ଅନ୍ତର୍ଜାତୀୟ

ମୃତ୍ୟୁଫାଶରୁ ମୁକୁଳିଥିଲେ ୧୨ ଫୁଟ୍‌ବଲ ଖେଳାଳି

ବ୍ୟାଙ୍କକ୍‌,୨୩ା୬(ଆଇଏଏନ୍‌ଏସ୍‌): ଠିକ୍‌ ବର୍ଷକ ତଳେ ଉତ୍ତର ଥାଇଲାଣ୍ଡର ଏକ ଗୁମ୍ଫାରେ ଫସି ରହିଥିଲେ ୧୨ଜଣ କିଶୋର ଫୁଟବଲ୍‌ ଖେଳାଳି। ଦୀର୍ଘ ୧୫ ଦିନ ପରେ ସେମାନଙ୍କୁ ଯେଉଁ କଷ୍ଟସାଧ୍ୟ ଉଦ୍ୟମ କରି ଉଦ୍ଧାର କରାଯାଇଥିଲା ତାହା ଉପରେ ବିଶ୍ୱବାସୀଙ୍କ ଧ୍ୟାନ କେନ୍ଦ୍ରୀଭୂତ…

ଆମେରିକାକୁ ଇରାନର ଧମକ: ଆକ୍ରମଣ କଲେ ଭୟାବହ ପରିଣତି

ତେହେରାନ,୨୩ା୬: ଆମେରିକାର ଗୋଇନ୍ଦା ଡ୍ରୋନ୍‌କୁ ଗୁରୁବାର ଇରାନ ସେନା ଖସାଇଦେବା ପରେ ଦୁଇ ଦେଶ ମଧ୍ୟରେ ଉତ୍ତେଜନା ଚରମ ସୀମାରେ ପହଞ୍ଚତ୍ଛି। ଉଭୟ ଦେଶ ଏବେ ଯୁଦ୍ଧମୁହାଁ ହୋଇଥିବା କୁହାଯାଉଛି। ଇରାନ ଉପରେ ଆକ୍ରମଣ ଲାଗି ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ…

ଟ୍ରମ୍ପଙ୍କ ଉପରେ ଯୌନ ଉତ୍ପୀଡନ ଅଭିଯୋଗ ଆଣିଲେ ଲେଖିକା: ଆମେରିକା ରାଷ୍ଟ୍ରପତି କହିଲେ ମିଥ୍ୟା ଖବର

ଓ୍ବାଶିଂଟନ,୨୨।୬: ନ୍ୟୁୟର୍କର ଜଣେ ଲେଖିକା ତଥା କଲମନିଷ୍ଟ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ଉପlରେ ଯୌନ ଉତ୍ପୀଡନ ଅଭିଯୋଗ ଆଣିଛନ୍ତି। ଏହା ବିଗତ ୨ ଦଶକ ତଳର ବୋଲି ସେ କହିଛନ୍ତି। ହେଲେ ଏଭଳି ଅଭିଯୋଗକୁ ମିଥ୍ୟା କହି ଖଣ୍ଡନ କରିଛନ୍ତି…

ନାସା ସର୍ଭର ହ୍ୟାକ୍‌: ମଙ୍ଗଳ ଅଭିଯାନ ଗୁରୁତ୍ୱପୂର୍ଣ୍ଣ ତଥ୍ୟ ଚୋରି ଆଶଙ୍କା

ଓ୍ବାଶିଂଟନ,୨୨।୬: ଆମେରିକା ମହାକାଶ ଗବେଷଣା ସଂସ୍ଥା ନାସାର ସର୍ଭର ହ୍ୟାକ୍‌ ହୋଇଛି। ଏଥିରେ ଥିବା ମଙ୍ଗଳ ଅଭିଯାନ ସମ୍ପର୍କିତ ତଥ୍ୟ ହ୍ୟାକର୍‌ ଚୋରି କରିଥିବା ଆଶଙ୍କା କରାଯାଉଛି। ନାସାର ମହାନିରୀକ୍ଷକ କାର୍ଯ୍ୟାଳୟ ପକ୍ଷରୁ ପ୍ରକାଶିତ ଏକ ରିପୋର୍ଟରେ ଏନେଇ ସୂଚନା ଦିଆଯାଇଛି।…

