ଅକ୍ସଫୋର୍ଡ ୟୁନିଭର୍ସିଟିରେ ଲାଗିବ ରୋବୋ ଦ୍ୱାରା ପ୍ରସ୍ତୁତ ପେଣ୍ଟିଂ
ଲଣ୍ଡନ, ୪।୬: ବୈଜ୍ଞାନିକମାନେ ଏବେ ଏମିତି ରୋବୋ ତିଆରି କରିଛନ୍ତି ଯେଉଁ ରୋବୋ ଚିତ୍ର ଆଙ୍କି ପାରିବ ଏହି ରୋବୋର ନାଁ ଦିଆଯାଇଛି ଆଇଡା (Ai-Da)। ରୋବୋଟିକୁ ଏକ ସୁନ୍ଦର ଯୁବତୀର ରୂପ ଦିଆଯାଇଛି। ଏହା ତା’ର ରୋବୋଟିକ୍ ହାତ ଓ…
ନାଇଜେରିଆରେ ମିଳିତ ଅପରେଶନ୍: ୨୦ ଆତଙ୍କବାଦୀ ନିହତ
ଲାଗୋସ୍,୪।୬: ଦି ମଲ୍ଟି ନ୍ୟାଶନାଲ ଟାକ୍ସ ଫୋର୍ସ (ଏମ୍ଟିଜେଟିଏଫ୍)ର ମିଳିତ ଅପରେଶନରେ ନାଇଜେରିଆର ଏରିଜି, ମାଲକୋନୋରୀ, ତୁମବୁମ ରେଗୋ ଅଞ୍ଚଳରେ ପାଖାପାଖି ୨୦ ଆତଙ୍କବାଦୀଙ୍କ ମୃତ୍ୟୁ ହୋଇଥିବା ସୂଚନା ଦେଇଛନ୍ତି, ନାଇଜେରିଆ ମିଲିଟାରୀ ପ୍ରବକ୍ତା। ଏହାସହ ୪ ସୁରକ୍ଷାକର୍ମୀ ମଧ୍ୟ ନିହତ…
ଇମ୍ରାନ୍ଙ୍କ ପାଇଁ ସାପ ଚମଡାରେ ତିଆରି ହୋଇଥିବା ଚପଲକୁ ଜବତ କଲା ବନ୍ୟଜୀବ ବିଭାଗ
ଇସଲାମାବାଦ,୩।୬: ପାକିସ୍ତାନ ପ୍ରଧାନମନ୍ତ୍ରୀ ଇମ୍ରାନ୍ ଖାଁ ଏବେ ସାପ ଚମଡାରେ ତିଆରି ପେଶାଓ୍ବରି ଚପଲ ପିନ୍ଧିବାର ସୁଯୋଗ ପାଇବେ ନାହିଁ। କାରଣ ଖେବର ପଖତୁନଓ୍ବା ଅଞ୍ଚଳରେ ବନ୍ୟଜୀବ ବିଭାଗର ଚଢଉ ସମୟରେ ଏକ ଜୋତା ତିଆରି ଦୋକାନରୁ ସାପ ଚମଡାରେ ତିଆରି…
ସିରିଆରେ ଭୟଙ୍କର ବିସ୍ଫୋରଣ
ସିରିଆ,୩।୬: ସିରିଆ ଉତ୍ତର ପଶ୍ଚିମ ସହର ଅଜାଜରେ ଭୟଙ୍କର ବିସ୍ଫୋରଣ ହୋଇଛି। ବିସ୍ଫୋଟକ ସାମଗ୍ରୀରେ ଭର୍ତ୍ତି ଥିବା କାର ଜନଗହଳିପୂର୍ଣ୍ଣ ସ୍ଥାନରେ ହଠାତ୍ ବିସ୍ଫୋରଣ ହୋଇଥିଲା। ଏହି ଦୁର୍ଘଟଣାରେ ୧୪ଜଣଙ୍କ ମୃତ୍ୟୁ ହୋଇଥିବା ବେଳେ ୨୮ଜଣ ଆହତ ହୋଇଥିବା ସୂଚନା ମିଳିଛି।…
