ଅନ୍ତର୍ଜାତୀୟ

ବିଦେଶରେ ପାଳିତ ହେଲା ବଡ ଠାକୁରଙ୍କ ରଥଯାତ୍ରା

ବାହାରିନ,୬।୭: ଶ୍ରୀଗୁଣ୍ଡିଚା ଅବସରରେ ଗତ ଜୁଲାଇ ୪ରେ ସୁଦୂର ବାହାରିନ ସ୍ଥିତ ପ୍ରବାସୀ ଓଡ଼ିଆ ଓ ଇସ୍କନ କାନୁ ଗାର୍ଡେନର ମିଳିତ ଆନୁକୂଲ୍ୟରେ ବିଶ୍ୱ ପ୍ରସିଦ୍ଧ ଘୋଷଯାତ୍ରା ପାଳିତ ହୋଇଛି। ସ୍ଥାନୀୟ ବାନ ସେଙ୍ଗ ଥାଇ ଅଡିଟୋରିୟମରେ ପାରମ୍ପରିକ ରୀତିନୀତି ଅନୁଯାୟୀ…

ଦକ୍ଷିଣ କାଲିଫର୍ନିଆରେ ୭.୧ ତୀବ୍ରତାର ଭୂକମ୍ପ

କାଲିଫର୍ନିଆ,୬।୭: ଆମେରିକାର ଦକ୍ଷିଣ କାଲିଫର୍ନିଆରେ ଶୁକ୍ରବାର ରାତିରେ ଏକ ଭୂକମ୍ପ ଅନୁଭୁତ ହୋଇଛି। ରିକ୍ଟର ସ୍କେଲରେ ଏହାର ତୀବ୍ରତା ଥିଲା ୭.୧। ଗୁରୁବାର ଏଠାରେ ୬.୪ ତୀବ୍ରତାର ଏକ ଭୂକମ୍ପ ହୋଇଥିବା ବେଳେ ମାତ୍ର ଗୋଟିଏ ଦିନ ମଧ୍ୟରେ ଆଉ ଏକ…

୭୨ବର୍ଷ ପରେ ପାକିସ୍ତାନରେ ଥିବା ହଜାରେ ବର୍ଷ ପୁରାତନ ଶିବ ମନ୍ଦିରରେ ଆରମ୍ଭ ହେଲା ପୂଜାର୍ଚ୍ଚନା

ଇସଲାମାବାଦ୍‌,୬।୭: ପାକିସ୍ତାନର ସିଆଲକୋଟ୍‌ଠାରେ ଥିବା ଏକ ହଜାର ବର୍ଷ ପୁରାତନ ଶିବ ମନ୍ଦିରରେ ୭୨ ବର୍ଷ ପରେ ପୁଣି ପୂଜାର୍ଚ୍ଚନା ଆରମ୍ଭ ହୋଇଛି। ମନ୍ଦିରକୁ ଶ୍ରଦ୍ଧାଳୁଙ୍କ ପାଇଁ ଖୋଲା ଯାଇଛି। ୧୯୪୭ରେ ଦେଶ ବିଭାଜନ ସମୟରେ ମନ୍ଦିରକୁ ବନ୍ଦ କରି ଦିଆଯାଇଥିଲା।…

ପତ୍ନୀଙ୍କୁ ହତ୍ୟା କରି ମୃତଦେହକୁ ଶହେ ଦିନ ଫ୍ରିଜରେ ରଖିଥିବା ଅଭିଯୋଗରେ ସ୍ବାମୀଙ୍କୁ ମିଳିଲା ମୃତ୍ୟୁଦଣ୍ଡ

ବେଜିଂ,୫।୭: ଚାଇନାର ସାଂଘାଇ ଅଞ୍ଚଳରେ ପତ୍ନୀଙ୍କୁ ହତ୍ୟା କରି ଶହେ ଦିନ ପର୍ଯ୍ୟନ୍ତ ଫ୍ରିଜରେ ରଖିଥିବା ଅଭିଯୋଗରେ ଜଣେ ବ୍ୟକ୍ତିଙ୍କୁ ମୃତ୍ୟୁଦଣ୍ଡରେ ଦଣ୍ଡିତ କରାଯାଇଛି। ସୂଚନାଯୋଗ୍ୟ, ବିବାହର ୧୦ ମାସ ପରେ ୧୭ ଅକ୍ଟୋବର ୨୦୧୬ରେ ପତ୍ନୀ ୟାଙ୍ଗଙ୍କ ସହ ଝଗଡା…