ହାଓ୍ବାଇରେ ବିମାନ ଦୁର୍ଘଟଣା: ୯ ମୃତ

ହୋନୋଲୁଲୁ,୨୨।୬: ହାଓ୍ବାଇରେ ଏକ ଦୁଇ ଇଞ୍ଜିନ ବିଶିଷ୍ଟ ବିମାନ ଦୁର୍ଘଟଣାଗ୍ରସ୍ତ ହୋଇଛି। ଏଥିରେ ପାଇଲଟଙ୍କ ସମେତ ୯ ଜଣଙ୍କ ମୃତ୍ୟୁ ଘଟିଥିବା ସ୍ଥାନୀୟ ବେସାମରିକ ବିମାନ ଚଳାଚଳ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ଏହି କିଙ୍ଗ୍‌ ଏୟାର ବିମାନଟି ଧିଲିଘାଂମ୍‌ ବିମାନ…

ଶ୍ରୀଲଙ୍କାରେ ଜରୁରୀକାଳୀନ ପରିସ୍ଥିତି ସମୟ ସୀମା ବୃଦ୍ଧି

କଲମ୍ବୋ,୨୨।୬: ଶ୍ରୀଲଙ୍କାରେ ଜରୁରୀକାଳୀନ ପରିସ୍ଥିତ ସମୟ ସୀମାକୁ ପୁଣି ବୃଦ୍ଧି କରାଯାଇଛି। ଏନେଇ ରାଷ୍ଟ୍ରପତି ମୈଥ୍ରୀପାଳ ସିରିସେନା ସୂଚନା ଦେଇଛନ୍ତି। ଏଠାରେ ଏପ୍ରିଲ୍‌ ୨୩ଠାରୁ ଜରୁରୀକାଳୀନ ପରିସ୍ଥିତି ଜାରି ହୋଇଥିଲା। ଏହା ଶନିବାର ଶେଷ ହେଉଥିଲା। ତେବେ ଆସନ୍ତା ୧୦ ଦିନ…

୨୦ ଫୁଟ ଗଭୀର ସମୁଦ୍ର ତଳେ ପେଣ୍ଟିଂ କରୁଛନ୍ତି ଚିତ୍ରକର

ହାଭାନା, ୨୨।୬: କ୍ୟୁବାର ଜଣେ ଚିତ୍ରକର ୨୦ ଫୁଟ ଗଭୀର ସମୁଦ୍ର ତଳେ ପେଣ୍ଟିଂ କରି ବେଶ୍‌ ଚର୍ଚ୍ଚାରେ ରହିଛନ୍ତି। ଏହା ଏକ ନିଆରା ଅନୁଭୁତି ବୋଲି ୪୨ ବର୍ଷ ବୟସ୍କ ଚିତ୍ରକର ସେଣ୍ଡର ଗୋଞ୍ଜାଲେସ୍‌ ସୂଚନା ଦେଇଛନ୍ତି। ୬ ବର୍ଷତଳେ…

ସଚ୍ଚୋଟ ପଣିଆ ତାଲିକା: ସୁଇଜରଲାଣ୍ଡ୍‌ ୧ ନମ୍ବର; ୩୦ତମ ସ୍ଥାନରେ ଭାରତ

ଜୁରିକ୍‌,୨୨।୬: ପ୍ରକାଶ ପାଇଛି ବିଶ୍ୱ ସଚ୍ଚୋଟ ପଣିଆ ତାଲିକା। ଏଥିରେ ସୁଇଜରଲାଣ୍ଡ୍‌ ୧ ନମ୍ବର ସ୍ଥାନରେ ରହିଥିବାବେଳେ ଭାରତର ସ୍ଥାନ ୩୦ ରହିଛି। ରାସ୍ତାରୁ ପର୍ସ ଅବା ଅନ୍ୟ କିଛି ବସ୍ତୁ ମିଳିଲେ କେତେ ଲୋକ ଏହାକୁ ମାଲିକ ପାଖରେ ପହଞ୍ଚାଇଥାନ୍ତି…

