ଅନ୍ତର୍ଜାତୀୟ

ବାଣିଜ୍ୟ ବିବାଦର ସମାଧାନ ପାଇଁ ସହମତି

ଓସାକା,୨୯ା୬: ଜାପାନର ଓସାକାଠାରେ ଜି-୨୦ ରାଷ୍ଟ୍ରନେତାମାନଙ୍କ ସମ୍ମିଳନୀ ଅବସରରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଶୁକ୍ରବାର ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ୍‌ଙ୍କ ସହ ବିଭିନ୍ନ ଦ୍ୱିପାକ୍ଷିକ, ଆଞ୍ଚଳିକ ଏବଂ ଅନ୍ତର୍ଜାତୀୟ ପ୍ରସଙ୍ଗରେ ଆଲୋଚନା କରିଛନ୍ତି। ଏଥିରେ ବାଣିଜ୍ୟ, ପ୍ରତିରକ୍ଷା, ୫ଜି ଯୋଗାଯୋଗ ନେଟ୍‌ଓ୍ବାର୍କ…

ମୂଳ ଭାରତୀୟ ବାସିନ୍ଦା ପ୍ରିୟା ପିନ୍ଧିଲେ ‘ମିସ୍‌ ୟୁନିଭର୍ସ ଅଷ୍ଟ୍ରେଲିୟା’ ମୁକୁଟ

ମେଲବୋର୍ନ,୨୮।୬: ଭାରତୀୟ ମୂଳ ବାସିନ୍ଦା ୨୬ ବର୍ଷୀୟା ପ୍ରିୟା ସେର୍ରଓ୍ବ ‘ମିସ୍‌ ୟୁନିଭର୍ସ ଅଷ୍ଟ୍ରେଲିୟା ୨୦୧୯’ର ବିଜେତା ଘୋଷିତ ହୋଇଛନ୍ତି। ୨୭ ଜଣ ପ୍ରତିଯୋଗୀଙ୍କୁ ପଛରେ ପକାଇ ପ୍ରିୟା ଏହି ସଫଳତା ପାଇଛନ୍ତି। ଆସନ୍ତା ବର୍ଷହେବାକୁ ଥିବା ମିସ୍‌ ୟୁନିଭର୍ସ କମ୍ପିଟିଶନରେ…

ଆମେରିକାରେ ରେକର୍ଡ ଭାଙ୍ଗିଲା ଗ୍ରୀଷ୍ମ: ରୁଷ, ଫ୍ରାନ୍ସରେ ସତର୍କତା ଜାରି

ଓ୍ବାଶିଂଟନ,୨୮।୬: ପ୍ରବଳ ଗ୍ରୀଷ୍ମ ପ୍ରବାହରେ ଆଉଟୁ ପାଉଟୁ ହେଉଛନ୍ତି ଆମେରିକା ଓ ୟୁରୋପର ଅଧିକାଂଶ ଅଞ୍ଚଳ। ଏଥର ୟୁରୋପ ଅତ୍ୟଧିକ ଗରମରେ ରେକର୍ଡ ଭାଙ୍ଗିଛି। ଜର୍ମାନୀ ଓ ଫ୍ରାନ୍ସରେ ସମାନ ପରିସ୍ଥିତି ହୋଇଥିବା ବେଳେ ପ୍ରଶାସନ ପକ୍ଷରୁ ସତର୍କତା ଜାରି କରାଯାଇଛି।…

ଜାପାନରେ ଓଡ଼ିଶାକୁ ପ୍ରଶଂସା କଲେ ମୋଦି

ଓସାକା, ୨୮।୬: ଜି-୨୦ ସମ୍ମିଳନୀରେ ଭାଗନେବା ପାଇଁ ଜାପାନ ଗସ୍ତରେ ଥିବା ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଓଡ଼ିଶାକୁ ପ୍ରଶଂସା କରିଛନ୍ତି। ପ୍ରବାସୀ ଭାରତୀଙ୍କୁ ସମ୍ବୋଧିତ କରି ଓଡ଼ିଶା ସରକାରଙ୍କ ୱେଲ ପ୍ଲାନିଂ ଓ ସୁପରଭିଜନ ପାଇଁ ଫନୀ ଭଳି ବାତ୍ୟା ଆମେ…

ଆବେଙ୍କୁ ଭେଟିଲେ ମୋଦି

ଓସାକା,୨୮।୬ (ପି.ଟି.):ଜି-୨୦ ସମ୍ମିଳନୀରେ ଯୋଗଦେବା ପୂର୍ବରୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଗୁରୁବାର ଜାପାନ ପ୍ରତିପକ୍ଷ ଶିିଞ୍ଜୋ ଆବେଙ୍କ ସହ ସାକ୍ଷାତ ଆଲୋଚନା କରିଛନ୍ତି। ବିଶ୍ୱ ଅର୍ଥନୀତି, ଫେରାର ଆର୍ଥିକ ଅପରାଧୀଙ୍କୁ ଧରିବା ଓ ବିପର୍ଯ୍ୟୟ ପରିଚାଳନା ପ୍ରସଙ୍ଗ ଆଦି ଆଲୋଚନାରେ ସ୍ଥାନ…

ଜୀବନ ଆଶାରେ ମରଣ ମୁହଁରେ:ଆମେରିକା- ମେକ୍ସିକୋ ସୀମା ରିଓ ଗ୍ରାଣ୍ଡେ ନଦୀରେ ଭାସିଗଲେ ଶରଣାର୍ଥୀ ଓ ୨୩ ମାସର ଝିଅ

ସିଉଡାଡ୍‌ ଭିକ୍ଟୋରିଆ/ଓ୍ବାଶିଂଟନ,୨୮।୬:ମେକ୍ସିକୋ ସୀମାରେ ଆମେରିକୀୟ ସେନା ମୁତୟନ ଓ ଶରଣାର୍ଥୀଙ୍କ ପ୍ରତି ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ୍‌ଙ୍କ କଡ଼ା ଆଭିମୁଖ୍ୟକୁ ନେଇ ପୁଣିଥରେ ସୃଷ୍ଟି ହୋଇଛି ବିରାଟ ପ୍ରଶ୍ନବାଚୀ। ଏହାର କାରଣ ପାଲଟିଛି ଏହି ହୃଦୟ ବିଦାରକ ଚିତ୍ର। ଫଟୋଟି ଜଣେ ପିତା…

ମାଗଣା ଟିକେଟ୍‌ ପାଇଁ ଦଳାଚକଟା: ୧୫ ମୃତ

ଆଣ୍ଟାନାନାରିଭୋ,୨୭।୬: ମାଡାଗାସ୍କରର ମହାମାସିନା ଷ୍ଟାଡିୟମରେ ସ୍ବାଧୀନତା ଦିବସ ପାଳନ ଅବସରରେ ଦଳଚକଟା ହେବାରୁ ଅତି କମ୍‌ରେ ୧୫ ଜଣଙ୍କ ମୃତ୍ୟୁ ହେବା ସହ ୭୫ରୁ ଊର୍ଦ୍ଧ୍ୱ ଆହତ ହୋଇଥିବା ସୂଚନା ମିଳିଛି। ସ୍ବାଧିନତା ଦିବସରେ ଆୟୋଜିତ ହେବାକୁ ଥିବା ମନୋରଞ୍ଜନ କାର୍ଯ୍ୟକ୍ରମର…

ଟ୍ରମ୍ପ୍‌ଙ୍କ ଧମକ: ଗୁଗୁଲ, ଫେସବୁକ୍‌ ଓ ଟୁଇଟର ଉପରେ ଚାଲିବ ମକଦମା

ଓ୍ବାଶିଂଟନ,୨୭।୬: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ୍‌ ସୋସିଆଲ୍‌ ମିଡ଼ିଆକୁ ଧମକ୍‌ ଦେଇଛନ୍ତି। ଗୁଗୁଲ, ଫେସବୁକ୍‌ ଓ ଟୁଇଟର୍‌ ଉପରେ ମକଦମା ଚଳାଇବାକୁ ସେ ଚେତାବନୀ ଦେଇଛନ୍ତି। ଫୋକସ୍‌ ବିଜନେସ୍‌ ନେଟ୍‌ଓ୍ବାର୍କକୁ ଦେଇଥିବା ଏକ ସାକ୍ଷାତ୍‌କାରରେ ଟ୍ରମ୍ପ୍‌ ଏଭଳି ମନ୍ତବ୍ୟ ଦେଇଛନ୍ତି। ଏସବୁ…

ବ୍ୟାଗ୍‌ରୁ ମିଳିଲା ୨୧ ଦିନର ଶିଶୁକନ୍ୟା: ଆମେରିକା ପୋଲିସ ଝିଅଟିର ନାଁ ରଖିଲା ‘ଇଣ୍ଡିଆ’

ଓ୍ବାଶିଂଟନ୍‌, ୨୭।୬: ଆମେରିକାର ଜର୍ଜିଆ ସହରରେ ଏକ ପ୍ଲାଷ୍ଟିକ୍‌ ବ୍ୟାଗରୁ ୨୧ଦିନର ଶିଶୁକନ୍ୟାକୁ ଉଦ୍ଧାର କରାଯାଇଛି। ଆମେରିକା ପୋଲିସ ଶିଶୁକନ୍ୟାଟିର ନାମ ‘ଇଣ୍ଡିଆ’ ରଖିଛି। ଶିଶୁଟିର ମା’ଙ୍କୁ ଖୋଜିବା ପାଇଁ ଏକ କ୍ୟାମ୍ପେନ୍‌ ଆରମ୍ଭ କରାଯାଇଛି। ଏକ ଭିଡିଓ ଜରିଆରେ ଲୋକଙ୍କୁ…

ଆମେରିକା ଆଗରେ ମୁଣ୍ଡ ନୁଆଁଇବ ନାହିଁ ଇରାନ:ଆୟତୁଲ୍ଲା

ତେହେରାନ,୨୭ା୬: ଆମେରିକା ସହ ଆଣବିକ ଚୁକ୍ତିନାମା ରଦ୍ଦ ହେବା ପରେ ତେହେରାନ ଓ ଓ୍ବାଶିଂଟନ ମଧ୍ୟରେ ଉତ୍ତେଜନା ଲାଗି ରହିଛି। ଆମେରିକା ସେନାର ଏକ ଡ୍ରୋନକୁ ଇରାନ ପକ୍ଷରୁ ଖସାଇ ଦିଆଯିବା ପରେ ଦୁଇ ଦେଶ ମଧ୍ୟରେ ଯୁଦ୍ଧ ଭଳି ପରିସ୍ଥିତି…

ନଦୀ କୂଳରୁ ମିଳିଲା ଶରଣାର୍ଥୀ ବାପ-ଝିଅଙ୍କ ମୃତଦେହ: ଫଟୋ ଭାଇରାଲ

ନ୍ୟୁୟର୍କ, ୨୬।୬: ୨୦୧୫ରେ ସିରିଆର ଶରଣାର୍ଥୀ ଶିଶୁ ଆଲନ କୁର୍ଦ୍ଦି ସମୁଦ୍ରକୂଳରେ ପଡିଥିବାର ଦୃଶ୍ୟ ସାରା ଦୁନିଆକୁ ସ୍ତବ୍ଧ କରିଦେଇଥିଲା। ସେମିତି ଏକ ହୃଦୟବିଦାରକ ଚିତ୍ର ପୁଣିଥରେ ଭାଇରାଲ ହୋଇଛି। ଆମେରିକା ପାଖରେ ଥିବା ଏକ ଦେଶ ଇଆଇ ସାଲଭେଡୋର ନିବାସୀ…

ଜି-୨୦ ପୂର୍ବରୁ ହଂକଂରେ ବିଶାଳ ବିକ୍ଷୋଭ: ବିଶ୍ୱ ନେତାଙ୍କ ସହଯୋଗ ଲୋଡ଼ିଲେ

ଜାତିସଂଘ,୨୭ା୬: ଚଳିତ ସପ୍ତାହରେ ଜାପାନର ଓସାକାଠାରେ ଜି-୨୦ ରାଷ୍ଟ୍ରଗୋଷ୍ଠୀର ସମ୍ମିଳନୀ ଅନୁଷ୍ଠିତ ହେବାକୁ ଯାଉଥିବାବେଳେ ଏହା ପୂର୍ବରୁ ବୁଧବାର ହଂକଂରେ ହଜାର ହଜାର ଲୋକ ୧୯ଟି ସଦସ୍ୟ ରାଷ୍ଟ୍ରର ବାଣିଜି୍ୟକ ଦୂତାବାସ ସମ୍ମୁଖରେ ବିକ୍ଷୋଭ ପ୍ରଦର୍ଶନ କରିଛନ୍ତି। ସେମାନେ କଳା ପୋଷାକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?