ଭାରତ ଆସିବା ପାଇଁ ମୋଦିଙ୍କୁ ଚିଠି ଲେଖିଲେ ପୋଲାଣ୍ଡର ୧୧ ବର୍ଷର ବାଳିକା
ଫନମ ପେନ,୩।୬: ପୋଲାଣ୍ଡର ୧୧ ବର୍ଷୀୟା ବାଳିକା ଏଲିଜା ଓ୍ବାନାତକୋ ଭାରତ ଆସିବା ପାଇଁ ପ୍ରଧାନମନ୍ତ୍ରୀ ମୋଦିଙ୍କୁ ଅନୁରୋଧ କରିଛନ୍ତି। ଏକ ହାତ ଲେଖା ଚିଠି ମାଧ୍ୟମରେ ସେ ମୋଦିଙ୍କୁ ନିଜର ଗୁହାରି କରିଛନ୍ତି। ଏଲିଜା ହାତରେ ଲେଖିଥିବା ଚିଠିଟିକୁ ତାଙ୍କ…
ଝରକା ବାଟେ ଘରେ ପଶିଲା ୧୧ ଫୁଟ କୁମ୍ଭୀର
ଫ୍ଲୋରିଡା,୩।୬: ଏକା ଥିବା ଜଣେ ୭୭ ବର୍ଷ ବୟସ୍କା ବୃଦ୍ଧାଙ୍କ ଘରେ ୧୧ ଫୁଟ ଲମ୍ବା କୁମ୍ଭୀର ପଶିଥିବା ଖବର ଏବେ ସୋସିଆଲ୍ ମିଡ଼ିଆରେ ବେଶ୍ ଭାଇରାଲ ହେବାରେ ଲାଗିଛି। ଝରକା ବାଟେ ଏହି ବିରାଟକାୟ କୁମ୍ଭୀର ଘରେ ପଶିଥିବା ମାରୀ…
ଆମେରିକାକୁ ଚାଇନା ଦେଖାଇଲା ନାଲି ଆଖି
ବେଜିଂ,୨।୬: ତାଇଓ୍ବାନ ସମ୍ପର୍କରେ ଆମେରିକା ଦେଇଥିବା ମନ୍ତବ୍ୟ ନେଇ ଚାଇନା ନାଲି ଆଖି ଦେଖାଇଛି। ଏଭଳି ମନ୍ତବ୍ୟ ଯୋଗୁ ଚାଇନା ଆମେରିକା ଉପରେ ସାମରିକ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିପାରେ ବୋଲି ଚାଇନା ତାଗିଦ୍ କରିଛି। ତାଇଓ୍ବାନ ସମସ୍ୟାରେ କୌଣସି ବାହ୍ୟ ହସ୍ତକ୍ଷେପକୁ…
ସେପ୍ଟେମ୍ବର ସୁଦ୍ଧା ସରିବ କରତାରପୁର କରିଡର
ଇସଲାମାବାଦ,୨।୬: ପାକିସ୍ତାନ କହିଛି କରତାରପୁର କରିଡରର ନିର୍ମାଣ କାର୍ଯ୍ୟ ୯୦ ପ୍ରତିଶତ ସରିଛି। ତେଣୁ ଆସନ୍ତା ସେପ୍ଟେମ୍ବର ୩୦ ସୁଦ୍ଧା ଏହାର ନିର୍ମାଣ କାର୍ଯ୍ୟ ଶେଷ ହୋଇଯିବ। ଗୁରୁ ନାନକଙ୍କର ୫୫୦ ତମ ପ୍ରକାଶ ପର୍ବକୁ ଆଖି ଆଗରେ ରଖି ଏହି…
