ଅନ୍ତର୍ଜାତୀୟ

ମ୍ୟାନମାରରେ ୩୩୦ ପରମାଣୁ ବୋମା ଫୁଟିଲା ଭଳି ଥିଲା ଦୃଶ୍ୟ, ବୈଜ୍ଞାନିକ ବି ଆଶ୍ଚର୍ଯ୍ୟ

ନାପିଦାଉ,୨୯।୩: ମ୍ୟାନମାରରେ ୭.୭ ତୀବ୍ରତାର ଏକ ଭୂମିକମ୍ପ ବ୍ୟାପକ କ୍ଷୟକ୍ଷତି ଘଟାଇଛି। ବିଶେଷଜ୍ଞମାନେ ଏବେ କହିଛନ୍ତି ଯେ ଭୂମିକମ୍ପ ଦ୍ୱାରା ନିର୍ଗତ ଶକ୍ତି ୩୦୦ରୁ ଅଧିକ ପରମାଣୁ ବୋମାର ବିସ୍ଫୋରଣ ସହିତ ସମାନ। ସିଏନଏନ ରିପୋର୍ଟ କରିଛି ଯେ ଭୂତତ୍ତ୍ୱବିତ...

ମ୍ୟାନମାର ଭୂକମ୍ପରେ ମୃତ୍ୟୁ ସଂଖ୍ୟା ୧୦୦୦ଟପିଲା ୨୩୦୦ରୁ ଅଧିକ ଆହତ

ନାପିଦାଉ,୨୯।୩: ଶୁକ୍ରବାର ମ୍ୟାନମାର ଏବଂ ଥାଇଲ୍ୟାଣ୍ଡରେ ଘଟିଥିବା ଭୂମିକମ୍ପ ବ୍ୟାପକ କ୍ଷୟକ୍ଷତି ଘଟାଇଛି। ଅନେକ କୋଠା ଭୁଶୁଡ଼ି ପଡ଼ିଛି। ଏହାର ଭଗ୍ନାବଶେଷ ତଳେ ଶହ ଶହ ଲୋକ ପୋତି ହୋଇ ରହିଛନ୍ତି। ସେମାନଙ୍କୁ ଉଦ୍ଧାର କରିବା ପାଇଁ ସନ୍ଧାନ ଅଭିଯାନ...

Trump-Modi: ମୋଦିଙ୍କୁ ପ୍ରଶଂସାରେ ପୋତି ପକାଇଲେ ଟ୍ରମ୍ପ: କହିଲେ, ସେ ସବୁଠୁ ସ୍ମାର୍ଟ

ଓ୍ବାଶିଂଟନ,୨୯।୩: ଭାରତ ଏବଂ ଆମେରିକା ମଧ୍ୟରେ ଟାରିଫ୍‌ ଉପରେ ଚାଲିଥିବା ଆଲୋଚନା ମଧ୍ୟରେ, ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ପ୍ରଧାନମନ୍ତ୍ରୀ ମୋଦିଙ୍କୁ ପ୍ରଶଂସା କରିଛନ୍ତି। ହ୍ବାଇଟ ହାଉସରେ ସାମ୍ବାଦିକମାନଙ୍କ ସହ କଥାବାର୍ତ୍ତା ସମୟରେ ଟ୍ରମ୍ପ କହିଥିଲେ, ସେ ମୋର ବହୁତ...

ସକାଳୁ ସକାଳୁ ଥରିଲା ଆଫଗାନିସ୍ତାନ: ଲୋକେ ଭୟରେ ଦୌଡିଲେ

କାବୁଲ,୨୯।୩: ଆଫଗାନିସ୍ତାନରେ ଶନିବାର ସକାଳୁ ଦୁଇଟି ଭୂମିକମ୍ପ ଅନୁଭୂତ ହୋଇଛି। ରିକ୍ଟର ସ୍କେଲରେ ଏହାର ତୀବ୍ରତା ୪.୭ ଏବଂ ୪.୩ ରହିଛି। ସ୍ଥାନୀୟ ସମୟ ସକାଳ ୪:୫୧ ଏବଂ ୫:୧୬ରେ ଭୂମିକମ୍ପ ଅନୁଭୂତ ହୋଇଥିଲା। ଭୂମିକମ୍ପ ଯୋଗୁ ଲୋକମାନେ ଘର...

