ଅନ୍ତର୍ଜାତୀୟ

ଯୋଗାସନ କରି ପ୍ରଧାନମନ୍ତ୍ରୀ ମୋଦିଙ୍କୁ ଅଭିନନ୍ଦନ ଜଣାଇଲେ ଶ୍ରୀଲଙ୍କା ରାଷ୍ଟ୍ରପତି

କଲୋମ୍ବୋ,୨୧।୬: ଶ୍ରୀଲଙ୍କା ରାଷ୍ଟ୍ରପତି ମୈତ୍ରିପାଲ ଶିରସେନା ଅନ୍ତର୍ଜାତୀୟ ଯୋଗ ଦିବସରେ ଯୋଗାସନ କରିଛନ୍ତି। ଯୋଗ କରୁଥିବାର ଏକ ଭିଡିଓକୁ ସେ ନିଜ ଟୁଇଟର ଆକାଉଣ୍ଟରେ ଶେୟାର କରିଛନ୍ତି। ଏହି ଅବସରରେ ସାରା ବିଶ୍ୱକୁ ଯୋଗର ମହତ୍ୱ ବୁଝାଇବା ପାଇଁ ସେ ପ୍ରଧାନମନ୍ତ୍ରୀ…

ଟ୍ରମ୍ପ୍‌,ପୁଟିିନଙ୍କୁ ପଛରେ ପକାଇ ବିଶ୍ୱର ସବୁଠୁ ପ୍ରଭାବଶାଳୀ ବ୍ୟକ୍ତି ହେଲେ ମୋଦି

ନୂଆଦିଲ୍ଲୀ, ୨୧।୬: କେବଳ ଦେଶରେ ନୁହେଁ, ସାରା ବିଶ୍ୱରେ ଏବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଜଲ୍‌ଓ୍ବା ଦେଖିବାକୁ ମିଳିଛି। ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ୍‌, ରୁଷ ରାଷ୍ଟ୍ରପତି ଭ୍ଲାଡିମିର୍‌ ପୁଟିନ ଏବଂ ଚାଇନା ରଷ୍ଟ୍ରପତି ସି ଜିନ୍‌ପିଙ୍ଗ୍‌ଙ୍କୁ ପଛରେ ପକାଇ ମୋଦି…

ଇରାନ ଖସାଇଲା ଆମେରିକା ଡ୍ରୋନ୍‌

ତେହେରାନ,୨୦ା୬: ଆମେରିକା ସହ ଆଣବିକ ଚୁକ୍ତିନାମା ରଦ୍ଦ ହେବା ପରେ ତେହେରାନ ଓ ଓ୍ବାଶିଂଟନ ମଧ୍ୟରେ ଉତ୍ତେଜନା ଲାଗି ରହିଛି। ଇରାନର ରିଭଲ୍ୟୁଶନାରି ଗାର୍ଡ (ଆଇଆର୍‌ଜି) ଗୁରୁବାର ଆମେରିକାର ଏକ ଡ୍ରୋନ୍‌କୁ ଗୁଳି କରି ଖସାଇ ଦେଇଛି। ଡ୍ରୋନ୍‌ଟି ଇରାନ ଆକାଶରେ…

ବସ୍‌ଙ୍କୁ ମେସେଜ୍‌ କରି ଚାକିରି ହରାଇଲେ ମହିଳା କର୍ମଚାରୀ

ବେଜିଂ,୨୦।୬: ଚାଇନାର ଏକ କମ୍ପାନୀରେ କାମ କରୁଥିବା ଜଣେ ମହିଳାଙ୍କୁ ସାମାନ୍ୟ କାରଣ ପାଇଁ ଚାକିରି ହରାଇବାକୁ ପଡିଛି। କାରଣ ହେଉଛି ସେ ତାଙ୍କ ବସ୍‌ଙ୍କ ପାଖକୁ ଏମିତି କିଛି ମେସେଜ୍‌ କରିଛନ୍ତି ଯାହା ତାଙ୍କୁ ମହାଙ୍ଗା ପଡିଛି। ମହିଳା ଜଣକ…

