ଅନ୍ତର୍ଜାତୀୟ

ବ୍ରିଟେନ୍‌ ତୈଳ ଟ୍ୟାଙ୍କରକୁ ଅଟକ ରଖିଲା ଇରାନ୍‌: ୨୩ କର୍ମଚାରୀଙ୍କ ମଧ୍ୟରେ ଅଛନ୍ତି ୧୮ ଭାରତୀୟ

ଲଣ୍ଡନ,୨୦।୭: ଇରାନ ବିଟ୍ରେନ୍‌ର ତୈଳ ଟ୍ୟାଙ୍କରକୁ ଅଟକ ରଖିଛି। ଟ୍ୟାଙ୍କରରେ ଥିବା ୨୩ ଜଣ କର୍ମଚାରୀଙ୍କ ମଧ୍ୟରେ ୧୮ ଭାରତୀୟ ଥିବା କୁହାଯାଉଛି। ସ୍ଥାନୀୟ ହୋରମୁଜ୍‌ ଉପକୂଳବର୍ତ୍ତୀ ଅଞ୍ଚଳରେ ଏକ ହେଲିକପ୍ଟର ଏବଂ ୪ଟି ଜାହାଜ ସହାୟତାରେ ତୈଳ ଟ୍ୟାଙ୍କରକୁ ଚାରିପଟୁ…

ବିମାନ ଦୁର୍ଘଟଣାରେ ୩ ମୃତ

ବିମାନ ଦୁର୍ଘଟଣାରେ ୩ ମୃତ ଲିଉଟସ୍କ, ୨୦ା୭ : ଜର୍ମାନ ସୀମାରେ ଏକ ଛୋଟ ବିମାନ ଦୁର୍ଘଟଣା ହେବା ଫଳରେ ୩ଜଣ ପ୍ରାଣ ହରାଇଥିବା ଅଷ୍ଟ୍ରିଆର ଅଧିକାରୀ ପ୍ରକାଶ କରିଛନ୍ତି। ଗୁରୁବାର ସନ୍ଧ୍ୟାରେ ଏହି ଦୁର୍ଘଟଣା ଘଟିଥିଲା। ଲିଉଟସ୍କ ସହର ନିକଟ…

ପେଙ୍ଗୁଇନ୍‌ ଗଲା ଥାନାକୁ

ଓ୍ବେଲିଙ୍ଗ୍‌ଟନ,୧୯।୭: ନ୍ୟଜିଲାଣ୍ଡର ଓ୍ବେଲିଙ୍ଗଟନ୍‌ରେ ଏକ ଜାପାନୀ ମିଠାଇ ଦୋକାନରେ ଦୁଇଟି ପେଙ୍ଗୁଇନ ବାରମ୍ବାର ପଶି ଦେକାନୀଙ୍କୁ ସମସ୍ୟାରେ ପକାଉଥିଲେ। ସେମାନଙ୍କୁ ଦୋକାନରୁ ବାହାର କଲା ପରେ ପୁଣି ଆସି ପଶିଯାଉଥିଲେ। ଏହାପରେ ଦୋକାନୀ ବିନି ମୋଁରିସ୍‌ ପୋଲିସକୁ ଏ ବିଷୟରେ ଜଣାଇଥିଲେ…

ପିଲାଙ୍କୁ ଟିକା ନଦେଲେ ୨ଲକ୍ଷ ଟଙ୍କା ଜରିମାନା

ମ୍ୟୁନିକ୍‌,୧୯।୭: ଜର୍ମାନୀ ସରକାର ପିଲାଙ୍କ ସୁରକ୍ଷା ଲାଗି ଏକ ନୂତନ ପଦକ୍ଷେପ ନେଇଛନ୍ତି। ଚାନ୍‌ସେଲର ଆଞ୍ଜେଲା ମର୍କେଲ ସରକାର ଏ ସଂକ୍ରାନ୍ତରେ ଏକ ବିିଲ୍‌ ସଂସଦରେ ଆଗତ କରିଛନ୍ତି। ପିଲାମାନେ ସ୍କୁଲ୍‌ରେ ନାମ ଲେଖାଇବା ପୂର୍ବରୁ ମାତା ପିତା ସେମାନଙ୍କ ପିଲାଙ୍କ…

