୭୦ ବର୍ଷ ଧରି ଟ୍ରାଫିକ୍ ଜାମ୍
ଟ୍ରାଫିକ୍ ଜାମ୍ ସମସ୍ୟାକୁ ସମସ୍ତେ ଉଣା ଅଧିକେ ଅଙ୍ଗେଲିଭାଇ ଥିବେ। ହେଲେ ଏମିତି ଏକ ଟ୍ରାଫିକ୍ ଜାମ୍ର କଥା ଶୁଣିଲେ ଆଶ୍ଚର୍ଯ୍ୟ ଲାଗିବ। କାରଣ ଏଠି ଦୀର୍ଘ ପ୍ରାୟ ୭୪ ବର୍ଷ ହେବ ଲାଗିଛି ଟ୍ରାଫିକ୍ ଜାମ୍। ହଁ ବେଲଜିୟମର ଏକ…
ମାଲିକଙ୍କ ମୃତ୍ୟୁର ୧୫ ମିନିଟ ଭିତରେ ଜୀବନ ହାରିଲା ପୋଷା କୁକୁର
ମଣିଷ-ପଶୁ ସମ୍ପର୍କ ସବୁବେଳେ ସ୍ବତନ୍ତ୍ର। ଏହା ଏପରି ସମ୍ପର୍କ, ଯାହା କେବେ ସ୍ବାର୍ଥ ଦେଖେନାହଁି ନା ଏଥିରେ ଥାଏ ଛନ୍ଦ କପଟ! ଏଭଳି ଏକ ନିଆରା ସମ୍ପର୍କର ସଦ୍ୟତମ ଉଦାହରଣ ଦେଖିବାକୁ ମିଳିଛି ସ୍କଟଲାଣ୍ଡରେ। ଉଲ୍ଲେଖଯୋଗ୍ୟ, ମାଲିକଙ୍କ ମୃତ୍ୟୁର ୧୫ ମିନିଟ୍…
ପାର୍ଲିିଆମେଣ୍ଟରେ ଶିଶୁକୁ କ୍ଷୀର ପିଆଇ ଚର୍ଚ୍ଚାରେ ବାଚସ୍ପତି
ଖ୍ରୀଷ୍ଟଚର୍ଚ୍ଚ, ୨୨।୮: ନ୍ୟୁଜିଲାଣ୍ଡ ପାର୍ଲିଆମେଣ୍ଟରୁ ଏକ ହୃଦୟସ୍ପର୍ଶୀ ଚିତ୍ର ସୋସିଆଲ ମିଡିଆରେ ଭାଇରାଲ ହୋଇଛି। ପାର୍ଲିଆମେଣ୍ଟରେ ଡିବେଟ୍ ଚାଲିଥିବାବେଳେ ବାଚସ୍ପତି ଏକ ଶିଶୁକୁ କ୍ଷୀର ପିଆଉଥିବା ଦେଖାଯାଇଥିଲା। ରିପୋର୍ଟ ମୁତାବକ, ସଦନରେ କାର୍ଯ୍ୟ ଚାଲିଥିବାବେଳେ ଏମ୍ପି ତାମତି କଫି ଗୃହକୁ ନିଜ…
ନ୍ୟୁୟର୍କରୁ ମିଳିଲା ଦୋମୁହାଁ ମାଛ
ନ୍ୟୁୟର୍କ, ୨୨।୮: ନ୍ୟୁର୍କରେ ଜଣେ ମାଛ ଧରାଳି ଦୋମୁହାଁ ମାଛ ଧରିଛନ୍ତି। ଯାହା ଏବେ ସୋସିଆଲ ମିଡିଆରେ ଖୁବ ଚର୍ଚ୍ଚାର ବିଷୟ ହୋଇଛି। ନ୍ୟୁୟର୍କରେ ଡେବୀ ଗେଡେସ୍ ନାମକ ଜଣେ ମହିଳା ସମଦ୍ରକୁ ମାଛ ଧରିବାକୁ ଯାଇଥିବାବେଳେ ତାଙ୍କ ଜାଲରେ ଏକ…
କ୍ୟାନସର୍ ପୀଡ଼ିତ ସ୍ତ୍ରୀଙ୍କ ସହ ଫଟୋଶୁଟ୍ କରି ଚର୍ଚ୍ଚାରେ ସ୍ବାମୀ
