ଅନ୍ତର୍ଜାତୀୟ

୫ ମହିଳାଙ୍କୁ ଚୁମ୍ବନ ଦେଲେ ଡୁଟେର୍ଟେ

ଟୋକିଓ,୨ା୬(ଆଇଏଏନ୍‌ଏସ୍‌ ): ଫିଲିପାଇନ୍ସ ରାଷ୍ଟ୍ରପତି ରୋଡ୍ରିଗୋ ଡୁଟେର୍ଟେ ଏକ ବିଚିତ୍ର କାରନାମାକୁ ନେଇ ଏବେ ଚର୍ଚ୍ଚାରେ। ସେ ଜାପାନର ରାଜଧାନୀ ଟୋକିଓରେ ଏକ କାର୍ଯ୍ୟକ୍ରମରେ ଭାଷଣ ଦେବାବେଳେ ମଞ୍ଚ ଉପରେ ଲଗାତର ୫ ମହିଳାଙ୍କୁ ଚୁମ୍ବନ ଦେଇଛନ୍ତି। ସେହି ସୁନ୍ଦରୀ ମହିଳାମାନେ…

ଚନ୍ଦ୍ରକୁ ଉପକରଣ ପଠାଇବ ନାସା

ଓ୍ବାଶିଂଟନ୍‌: ୧୯୭୦ ପରେ ପ୍ରଥମଥର ପାଇଁ ଆମେରିକା ଚନ୍ଦ୍ରପୃଷ୍ଠକୁ ବୈଜ୍ଞାନିକ ଉପକରଣ ପଠାଇବା ପାଇଁ ଯୋଜନା ପ୍ରସ୍ତୁତ କରୁଛି। ୨୦୨୦ ଓ ୨୦୨୧ରେ ଏହି ଉପକରଣ ପଠାଯିବା ପରେ ୨୦୨୪ରେ ଚନ୍ଦ୍ରପୃଷ୍ଠକୁ ମାନବ ପଠାଯାଇ ସେଠାରେ ଜୀବସତ୍ତା ତିଷ୍ଠିବ କି ନା…

ଭର୍ଜିନିଆରେ ଗୁଳିକାଣ୍ଡ : ୧୨ ଜଣଙ୍କ ପ୍ରାଣ ହାନି, ୬ ଗୁରୁତର

ଓ୍ବାଶିଂଟନ,୧ା୬: ଆମେରିକାସ୍ଥିତ ଭର୍ଜିନିଆର ଏକ ସରକାରୀ ଅଟ୍ଟାଳିକାରେ ଗୁଳିକାଣ୍ଡ ଯୋଗୁ ଜଣେ ବନ୍ଧୁକଧାରୀଙ୍କ ସମେତ ୧୨ ଜଣଙ୍କର ପ୍ରାଣ ହାନି ଘଟିଥିବାବେଳେ ୬ ଜଣ ଗୁରୁତର ହୋଇଛନ୍ତି। ଶୁକ୍ରବାର ରାତିରେ ଭର୍ଜିନିଆ ସମୁଦ୍ରକୂଳରେ ଥିବା ମ୍ୟୁନିସପାଲିଟି କାର୍ଯ୍ୟାଳୟରେ ଏହି ଘଟଣା ଘଟିଥିଲା।…

ଲଣ୍ଡନରେ ଟ୍ରମ୍ପଙ୍କୁ ବିରୋଧ ପ୍ରଦର୍ଶନ

ଓ୍ବାଶିଂଟନ,୧।୬: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ସୋମବାର ବଙ୍କିମହାମ୍‌ ପ୍ୟାଲେସରେ ଆୟୋଜିତ ଏକ ରାଜକୀୟ ଭୋଜିରେ ଯୋଗ ଦେବାର କାର୍ଯ୍ୟକ୍ରମ ରହିଛି। ହେଲେ ଏହାକୁ ବିରୋଧ କରି କିଛି ସଙ୍ଗଠନ ଶନିବାର ବିରୋଧ ପ୍ରଦର୍ଶନ କରି ଏକ ରାଲିର ଆୟୋଜନ କରିଥିଲେ।…