ଓ୍ବାର୍ଲଡ ରିଫ୍ୟୁଜି ଡେ’କୁ ନେଇ ଇମୋଶନାଲ ପୋଷ୍ଟ କଲେ ପ୍ରିୟଙ୍କା

ଲଣ୍ଡନ,୨୦।୬: ବଲିଉଡ୍‌ ଅଭିନେତ୍ରୀ ପ୍ରିୟଙ୍କା ଚୋପ୍ରା ଓ୍ବାର୍ଲଡ ରିଫ୍ୟୁଜି ଡେ’ ବା ବିଶ୍ୱ ଶରଣାର୍ଥୀ ଦିବସକୁ ନେଇ ସୋସିଆଲ ମିଡିଆରେ ଏକ ଭିଡିଓ ପୋଷ୍ଟ କରିଛନ୍ତି। ଏହା ସହ ସେ ଏକ ବାର୍ତ୍ତା ମଧ୍ୟ ଲେଖିଛନ୍ତି। ଯେଉଁଥିରେ ସେ କହିଛନ୍ତି ଶିଶୁ…

ଶୁକ୍ରାଣୁ ଦାନ କରିଥିବା ବ୍ୟକ୍ତିଙ୍କୁ ପିତାର ଅଧିକାର ଦେଲେ କୋର୍ଟ

ସିଡ୍‌ନୀ,୨୦।୬: ଅଷ୍ଟ୍ରେଲିଆର ଏକ କୋର୍ଟ ଶୁକ୍ରାଣୁ ଦାନ କରିଥିବା ବ୍ୟକ୍ତିଙ୍କୁ ଜଣେ ୧୨ ବର୍ଷୀୟା କନ୍ୟାଙ୍କ ପ୍ରକୃତ ପିତା ହେବାର ଅଧିକାର ପ୍ରଦାନ କରିଛନ୍ତି। ପିଲାଟିର ଭବିଷ୍ୟତ ନିଷ୍ପତ୍ତି ମଧ୍ୟ ଏହି ପିତା ନେଇପାରିବେ ବୋଲି କୋର୍ଟ କହିଛନ୍ତି। ସୂଚନାଯୋଗ୍ୟ, ନିଜ…

ସୌରମଣ୍ଡଳ ବାହାରେ ପୃଥିବୀ ପରି ୨ ଗ୍ରହର ମିଳିଲା ସନ୍ଧାନ

ମାଦ୍ରିଦ୍‌,୨୦।୬: ସୌରମଣ୍ଡଳ ବାହାରେ ପୃଥିବୀ ପରି ୨ଟି ଗ୍ରହର ସନ୍ଧାନ ମିଳିଛି। ଦକ୍ଷିଣ ସ୍ପେନ୍‌ର ଅଲମେରିଆ ସ୍ଥିତ କେଲାର ମହାକାଶ କେନ୍ଦ୍ର ପକ୍ଷରୁ ଏନେଇ ସୂଚନା ଦିଆଯାଇଛି। ସୌରମଣ୍ଡଳଠାରୁ ପ୍ରାୟ ୧୨.୫ ଆଲୋକ ବର୍ଷ ଦୂରରେ ଥିବା ଟିଗାଇନ୍‌ ଷ୍ଟାର୍‌ ନିକଟରେ…

ବୃଦ୍ଧା ମା’ଙ୍କ ଆଖି ତାଡିଦେଲେ, ହାତ ଗୋଡ ଭାଙ୍ଗି ମାରିଦେଲେ ବୋହୂ-ପୁଅ

ଦୁବାଇ, ୨୦।୬: ବୃଦ୍ଧା ମା’ଙ୍କୁ ହତ୍ୟା ଅଭିଯୋଗରେ ସାଉଦି ଆରବରେ ଗିରଫ ହୋଇଛନ୍ତି ଜଣେ ଭାରତୀୟ ଦମ୍ପତ୍ତି। ଉକ୍ତ ଦମ୍ପତ୍ତିଙ୍କ ନାଁରେ ସଙ୍ଗୀନ ଅଭିଯୋଗ ରହିଛି। ଝିଅର ଯତ୍ନ ନେଉ ନ ଥିବାରୁ ବୁଦ୍ଧା ମା’ଙ୍କୁ ପିଟାପିଟି କରିବା ସହ ଆଖି…

ଭାରତୀୟଙ୍କ ପାଇଁ ଏଚ୍‌-୧ ବି ଭିଜାକୁ ୧୫ ପ୍ରତିଶତ ସୀମିତ କରିବ ଆମେରିକା: ୧୦ ଲକ୍ଷ କୋଟିର ଆଇଟି ଶିଳ୍ପ ପ୍ରଭାବିତ ହେବା ଆଶଙ୍କା

ନୂଆଦିଲ୍ଲୀ/ ଓ୍ବାଶିଂଟନ, ୨୦।୬: ଆମେରିକା ଏହାର ଭିଜା ନୀତିରେ ପରିବର୍ତ୍ତନ ଆଣିବାକୁ ଚିନ୍ତା କରିଛି। ଏହା ଅର୍ନ୍ତଗତ ଭାରତୀୟଙ୍କୁ ପାଇଁ ଏଚ୍‌-୧ ବି ଭିଜାକୁ ୧୦ରୁ ୧୫ ପ୍ରତିଶତ ମଧ୍ୟରେ ସୀମିତ ରଖିବାକୁ ଆମେରିକା ଯୋଜନା କରିଛି। ଏହାଦ୍ୱାରା ଆମେରିକାରେ ଚାକିରି…

ଖାସୋଗିଙ୍କ ହତ୍ୟାରେ କ୍ରାଉନ୍‌ ପ୍ରିନ୍ସ ସମ୍ପୃକ୍ତ

ଜେନେଭା/ରିୟାଧ,୨୦ା୬ (ଏଏଫ୍‌ପି): ସୌଦି ସାମ୍ବାଦିକ ଜମାଲ ଖାସୋଗିଙ୍କ ହତ୍ୟାକାଣ୍ଡରେ କ୍ରାଉନ୍‌ ପ୍ରିନ୍ସ ମହମ୍ମଦ ବିନ୍‌ ସଲମାନ୍‌ ସମ୍ପୃକ୍ତ ବୋଲି ବୁଧବାର ଜାତିସଂଘର ଜଣେ ବିଶେଷଜ୍ଞ ରିପୋର୍ଟ ଦେଇଛନ୍ତି। ଏଥିସହ ବିଦେଶରେ ଥିବା ପ୍ରିନ୍ସଙ୍କ ବ୍ୟକ୍ତିଗତ ସମ୍ପତ୍ତି ଉପରେ କଟକଣା ଜାରି କରିବା…

ବର୍ଷକୁ ୭ କୋଟି ଲୋକ ଦେଶାନ୍ତର ହେଉଛନ୍ତି

ଜେନେଭା,୨୦ା୬(ଆଇଏଏନ୍‌ଏସ୍‌): ହିଂସାକାଣ୍ଡ, ମାଲିମକଦ୍ଦମା, ବିବାଦ ଆଦି ବିଭିନ୍ନ କାରଣରୁ ୨୦୧୮ରେ ସାରା ବିଶ୍ୱରୁ ୭ କୋଟିରୁ ଅଧିକ ଲୋକ ଦେଶାନ୍ତର ହେବାକୁ ବାଧ୍ୟ ହୋଇଛନ୍ତି। ଗତ ୭୦ ବର୍ଷ ମଧ୍ୟରେ ଏହା ସର୍ବାଧିକ ବୋଲି ଜାତିସଂଘର ଶରଣାର୍ଥୀ ଉଚ୍ଚାୟୁକ୍ତଙ୍କ କାର୍ଯ୍ୟାଳୟ (ୟୁଏନ୍‌ଏଚ୍‌ସିଆର୍‌)…

୨୨୦ କୋଟି ଲୋକଙ୍କ ପାଖରେ ନାହିଁ ପିଇବା ପାଣି; ୪୨୦ କୋଟିଙ୍କୁ ମିଳୁନି ପରିମଳ ବ୍ୟବସ୍ଥା: ଜାତିସଂଘ

ଜେନେଭା,୧୯।୬: ପୃଥିବୀରେ ଧୀରେଧୀରେ ଜଳ ସଙ୍କଟ ଉଗ୍ରରୂପ ଧାରଣ କରୁଛି। ବିଭିନ୍ନ ଦେଶରେ ୨୨୦ କୋଟି ଲୋକଙ୍କ ପାଖରେ ପିଇବାକୁ ପାଣି ନ ନାହିଁ। ଏନେଇ ଜାତିସଂଘ ପକ୍ଷରୁ ପ୍ରକାଶିତ ଏକ ରିପୋର୍ଟରେ ଉଲ୍ଲେଖ ହୋଇଛି। ପୃଥିବୀର ୪୨୦ କୋଟି ଲୋକଙ୍କୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?