କୁହାଯାଏ, ବିବାହ ବନ୍ଧନ ସାତ ଜନ୍ମ ପାଇଁ ହୋଇଥାଏ। କିନ୍ତୁ ଆଜିକାଲି ଗୋଟିଏ ଜନ୍ମ ସୁଖଶାନ୍ତିରେ କାଟିବା ଦମ୍ପତ୍ତିଙ୍କ ପାଇଁ କଷ୍ଟକର ହୋଇପଡିଛି। ମାତ୍ର ଲଣ୍ଡନର ଜଣେ ଦମ୍ପତ୍ତି ଏକ ନିଆରା ଉଦାହରଣ ସୃଷ୍ଟି କରିଛନ୍ତି। କେଲ୍ସ ଜନସନ୍ ନାମକ ଜଣେ…
ଚଳନ୍ତା ଟ୍ରେନ୍ରେ ଫଟୋ ଶୁଟ୍ କରି ଚର୍ଚ୍ଚାକୁ ଆସିଲେ ମହିଳା
ଆଲବାନି,୨୨।୮: ନ୍ୟୁୟର୍କରେ ଜଣେ ମହିଳା ଚଳନ୍ତା ଟ୍ରେନ୍ରେ ଫଟୋ ଶୁଟ୍ କରି ଆସିଛନ୍ତି ଚର୍ଚ୍ଚାକୁ। ଜେସିକା ଜର୍ଜ ନାମକ ଏହି ମହିଳା ଟ୍ରେନ୍ରେ ଯାତ୍ରା କରୁଥିବା ସମୟରେ ଅନ୍ୟ ପାସେଞ୍ଜରଙ୍କ ଉପସ୍ଥିତିରେ ଫଟୋ ଶୁଟ୍ କରିଥିଲେ। ସେ ଏହାର ଏକ ଭିଡିଓ…
ନିଜ ସରକାରଙ୍କୁ ସମାଲୋଚନା କଲେ ପାକିସ୍ତାନୀ ଖବରଦାତା
ଇସଲାମାବାଦ,୨୨।୮: ଜମ୍ମୁ-କଶ୍ମୀରରେ ଭାରତ ଅନୁଚ୍ଛେଦ ୩୭୦ ହଟାଇବା ପରଠାରୁ ପାକିସ୍ତାନ ଏକ ପ୍ରକାର ରକ୍ତ ଚାଉଳ ଚୋବାଉଛି କହିଲେ ଚଳେ। ହେଲେ ପାକିସ୍ତାନର ଏଭଳି କାର୍ଯ୍ୟକୁ ନେଇ କେତେଜଣ ପାକିସ୍ତାନୀ ବୁଦ୍ଧିଜିବୀ ଇମ୍ରାନ ସରକାରଙ୍କ ସମାଲୋଚନା କରିଛନ୍ତି। ପୂର୍ବରୁ ଭାରତୀୟ ନାଗରିକତା…
ଚିନ୍ତାରେ ପାକିସ୍ତାନ: ଗୁଜରାଟ ସୀମାରେ ମୁତୟନ କଲା ଏସ୍ଏସ୍ଜି କମାଣ୍ଡୋ
ଇସଲାମାବାଦ/ନୂଆଦିଲ୍ଲୀ,୨୨।୮: ଜମ୍ମୁ-କଶ୍ମୀରରେ ଅନୁଚ୍ଛେଦ ୩୭୦ ହଟାଯିବା ପରେ ଅଡୁଆରେ ପଡିଥିବା ପାକିସ୍ତାନ ଥରକୁ ଥର ଭାରତ ବିରୋଧରେ କିଛି ନା କିଛି ପଦକ୍ଷେପ ନେଇ ଆସୁଛି ଚର୍ଚ୍ଚାକୁ। ଏଥର ସୁରକ୍ଷା କଥା ଚିନ୍ତା କରି ପାକିସ୍ତାନ ଗୁଜରାଟ ସୀମାରେ ଥିବା ସର…
ଚାଇନାର ଚିନ୍ତା ବଢ଼ିଲା: ଏଫ୍-୧୬ ଯୁଦ୍ଧ ବିମାନ ତାଇଓ୍ବାନକୁ ବିକ୍ରି କରିବ ଆମେରିକା