ଭାରତୀୟ ଉଚ୍ଚାୟୁକ୍ତଙ୍କ ଇଫତାର୍ ପାର୍ଟିରେ ଅତିଥିଙ୍କୁ ଧମକାଇଲେ ପାକିସ୍ତାନ ଅଧିକାରୀ
ଇସଲାମାବାଦ୍,୨।୬: ପାକିସ୍ତାନରେ ଥିବା ଭାରତୀୟ ଉଚ୍ଚାୟୁକ୍ତଙ୍କ ପକ୍ଷରୁ ଆୟୋଜିତ ହୋଇଥିବା ଇଫତାର୍ ପାର୍ଟିରେ ଏକ ଅଭାବନୀୟ ଘଟଣା ଘଟିଛି । ଏଠାରେ ଯୋଗଦେଇଥିବା ଅତିଥିମାନଙ୍କୁ ପାକିସ୍ତାନ ଅଧିକାରୀମାନେ ଧମକାଇବା ସହିତ ଏକ ଘରେ ବନ୍ଦ କରିଦେଇଥିବା ଅଭିଯୋଗ ହୋଇଛି। ଏନେଇ ପାକିସ୍ତାନରେ…
ଆମେରିକା ଭିଜା: ଆବେଦନକାରୀଙ୍କୁ ଦେବାକୁ ହେବ ୫ ବର୍ଷର ସୋସିଆଲ ମିଡ଼ିଆ ତଥ୍ୟ
ଓ୍ବାଶିଂଟନ,୨।୬: ଆମେରିକା ଭିଜା ବ୍ୟବସ୍ଥାରେ ଏବେ ନୂଆ ନିୟମ ସଂଯୁକ୍ତ କରାଯାଇଛି। ଏବେ ଏଥିପାଇଁ ଆବେଦନକାରୀଙ୍କୁ ସୋସିଆଲ୍ ମିଡ଼ିଆ ତଥ୍ୟ, ଇମେଲ୍ ଠିକଣା ତଥା ଫୋନ୍ ନମ୍ବର ସୂଚନା ଦେବାକୁ ପଡ଼ିବ। ଗତ ୫ ବର୍ଷ ଧରି ଆବେଦନକାରୀ ବ୍ୟବହାର କରୁଥିବା…
ଲିବିୟା ବିସ୍ଫୋରଣ: ୧୮ ଆହତ
ଡେରନା,୨।୬: ଲିବିୟାନ୍ ନ୍ୟାଶନାଲ୍ ଆର୍ମି(ଏଲ୍ଏନ୍ଏ)ର ହେଡ୍କ୍ୱାଟର ନିକଟରେ ରବିବାର ହୋଇଥିବା ୨ଟି ବିସ୍ଫୋରଣରେ ଅତିକମ୍ରେ ୧୮ ଜଣ ଆହତ ହୋଇଥିବା ସୂଚନା ମିଳିଛି। ଖଲିଫା ହଫ୍ତାର ସେନା ଓ ଆମେରିକା ସେନା ମଧ୍ୟରେ ଲାଗିରହିଥିବା ଅସନ୍ତୋଷ ଯୋଗୁ ସେଠାରୁ ୯୦ ହଜାର…
ରୁଷିଆ ପ୍ଲାଣ୍ଟରେ ବିସ୍ଫୋରଣ
ମସ୍କୋ,୨ା୬(ଏଏଫ୍ପି): କେନ୍ଦ୍ରୀୟ ରୁଷିଆର ଏକ ପ୍ଲାଣ୍ଟରେ ଏକ ବଡ଼ଧରଣର ବିସ୍ଫୋରଣ ଘଟିଛି। ଏଥିରେ ୪୨ ଆହତ ହୋଇଥିବାବେଳେ ଆଖପାଖର ୨୦୦ କୋଠା ଧ୍ୱସ୍ତବିଧ୍ୱସ୍ତ ହୋଇଯାଇଛି। ଏହାସହ ୨ ଜଣ ନିଖୋଜ ହୋଇଯାଇଛନ୍ତି। ବିସ୍ଫୋରଣ ଯୋଗୁ ସମ୍ପୂର୍ଣ୍ଣ ଅଞ୍ଚଳ ଧୂଆଁରେ ଆଚ୍ଛାଦିତ ହୋଇଯାଇଛି।…