ବ୍ରିଟିଶ୍‌ ହେରାଲ୍ଡ ରିଡର୍ସ ପୋଲ୍‌:ମୋଦି ସବୁଠୁ ପ୍ରଭାବଶାଳୀ ବ୍ୟକ୍ତି

ଲଣ୍ଡନ, ୨୨ା୬: ବ୍ରିଟେନର ଅଗ୍ରଣୀ ପତ୍ରିକା ବ୍ରିଟିଶ୍‌ ହେରାଲ୍ଡ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ୨୦୧୯ରେ ବିଶ୍ୱର ସବୁଠୁ ପ୍ରଭାବଶାଳୀ ବ୍ୟକ୍ତି ବୋଲି ଘୋଷଣା କରିଛି। ରିଡର୍ସ ପୋଲ୍‌ରେ ସେ ଅନେକ ବିଶ୍ୱ ନେତା ଓ ରାଜନେତାଙ୍କୁ ପରାସ୍ତ କରି ବିଜୟୀ ହୋଇଥିବା…

ଏନ୍‌ଏସ୍‌ଜିରେ ଭାରତର ସଦସ୍ୟତାକୁ ଚାଇନାର ବିରୋଧ

ବେଜିଂ,୨୨ା୬(ପି.ଟି.) : ଆଣବିକ ସାମଗ୍ରୀ ଯୋଗାଣକାରୀ ଗୋଷ୍ଠୀ(ଏନ୍‌ଏସ୍‌ଜି)ରେ ଭାରତକୁ ସାମିଲ କରାଯିବାର ପ୍ରଶ୍ନ ଉଠୁନାହିଁ ବୋଲି ଚାଇନା କହିବା ସହ ଭାରତର ପ୍ରବେଶକୁ ବିରୋଧ କରିଛି। ଏକ ନିର୍ଦ୍ଦିଷ୍ଟ ଯୋଜନାରେ ପହଞ୍ଚିବା ପୂର୍ବରୁ ଭାରତ ସମ୍ପର୍କରେ ଆଲୋଚନା ନ କରିବା ଲାଗି…

ଚାଳକ ବିହିନ ହେଲିକପ୍ଟରର ପରୀକ୍ଷଣ କଲା ଚାଇନା

ବେଜିଂ,୨୧।୬: ଚାଇନା ଏକ ଚାଳକ ବିହିନ ହେଲିକପ୍ଟରର ପରୀକ୍ଷଣ କରିଛି। ଶୁକ୍ରବାର ଚାଇନାର ସରକାରୀ ଗଣମାଧ୍ୟମ ଏହି ସୂଚନା ଦେଇଛି। ପ୍ରଥମ ଥର ଏହି ଚାଳକ ବିହିନ ହେଲିକପ୍ଟରଟି ରାତିରେ ଏକ ସଫଳ ଅପରେଶନ କରିଥିବା କୁହାଯାଉଛି। ଏହି ହେଲିକପ୍ଟର ଦ୍ୱାରା…

ନିଜାମଙ୍କ ହୀରା ମୁଦି ୫୪ କୋଟି ଟଙ୍କାରେ ବିକ୍ରି

ନ୍ୟୁୟର୍କ, ୨୧।୬: ଆମେରିକା ନ୍ୟୁୟର୍କ ସହରରେ ଭାରତୀୟ ସମ୍ରାଟ ନିଜାମ ମୀର ଉସମାନ ଅଲ୍ଲୀ ଖାନ୍‌ଙ୍କ ଅଳଙ୍କାର ନିଲାମ କରାଯାଇଛି। ନିଜାମଙ୍କ ସ୍ବତନ୍ତ୍ର ହୀରା ମୁଦି ୫୪ କୋଟି ଟଙ୍କା, ନେକଲେସ୍‌ ୧୭ କୋଟି ଟଙ୍କା ଏବଂ ତଲଓ୍ବାର ୧୩.୪ କୋଟି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?