ଅନ୍ତର୍ଜାତୀୟ

୪୪ ବର୍ଷରେ ବନ୍ୟ ପ୍ରାଣୀଙ୍କ ସଂଖ୍ୟା କମିଛି ୬୦ ପ୍ରତିଶତ: ପ୍ରତିଦିନ ଶହେ ହାତୀଙ୍କ ମୃତ୍ୟୁ ଘଟୁଛି

ଓ୍ବାଶିଂଟନ,୨୫।୭: ପୃଥିବୀରେ ଜନସଂଖ୍ୟା ବଢ଼ିବାରେ ଲାଗିଛି। ଏହାର ନକାରାତ୍ମକ ପ୍ରଭାବ ଜଙ୍ଗଲ ପରିସୀମା ଉପରେ ପଡ଼ିବାରେ ଲାଗିଛି। ଜଙ୍ଗଲ ଅଭାବ ଯୋଗୁ ବନ୍ୟ ପ୍ରାଣୀଙ୍କ ସଂଖ୍ୟା କମିବାରେ ଲାଗିଛି। ଡବ୍ଲ୍ୟୁଡବ୍ଲ୍ୟୁଏଫ୍‌ ଦ୍ୱାରା ପ୍ରକାଶିତ ଏକ ରିପୋର୍ଟ ଅନୁସାରେ ୧୯୭୦ଠାରୁ ୨୯୧୪ ମଧ୍ୟରେ…

ସାଜିଦ୍‌ ଜାଭିଦ୍‌ ହେବେ ବ୍ରିଟେନ୍‌ ଅର୍ଥମନ୍ତ୍ରୀ

ଲଣ୍ଡନ,୨୫ା୭(ପି.ଟି.): ବ୍ରିଟିଶ ପ୍ରଧାନମନ୍ତ୍ରୀ ବୋରିସ୍‌ ଜନ୍‌ସନ୍‌ ପୂର୍ବତନ ଗୃହମନ୍ତ୍ରୀ ସାଜିଦ୍‌ ଜାଭିଦ୍‌ଙ୍କୁ ଦେଶର ଅର୍ଥମନ୍ତ୍ରୀ କରିବାକୁ ଘୋଷଣା କରିଛନ୍ତି। ଫିଲିପ୍‌ ହାମୋଣ୍ଡ୍‌ଙ୍କ ସ୍ଥାନରେ ଜାଭିଦ୍‌ଙ୍କୁ ଏହି ନୂତନ ଦାୟିତ୍ୱ ଦିଆଯିବ ବୋଲି ବୁଧବାର ଏକ ସରକାରୀ ବିବୃତିରେ ପ୍ରକାଶ କରାଯାଇଛି। ପ୍ରଧାନମନ୍ତ୍ରୀ…

ତିନି ତଲାକ୍‌ ଦେଲେ ମାଲେସିଆ ପୂର୍ବତନ ରାଜା

କୁଆଲାଲମ୍ପୁର,୨୫ା୭(ପି.ଟି.): ମାଲେସିଆର ପୂର୍ବତନ ରାଜା ସୁଲତାନ୍‌ ମହମ୍ମଦ ପଞ୍ଚମ କିଛିମାସ ତଳେ ବିବାହ କରିଥିବା ରୁଷୀୟ ସୁନ୍ଦରୀ ତଥା ପୂର୍ବତନ ରାଣୀ ରିହାନା ଓଜାନା ଗୋର୍ବାତେଙ୍କୋଙ୍କୁ ତିନି ତଲାକ୍‌ ଦେଇଥିବା ଜଣାପଡ଼ିଛି। ତାଙ୍କର ଏଭଳି ନିଷ୍ପତ୍ତି ମୁସଲମାନବହୁଳ ଦେଶଗୁଡ଼ିକର ରାଜତନ୍ତ୍ର ଇତିହାସରେ…

ହାଫିଜ୍‌ଙ୍କ ରିମାଣ୍ଡ ଅବଧି ୧୪ ଦିନ ବଢ଼ିଲା

ଲାହୋର,୨୫ା୭(ପି.ଟି.): ବମ୍ବେ ଆକ୍ରମଣର ମାଷ୍ଟରମାଇଣ୍ଡ ତଥା ଜମାତ୍‌-ଉଦ୍‌-ଦାଓ୍ବା (ଜେୟୁଡି) ମୁଖ୍ୟ ହାଫିଜ୍‌ ସୟିଦ୍‌ଙ୍କ ରିମାଣ୍ଡ ଅବଧି ୧୪ ଦିନ ବୃଦ୍ଧି କରାଯାଇଛି। ଆତଙ୍କବାଦ ପାଇଁ ପାଣ୍ଠି ଯୋଗାଣ ମାମଲାରେ ଗତ ୧୭ ତାରିଖରେ ହାଫିଜ୍‌ଙ୍କୁ ଗିରଫ କରାଯାଇଥିଲା। ପାକିସ୍ତାନର ଗୁଜରାନଓ୍ବାଲାସ୍ଥିତ ଆତଙ୍କବାଦ…