ଅନ୍ତର୍ଜାତୀୟ ସହାୟତା ଲୋଡ଼ିଲେ ସାମରିକ ସରକାର: ଟ୍ରମ୍ପ କହିଲେ…

ନାପିଦାଉ/ବ୍ୟାଙ୍କକ୍‌,୨୯ା୩ମ୍ୟାନ୍‌ମାରରେ ଭୂକମ୍ପ ପରବର୍ତ୍ତୀ ଉଦ୍ଧାର କାର୍ଯ୍ୟ ଏବଂ ବିପନ୍ନଙ୍କୁ ଅତ୍ୟାବଶ୍ୟକ ରିଲିଫ୍‌ ସହାୟତା ଯୋଗାଇବା ବଡ଼ ଚ୍ୟାଲେଞ୍ଜ ପାଲଟିଛି। ଏହାକୁ ଦୃଷ୍ଟିରେ ରଖି ଆମ୍‌ନେଷ୍ଟି ଇଣ୍ଟରନ୍ୟାଶନାଲ ଏବଂ ହ୍ୟୁମାନ୍‌ ରାଇଟ୍ସ ଓ୍ବାଚ୍‌ ପକ୍ଷରୁ ପ୍ରଭାବିତ ଲୋକଙ୍କୁ ତୁରନ୍ତ ମାନବୀୟ ସହାୟତା...

ମ୍ୟାନମାର୍‌କୁ ରିଲିଫ୍‌ ସାମଗ୍ରୀ ପଠାଇଲା ଭାରତ

ନେପିଦାଉ,୨୯ା୩: ମ୍ୟାନମାର୍‌ରେ ହୋଇଥିବା ଭୟଙ୍କର ଭୂକମ୍ପ ପରେ, ଭାରତ ତୁରନ୍ତ ମାନବୀୟ ସହାୟତା ଭାବରେ ୧୫ ଟନ୍‌ରୁ ଅଧିକ ରିଲିଫ ସାମଗ୍ରୀ ପଠାଇଛି। ଭାରତୀୟ ବାୟୁସେନା (IAF)ର C-୧୩ ଓ ଜେ ବିମାନ ହିଣ୍ଡନ ବାୟୁସେନା ଷ୍ଟେଶନରୁ ଉଡ଼ାଣ ଭରି...

ଭୂକମ୍ପ ପରେ ଧ୍ୱଂସର ଚିତ୍ର: ରେସ୍କ୍ୟୁ, ରିଲିଫ୍‌ ବଡ଼ ଚ୍ୟାଲେଞ୍ଜ

ନାପିଦାଉ/ବ୍ୟାଙ୍କକ୍‌/ ନୂଆଦିଲ୍ଲୀ,୨୯ା୩:ମ୍ୟାନ୍‌ମାରରେ ଶୁକ୍ରବାର ୭.୭ ତୀବ୍ରତା ବିଶିଷ୍ଟ ଭୂକମ୍ପ ହୋଇଛି, ଯାହାର ପ୍ରଭାବ ଦେଶ ଭିତରେ ସୀମିତ ନ ରହି ଦକ୍ଷିଣପୂର୍ବ ଏସିଆକୁ ଥରାଇ ଦେଇଛି। କେବଳ ମ୍ୟାନ୍‌ମାରରେ ୧୪୪ରୁ ଊର୍ଦ୍ଧ୍ୱ ପ୍ରାଣ ହରାଇଥିବାବେଳେ ଅନ୍ୟ ୭୩୨ ଜଣ ଆହତ...

ମ୍ୟାନମାର ଭୂକମ୍ପର ଭୟଙ୍କର ସ୍ଥିତି, ମସଜିଦ ଭୁଶୁଡ଼ି ୨୦ ମୃତ

ନାଇପିଦ,୨୮।୩: ଜାତୀୟ ଭୂକମ୍ପ ବିଜ୍ଞାନ କେନ୍ଦ୍ର ଅନୁଯାୟୀ, ମ୍ୟାନମାରରେ ଦୁଇଥର ନୁହେଁ ଚାରିଥର ଭୂମିକମ୍ପ ହୋଇଛି। ପ୍ରାରମ୍ଭରେ ଭୂମିକମ୍ପର ତୀବ୍ରତା ରିକ୍ଟର ସ୍କେଲରେ ୭.୨ ମାପ କରାଯାଇଥିଲା। ଏହି ଭୂମିକମ୍ପ ଶୁକ୍ରବାର (ମାର୍ଚ୍ଚ ୨୮) ରାତି ୧୧:୫୦:୫୨ ରେ ଘଟିଥିଲା।...