୧୦୨ ବର୍ଷର କନ୍ୟାଙ୍କୁ ୧୦୦ ବର୍ଷର ବର

ଓହିଓ,୫।୭: ପ୍ରେମ ହେଉଛି ଶାଶ୍ୱତ ଓ ଚିରନ୍ତନ। ପ୍ରେମ ନା ବୟସ ଦେଖେ ନା ଜାତିଧର୍ମ। ତା’ ପାଇଁ ସବୁ ସମାନ। କିଛି ଏଭଳି ଦୃଶ୍ୟ ସାମ୍ନାକୁ ଆସିଛି ଆମେରିକାରୁ। ଆମେରିକାର ଓହିଓରେ ଏକ ଯୋଡି ଶହେ ବର୍ଷ ବୟସରେ ବି…

ବ୍ରିଟେନ କବ୍‌ଜାରେ ଇରାନର ‘ଗ୍ରେସ୍‌ ୧’

ମାଦ୍ରିଦ୍‌,୫।୭ (ପି.ଟି.):ୟୁରୋପୀୟ ସଂଘ (ଇୟୁ) ଦ୍ୱାରା ଜାରି କଟକଣା ଉଲ୍ଳଂଘନ କରିବା ଅଭିଯୋଗରେ ଇରାନର ଏକ ବିଶାଳ ତୈଳ ଜାହାଜ ଜିବ୍ରାଲ୍‌ଟରରେ ଧରାପଡ଼ିଛି। ଗ୍ରେସ୍‌ ୧ ନାମକ ଏହି ସୁପରଟ୍ୟାଙ୍କର ୨୦ ଲକ୍ଷ ବ୍ୟାରେଲ୍‌ ଅଶୋଧିତ ତୈଳ ପରିବହନ କରି ସିରିଆକୁ…

ହାଫିଜ୍‌ଙ୍କୁ ଖୁବ୍‌ଶୀଘ୍ର ଗିରଫ କରିବ ପାକିସ୍ତାନ:ଭୟରେ ଭୁଆଁ

ଲାହୋର/ନୂଆଦିଲ୍ଲୀ,୫।୭(ପି.ଟି.):ଭାରତର କୂଟନୀତି ଓ ଅନ୍ତର୍ଜାତୀୟ ସମୁଦାୟର ଚାପ ଆଗରେ ମୁଣ୍ଡ ନୁଆଁଇ ୨୬/୧୧ ମୁମ୍ବାଇ ଆକ୍ରମଣର ମାଷ୍ଟରମାଇଣ୍ଡ ହାଫିଜ୍‌ ସୟିଦ୍‌ଙ୍କ ସମେତ ତାଙ୍କର ୧୨ ସହଯୋଗୀଙ୍କ ବିରୋଧରେ ମାମଲା ରୁଜୁ କରିଛି ପାକିସ୍ତାନ। ଆତଙ୍କବାଦ ପାଇଁ ପାଣ୍ଠି ଯୋଗାଣ ମାମଲାରେ ପଞ୍ଜାବ…

ଚାଇନାରେ ଘୂର୍ଣ୍ଣିବାୟୁର ତାଣ୍ଡବ: ୬ ମୃତ ଶତାଧିକ ଆହତ

ବେଜିଂ,୪।୭: ଚାଇନାର ଉତ୍ତର ପୂର୍ବରେ ଥିବା ଲିଓନଇଙ୍ଗ ଅଞ୍ଚଳରେ ବୁଧବାର ସନ୍ଧ୍ୟାରେ ହୋଇଥିବା ଘୂର୍ଣ୍ଣିବାୟୁରେ ୬ ଜଣଙ୍କ ମୃତ୍ୟୁ ହେବା ସହ ପ୍ରାୟ ୧୯୦ ଜଣ ଆହତ ହୋଇଥିବା ସୂଚନା ମିଳିଛି। ସ୍ଥାନୀୟ ସମୟ ସନ୍ଧ୍ୟା ପ୍ରାୟ ୫ଟା ୧୫ ମିନିଟରେ…