୫୯ ବର୍ଷ ଧରି ବିପଦ ଶଙ୍କୁଳ ଅବସ୍ଥାରେ ବ୍ରିଜ୍‌ ପାରି ହେଉଛନ୍ତି ଲୋକେ

ଇସଲାମାବାଦ୍‌, ୧।୬: ପାକିସ୍ତାନରେ ରହିଛି ପୃଥିବୀର ସବୁଠାରୁ ବିପଦ ଶଙ୍କୁଳ ବ୍ରିଜ୍‌। ଏହା କାଠ ପଟା ଏବଂ ଲୁହା ଜଞ୍ଜିରରେ ନିର୍ମିତ। ୧୯୬୦ରେ ଏହି ଝୁଲା ବ୍ରିଜ୍‌କୁ ତତ୍‌କାଳୀନ ପାକିସ୍ତାନ ରାଷ୍ଟ୍ରପତି ଆୟୁବ ଖାଁ ବୋରିକ୍‌ ହ୍ରଦ ଉପରେ ନିର୍ମାଣ କରିଥିଲେ।…

ମୋଦି ସରକାରଙ୍କୁ ଡୋନାଲ୍ଟ ଟ୍ରମ୍ପ୍‌ଙ୍କ ଝଟ୍‌କା: ଜିଏସ୍‌ପି ସୁବିଧାରୁ ଭାରତ ବଞ୍ଚିତ ହେବା ଆଶଙ୍କା

ଓ୍ବାଶିଂଟନ,୧।୬: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସରକାରଙ୍କୁ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ୍‌ ଏକ ଝଟ୍‌କା ଦେବାର ଯୋଜନା କରିଛନ୍ତି। ପୂର୍ବରୁ ଭାରତକୁ ବ୍ୟବସାୟ କ୍ଷେତ୍ରରେ ମିଳୁଥିବା ଜେନେରାଲାଇଜଡ୍‌ ସିଷ୍ଟମ ଅଫ୍‌ ଫ୍ରିଫେରେନ୍ସଜ୍‌(ଜିଏସ୍‌ପି)କୁ ଆମେରିକା ରଦ୍ଦ କରିବାକୁ ପଛାଇବ ନାହିଁ ବୋଲି ଟ୍ରମ୍ପ୍‌…

ଭର୍ଜିନିଆ ମ୍ୟୁନିସ୍‌ପାଲ ବିଲ୍ଡିଂରେ ଆଖିବୁଜା ଗୁଳି ଚଳାଇଲେ ଅଜଣା ବ୍ୟକ୍ତି: ୧୧ ମୃତ

ଭର୍ଜିନିଆ,୧।୬: ଆମେରିକା ଭର୍ଜିନିଆରେ ଜଣେ ଅଜଣା ବ୍ୟକ୍ତିଙ୍କ ଗୁଳିମାଡ଼ରେ ୧୧ ଜଣ ଲୋକଙ୍କ ମୃତ୍ୟୁ ଘଟିଛି। ଏଥବରେ ୬ ଜଣ ଆହତ ହୋଇଛନ୍ତି। ଆହତଙ୍କୁ ଚିକିତ୍ସା ପାଇଁ ହସ୍ପିଟାଲରେ ଭର୍ତ୍ତି କରାଯାଇଛି। ସ୍ଥାନୀୟ ମ୍ୟୁନିସ୍‌ପାଲ ବିଲ୍ଡିଂରେ ଜଣେ ଅଜଣାବ୍ୟକ୍ତି ପଶି ଏଭଳି…

ମହିଳାଙ୍କ ଶେଷ ଇଚ୍ଛା ପୂରଣ ପାଇଁ ଜୀବନ ଦେଲା ପୋଷା କୁକୁର

ଓ୍ବାଶିଂଟନ,୩୧।୫: ଆମେରିକାର ଭର୍ଜିନିୟାରୁ ଏମିତି ଏକ ଖବର ଆସିଛି ଯେଉଁଠି ଜୀବନ, ମୃତ୍ୟୁ, ଜିଦ୍‌ ଆଉ ଇଚ୍ଛାର ଏକ ମିଶ୍ରଣ ଦେଖିବାକୁ ମିଳିଛି। ଜଣେ ମହିଳା ଶେଷ ସମୟରେ ଏମିତି ଇଚ୍ଛା ପ୍ରକାଶ କରିଛନ୍ତି ଯେଉଁଥିରେ ଅନ୍ୟ ଜଣକୁ ଜୀବନ ଦେବାକୁ…