ପ୍ରଥମଥର ବିମାନରେ ଯାତ୍ରା କରୁଥିବା ବେଳେ ଗଳିପଡ଼ିଲେ ମହିଳା

ଇସ୍ତାନବୁଲ,୧୯।୭: ପ୍ରଥମଥର ବିମାନରେ ଯାତ୍ରା କରୁଥିବା ପ୍ରତ୍ୟେକ ବ୍ୟକ୍ତିଙ୍କ ପାଇଁ ସବୁ କିଛି ଥାଏ ନୂଆ। ଏଥିପାଇଁ ବିମାନବନ୍ଦରରେ ପ୍ରତ୍ୟେକ କଥାକୁ ସେମାନେ ଧ୍ୟାନରେ ଶୁଣିବା ସହ ଉଦ୍ଦିଷ୍ଟ ଥିବା ଗାଇଡ୍‌ଲାଇନ୍ସକୁ ପଢ଼ିଥାନ୍ତି। ହେଲେ ଜଣେ ଯାତ୍ରୀ କାହାକୁ କିଛି ନ…

ବିଶ୍ୱରେ ମୋଦି ଭାରତର ସବୁଠାରୁ ପସନ୍ଦଯୋଗ୍ୟ ପୁରୁଷ

ଲଣ୍ଡନ,୧୯।୭: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ବିଶ୍ୱରେ ଭାରତର ସବୁଠାରୁ ପସନ୍ଦଯୋଗ୍ୟ ପୁରୁଷ ଭାବେ ପ୍ରଥମ ସ୍ଥାନ ଅଧିକାର କରିଛନ୍ତି। ତାଙ୍କ ପଛକୁ ରହିଛନ୍ତି ବଲିଉଡ୍‌ ଅଭିନେତା ଅମିତାଭ ବଚ୍ଚନ। ସେହିପରି ଭାରତୀୟ ମହିଳାମାନଙ୍କ ଭିତରେ ସର୍ବୋଚ୍ଚ ସ୍ଥାନରେ ରହିଛନ୍ତି ବଲିଉଡ୍‌ ଅଭିନେତ୍ରୀ…

ବାଥ୍‌ରୁମ୍‌ ବାହାରେ ବାଇଓମେଟ୍ରିକ ମେଶିନ ଲଗାଇବେ ପାକିସ୍ତାନ ସରକାର

ଇସଲାମାବାଦ,୧୯।୭: ଇମ୍ରାନ ଖାଁଙ୍କ ପାକିସ୍ତାନ ତେହେରିକ-ଇ-ଇନସାଫ(ପିଟିଆଇ) ସରକାର ଏବେ ବାଥ୍‌ରୁମ୍‌ ବାହାରେ ବାଇଓମେଟ୍ରିକ୍‌ ମେଶିନ ଲାଗାଇବାର ବ୍ୟବସ୍ଥା କରିଛନ୍ତି। ଉଦ୍ଦ୍ୟୋଗ ଓ ଉତ୍ପାଦନ ମନ୍ତ୍ରଣାଳୟରେ ଥିବା ବାଥରୁମ୍‌ ଗୁଡିକ ଯାହା ଟପ୍‌ ର଼୍ୟାଙ୍କର ଅଧିକାରୀଙ୍କଦ୍ୱାରା ବ୍ୟବହାର କରାଯାଉଛି ସେଥିରେ ହିଁ ବାଇଓମେଟ୍ରିକ…

କାବୁଲ ବିଶ୍ୱବିଦ୍ୟାଳୟ ନିକଟରେ ବିସ୍ଫୋରଣ: ୯ଛାତ୍ର ମୃତ, ୩୩ ଆହତ

କାବୁଲ,୧୯।୭: ଆଫଗାନିସ୍ତାନର ରାଜଧାନୀ କାବୁଲରେ ଶୁକ୍ରବାର ହୋଇଥିବା ଏକ ଆତଙ୍କବାଦୀ ବିସ୍ଫୋରଣ ପୁଣି ଥରେ ସମଗ୍ର ଅଞ୍ଚଳକୁ ଥରାଇ ଦେଇଛି। ଏଠାରେ ଥିବା ବିଶ୍ୱବିଦ୍ୟାଳୟ ନିକଟରେ ହୋଇଛି ଏହି ବିସ୍ଫୋରଣ। ଏଥିରେ ୯ ଜଣ ଛାତ୍ରଙ୍କ ମୃତ୍ୟୁ ହୋଇଥିବା ବେଳେ ଅନ୍ୟ…