ମାନବ ମସ୍ତିଷ୍କ କୋଷିକା ପ୍ରତିରୋପଣ କରି ମାଙ୍କଡ଼କୁ କରାଯିବ ବୁଦ୍ଧିଆ: ଚାଇନାରେ ହେଉଛି ଗବେଷଣା

ବେଜିଂ,୪।୭: ମାନବ ମସ୍ତିଷ୍କ କୋଷିକା ମାଙ୍କଡ଼ଠାରେ ପ୍ରତିରୋପଣ କରାଯାଇ ଏହାକୁ ବୁଦ୍ଧିଆ କରାଯିବ। ଏନେଇ ଚାଇନାରେ ଗବେଷକମାନେ ନାନା ପରୀକ୍ଷା ନିରୀକ୍ଷା ଚଳାଇଛନ୍ତି। ମାଙ୍କଡ଼ଠାରେ ସଫଳତା ମିଳିଲେ ପରବର୍ତ୍ତୀ ସମୟରେ ଏହାକୁ କୁକୁର ସମେତ ଅନ୍ୟ ପ୍ରାଣୀଙ୍କଠାରେ ପ୍ରୟୋଗ କରାଯିବାର ଯୋଜନା…

ପଦ୍ମଫୁଲ ଚୋରାଇବାରୁ ବନ୍ଦ କରିଦିଆଗଲା ଚାଇନାର ଇକୋ ପାର୍କ

ବେଜିଂ,୪।୭: ଚାଇନାର ସିଂଚୁଆନ ଅଞ୍ଚଳରେ ତିଆରି ହୋଇଥିବା ଇକୋ ପାର୍କ ଏଠାରେ ଫୁଟୁଥିବା ପଦ୍ମଫୁଲ ପାଇଁ ବେଶ୍‌ ପ୍ରସିଦ୍ଧ। ଦିନକୁ ଅତିକମ୍‌ରେ ୨ଶହରୁ ୩ଶହ ପର୍ଯ୍ୟଟକ ଏହାର ଶୋଭାକୁ ଉପଭୋଗ କରିବାକୁ ଆସିଥାନ୍ତି। ବିଶେଷ କରି ଜୁନ୍‌ ମାସରେ ଏଠାରେ ଅଧିକ…

କାରିବିୟନ ସାଗରରେ ବୁଡ଼ିଲା ମାଛଧରା ଜାହାଜ: ୨୭ ଧୀବର ମୃତ

ତେଗୁସିଗଲ୍ପା,୪।୭: କାରିବିୟନ୍‌ ସାଗରରେ ଏକ ମାଛଧରା ଜାହାଜ ବୁଡ଼ିଯାଇଛି। ଏଥିରେ ୨୭ ଜଣ ଧୀବରଙ୍କ ମୃତ୍ୟୁ ଘଟିଥିବା ଉଦ୍ଧାରକାରୀ ଦଳ ପକ୍ଷରୁ ସୂଚନା ଦିଆଯାଇଛି। ସେହିପରି ୯ ଜଣ ଧୀବର ନିଖୋଜ ଅଛନ୍ତିି। ୫୫ ଜଣ ଧୀବରଙ୍କୁ ଉଦ୍ଧାର କରାଯାଇଛି। ଖରାପ…

ଥରିଲା ଆଫଗାନୀସ୍ତାନ

କାବୁଲ,୪।୭: ଆଫଗାନୀସ୍ତାନ ହିନ୍ଦୁ କୁଶ ଅଞ୍ଚଳରେ ଗୁରୁବାର ସକାଳ ୯ଟା ୫୦ରେ ଭୂକମ୍ପ ଅନୁଭୁତ ହୋଇଛି। ରିକ୍ଟର ସ୍କେଲରେ ଏହାର ତୀବ୍ରତା ୫.୫ ଥିଲା ବୋଲି ଆମେରିକା ଭୂବିଜ୍ଞାନ ସଂସ୍ଥା ପକ୍ଷରୁ କୁହାଯାଇଛି। ଭୂକମ୍ପ ହେବାରୁ ଲୋକେ ଭୟରେ ଘରୁ ବାହାରକୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?