ଶାଲଓ୍ବାର କମିଜ୍‌ ଉପରେ ବ୍ଲେଜର ପିନ୍ଧି ଲୋକହସା ହେଲେ ପାକ୍‌ କ୍ୟାପଟେନ୍‌

ବକିଂଘମ୍‌,୩୧।୫: ପାକିସ୍ତାନ କିକ୍ରେଟ ଟିମ୍‌ର କ୍ୟାପଟେନ ସରଫରାଜ ଅହମ୍ମଦ ବକିଂଘମ୍‌ ପ୍ୟାଲେସରେ ମହାରାଣୀଙ୍କୁ ପାରମ୍ପରିକ ପୋଷାକ ପିନ୍ଧି ଭେଟିବାକୁ ଯାଇଥିଲେ। ଏହି ପୋଷାକ ପାଇଁ ତାଙ୍କୁ ଏବେ ଟ୍ରୋଲ ହେବାକୁ ପଡ଼ିଛି। ସୂଚନାଯୋଗ୍ୟ ଆଇସିସ ଓ୍ବାଲ୍ଡ କପ୍‌ ସମାରୋହ ପୂର୍ବରୁ ଅନ୍ତର୍ଜାତୀୟ…

ନେତାନ୍ୟାହୁ ବିଫଳ:ଇସ୍ରାଏଲରେ ହେବ ସାନି ନିର୍ବାଚନ

ଜେରୁଜେଲମ୍‌,୩୧।୫ :(ପି.ଟି.):ପୁଣି ଇସ୍ରାଏଲରେ ଜାତୀୟ ନିର୍ବାଚନ ଅନୁଷ୍ଠିତ ହେବ। ପ୍ରଧାନମନ୍ତ୍ରୀ ନେତାନ୍ୟାହୁ ମିଳିତ ସରକାର ଗଠନ କରିବାରେ ବିଫଳ ହେବା ପରେ ଦେଶରେ ପ୍ରଥମଥର ଲାଗି ଏଭଳି ସ୍ଥିତି ଉପୁଜିଛି। ସମସ୍ତ ସାଂସଦଙ୍କ ମତ ନିଆଯାଇ ସଂସଦ ଭଙ୍ଗ କରାଯାଇଛି। ସେପ୍ଟେମ୍ବର…

ଶପଥ ଗ୍ରହଣ ପୂର୍ବରୁ ମୋଦିଙ୍କୁ ସମାଲୋଚନା କଲା ପାକିସ୍ତାନ ଗଣମାଧ୍ୟମ

ଇସଲାମାବାଦ,୩୦।୫: ଗୋଟିଏ ପଟେ ନରେନ୍ଦ୍ର ମୋଦି ଗୁରୁବାର ପ୍ରଧାନମନ୍ତ୍ରୀ ଭାବେ ଶପଥ ଗ୍ରହଣ କରିବାର କାର୍ଯ୍ୟକ୍ରମ ଥିବା ବେଳେ ଅନ୍ୟପଟେ ଏହାକୁ ନେଇ ପାକିସ୍ତାନରେ ଚାଲିଛି ଆଲୋଚନା ସମାଲୋଚନା। ପାକିସ୍ତାନର ଜଣାଶୁଣା ଖବର କାଗଜ ଡନ୍‌ ଗୁରୁବାର ଲେଖିଛି କି ମୋଦି…

ପାକିସ୍ତାନରେ ବିମାନ ଯାତ୍ରା ହେଲା ମହଙ୍ଗା

ଇସଲାମାବାଦ,୩୦।୫: ପାକିସ୍ତାନର ପ୍ରାୟ ସମସ୍ତ ଖାଦ୍ୟ ସାମଗ୍ରୀ ଏବେ ଆକାଶଛୁଆଁ ଦାମ୍‌ ହୋଇ ଯାଇଥିବା ବେଳେ ଚିନ୍ତାରେ ପାକିସ୍ତାନ ବାସୀ। ଖାଦ୍ୟ ସାମଗ୍ରୀ ପରେ ଏବେ ଏଠାକାର ବିମାନ ଯାତ୍ରା ମଧ୍ୟ ମହଙ୍ଗା ହୋଇଥିବା ଖବର ମିଳିଛି। ପାକିସ୍ତାନ ଏୟାର ଲାଇନ୍ସ(ପିଆଇଏ)…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?