର ଥିଲା ଯେ,…
କଶ୍ମୀର ସମସ୍ୟା: ଉପରେ ପଡ଼ି ଭାରତ-ପାକିସ୍ତାନକୁ ପରାମର୍ଶ ଦେଲା ଚାଇନା
ବେଜିଂ,୨୭।୭: କଶ୍ମୀର ସମସ୍ୟା ନେଇ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ୍ଙ୍କ ବିବାଦୀୟ ମନ୍ତବ୍ୟ ପରେ ଏବେ ଚାଇନା ଉପରେ ପଡ଼ି ଏହି ପ୍ରସଙ୍ଗରେ ପରାମର୍ଶ ଦେଇଛି। ଚାଇନା କହିଛି ଭାରତ-ପାକିସ୍ତାନ ନିଜ ମଧ୍ୟରେ ଥିବା ବିଭିନ୍ନ ସମସ୍ୟାର ସମାଧାନ ଆଲୋଚନା ମାଧ୍ୟମରେ…
କାର ବୋମା ବିସ୍ଫୋରଣ: ୪ ମୃତ; ୨୦ରୁ ଅଧିକ ଆହତ
କାବୁଲ,୨୭।୭: ଆଫଗାନିସ୍ତାନରେ ଏକ କାର ବୋମା ବିସ୍ଫୋରଣରେ ୪ ଜଣ ଲୋକଙ୍କ ମୃତ୍ୟୁ ଘଟିଛି। ଏହି ଘଟଣାରେ ୨୦ରୁ ଅଧିକ ଲୋକ ଆହତ ହୋଇଥିବା କୁହାଯାଉଛି। ଆହତଙ୍କୁ ଚିକିତ୍ସା ପାଇଁ ହସ୍ପିଟାଲରେ ଭର୍ତ୍ତି କରାଯାଇଛି। ଘଜ୍ନୀ ପ୍ରଦେଶରେ ଶନିବାର ସକାଳେ ଏହି…
ଭାରତ-ପାକିସ୍ତାନ କଳିରୁ ଲାଭରେ ଆମେରିକା: ଗରିବ ପାକିସ୍ତାନକୁ ଏଫ୍-୧୬ ଯୁଦ୍ଧ ବିମାନ ପାଇଁ ୨୪ ଘଣ୍ଟିଆ ସହାୟତା ଯୋଗାଇବ ଆମେରିକା
ଓ୍ବାଶିଂଟନ୍,୨୭।୭: ଭାରତ ପାକିସ୍ତାନ ମଧ୍ୟରେ ଉତ୍ତେଜନା ବୃଦ୍ଧି ପାଇବାରେ ଲାଗିଛି। ତେବେ ଏଥିରୁ ଆମେରିକା ବେଶ୍ ଲାଭରେ ରହିଥିବା କୁହାଯାଉଛି। ପାକିସ୍ତାନ ପ୍ରଧାନମନ୍ତ୍ରୀ ଇମ୍ରାନ୍ ଖାଁଙ୍କ ଆମେରିକା ଗସ୍ତର ସକାରାତ୍ମକ ପ୍ରଭାବ ଦେଖିବାକୁ ମିଳିଛି। ଏହା ଅନ୍ତର୍ଗତ ଆମେରିକା ପାକିସ୍ତାନକୁ ଏଫ୍-୧୬…
ଫିଲିପାଇନ୍ସରେ ୨ଟି ଭୂକମ୍ପ ବଡ ବଡ କୋଠା କ୍ଷତିଗ୍ରସ୍ତ: ୮ ମୃତ, ୧୨ ଆହତ