ଆମେରିକାର ପ୍ରତିଶୋଧ: ଇରାନ ଡ୍ରୋନକୁ ଧ୍ୱସଂ କଲା

ଓ୍ବାଶିଂଟନ, ୧୯।୭: ହରମୁଜଠାରେ ଏକ ଇରାନ ଡୋନ୍‌କୁ ଧ୍ୱସଂ କରି ଆମେରିକା ପ୍ରତିଶୋଧ ନେଇଛି। ନୌସେନା ପକ୍ଷରୁ ଏହି ଆକ୍ରମଣ କରାଯାଇଥିବା ଆମେରିକା କହିଛି। କିନ୍ତୁ ଏଭଳି କୌଣସି ଘଟଣା ଘଟିନାହିଁ ବୋଲି ଇରାନ ପକ୍ଷରୁ କୁହାଯାଇଛି। ହରମୁଜଠାରେ ଇରାନର ଏକ…

ନେପାଳରେ ୫ ବୁଦ୍ଧମୂର୍ତ୍ତି ଭାଙ୍ଗିଦେଲେ

କାଠମାଣ୍ଡୁ, ୧୯ା୭ (ପି.ଟି.): ନେପାଳର ରୁପନ୍‌ଦେହୀ ଜିଲାର ତିିଳୋତ୍ତମା ମ୍ୟୁନିସିପାଲିଟି ଅଞ୍ଚଳ ଅନ୍ତର୍ଗତ ଲୁମ୍ବିନୀ ନିକଟରେ ଦୁର୍ବୃତ୍ତମାନେ ୫ଟି ବୁଦ୍ଧମୂର୍ତ୍ତିକୁ ଭାଙ୍ଗିଦେଇଛନ୍ତି। ବାଲି, ସିମେଣ୍ଟ ଓ ଚୂନପଥରରେ ନିର୍ମିତ ବୁଦ୍ଧଙ୍କ ବସିଥିବା ପ୍ରତିମୂର୍ତ୍ତି ଭାଙ୍ଗିଦିଆଯିବାକୁ ନେଇ ତୀବ୍ର ଉତ୍ତେଜନା ପ୍ରକାଶ ପାଇଛି।…

କୁଳଭୂଷଣଙ୍କୁ ଧରିଥିବା କ୍ୟାପ୍‌ଟେନ୍‌ଙ୍କୁ ପାକ୍‌ରେ ପ୍ରଶଂସା

ଇସ୍‌ଲାମାବାଦ୍‌,୧୯ା୭ :ପାକିସ୍ତାନର ସାମରିକ ଗୋଇନ୍ଦା ସଂସ୍ଥାର ଜଣେ କ୍ୟାପଟେନ୍‌ଙ୍କୁ ଭିକାରି ବେଶରେ ଅଶାନ୍ତ ବେଲୁଚିସ୍ତାନ ପ୍ରଦେଶରେ ମୁତୟନ କରାଯାଇଥିଲା। ଗୁପ୍ତଚର ବୃତ୍ତି ଅଭିଯୋଗରେ ପୂର୍ବତନ ନୌସେନା ଅଫିସର କୁଳଭୂଷଣ ଯାଦବଙ୍କୁ ଗିରଫ କରିବାରେ ଭିକାରି ବେଶଧାରୀ କ୍ୟାପଟେନ୍‌ଙ୍କୁ ପାକିସ୍ତାନ ପ୍ରଶଂସା କରିବା…

ଷ୍ଟୁଡିଓରେ ନିଆଁ ଲଗାଇଦେଲେ: ୩୩ ଦଗ୍ଧ

ଟୋକିଓ,୧୯ା୭(ଏଏଫ୍‌ପି):ଜାପାନର କ୍ୟୋଟୋ ଆନିମେଶନ୍‌ କମ୍ପାନୀ ଉପରେ ଗୁରୁବାର ଆକ୍ରମଣ ହୋଇଛି। ଏଥିରେ ୩୩ ଜଣଙ୍କ ମୃତ୍ୟୁ ହେବା ସହ ୩୬ ଆହତ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ୧୦ ଜଣଙ୍କ ଅବସ୍ଥା ଗୁରୁତର ରହିଛି। କ୍ୟୋଟୋ ସହରରେ ଥିବା ଏହି ବିଲ୍ଡିଂରେ ନିଆଁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?