ବ୍ରିଟେନର ନୂଆ ପ୍ରଧାନମନ୍ତ୍ରୀ ବୋରିସ୍‌ ହେଉଛନ୍ତି ଭାରତର ଜ୍ୱାଇଁ

ଲଣ୍ଡନ, ୨୪।୭: ବ୍ରିଟେନର ନବନିର୍ବାଚିତ ପ୍ରଧାନମନ୍ତ୍ରୀ ବୋରିସ୍‌ ଜନସନ୍‌ଙ୍କ ଭାରତ ସହ ଏକ ଖାସ୍‌ ସମ୍ପର୍କ ରହିଛି। ବୋରିସ୍‌ ଗତବର୍ଷ ଛାଡପତ୍ର ଦେଇଥିବା ସ୍ତ୍ରୀ ମ୍ୟାରିନା ହ୍ବିଲର୍‌ଙ୍କ ମା’ ଜଣେ ଭାରତୀୟ ବୋଲି ଜଣାପଡିଛି। ମ୍ୟାରିନାଙ୍କ ପିତା ଚାଲର୍‌ସ ହ୍ବିଲର ବିବିସିର…

ପାକିସ୍ତାନରେ ରହିଛି ୪୦ ଆତଙ୍କବାଦୀ ସଂଗଠନ: ଇମ୍ରାନ୍‌

ଓ୍ବାଶିଂଟନ,୨୪।୭: ପାକିସ୍ତାନରେ ୪୦ ଆତଙ୍କବାଦୀ ସଂଗଠନ କାମ କରୁଛି। ଏସବୁ ସଂଗଠନରେ ୩୦ରୁ ୪୦ ହଜାର ସଦସ୍ୟ ରହିଛନ୍ତି।ଏନେଇ ପୂର୍ବରୁ କ୍ଷମତାରେ ଥିବା ସରକାର ଗତ ୧୫ ବର୍ଷ ଧରି ଆମେରିକାକୁ କୌଣସି ସୂଚନା ଦେଇ ନ ଥିବା ପାକିସ୍ତାନ ପ୍ରଧାନମନ୍ତ୍ରୀ…

ଶିଳ୍ପପତି ଲକ୍ଷ୍ମୀ ମିତ୍ତଲଙ୍କ ସାନ ଭାଇ ଗିରଫ

ସରଜେଭୋ, ୨୪।୭: ବିଶିଷ୍ଟ ଶିଳ୍ପପତି ଲକ୍ଷ୍ମୀ ମିତ୍ତଲଙ୍କ ସାନ ଭାଇ ପ୍ରମୋଦ ମିତ୍ତଲଙ୍କୁ ୟୁରୋପ ପୋଲିସ ଗିରଫ କରିଛି। ତାଙ୍କ ନାଁରେ ୧୯.୩୨ କୋଟି ଟଙ୍କା ହେରଫେର ମାମଲା ରହିଛି। ସୂଚନାଯୋଗ୍ୟ, ୨୦୦୪ରେ ପ୍ରମୋଦ ମିତ୍ତଲ ଲୁକାବାକ୍‌ରେ ଏକ କୋକିଂ ପ୍ଲାଣ୍ଟ…

ପାକିସ୍ତାନର ରାଧେ ମା’: ବୋହୂ ବେଶରେ ସଜେଇ ହୋଇ ଦେଉଛନ୍ତି ଜ୍ଞାନ

ଇସଲମାବାଦ, ୨୪।୭: ଭାରତରେ ଥିବା ରାଧେ ମା’ଙ୍କ କଥା ଶୁଣିଥିବେ, କିନ୍ତୁ ପାକିସ୍ତାନରେ ମଧ୍ୟ ସେମିତି ଜଣେ ବ୍ୟକ୍ତି ନିଜକୁ ବୋହୂ ବେଶରେ ସଜାଇ ଜ୍ଞାନ ବାଣ୍ଟୁଥିବାର ଦେଖିବାକୁ ମିଳିଛି। ସିନ୍ଧ୍‌ ପ୍ରାନ୍ତ ଅଞ୍ଚଳରେ ଏହି ବ୍ୟକ୍ତି ଜଣଙ୍କ ଇସ୍‌ଲାମିକ ଧର୍ମଗୁରୁ…