ମନିଲା,୨୭।୭: ଫିଲିପାଇନ୍ସର ଲୋଜେନ ଦ୍ୱୀପର ଉତ୍ତରରେ ଥିବା ଦ୍ୱୀପ ଗୁଡିକରେ ଶନିବାର ୨ଟି ଭୂକମ୍ପ ଅନୁଭୂତ ହୋଇଛି। ଏଥିରେ ବର୍ତ୍ତମାନ ସୁଦ୍ଧା ୮ ଜଣଙ୍କ ମୃତ୍ୟୁ ହୋଇଥିବା ବେଳେ ୧୨ ଆହତ ହୋଇଛନ୍ତି। ଆଗକୁ ଏହି ସଂଖ୍ୟା ବଢିପାରେ ବୋଲି ଅନୁମାନ…
୯ ଭାରତୀୟଙ୍କୁ ମୁକ୍ତକଲା ଇରାନ
ନୂଆଦିଲ୍ଲୀ,୨୭ା୭(ଆଇଏଏନ୍ଏସ୍): ହର୍ମୁଜ୍ ପ୍ରଣାଳୀରେ ପାନାମାର ଏକ ତୈଳବାହୀ ଜାହାଜକୁ ଇରାନ ଗତ ୧୩ ତାରିଖରେ ଜବତ କରିଥିବାବେଳେ ସେଥିରେ ଥିବା ୧୨ ଭାରତୀୟ କର୍ମଚାରୀଙ୍କ ମଧ୍ୟରୁ ୯ ଜଣଙ୍କୁ ମୁକ୍ତ କରିଦେଇଛି। ଏହି ଜାହାଜ ସମେତ ଅନ୍ୟ ଦୁଇଟି ଜାହାଜର ୪୫…
ଭାରତୀୟ ଶାନ୍ତିଦୂତଙ୍କୁ ଜାତିସଂଘର ମରଣୋତ୍ତର ସମ୍ମାନ
ୟୁଏନ୍: ଲେବାନନ୍ରେ ଜାତିସଂଘର ମିଶନରେ କର୍ତ୍ତବ୍ୟରତ ସର୍ଜେଣ୍ଟ ରମେଶ ସିଂହଙ୍କୁ ଶ୍ରେଷ୍ଠ ବଳିଦାନ ଲାଗି ଜାତିସଂଘ ପକ୍ଷରୁ ମରଣୋତ୍ତର ସମ୍ମାନ ପ୍ରଦାନ କରାଯାଇଛି। ତାଙ୍କ ସମର୍ପଣ ଭାବ ଓ ପ୍ରତିବଦ୍ଧତା ଲାଗି ଏହା ପ୍ରଦାନ କରାଯାଇଛି। ଲେବାନନ୍ରେ ଜାତିସଂଘ ଦ୍ୱାରା ୟୁନାଇଟେଡ…
କୃତ୍ରିମ ଗଳା
ବୈଜ୍ଞାନିକମାନେ ଏବେ ଏକ କୃତ୍ରିମ ଗଳା ବିକାଶ କରିଛନ୍ତି। ଏହା ୦.୬/୧.୨ ଇଞ୍ଚ ଆକାରର ଏହି କୃତ୍ରିମ ଗଳାକୁ ଟେମ୍ପୋରାରି ଟାଟୁ ଭଳି ବେକରେ ଲଗାଇହେବ । ବୃଦ୍ଧାଙ୍ଗୁଳି ନଖର ଦୁଇ ଗୁଣ ଆକାରର ଏହି ଗଳା କଣ୍ଠର ମୁଭ୍ମେଣ୍ଟକୁ ଶବ୍ଦରେ…
ଶେଷ ଇଚ୍ଛା ପୂରଣ କରିବ ଆମ୍ବୁଲାନ୍ସ
ସିଡନି,୨୬।୭: କୁହାଯାଏ ମରିବାକୁ ଥିବା ବା ମୃତବ୍ୟକ୍ତିଙ୍କ ଶେଷ ଇଚ୍ଛା ପୂରଣ କରିବା ଭଲ। ଏହାକୁ ନଜରରେ ରଖି ଅଷ୍ଟ୍ରେଲିଆର ଜଣେ ମହିଳାଙ୍କ ଶେଷ ଇଚ୍ଛା ପୂରଣ କରିବାକୁ ତାଙ୍କୁ ଆମ୍ବୁଲନ୍ସ ଜରିଆରେ ହସ୍ପିଟାଲ ନେବା ପୂର୍ବରୁ ସମୁଦ୍ର କୂଳକୁ ନିଆଯାଇଥିଲା।…