ଥାଇଲାଣ୍ଡରେ ଭୟଙ୍କର ଭୂମିକମ୍ପ: ୪୩ ଲୋକ ନିଖୋଜ, କୋଠା ଭୁଶୁଡିବା ଭିଡିଓ ଭାଇରାଲ

ବ୍ୟାଙ୍କକ,୨୮।୩: ଥାଇଲାଣ୍ଡର ରାଜଧାନୀ ବ୍ୟାଙ୍କକ୍‌ରେ ଶୁକ୍ରବାର ୭.୭ ତୀବ୍ରତାର ଏକ ଶକ୍ତିଶାଳୀ ଭୂମିକମ୍ପ ଅନୁଭୂତ ହୋଇଛି। ଫଳରେ କୋଠାଗୁଡ଼ିକ ଭୁଶୁଡି ପଡ଼ିଛି। ୪୩ ଜଣ ଲୋକ ନିଖୋଜ ଅଛନ୍ତି। ପ୍ରାରମ୍ଭିକ ରିପୋର୍ଟ ଅନୁସାରେ, ଆମେରିକାର ଭୂତତ୍ତ୍ୱ ସର୍ବେକ୍ଷଣ ଏବଂ ଜର୍ମାନୀର...

ଶକ୍ତିଶାଳୀ ଭୂମିକମ୍ପ ପରେ ମିଆଁମାର ବିଶାଳ ହସ୍ପିଟାଲରେ ଭୟାଭୟ ପରିସ୍ଥିତି

ନୂଆଦିଲ୍ଲୀ,୨୮ା୩: ମିଆଁମାର ରାଜଧାନୀ ନେପିଡାରେ ଥିବା ଏକ ୧୦୦୦ ଶଯ୍ୟା ବିଶିଷ୍ଟ ହସ୍ପିଟାଲ ଶୁକ୍ରବାର ଘଟିଥିବା ୭.୭ ତୀବ୍ରତାର ଭୂମିକମ୍ପ ହେବା ପରେ ଏଠାରେ ଭୟଙ୍କର ଦୃଶ୍ୟ ଦେଖିବାକୁ ମିଳିଛି। ଏଠାରେ ଥିବା ଶତାଧିକ ରୋଗୀମାନେ ପ୍ରଭାବିତ ହୋଇଥିବା କୁହାଯାଉଛି।...

ପଡୋଶୀ ଦେଶରେ ଭୟଙ୍କର ଭୂମିକମ୍ପ: ସାହାଯ୍ୟର ହାତ ବଢ଼ିଲେ ପ୍ରଧାନମନ୍ତ୍ରୀ ମୋଦି

ନୂଆଦିଲ୍ଲୀ,୨୮ା୩: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଶୁକ୍ରବାର ମିଆଁମାର ଏବଂ ଥାଇଲ୍ୟାଣ୍ଡରେ ହୋଇଥିବା ଭୟଙ୍କର ଭୂମିକମ୍ପ ଉପରେ ଚିନ୍ତା ପ୍ରକାଶ କରିଛନ୍ତି ଏବଂ କହିଛନ୍ତି ଯେ ଭାରତ ଦୁଇ ଦେଶକୁ ସମସ୍ତ ସମ୍ଭାବ୍ୟ ସହାୟତା ପ୍ରଦାନ କରିବାକୁ ପ୍ରସ୍ତୁତ ଅଛି। ଭୂମିକମ୍ପ...

ମ୍ୟାନମାରରେ ଭୟଙ୍କର ଭୂକମ୍ପ

ନାଇପିଦ,୨୮।୩: ମ୍ୟାନମାରରେ ୭.୨ ତୀବ୍ରତାର ଏକ ବଡ଼ ଭୂମିକମ୍ପ ହୋଇଛି। ନ୍ୟାସନାଲ ସେଣ୍ଟର ଫର୍‌ ସିସମୋଲୋଜି (NCS) ଅନୁଯାୟୀ, ଶୁକ୍ରବାର (୨୮ ମାର୍ଚ୍ଚ) ଭୂମିକମ୍ପ ଝଟକା ଅନୁଭୂତ ହୋଇଥିଲା। ନ୍ୟାସନାଲ ସେଣ୍ଟର ଫର୍‌ ସିସମୋଲୋଜି (NCS) ଅନୁଯାୟୀ, ଭୂମିକମ୍ପର କେନ୍ଦ୍ରସ୍ଥଳ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri