ସ୍ମାର୍ଟଫୋନ୍ ବ୍ୟବହାର ନ କଲେ କମ୍ପାନୀ ଦେଉଛି ମାଗଣା ପିଜା
ସ୍କାରାମେଣ୍ଟୋ, ୧୫।୬: ଏବେ ପୃଥିବୀରେ ସ୍ମାର୍ଟଫୋନ୍ ବ୍ୟବହାର ବଢ଼ିବାରେ ଲାଗିଛି। ତେବେ ଏହାଦ୍ୱାରା ପିଲାଙ୍କଠାରୁ ବୟସ୍କଙ୍କ ଉପରେ ନକାରାତ୍ମକ ପ୍ରଭାବ ପଡୁଛି ବୋଲି କାର୍ଲିଫର୍ନିଆର ଏକ ଫୁଡ୍ କମ୍ପାନୀ ଅଭିଯୋଗ କରିଛି। ଲୋକଙ୍କ ସଚେତନ କରିବା ପାଇଁ କମ୍ପାନୀ ପକ୍ଷରୁ ଏକ…
ଜୀବନ ଅନୁସନ୍ଧାନ କରିବ ମାର୍ସ ରୋଭର
ଓ୍ବାଶିଂଟନ୍,୧୫ା୬(ଆଇଏଏନ୍ଏସ୍): ଆମେରିକାର ମହାକାଶ ଗବେଷଣା କେନ୍ଦ୍ର ନାସା ଲୋହିତ ଗ୍ରହ ମଙ୍ଗଳକୁ ୨୦୨୦ରେ ରୋଭର ମହାକାଶଯାନ ପ୍ରେରଣ କରିବ। ମଙ୍ଗଳରେ ପ୍ରାଚୀନ କାଳରେ ଜୀବନ ତିଷ୍ଠିଥିଲା କି ନାହିଁ ତାହାର ଅନୁସନ୍ଧାନ କରାଯିବ ବୋଲି ନାସାର ଜେଟ୍ ପ୍ରପଲସନ୍ ଲାବୋରେଟୋରୀ ପକ୍ଷରୁ…
ଏସ୍ସିଓ ସମ୍ମିଳନୀରେ ମୋଦିଙ୍କ ସମେତ ୮ ରାଷ୍ଟ୍ର ନେତା: ଆତଙ୍କବାଦ ବିରୋଧରେ ଏକାଠି
ବିଶ୍କେକ୍,୧୫ା୬(ପି.ଟି.):ଆତଙ୍କବାଦ ପ୍ରାୟୋଜକ ଦେଶ ସତର୍କ ରହିବା ଉଚିତ। ଆତଙ୍କବାଦକୁ ଆର୍ଥିକ ସହଯୋଗ କରୁଥିବା, ପ୍ରୋତ୍ସାହନ ଦେଉଥିବା ଦେଶ ଏଥିଲାଗି ଦାୟୀ ରହିବେ ବୋଲି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି କହିଛନ୍ତି। ବିଶ୍କେକ୍ରେ ଅନୁଷ୍ଠିତ ସାଙ୍ଘାଇ ସହଯୋଗ ସଙ୍ଗଠନ(ଏସ୍ସିଓ) ସମ୍ମିଳନୀରେ ଉଦ୍ବୋଧନ ଦେଇ ସେ…
ସମୁଦ୍ର ଭିତରେ ବୋଇଂ ବିମାନ ବ୍ୟବହାର କରି ଥିମ୍ ପାର୍କ କରିବ ବାହାରିନ
ମନାମା,୧୪।୬: ପର୍ଯ୍ୟଟନ କ୍ଷେତ୍ରରେ ଏକ ସ୍ବତନ୍ତ୍ର ପରିଚୟ ପାଇଁ ବାହାରିନ ସରକାର ଏବେ ଏକ ନୂଆ ଉପାୟ ଆପଣେଇବାକୁ ଯାଉଛନ୍ତି। ଏଠାକାର ସରକାର ଆସନ୍ତା ଅଗଷ୍ଟରେ ସମୁଦ୍ର ମଧ୍ୟରେ ବୋଇଂ ବିମାନ ବ୍ୟବହାର କରି ଥିମ୍ ପାର୍କ ଖୋଲିବାକୁ ଯୋଜନା ରଖିଛନ୍ତି।…
ଇମ୍ରାନଙ୍କ ଆଗରେ ମୋଦିଙ୍କ ହୁଙ୍କାର: ଆତଙ୍କବାଦୀଙ୍କୁ ମୂଳପୋଛ କରାଯାଉ
ବିଶକେକ, ୧୪।୬: ସାଂଘାଇ କୋଅପରେଶନ ଅରଗାଇନାଇଜେଶନ(ଏସସିଓ) ସମ୍ମିଳନୀର ଦ୍ୱିତୀୟ ଦିନରେ ଆତଙ୍କବାଦ ମୂଳପୋଛ ପାଇଁ ସବୁ ଦେଶ ମିଶି ଆଗେଇ ଆସିବା ଆବଶ୍ୟକ ବୋଲି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି କହିଛନ୍ତି। କିର୍ଗିଜିସ୍ତାନର ରାଜଧାନୀ ବିଶକେକଠରେ ଆୟୋଜିତ ହେଉଥିବା ଏସସିଓ ସମ୍ମିଳନୀରେ ଯୋଗଦେଇଛନ୍ତି…
ଆଫଗାନିସ୍ତାନରେ ଭୟାନକ ବିସ୍ଫୋରଣ: ୧୧ ମୃତ
କାବୁଲ, ୧୪।୬: ଆଫଗାନିସ୍ତାନର ଜଲାଲାବାଦରେ ପୋଲିସ ସୁରକ୍ଷାକର୍ମୀଙ୍କ ଚେକିଂ ପୋଷ୍ଟ ନିକଟରେ ଭୟାନକ ଆତଙ୍କବାଦୀ ବିସ୍ପୋରଣ ଘଟିଛି। ଏଥିରେ ୧୧ ଜଣଙ୍କର ମୃତ୍ୟୁ ହୋଇଥିବାବେଳେ ୧୩ ଜଣ ଆହତ ହୋଇ ଚିକିତ୍ସିତ ହେଉଛନ୍ତି। ଇସଲାମିକ ଷ୍ଟେଟ (ଆଇଏସ) ଦ୍ୱାରା କରାଯାଇଛି ବୋଲି…
ଚାଇନା ରାଷ୍ଟ୍ରପତିଙ୍କୁ ଭାରତ ଆସିବାକୁ ନିମନ୍ତ୍ରଣ କଲେ ମୋଦି
ବିଶକେକ, ୧୪।୬: କିର୍ଗିଜିସ୍ତାନର ରାଜଧାନୀ ବିଶେକେକରେ ଆୟୋଜିତ ଚାଲିଥିବା ଏସସିଓ ସମ୍ମିଳନୀରେ ଭାଗ ନେଇଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି। ଏହି ଅବସରରେ ସେ ଚାଇନା ରାଷ୍ଟ୍ରପତି ସି ଜିନପିଙ୍ଗଙ୍କୁ ଭେଟି ଭାରତ ଆସିବାକୁ ନିମନ୍ତ୍ରଣ ଦେଇଛନ୍ତି। ଚଳିତ ବର୍ଷ ଭାରତ-ଚାଇନା ଦ୍ୱିପାକ୍ଷିକ…
ଗୋଟିଏ କୋଣରେ ବସିରହିଲେ ଇମ୍ରାନ: ମୋଦି ହାତମିଳେଇଲେ ନାହିଁ କି କଥା ବି ହେଲେନି
ବିଶକେକ, ୧୪।୬: କିର୍ଗିଜିସ୍ତାନର ରାଜଧାନୀ ବିଶେକେକରେ ଆୟୋଜିତ ହେଉଥିବା ଏସସିଓ ସମ୍ମିଳନୀରେ ଯୋଗଦେଇଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି। ଏହି ଅବସରରେ ସେ ଚାଇନା ରାଷ୍ଟ୍ରପତି ସି ଜିନପିଙ୍ଗଙ୍କୁ ଭେଟି ପାକିସ୍ତାନ ଏବଂ ଆତଙ୍କବାଦ ପ୍ରସଙ୍ଗ ଉଠାଇଛନ୍ତି। ସେ କହିଛନ୍ତି ପାକିସ୍ତାନ ଯଦି…
ବିଦେଶ ଗସ୍ତରେ ଥାଇ ଗୁଜରାଟ ମୁଖ୍ୟମନ୍ତ୍ରୀଙ୍କ ସହ କଥା ହେଲେ ମୋଦି
ବିଶ୍କେକ୍/ଗାନ୍ଧୀନଗର,୧୩।୬: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଗୁରୁବାର ସାଂଘାଇ ସହଯୋଗ ସଙ୍ଗଠନ (ଏସ୍ସିଓ) ସମ୍ମିଳନୀରେ ଯୋଗ ଦେବା ଲାଗି କିର୍ଗିଜସ୍ଥାନ ରାଜଧାନୀ ବିଶ୍କେକ୍ ଯାତ୍ରା କରିଛନ୍ତି। ହେଲେ ଏପଟେ ସାମୁଦ୍ରିକ ଝଡ଼ ‘ବାୟୁ’ ଗୁଜରାଟ ନିକଟବର୍ତ୍ତି ଅଞ୍ଚଳରେ ଲ୍ୟାଣ୍ଡଫଲ୍ କରିବାର ସମ୍ଭାବନା ଥିବାରୁ…
ଭାରତ-ଇଂଲଣ୍ଡ ମଧ୍ୟରେ ହେବ ଫାଇନାଲ୍: ଗୁଗୁଲ ସିଇଓ ସୁନ୍ଦର ପିଚାଇ
ଓ୍ବାଶିଂଟନ,୧୩।୬: ଏବେ କ୍ରିକେଟ୍ ବିଶ୍ୱ କପ୍ ନେଇ ବେଶ୍ ଲୋକଙ୍କ ମଧ୍ୟରେ ଉତ୍ସାହ ଜାରି ରହିଛି। ତେବେ ଫାଇନାଲରେ ମୁକାବିଲା କେଉଁ ଦୁଇ ଦେଶ ମଧ୍ୟରେ ହେବ ତାହା ଜଣାପଡ଼ି ନ ଥିବାବେଳେ ଗୁଗୁଲ ସିଇଓ ସୁନ୍ଦର ପିଚାଇଙ୍କ ମନ୍ତବ୍ୟ ନେଇ…
ଆମେରିକା ବୈଦେଶିକ ମନ୍ତ୍ରୀଙ୍କ ଭାରତ ପ୍ରେମ: କହିଲେ, ମୋଦି ଅଛନ୍ତି ତ ସବୁ ସମ୍ଭବ
ନ୍ୟୁୟର୍କ, ୧୩।୬: ଭାରତ ଏବଂ ଆମେରିକା ମଧ୍ୟରେ ଆଗକୁ ସମ୍ପର୍କ ଦୃଢ ହେବା ନେଇ ଆଶାବାଦୀ ଅଛନ୍ତି ଆମେରିକା ବୈଦେଶିକ ମନ୍ତ୍ରୀ ମାଇକ୍ ପୋମପିଓ। ଇଣ୍ଡିଆ ଆଇଡିଆଜ୍ ସମିଟ୍କୁ ସମ୍ବୋଧିତ କରି ମାଇକ୍ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ପ୍ରଶଂସା କରି କହିଛନ୍ତି,…
ପୋଲାଣ୍ଡରେ ଏକ ହଜାର ସୈନ୍ୟ ମୁତୟନ କରିବ ଆମେରିକା
ଓ୍ବାଶିଂଟନ,୧୩।୬: ପୋଲାଣ୍ଡରେ ଆମେରିକା ଅତିରିକ୍ତ ଏକ ହଜାର ସୈନ୍ୟ ମୁତୟନ କରିବ। ଏଠାରେ ରୁଷିଆର କାର୍ଯ୍ୟକାଳାପ ବୃଦ୍ଧି ପାଉଥିବାରୁ ଆମେରିକା ଏଭଳି କରିବ ବୋଲି ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ୍ ସୂଚନା ଦେଇଛନ୍ତି। ଏନେଇ ପୋଲାଣ୍ଡ ରାଷ୍ଟ୍ରପତି ଆଣ୍ଡ୍ରଜେଜ୍ ଡ୍ୟୁଡାଙ୍କ ସହିତ ଆଲୋଚନା…