ଓ୍ବାଶିଂଟନ,୨୧।୮: ଆମେରିକା-ତାଇଓ୍ବାନ ସାମରିକ ସରଞ୍ଜାମ ଚୁକ୍ତି ଯୋଗୁ ଚାଇନାର ଚିନ୍ଥା ବଢ଼ିବାରେ ଲାଗିଛି। ଆମେରିକା ତାଇଓ୍ବାନକୁ ୬୬ଟି ଏଫ୍-୧୬ ଯୁଦ୍ଧ ବିମାନ ବିକ୍ରି କରିବାକୁ ସହମତି ଦେଇଛି। ଏଥିପାଇଁ ୮ ବିଲିୟନ୍ ଡଲାର ଚୁକ୍ତି ହୋଇଥିବା କୁହାଯାଉଛି। ଏହି ଦ୍ୱିପାକ୍ଷିକ ଚୁକ୍ତିକୁ…
ଜମ୍ମୁ-କଶ୍ମୀର ସମସ୍ୟା: ଶାନ୍ତି ପାଇଁ ପାକିସ୍ତାନକୁ ପରାମର୍ଶ ଦେଲା ଫ୍ରାନ୍ସ୍
ଇସଲାମାବାଦ୍,୨୧।୮: ଜମ୍ମୁ-କଶ୍ମୀରରେ ଅନୁଚ୍ଛେଦ ୩୭୦ ଉଚ୍ଛେଦ ପରେ ଭାରତ-ପାକିସ୍ତାନ ମଧ୍ୟରେ ଉତ୍ତେଜନା ବଢ଼ିବାରେ ଲାଗିଛି। ଏହା ଭାରତର ଆଭ୍ୟନ୍ତରୀଣ ପ୍ରସଙ୍ଗ ହୋଇଥିଲେ ମଧ୍ୟ ପାକିସ୍ତାନ ଏହାକୁ ନେଇ ବିଭିନ୍ନ କାଣ୍ଡ ଭିଆଉଛି। ତେବେ ଏହାକୁ ନେଇ ଫ୍ରାନ୍ସ୍ ପାକିସ୍ତାନକୁ ଶାନ୍ତି ସ୍ଥିତି…
ଜମ୍ମୁ-କଶ୍ମୀର ସମସ୍ୟାରେ ଟ୍ରମ୍ପ୍ଙ୍କ ମଧ୍ୟସ୍ଥତା ଉଦ୍ୟମ: ଧର୍ମକୁ ନେଇ ଦେଲେ ବିବାଦୀୟ ମନ୍ତବ୍ୟ
ଓ୍ବାଶିଂଟନ,୨୧।୮: ଜମ୍ମୁ-କଶ୍ମୀର ସମସ୍ୟାରେ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ୍ ମଧ୍ୟସ୍ଥତା କରିବା ପାଇଁ ବେଶ୍ ଆଗ୍ରହ ପ୍ରକାଶ କରୁଛନ୍ତି। ତେଣୁ ଏହି ସମସ୍ୟା ନେଇ ସେ ପ୍ରତିଦିନ ନୂଆ ନୂଆ ମନ୍ତବ୍ୟ ଦେବାରେ ଲାଗିଛନ୍ତି। ଏବେ ଟ୍ରମ୍ପ୍ ଏହି ସମସ୍ୟାରେ ଧର୍ମକୁ…
ଆଇସିଜେ ଯିବ ପାକିସ୍ତାନ
ଇସ୍ଲାମାବାଦ,୨୧ା୮(ପି.ଟି.)- ଜମ୍ମୁ-କଶ୍ମୀରରୁ ଭାରତ ସ୍ବତନ୍ତ୍ର ପାହ୍ୟା ପ୍ରତ୍ୟାହାର କରିବାର ଦୁଇ ସପ୍ତାହ ପରେ ପାକିସ୍ତାନ ଏହି ପ୍ରସଙ୍ଗରେ ଅନ୍ତର୍ଜାତୀୟ ଅଦାଲତ (ଆଇସିଜେ)ଙ୍କ ଦ୍ୱାରସ୍ଥ ହେବାକୁ ଯାଉଛି। ପାକିସ୍ତାନର ବହିର୍ବ୍ୟାପାର ମନ୍ତ୍ରୀ ଶାହ ମେହମୁଦ୍ କୁରେଶୀ ମଙ୍ଗଳବାର ଏକ ଟିଭି ଚ୍ୟାନେଲ୍କୁ ସାକ୍ଷାତ୍କାରରେ…