ଶେଷରେ ମାନିଲା ପାକିସ୍ତାନ: ପୁଲଓ୍ବାମା ଆକ୍ରମଣରେ ରହିଛି ଜୈଶ୍‌ର ହାତ

ଇସଲମାବାଦ, ୨୪।୭: ଜମ୍ମୁ-କଶ୍ମୀରର ପୁଲଓ୍ବାମାରେ ହୋଇଥିବା ଆତଙ୍କବାଦୀ ଆକ୍ରମଣରେ ପାକିସ୍ତାନ ଆତଙ୍କବାଦ ସଂଗଠନ ଜୈଶ-ଏ-ମହମ୍ମଦର ହାତ ଅଛି ବୋଳି ସ୍ବୀକାର କରିଛନ୍ତି ପାକିସ୍ତାନ ପ୍ରଧାନମନ୍ତ୍ରୀ ଇମ୍ରାନ ଖାନ୍‌। ସ୍ବୀକାର କଲେ ସୁଦ୍ଧା ଇମ୍ରାନ ଏବ ବିବାଦୀୟ ବୟାନ ଦେଇଛନ୍ତି। ଏହି ଆକ୍ରମଣରେ…

ଦେଶରେ ପ୍ରତିିଦିନ ଭୋକରେ ରହୁଛନ୍ତି ୨୦ କୋଟି: ବର୍ଷକୁ ନଷ୍ଟ ହେଉଛି ୬ ହଜାର ୬ ଶହ କୋଟି କିଗ୍ରା ଖାଦ୍ୟ

ଓ୍ବାଶିଂଟନ,୨୪।୭: ଭାରତରେ ପ୍ରତିଦିନ ୨୦ କୋଟି ଭୋକିଲାଙ୍କୁ ଖାଦ୍ୟ ମିଳୁନି। ମାତ୍ର ଦେଶରେ ପ୍ରତିବର୍ଷ ହାରାହାରି ୬ ହଜାର ୬ଶହ ୩୦ କୋଟି କିଲୋଗ୍ରାମ୍‌ ଖାଦ୍ୟ ନଷ୍ଟ ହେଉଛି। ଭାରତରେ ପ୍ରତି ବ୍ୟକ୍ତି ବର୍ଷରେ ୫୧ କିଲୋଗ୍ରାମ୍‌ ଖାଦ୍ୟ ପଦାର୍ଥ ନଷ୍ଟ…

‘ଫାର୍ଷ୍ଟ ଗର୍ଲଫ୍ରେଣ୍ଡ’ଙ୍କ ଭବିଷ୍ୟତ ନେଇ ଚର୍ଚ୍ଚା

ଲଣ୍ଡନ,୨୪ା୭(ପି.ଟି.): ବୋରିସ୍‌ ଜନ୍‌ସନ୍‌ ବ୍ରିଟେନ୍‌ ପ୍ରଧାନମନ୍ତ୍ରୀ ଭାବେ ଡାଉନିଂ ଷ୍ଟ୍ରିଟ୍‌ରେ ଅବସ୍ଥାନ କରିବାକୁ ଯାଉଥିବାବେଳେ ତାଙ୍କଠୁ ବୟସରେ ଯଥେଷ୍ଟ ସାନ ତରୁଣୀ-ବାନ୍ଧବୀ କ୍ୟାରି ସାଇମଣ୍ଡ୍ସଙ୍କୁ ସାଥିରେ ରଖିବେ କି ନାହିଁ ସେଥିନେଇ କଳ୍ପନାଜଳ୍ପନା ଆରମ୍ଭ ହୋଇଯାଇଛି। ଦୁଇଥର ବିବାହ କରିଥିବା ବୋରିସ୍‌…

ବ୍ରିଟେନ ପ୍ରଧାନମନ୍ତ୍ରୀ ଭାବେ ବୁଧବାର ଶପଥ ନେବେ ବୋରିସ

ଲଣ୍ଡନ,୨୩।୭: ବ୍ରିଟେନର ଶାସକ ଦଳ କଞ୍ଜରଭେଟିଭ ପାର୍ଟିର ଅଧ୍ୟକ୍ଷ ପଦ ପାଇଁ ହୋଇଥିବା ନିର୍ବାଚନରେ ଲଣ୍ଡନର ପୂର୍ବତନ ମେୟର ବୋରିସ ଜନସନ ବିଜୟୀ ହୋଇଛନ୍ତି। ଏହି ଆଧାରରେ ସେ ବ୍ରିଟେନର ପ୍ରଧାନମନ୍ତ୍ରୀ ହେବେ ଓ ଥେରାସା ମେଙ୍କ ସ୍ଥାନ ଗ୍ରହଣ କରିବେ।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?